Posted inଜାତୀୟ

ପିଆଜ ରପ୍ତାନୀ ଉପରେ ଲାଗିଲା ରୋକ

ନୂଆଦିଲ୍ଲୀ,୨୯।୯: ଦେଶରେ ପିଆଜ ଦାମ ଆକାଶ ଛୁଇଁ ହୋଇଛି। ପିଆଜ ଦର କିଲୋ ପିଛା ୮୦ ଟଙ୍କାରେ ପହଞ୍ଚିଲାଣି। ଏହାକୁ ଦୃଷ୍ଟିରେ ରଖି କେନ୍ଦ୍ର ସରକାର ରବିବାର ପିଆଜ ରପ୍ତାନୀ ଉପରେ ରୋକ ଲଗାଇଛି। କେନ୍ଦ୍ର ବାଣିଜ୍ୟ ଏବଂ ଶିଳ୍ପ ବିଭାଗ ପକ୍ଷରୁ ଆଗାମୀ ନିର୍ଦ୍ଦେଶ ପର୍ଯ୍ୟନ୍ତ ପିଆଜ ରପ୍ତାନୀ କରାଯିବ ନାହିଁ ବୋଲି ସୂଚନା ଦିଆଯାଇଛି। ମହାରାଷ୍ଟ୍ର, କର୍ନାଟକରେ ଲଗାଣ ବର୍ଷା କାରଣରୁ ପିଆଜ ଆମଦାନୀରେ ହ୍ରାସ ଘଟିଛି। ଫଳରେ ଦେଶର ବିଭିନ୍ନ ସ୍ଥାନରେ ପିଆଜର କଳାବଜାରୀ ହେଉଥିବା ଖବର ଆସିଥିଲା। ୨୦୧୫ ତୁଳନାରେ ଏବେ ଦେଶର ପିଆଜ ଦାମ ଅଧିକ ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ଲାଉଡ୍‌ ସ୍ପିକରରେ ମୁସଲିମ ମହିଳାଙ୍କୁ ବଳାତ୍କାର ଧମକ ଦେଲେ ପୂଜାରୀ

ଲକ୍ଷ୍ନୌ,୮।୪: ମସଜିଦ ବାହାରେ ଏକତ୍ରିତ ମୁସଲିମ ମହିଳାଙ୍କୁ ଅପହରଣ କରି ବଳାତ୍କାର ଧମକ ଦେଇଛନ୍ତି ଜଣେ ହିନ୍ଦୁ ପୂଜାରୀ। ଘଟଣାଟି ଉତ୍ତରପ୍ରଦେଶ ରାଜଧାନୀ ଲକ୍ଷ୍ନୌଠାରୁ ୧୦୦...

ଖୋଲିବ ୪୬୨ ଏକଲବ୍ୟ ସ୍କୁଲ

ରାଞ୍ଚି,୧୦ା୯(ଆଇଏଏନ୍‌ଏସ୍‌): ଦେଶର ଆଦିବାସୀ ଛାତ୍ରୀଛାତ୍ରଙ୍କ ପାଇଁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ୧୨ ତାରିଖରେ ଏକଲବ୍ୟ ସ୍କୁଲ ଶୁଭାରମ୍ଭ କରିବେ। କେନ୍ଦ୍ର ଆଦିବାସୀ ବ୍ୟାପାର ମନ୍ତ୍ରୀ ଅର୍ଜୁନ...

ଓଡ଼ିଆ ବାୟୁସେନା ଅଧିକାରୀ ଇଷ୍ଟର୍ନ ଏୟାର କମାଣ୍ଡ ମୁଖ୍ୟ

ନୂଆଦିଲ୍ଲୀ, ୩।୧୦: ବାୟୁସେନାର ଓଡ଼ିଆ ଅଫିସର ଏୟାର ମାର୍ଶାଲ ଦିଲୀପ କୁମାର ପଟ୍ଟନାୟକ ଇଷ୍ଟର୍ନ ଏୟାର କମାଣ୍ଡ୍‌ର ଏୟାର ଅଫିସର କମାଣ୍ଡିଂ ଇନ୍‌ ଚିଫ୍‌ ନିଯୁକ୍ତ...

