ପିଇଓଙ୍କ ରହସ୍ୟଜନକ ମୃତ୍ୟୁ ଘଟଣା : ସିବିଆଇ ତଦନ୍ତ ଦାବିରେ ଭାଜପାର ଯାଜପୁର ବନ୍ଦ

ଯାଜପୁର ଅଫିସ,୨୧।୧୦: ଯାଜପୁର ଜିଲା ଧର୍ମଶାଳା ବ୍ଲକ ହରିଦାସପୁର ପଞ୍ଚାୟତର ପିଇଓ (ପଞ୍ଚାୟତ ନିିର୍ବାହୀ ଅଧିକାରୀ) ସ୍ମିତାରାଣୀ ବିଶ୍ବାଳଙ୍କ ରହସ୍ୟଜନକ ମୃତ୍ୟୁ ଘଟଣାର ସିବିଆଇ ତଦନ୍ତ ଦାବିରେ ଭାଜପାର ଜିଲା ବନ୍ଦ ଡାକରା ଦିଆଯାଇଛି। ସୋମବାର ସକାଳ ୬ଟାରୁ ଜିଲାର ବ୍ୟାସନଗର, ଯାଜପୁର ଟାଉନ, ଚଣ୍ଡିଖୋଲ, ସୁକିନ୍ଦା, ବିଞ୍ଝାରପୁର, ବରୀ, ଧର୍ମଶାଳା ଆଦି ଅଞ୍ଚଳରେ ଲୋକେ ସ୍ବତଃପ୍ରବୃତ ଭାବେ ଦୋକାନବଜାର ବନ୍ଦ କରିଥିବା ଦେଖିବାକୁ ମିଳିଛି। ବନ୍ଦକୁ ଭଣ୍ଡୁର କରିବାକୁ ପୋଲିସ ଭାଜପାର ଶତାଧିକ କର୍ମକର୍ତ୍ତାଙ୍କୁ ଗିରଫ କରିଛି। ତଥାପି ଗାଡ଼ିମୋଟର ସମ୍ପୂର୍ଣ୍ଣ ବନ୍ଦ ହେବା ସହ ଦୋକାନବଜାର ବନ୍ଦ ହୋଇଛି। ଏହାବାଦ୍‌ ଶିକ୍ଷାନୁଷ୍ଠାନ, ବଡ଼ବଡ଼ ଶପିଂ ମଲ, ହୋଟେଲ, ସରକାରୀ ଓ ବେସରକାରୀ ସମସ୍ତ କାର୍ଯ୍ୟାଳୟ ଅଚଳ ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

ମଧ୍ୟପ୍ରାଚ୍ୟ ଯୁଦ୍ଧର ପ୍ରଭାବ: ସାର କାରଖାନା ଇଫ୍‌କୋରେ ଉତ୍ପାଦନ ବନ୍ଦ

ପାରାଦୀପ,୨୨।୫(ଶରତ ରାଉତ):ଏସିଆ ମହାଦେଶର ସର୍ବବୃହତ୍‌ ସାର କାରଖାନା ପାରାଦୀପ ଇଫ୍‌କୋରେ ବୁଧବାରଠାରୁ ଉତ୍ପାଦନ ବନ୍ଦ ରହିଛି। କାରଣ ଉକ୍ତ କାରଖାନାରେ ଆବଶ୍ୟକ କଞ୍ଚାମାଲ ଅଭାବ ଦେଖାଦେଇଛି। ଏହାର…

ଅକାମୀ ହୋଇପଡିଛି ୨୬ ଲକ୍ଷର ପ୍ରୋଜେକ୍ଟ: ଚାଷୀ ହନ୍ତସନ୍ତ

କେସିଙ୍ଗା,୨୨।୫(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ ପରଲସିଙ୍ଗା ଗ୍ରାମ ପଞ୍ଚାୟତ ଅଧିନସ୍ଥ ଭମରମାଲ ଗ୍ରାମ ନିକଟରେ ଜଳସେଚନ ପାଇଁ ଗତ ୨୦୨୦-୨୧ରେ ୨୬ ଲକ୍ଷ ୮୨…

