ପିଆରଏମ୍‌ ମେଡିକାଲ୍‌ରେ ନିଆଁ

ବାରିପଦା ଅଫିସ, ୨୦ା୪- ମୟୂରଭଞ୍ଜ ଜିଲା ବାରିପଦାସ୍ଥିତ ପିଆରଏମ୍‌ ମେଡିକାଲ୍‌ର ମାନସିକ ରୋଗ ଚିକିତ୍ସା ଓ୍ବାର୍ଡରେ ସୋମବାର ଅଗ୍ନିକାଣ୍ଡ ଘଟି ବିଭିନ୍ନ ସରଞ୍ଜାମ ପୋଡ଼ି ଯାଇଛି। ମିଳିଥିବା ସୂଚନା ଅନୁଯାୟୀ, ରାତି ୯ଟା ସମୟରେ ଶର୍ଟ ସର୍କିଟ ଯୋଗୁ ଉକ୍ତ ଓ୍ବାର୍ଡରେ ନିଆଁ ଲାଗି ଯାଇଥିଲା। ଖବରପାଇ ସ୍ଥାନୀୟ ଅଗ୍ନିଶମ ବିଭାଗ କର୍ମଚାରୀ ପହଞ୍ଚି ନିଆଁକୁ ଆୟତ୍ତ କରିଥିଲେ। ଏହି ଅଗ୍ନିକାଣ୍ଡରେ ଓ୍ବାର୍ଡରେ ଥିବା ଏସି ସମେତ ପ୍ରାୟ ୫୦ ହଜାର ଟଙ୍କା ମୂଲ୍ୟର ସରଞ୍ଜାମ ପୋଡ଼ି ଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ସ୍ବାଭାବିକ ହେଲା ବଜେଟ ଆଲୋଚନା

ଭୁବନେଶ୍ୱର,୨୬।୨(ବ୍ୟୁରୋ): ୨୦୨୦-୨୧ ଆର୍ଥିକ ବର୍ଷ ପାଇଁ ଅର୍ଥମନ୍ତ୍ରୀ ନିରଞ୍ଜନ ପୂଜାରୀଙ୍କ ଦ୍ୱାରା ଆଗତ କରାଯାଇଥିବା ବଜେଟ ଉପରେ ମଙ୍ଗଳବାର ଆଲୋଚନା ହୋଇଛି। ସୋମବାର ବିରୋଧୀ ଦଳଗୁଡ଼ିକର...

ବଳକା ମଧ୍ୟାହ୍ନଭୋଜନରେ ଜୀବେଦୟା

ଓଡ଼ଗଁ।,୩୦ା୬(ସ୍ବ.ପ୍ର.): ସମ୍ପ୍ରତି ସମସ୍ତ ସ୍କୁଲରେ ମଧ୍ୟାହ୍ନ ଭୋଜନ ପ୍ରଚଳନ ଥିବା ବେଳେ ପିଲାମାନେ ବଳକା ଖାଦ୍ୟକୁ ନେଇ ଏଣେତେଣେ ଫିଙ୍ଗିବା ନିତିଦିନିଆ ଘଟଣା ହୋଇଛି। ଏହି...

ବରଗଡ଼ ଜିଲାପାଳ କାର୍ଯ୍ୟାଳୟ ଶଟ୍‌ଡାଉନ୍‌

ବରଗଡ଼ ଅଫିସ,୨୮ା୮: ବରଗଡ଼ ଜିଲାପାଳ କାର୍ଯ୍ୟାଳୟକୁ ଶୁକ୍ରବାରରୁ ୭୨ ଘଣ୍ଟା ପାଇଁ ଶଟ୍‌ଡାଉନ୍‌ ଘୋଷଣା କରାଯାଇଛି। ଜିଲାପାଳ କାର୍ଯ୍ୟାଳୟରେ କାର୍ଯ୍ୟରତ ଜଣେ କର୍ମଚାରୀ କରୋନା ପଜିଟିଭ୍‌...