ଦଳିତ ଯୁବକଙ୍କୁ ବିବାହ କରିଥିବାରୁ ଜୀବନ ପ୍ରତି ବିପଦ ଥିବା ଦର୍ଶାଇଲେ ବିଧାୟକଙ୍କ ଝିଅ

ଲକ୍ଷ୍ନୌ,୧୧।୭: ଉତ୍ତର ପ୍ରଦେଶ ବରେଲିର ଜଣେ ବିଧାୟକଙ୍କ ଝିଅ ଦଳିତ ଯୁବକଙ୍କୁ ବିବାହ କରିବାର ଏକ ଭିଡିଓ ଏବେ ସୋସିଆଲ ମିଡିଆରେ ଭାଇରାଲ ହେବାରେ ଲାଗିଛି।...

ଅସ୍ତ୍ରବିରତି ଉଲ୍ଲଂଘନ କଲା ପାକିସ୍ତାନ: ଲୋକଙ୍କ ଉପରେ ମୋର୍ଟାର ଶେଲିଂ ମାଡ଼

ଶ୍ରୀନଗର,୩।୧୦: ଜମ୍ମୁ-କଶ୍ମୀର ନିୟନ୍ତ୍ରଣ ରେଖାଠାରେ ପାକିସ୍ତାନ ପୁଣି ଅସ୍ତ୍ର ବିରତି ଉଲ୍ଲଂଘନ କରିଛି। ହୀରାନଗର ସେକ୍ଟରରେ ଥିବା ଭାରତୀୟ ଫରଓ୍ବାର୍ଡ ପୋଷ୍ଟ ଗୁଡ଼ିକୁ ଲକ୍ଷ୍ୟ କରି...

ଜମ୍ମୁ-ଶ୍ରୀନଗର ହାଇୱେରେ ଧସିଲା ନିର୍ମାଣାଧିନ ଟନେଲ, ୭ ଜଣ ଦବି ହୋଇଥିବା ଆଶଙ୍କା

ଶ୍ରୀନଗର,୨୦ ।୫: ରାମବନ ଜିଲାରେ ଜମ୍ମୁ-ଶ୍ରୀନଗର ଜାତୀୟ ରାଜପଥରେ ନର୍ମାଣଧିନ ୪ ଲେନ ଟନେଲର ଗୋଟିଏ ଭାଗ ଗୁରୁବାର ରାତିରେ ଭୁଷୁଡି ପଡିବାରୁ ୯ ଜଣ...

କର୍ନାଟକ ପରେ ଗୋଆ କଂଗ୍ରେସରେ ସଙ୍କଟ: ଭାଜପାରେ ଯୋଗ ଦେଲେ ୧୦କଂଗ୍ରେସ ନେତା

ପଣଜୀ,୧୧।୭: କର୍ନାଟକରେ କଂଗ୍ରେସର ସ୍ଥିତିକୁ ନେଇ ରାଜନୈତୀକ ମହଲ ସରଗରମ ଥିବା ବେଳେ ଏବେ ସେଠାରେ ମେଣ୍ଟ ସରକାରକୁ ବଞ୍ଚାଇବାକୁ ପ୍ରୟାସ ଜାରି ରହିଛି। ଏପଟେ...

ଦେଶର ସର୍ବାଧିକ ୧୦ ପ୍ରଦୂଷିତ ସହର ମଧ୍ୟରେ ଦିଲ୍ଲୀ ନୁହେଁ ବରଂ ଉତ୍ତର ପ୍ରଦେଶର ୮, ହରିୟାଣାର ୨ ସହର ରହିଛି

ନୂଆଦିଲ୍ଲୀ,୫।୧୧: ରାଜଧାନୀ ଦିଲ୍ଲୀର ପ୍ରଦୂଷଣ ସମଗ୍ର ଦେଶରେ ଚିନ୍ତାର ବିଷୟ ପାଲଟିଛି। ସୋମବାର ପ୍ରଦୂଷଣରୁ ଦିଲ୍ଲୀବାସୀଙ୍କୁ କିଛି ମାତ୍ରାରେ ଆଶ୍ୱସ୍ତି ମିଳିଛି। କାରଣ ରାଜଧାନୀର କିଛି...

Advertisement
Archives

Model This Week