ଅବକାରୀ ବିଭାଗର ଚଢ଼ାଉ; ବିପୁଳ ପରିମାଣର ଦେଶୀ ମଦ-ବିଅର ଜବତ, ୧୦ ଗିରଫ

ବାଲେଶ୍ୱର,୨୨ା୫( ବାଞ୍ଛାନିଧି ଦେ): ବାଲେଶ୍ୱର ଅବକାରୀ ଅଧିକ୍ଷକ ମନୋଜ କୁମାର ସେଠୀଙ୍କ ନିର୍ଦ୍ଦେଶକ୍ରମେ ଅବକାରୀ ବିଭାଗ ପକ୍ଷରୁ ଅତର୍କିତ ଚଢ଼ାଉ କରାଯାଇଛି । ଭ୍ରାମ୍ୟମାଣ ସ୍କ୍ୱାର୍ଡ ନିରୀକ୍ଷକ…

ପରିସ୍ଥିତିର ଦାସ ମଣିଷ

ମହାନ୍‌ ମାନବବାଦୀ ନେତା ଆବ୍ରାହମ୍‌ ଲିଙ୍କନ ଥରେ କହିଥିଲେ, ”ମୁଁ ମୋର ସାମ୍ନା କରିଥିବା ପରିସ୍ଥିତିର ଫଳ“ ଅର୍ଥାତ୍‌ ସେ ଯେଉଁ ଆସନରେ ମଣ୍ଡିତ ଥିଲେ ତାହା…

ଜୀବନ ନଦୀର ଦୁଇ କୂଳ

ଶ୍ରଦ୍ଧାବାନ୍‌ ଲଭ୍ୟତେ ଜ୍ଞାନମ୍‌ ଓ ସଂଶୟାତ୍ମା ବିନଶ୍ୟତି’ର ମହତ୍ତ୍ୱ ହୃଦୟଙ୍ଗମ କରିବା ଉଚିତ। ଜ୍ଞାନ ପାଇଁ ସଂଶୟହୀନତା ଓ ଶ୍ରଦ୍ଧା ଉଭୟ ଆବଶ୍ୟକ, ଠିକ୍‌ ଯେପରି ଆଲୋକ…

ବର୍ଷାରେ ଧୋଇଗଲା ମିନି ଷ୍ଟାଡିୟମ ମାଟି: ସ୍ଥାୟିତ୍ୱକୁ ନେଇ ଆଶଙ୍କା

ଲାଠୋର,୨୨ା୫(ଭୁବନେଶ୍ୱର ବାରିକ):ବଲାଙ୍ଗୀର ଜିଲା ଖପ୍ରାଖୋଲ ବ୍ଲକ ଲାଠୋର ପଞ୍ଚାୟତ ସଦର ଗ୍ରାମରେ ଏକ ମିନି ଷ୍ଟାଡିୟମ ନିର୍ମାଣ ହୋଇ ନିକଟରେ ଉଦ୍‌ଘାଟିତ ହୋଇଛି l ତେବେ ଏହି…

ରଣନୀତିରୁ ଲାଭ

ଆମେରିକା ପୃଥିବୀର ଯେ କୌଣସି ସ୍ଥାନରେ ସାମରିକ ଆକ୍ରମଣ କରିବାକୁ ସକ୍ଷମ। ଏହାସହ ଅନ୍ୟ ଦେଶ ଉପରେ କ୍ଷତିକାରକ ଟାରିଫ୍‌ ଓ ପ୍ରତିବନ୍ଧକ ଲଗାଇବା ଏବଂ ସହଯୋଗୀଙ୍କ…

ଏଣିକି କୃଷକଙ୍କ କାର୍ଯ୍ୟ ହେବ ସହଜ: ଶୁଭାରମ୍ଭ ହେଲା…

ମହାକାଳପଡ଼ା, ୨୨ା୫(ପ୍ରତାପ ଚନ୍ଦ୍ର ସ୍ବାଇଁ):କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ କିଆର ବାଙ୍କସ୍ଥିତ କୃଷି ସୂଚନା ଓ ପରାମର୍ଶ କେନ୍ଦ୍ରଠାରେ ଖରିଫ୍‌ ଫସଲ ସମ୍ବନ୍ଧୀୟ କୃଷକ ପଞ୍ଜୀକରଣ, ସଫଳ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri