ଭବାନୀପାଟଣା,୧୨।୧୦(ଡି.ଏନ୍.ଏ.): କେନ୍ଦ୍ର ଓ ରାଜ୍ୟ ଅନୁଦାନଗୁଡ଼ିକୁ ବିଭିନ୍ନ କ୍ଷେତ୍ରରେ ସାଧାରଣ ଅର୍ଥ ବଣ୍ଟନ ଯୋଜନା (ପିଏଫ୍ଏମ୍ଏସ୍) ଜରିଆରେ ଅନ୍ଲାଇନ୍ ପେମେଣ୍ଟ ବ୍ୟବସ୍ଥା ରହିଛି। ମାତ୍ର ଏପର୍ଯ୍ୟନ୍ତ ଅନେକ ସ୍ଥାନରେ ଉକ୍ତ ବ୍ୟବସ୍ଥାରେ କମ୍ପ୍ୟୁଟରରୁ ତଥ୍ୟ ଆଦାନ ପ୍ରଦାନର ଯାନ୍ତ୍ରିକ ତ୍ରୁଟି ରହିଛି। ଫଳରେ କଳାହାଣ୍ଡି ଜିଲା କଲମପୁର ବ୍ଲକର ମଣ୍ଡଳ, କୋଟଗାଁ, ନୂଆଗାଁ ଏବଂ ବୀଜମରା ପଞ୍ଚାୟତରେ ୬ ମାସ ହେଲା କେନ୍ଦ୍ରୀୟ ଅନୁଦାନ ମିଳି ନ ଥିବାରୁ ଉନ୍ନୟନମୂଳକ କାର୍ଯ୍ୟ ଠପ୍ ହୋଇଯାଇଛି। ଏପରିକି ବିଭିନ୍ନ କାମରେ ନିୟୋଜିତ ଶ୍ରମିକମାନେ ମଜୁରି ପାଇପାରି ନାହାନ୍ତି। ଏ ନେଇ ବିଡିଓ ହେମ ସାଗର ଭୋଇଙ୍କୁ ପଚାରିବାରୁ ଟେକ୍ନିକାଲ ପ୍ରୋବ୍ଲେମ ରହିଛି, ଆମେ ଯେତେଶୀଘ୍ର ହୋଇପାରିବ ତା’ ଉପରେ ଚେଷ୍ଟା କରୁଛୁ ବୋଲି କହିଛନ୍ତି।
Posted inଆମ ଜିଲା ଖବର, କଳାହାଣ୍ଡି View All
ମିଳିତ ଜନ ଅଭିଯୋଗ ଶୁଣାଣି : ସମସ୍ୟାର ତୁରନ୍ତ ସମାଧାନ କରିବା ପାଇଁ ନିର୍ଦ୍ଦେଶ ଦେଲେ ଜିଲାପାଳ
ବରଗଡ଼,୨।୨(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ବିଜେପୁର ପଞ୍ଚାୟତ ସମିତି କାର୍ଯ୍ୟାଳୟ ପରିସରରେ ସୋମବାର ମିଳିତ ଜନ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ ହୋଇଯାଇଛି। ଶିବିରରେ ଜିଲାପାଳ ଆଦିତ୍ୟ…
ପଇଡ଼ ବୋଝେଇ ଟ୍ରକ୍ରେ ଗଞ୍ଜେଇ ଚାଲାଣ
ବାଲିଗୁଡା,୨ା୨(ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲା ବାଲିଗୁଡ଼ା ଥାନା ଅଧୀନ ବାରଖମା ଆଉଟ ପୋଷ୍ଟ ନିକଟରେ ପୋଲିସ ପାଟ୍ରୋଲିଂ କରୁଥିବା ବେଳେ ଏକ ପଇଡ଼ ବୋଝେଇ ଟ୍ରକ୍ରୁ…
କାମସାରି ଘରକୁ ଫେରୁଥିଲେ ଶ୍ରମିକ, ରାସ୍ତାରେ ଗଲା ଜୀବନ
