ପିଇଓଙ୍କ ନିଲମ୍ବନ ଦାବିରେ ଗଣଧାରଣା

ତିହିଡ଼ି,୨।୩(ଡି.ଏନ୍‌.ଏ.): ଭଦ୍ରକ ଜିଲା ତିହିଡ଼ି ବ୍ଲକ ଅଧୀନ ଶ୍ୟାମସୁନ୍ଦରପୁର ପଞ୍ଚାୟତ ଭାଜପା ପକ୍ଷରୁ ସୋମବାର ପୂର୍ବାହ୍ନରେ ତିହିଡି ବ୍ଲକ କାର୍ଯ୍ୟାଳୟ ପରିସରରେ ଗଣଧାରଣା ଦିଆଯାଇଛି। ପ୍ରଧାନମନ୍ତ୍ରୀ ଆବାସ ଦୁର୍ନୀତିରେ ସାମିଲ ଥିବା ପଞ୍ଚାୟତ କାର୍ଯ୍ୟନିର୍ବାହୀ ଅଧିକାରୀ(ପିଇଓ)ଙ୍କ ନିଲମ୍ବନ ଦାବିରେ ଏହି ଧାରଣା ଦିଆଯାଇଛି। ଭାଜପା ଜିଲା ଉପସଭାପତି ଦୁର୍ଗାଚରଣ ନାୟକ, ମଣ୍ତଳ ସମ୍ପାଦକ ଶରତ ଚନ୍ଦ୍ର ଦାସ, ପଞ୍ଚାୟତ ସଭାପତି ରମେଶ ଚନ୍ଦ୍ର ରାଉତ,ସମିତି ସଭ୍ୟ ଯଶୋବନ୍ତ ମଲିକ,ଭାଟପଡ଼ା ସରପଞ୍ଚଙ୍କ ପ୍ରତିନିଧି ପ୍ରତାପ ଜେନାଙ୍କ ନେତୃତ୍ୱରେ ଏହି ଧାରଣା ଦିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ପୋଖରୀରେ ବୁଡ଼ି ବାଳକ ମୃତ, ନନ୍ଦିକା ଗ୍ରାମରେ ଶୋକାକୁଳ ପରିବେଶ

ଜଳେଶ୍ୱର, ୩ା୯-ଜଳେଶ୍ୱର ପୌରାଞ୍ଚଳର ୧୩ ନଂ. ୱାର୍ଡ଼ ନନ୍ଦିକା ଗ୍ରାମର ୯ବର୍ଷର ବାଳକ ପୋଖରୀରେ ବୁଡ଼ି ପ୍ରାଣ ହରାଇଛନ୍ତି। ଏହି ଖବର ପ୍ରଚାରିତ ହେବା ପରେ...

ଅର୍ଜୁନପୁର ଜଙ୍ଗଲ ରାସ୍ତାରେ ଦୁର୍ବୃତ୍ତଙ୍କ ଦୌରାତ୍ମ

ସୋନପୁର,୧୪।୯(ନି.ପ୍ର.) ଖୋର୍ଦ୍ଧା-ବଲାଙ୍ଗୀର ୫୭ ନଂ ଜାତୀୟ ରାଜପଥର ଅର୍ଜୁନପୁର ଜଙ୍ଗଲ ରାସ୍ତାରେ ଦୁର୍ବୃତ୍ତଙ୍କ ଦୌରାତ୍ମ୍ୟ ବୃଦ୍ଧି ପାଇଛି। ରାତିରେ ଏକ ଗ୍ୟାଙ୍ଗ ଲାଠି ଧରି ଯାନବାହାନ...

କରୋନା ଯୋଦ୍ଧା ଭାବେ ଗଞ୍ଜାମ ଆଇଆଇସି ସମ୍ବର୍ଦ୍ଧିତ

ଗଞ୍ଜାମ,୩୧ା୫(ଡି.ଏନ୍‌.ଏ.): ସାରା ବିଶ୍ୱରେ କରୋନା ପାଇଁ ଲୋକେ ଚିନ୍ତିତ। ସଂକ୍ରମିତଙ୍କ ସଂଖ୍ୟା ଦିନକୁ ଦିନ ହୁ ହୁ ହୋଇ ବଢ଼ି ଚାଲିଛି। ଏଥିପାଇଁ ଡାକ୍ତର, ନର୍ସ,...

