Posted inଜାତୀୟ

ପିଆଜ ମାଳ ପିନ୍ଧି ସଂସଦରେ ପହଞ୍ଚିଲେ ୨ ଏଏପି ଏମ୍‌ପି

ନୂଆଦିଲ୍ଲୀ,୩।୧୨: ପିଆଜ ଦାମ ବଢ଼ିଚାଲିଥିବାବେଳେ ଏହାକୁ ନିୟନ୍ତ୍ରଣ କରିବାରେ କେନ୍ଦ୍ର ସରକାର ଅସଫଳ ରହିଥିବା ପ୍ରତିବାଦ କରି ୨ ଜଣ ଏଏପି ଏମ୍‌ପି ସଂସଦରେ ପିଆଜ ମାଳ ପିନ୍ଧି ପହଞ୍ଚିଛନ୍ତି। ଏଏପି ଏମ୍‌ପି ସଞ୍ଜୟ ସିଂ ଏବଂ ସୁଶୀଲ ଗୁପ୍ତା ମଙ୍ଗଳବାର ଏଭଳି କରିଛନ୍ତି। ସେମାନେ ହାତରେ ପ୍ଲା କାର୍ଡ ଧରି କେନ୍ଦ୍ର ସରକାରଙ୍କ ବିରୋଧରେ ବିଭିନ୍ନ ସ୍ଲୋଗାନ୍‌ ଦେଇଛନ୍ତି। ସରକାରଙ୍କ ଅବହେଳା ଯୋଗୁ ଗୋଦାମରେ ୩୨ ହଜାର ଟନ୍‌ ପିଆଜ ସଢ଼ି ଯାଇଥିବା ନେଇ ସଞ୍ଜୟ ସିଂ ଅଭିଯୋଗ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

କୋଭିଡ ହସ୍ପିଟାଲରେ ଲାଗିଲା ଭୟଙ୍କର ନିଆଁ: ୧୩ ଜଣ କରୋନା ରୋଗୀଙ୍କ ଜୀବନ ଗଲା

ମୁମ୍ବାଇ,୨୩।୪।: ମହାରାଷ୍ଟ୍ରର ମୁମ୍ବାଇସ୍ଥିତ ବିରାର ଅଞ୍ଚଳରେ ବିଜୟ ବଲ୍ଲଭ କୋଭିଡ ହସ୍ପିଟାଲରେ ଭୟାନକ ଅଗ୍ନିକାଣ୍ଡ ଘଟିଛି। ଏଥିରେ ୧୩ ଜଣ କରୋନା ରୋଗୀଙ୍କର ମୃତ୍ୟୁ ଘଟିଛି।...

ସିଦ୍ଧୁଙ୍କୁ ବିକ୍ରମଙ୍କ କଟାକ୍ଷ: ଯିଏ ନିଜ ମା’ଙ୍କ ହୋଇପାରିଲେ ନାହିଁ, ସେ ଜନତାଙ୍କର କିଭଳି ହେବେ

ଅମୃତସର,୨୮।୧: ୨୦୨୨ ପଞ୍ଜାବ ନିର୍ବାଚନ ଲାଗି ଶିରୋମଣି ଅକାଳି ଦଳ ନେତା ତଥା ଅମୃତସର ପୂର୍ବର ପ୍ରାର୍ଥୀ ବିକ୍ରମ ସିଂହ ମାଜିଥିଆ ଶୁକ୍ରବାର ନିଜର ନାମାଙ୍କନପତ୍ର...

ମୋଦି ସରକାରରେ ସାମିଲ ହେବନି ଜେଡିୟୁ

ନୂଆଦିଲ୍ଲୀ, ୩୦।୫: ନରେନ୍ଦ୍ର ମୋଦି ସରକାରରେ ସାମିଲ ହେବନି ଜେଡିୟୁ। ଜେଡିୟୁ ସୁପ୍ରିମୋ ନୀତିଶ କୁମାର ଏହା ଘୋଷଣା କରିଛନ୍ତି। ଦ୍ୱିତୀୟ ଥର ପ୍ରଧାନମନ୍ତ୍ରୀ ଭାବେ...

ପଞ୍ଜାବ ପରେ ଏବେ କର୍ନାଟକ କଂଗ୍ରେସରେ ଫାଟ!

ବେଙ୍ଗାଲୁରୁ,୨୦।୭: ୨୦୧୩ କର୍ନାଟକ ବିଧାନସଭା ନିର୍ବାଚନ ପୂର୍ବରୁ କଂଗ୍ରେସରେ ଫାଟ ସୃଷ୍ଟି ହୋଇଛି। ଏଭଳି ପରିସ୍ଥିତିରେ ମଙ୍ଗଳବାର ଦଳର ହାଇକମାଣ୍ଡ ଦ୍ୱାରା କଂଗ୍ରେସର ବରିଷ୍ଠ ନେତା...

୧୬୦ କୋଟି କରୋନା ଟିକା କିଣିବା ପାଇଁ ଭାରତର ଯୋଜନା

ନୂଆଦିଲ୍ଲୀ,୫।୧୨: ଭାରତ ୧୬୦ କୋଟି କରୋନା ଟିକା କିଣିବା ପାଇଁ ଯୋଜନା କରିଛି। ପୃଥିବୀର ବିଭିନ୍ନ ଦେଶର ବିଶେଷଜ୍ଞମାନଙ୍କ ପକ୍ଷରୁ କରାଯାଇଥିବା ବିଶ୍ଳେଷଣ ରିପୋର୍ଟରେ ଏହା...

ପ୍ରଥମଥର ପେଟ୍ରୋଲଠାରୁ ମହଙ୍ଗା ହେଲା ଡିଜେଲ ଦର

ନୂଆଦିଲ୍ଲୀ,୧୪।୬: କ୍ରମାଗତ ୧୮ ଦିନ ପାଇଁ ଡିଜେଲ ଦର ବୃଦ୍ଧି ପାଇବାରେ ଲାଗିଛି। ବୁଧବାର ଦିନ ଡିଜେଲ ଦର ୪୮ ପଇସା ବୃଦ୍ଧି ପାଇଛି। ତେବେ...

ଆଇଟିବିପି କ୍ୟାମ୍ପରେ ଯବାନଙ୍କ ମଧ୍ୟରେ ସଂଘର୍ଷ: ୬ ଯବାନ ମୃତ

ରାୟପୁର, ୪।୧୨: ଛତିଶଗଡର ନାରାୟଣପୁର ଜିଲାରେ ଏକ ଆଇଟିବିପି କ୍ୟାମ୍ପରେ ଯବାନଙ୍କ ମଧ୍ୟରେ ସଂଘର୍ଷ ହୋଇଛି। ଏଥିରେ ୬ ଜଣ ଯବାନଙ୍କ ମୃତ୍ୟୁ ଘଟିଛି। ଦୁଇ...

ଭାଇଜାଗ୍‌ ଫାର୍ମରେ ଗ୍ୟାସ୍‌ ଲିକ୍‌: ୨ ମୃତ

ବିଶାଖାପାଟଣା,୧।୭(ଆଇଏଏନ୍‌ଏସ୍‌): ବିଶାଖାପାଟଣାସ୍ଥିତ ଏକ ଫାର୍ମାସ୍ୟୁଟିକାଲ ୟୁନିଟ୍‌ରେ ଗ୍ୟାସ୍‌ ଲିକ୍‌ହୋଇ ୨ ଜଣ ପ୍ରାଣ ହରାଇଥିବା ବେଳେ ୪ ଗୁରୁତର ହୋଇପଡ଼ିଛନ୍ତି। ପର୍‌ଓ୍ବାଡ଼ାର ଜବାହରଲାଲ୍‌ ନେହେରୁ ଫାର୍ମା...

Advertisement
Archives

Model This Week