କେସିଙ୍ଗା,୨।୨(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ସହର ପେଟ୍ରୋଲ ପମ୍ପ ନିକଟରେ ଭୟଙ୍କର ଦୁର୍ଘଟଣା ଘଟିଛି। ଅଜଣା ଗାଡ଼ି ଧକ୍କାରେ ଜଣେ ଶ୍ରମିକଙ୍କ ମୃତ୍ୟୁ ଘଟିଛି। ମୃତ…
‘ଚାଷୀଙ୍କ ପ୍ରତି ଉପହାସ ଚଳିବ ନାହିଁ’, ସରକାରଙ୍କୁ ଧୋଇଲେ ବିଜେଡି ବିଧାୟକ, କହିଲେ…
ବରଗଡ଼,୨।୨(ପ୍ରେମାନନ୍ଦ ଖମାରୀ): ଚଳିତ ଖରିଫ ଋ଼ତୁ ୨୦୨୫-୨୬ରେ ଖରିଫ ଧାନ ସଂଗ୍ରହ ପ୍ରକ୍ରିୟାରେ ରାଜ୍ୟ ସରକାର ଫେଲ୍ ମାରିଥିବାରୁ ଜିଲାରେ ଚାଷୀ ଭାଇମାନେ ଧାନ ବିକିବା ପାଇଁ…
ମୁକୁଳା ଡ୍ରେନ୍ କବଳରେ ଶିଶୁ: ବାରମ୍ବାର ପଡ଼ିଲା ପରେ ବି…
ଗଞ୍ଜାମ,୨।୨(ବିଦ୍ୟାଧର ସାହୁ ): ଗଞ୍ଜାମ ଏନ୍ଏସି ଅନ୍ତର୍ଗତ ୱାର୍ଡନଂ ପାଞ୍ଚ ତ୍ରିବେଣୀ ମଠ ଛକ ସାହିଠାରେ ଜଣେ ଶିଶୁ ଖେଳୁଥିବା ବେଳେ ହଟାତ ମୁକୁଳା ଡ୍ରେନରେ ପଡି…
ରେଷ୍ଟୁରାଣ୍ଟରେ ବିକୁଥିଲେ ମଦ: ଧରାପଡ଼ିଲେ ୩ ମାଲିକ
ଭୁବନେଶ୍ୱର,୨।୨: ଅବକାରୀ ବିଭାଗ ପକ୍ଷରୁ ସୋମବାର ରାଜଧାନୀରେ ବଡ଼ ଧରଣର ଚଢାଉ କରାଯାଇଛି। ବେଆଇନ ମଦ କାରବାର ଅଭିଯୋଗରେ ଅବକାରୀ ବିଭାଗ ସୋମବାର ୩ଜଣ ରେଷ୍ଟୁରାଣ୍ଟ ମାଲିକଙ୍କୁ…
ସମ୍ବଲପୁର ତହସିଲ ଦୁଇ ଭାଗ: ନିଯୁକ୍ତି ହେବେ ଅନେକ ଅମିନ-ଆରଆଇ କହିଲେ…
ସମ୍ବଲପୁର, ୨।୨(ପ୍ରମୋଦ ବହିଦାର): ସମ୍ବଲପୁରର ରାଜସ୍ବ ବିଭାଗ ଓ ବିକାଶମୂଳକ କାର୍ଯ୍ୟକୁ ନେଇ ସୋମବାର ମନ୍ତ୍ରୀ ସୁରେଶ ପୂଜାରୀଙ୍କ ଅଧ୍ୟକ୍ଷତାରେ ଏକ ସମୀକ୍ଷା ବୈଠକ ଅନୁଷ୍ଠିତ ହୋଇଯାଇଛି।…
ପୀତବାସ ପଣ୍ଡା ହତ୍ୟା ମାମଲା: ବିକ୍ରମଙ୍କ ସମେତ ୧୫ ଅଭିଯୁକ୍ତ କୋର୍ଟରେ ହାଜର
ବ୍ରହ୍ମପୁର,୨।୨(ସୁବାସ ଚନ୍ଦ୍ର ପାଢ଼ୀ): ବ୍ରହ୍ମପୁରର ଆଇନଜୀବୀ ପୀତବାସ ପଣ୍ଡା ହତ୍ୟା ମାମଲାରେ ପୂର୍ବତନ ବିଧାୟକ ବିକ୍ରମ କୁମାର ପଣ୍ଡାଙ୍କ ସମେତ ୧୫ ଅଭିଯୁକ୍ତ ସୋମବାର ଜିଲା ଦୌରାଜଜ୍…
Archives