ସ୍ବାମୀଙ୍କୁ ଟାଙ୍ଗିଆରେ ହାଣି ଜେଲ ଗଲେ ସ୍ତ୍ରୀ

ଶଙ୍କରାଖୋଲ/ଟିକାବାଲି, ୮ା୯(ଡି.ଏନ୍‌.ଏ.)-ଚକାପାଦ ଥାନା ପସରା ପଞ୍ଚାୟତର ଗୋଚ୍ଛାବାରି ଗ୍ରାମରେ ଜଣେ ମହିଳାଙ୍କ ସହ ଅନୈତିକ ସମ୍ପର୍କ ରଖିଥିବା ସନ୍ଦେହ କରି ଗୁରୁବାର ରାତିରେ ସ୍ବାମୀଙ୍କୁ ଟାଙ୍ଗିଆରେ...

୮ ଘଣ୍ଟା ବନ୍ଦ ରହିଲା ବରଗଡ଼

ବରଗଡ଼ ଅଫିସ୍‌,୧।୧୧: ବରଗଡ଼ ସହର ଉପକଣ୍ଠ ତୋରା ଗ୍ରାମର ଗୋବିନ୍ଦ କୁମ୍ଭାରଙ୍କ ପୋଲିସ ହେପାଜତରେ ମୃତ୍ୟୁ ଏବଂ କଳାହାଣ୍ଡି ଜିଲା ଗୋଲାମୁଣ୍ଡା ବ୍ଲକ ମହାଲିଙ୍ଗ ସ୍ଥିତ...

ଧୁମ୍‌ଧାମ୍‌ରେ ପାଳନ ହେଲା ନୂତନବର୍ଷ: ସକାଳେ ଦିଅଁ ଦର୍ଶନ, ସନ୍ଧ୍ୟାରେ ପାର୍କରେ ଭିଡ଼

ଅନୁଗୋଳ ଅଫିସ, ୨ା୧ – ନୂଆ ଉତ୍ସାହ। ନୂଆ ଉଦ୍ଦୀପନା। ପ୍ରିୟଜନଠାରୁ ଆରମ୍ଭ କରି ବନ୍ଧୁ, ସମ୍ପର୍କୀୟଙ୍କୁ ନବବର୍ଷର ଅଭିନନ୍ଦନ ଜଣାଇଛନ୍ତି ସଭିଏଁ। ନିଆରା ଢଙ୍ଗରେ...

ଚାଷୀଙ୍କ ଅଜାଣତରେ ଉଠାଯାଇଛି ଋଣ

ବାହାନଗା, ୧ା୧୨(ଡି.ଏନ୍‌.ଏ.)- ବାଲେଶ୍ୱର ଜିଲା ବାହାନଗା ବ୍ଲକ ପଣପଣା ପଞ୍ଚାୟତରେ ଥିବା ସେବା ସମବାୟ ସମିତିରେ କୋଟି କୋଟି ଟଙ୍କା ହେରଫେର୍‌ ହୋଇଥିବା ଅଭିଯୋଗ ହୋଇଛି।...

ନାଲସିଂହରେ ୧୫ ଟିକିଆ ହାତୀପଲ

ନିରାକାରପୁର,୧୭ା୧୦(ଡି.ଏନ୍‌.ଏ.): ଖୋର୍ଦ୍ଧା ଜିଲା ଟାଙ୍ଗୀ ବନାଞ୍ଚଳରେ ହାତୀ ଉପଦ୍ରବ ଲାଗି ରହିଛି। ଶୁକ୍ରବାର ରାତିରେ ପଟିଆରୁ ୧୫ ଟିକିଆ ହାତୀପଲ୍ଲ ଆସି ଅଚ୍ୟୁତପୁର ପଞ୍ଚାୟତ ନାଲସିଂହ...

Advertisement
Archives

Model This Week