ଯୁବକଙ୍କ କ୍ଷତବିକ୍ଷତ ମୃତଦେହ ଉଦ୍ଧାର: ହତ୍ୟା ସନ୍ଦେହ

ଝାରସୁଗୁଡ଼ା ଅଫିସ/ଲଖନପୁର,୭।୧୦(ଡି.ଏନ୍‌.ଏ): ଝାରସୁଗୁଡ଼ା ଜିଲା ଟାଉନ ଥାନା ଅଧୀନ ପୁଡାମାଲ ଗ୍ରାମ ନିକଟ ଏକ ବୁଦାମୂଳରୁ ସୋମବାର ସକାଳେ ଜଣେ ଯୁବକଙ୍କ କ୍ଷତବିକ୍ଷତ ମୃତଦେହ ପୋଲିସ...

ନକଲି ସାର୍ଟିଫିକେଟରେ ଷ୍ଟାଇପେଣ୍ଡ ଲୁଟ୍‌ ଘଟଣା: ପ୍ରଶାସନିକ ସ୍ତରରେ ତନାଘନା

ଭଦ୍ରକ ଅଫିସ, ୯।୧୨- ଭଦ୍ରକ ଜିଲାରେ ନକଲି ଜାତିଗତ ପ୍ରମାଣପତ୍ର ଦେଇ ସରକାରୀ ଷ୍ଟାଇପେଣ୍ଡ ଲୁଟୁଛନ୍ତି କେତେକ ଘରୋଇ ଶିକ୍ଷାନୁଷ୍ଠାନ। ଏ ସମ୍ପର୍କରେ ଗତ ନଭେମ୍ବର...

‘କରୋନା’ ବଢ଼ାଇଛି ଟମାଟୋ ଚାଷୀଙ୍କ ଦୁଃଖ

ପାଟଣା,୨୭।୩(ସ୍ବ.ପ୍ର.)-ମହାମାରୀ କରୋନା ଭୂତାଣୁ ସଂକ୍ରମଣରେ ବିଶ୍ୱ ପ୍ରଭାବିତ ହୋଇଥିବା ବେଳେ ଭାରତ ବି ଏଥିରୁ ବାଦ ପଡିନି। ସରକାର ଲକ୍‌ଡାଉନ କରି ଏଥିରେ ଅଙ୍କୁଶ ଲଗାବାକୁ...

ହାତୀ ଆକ୍ରମଣରେ ୨ ମୃତ

ହାଟଡିହି,୧୮।୫(ଡି.ଏନ.ଏ): କେନ୍ଦୁଝର ଜିଲା ହାଟଡିହି ବ୍ଲକରେ ହାତୀ ଆକ୍ରମଣରେ ୨୪ ଘଣ୍ଟା ନପୁରୁଣୁ ୨ଜଣଙ୍କ ପ୍ରାଣହାନୀ ଘଟିଛି। ଶନିବାର ସକାଳୁ କାନପୁର-ମରଚାଇପଦା ଗଁ।ର ମରାମଚନ୍ଦ୍ର ରାଉତଙ୍କ...

ସ୍ତ୍ରୀଙ୍କୁ ହାଣି ବୃଦ୍ଧଙ୍କ ଆତ୍ମହତ୍ୟା ଉଦ୍ୟମ

କେନ୍ଦ୍ରାପଡ଼ା ଅଫିସ,୮ା୬: ପରିଣତ ବୟସରେ ପାରିବାରିକ ମନୋମାଳିନ୍ୟ ଭୟଙ୍କର ରୂପ ନେଇଛି। କେନ୍ଦ୍ରାପଡ଼ା ସଦର ଥାନା ଅନ୍ତର୍ଗତ ଗରାପୁର ଗ୍ରାମର ଝିଙ୍ଗର ମଲ୍ଲିକ (୭୪) ସ୍ତ୍ରୀ...

Coronavirus Update

Archives

Model This Week

Why Dharitri