Posted inଜାତୀୟ

ପିଏମସି ଦୁର୍ନୀତିର ଶୁଣାଣି କରିବାକୁ ମନାକଲେ ସୁପ୍ରିମକୋର୍ଟ

ନୂଆଦିଲ୍ଲୀ,୧୮।୧୦: ପଞ୍ଜାବ-ମହାରାଷ୍ଟ୍ର ସମବାୟ(ପିଏମସି) ବ୍ୟାଙ୍କ ଦୁର୍ନୀତିର ଶୁଣାଣି କରିବାକୁ ସୁପ୍ରିମକୋର୍ଟ ମନା କରିଦେଇଛନ୍ତି। ଆବେଦନକାରୀଙ୍କୁ ହାଇକୋର୍ଟରେ ପିଟିଶନ ଦାଖଲ କରିବାକୁ ସୁପ୍ରିମକୋର୍ଟ ପରାମର୍ଶ ଦେଇଛନ୍ତି। ପ୍ରଧାନ ବିଚାରପତି ରଞ୍ଜନ ଗୋଗୋଇ ଦ୍ୱାରା ଗଠିତ ଖଣ୍ଡପୀଠ ଅନୁଚ୍ଛେଦ ୩୨ ଅନୁଯାୟୀ ଏହି ମାମଲାର ଶୁଣାଣି କରିବାକୁ ମନା କରିଦେଇଛନ୍ତି। ୬୫୦୦କୋଟି ଟଙ୍କାରୁ ଊର୍ଦ୍ଧ୍ୱ ଏହି ଦୁର୍ନୀତିରେ ବ୍ୟାଙ୍କ୍‌ ଖାତାଧାରୀ ଅସୁବିଧାର ସାମ୍ନା କରୁଛନ୍ତି। ସେମାନଙ୍କୁ ନ୍ୟାୟ ଦେବା ପାଇଁ ବେଜୋନ କୁମାର ମିଶ୍ରାଙ୍କ ପକ୍ଷରୁ ଏହି ପିଟିଶନ ଦାୟର କରାଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଦିଲ୍ଲୀ ନିର୍ବାଚନ ପରାଜୟ ପରେ ଇସ୍ତଫା ପତ୍ର ପଠାଇଲେ ମନୋଜ

ନୂଆଦିଲ୍ଲୀ,୧୨।୨: ଦିଲ୍ଲୀରେ ୨୧ ବର୍ଷ ପରେ ଶାସନ କ୍ଷମତାକୁ ହାତେଇବାକୁ ଆଶା ରଖିଥିବା ଭାଜପାକୁ ବିଧାନସଭା ନିର୍ବାଚନରେ ବଡ଼ ଝଟକା ଲାଗିଛି। ନିର୍ବାଚନରେ ଶୋଚନୀୟ ପରାଜୟ...

୨୮ରେ ଓଡ଼ିଶା ଆସିବେ ପ୍ରଧାନମନ୍ତ୍ରୀ: ବାତ୍ୟା ପ୍ରଭାବିତ ଅଞ୍ଚଳ ପରିଦର୍ଶନ କରିବେ

ନୂଆଦିଲ୍ଲୀ,୨୭।୫: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଶୁକ୍ରବାର ଓଡ଼ିଶା ଏବଂ ପଶ୍ଚିମବଙ୍ଗ ଗସ୍ତରେ ଆସିବାର କାର୍ଯ୍ୟକ୍ରମ ରହିଛି। ପ୍ରଧାନମନ୍ତ୍ରୀ ମୋଦି ଦିଲ୍ଲୀରୁ ଏକ ସ୍ବତନ୍ତ୍ର ବିମାନରେ ଆସି...

ମୁଲାୟମଙ୍କ ସାନ ବୋହୂ ଧରିଲେ ପଦ୍ମ …

ଲକ୍ଷ୍ନୌ, ୧୯।୧ : ଉତ୍ତରପ୍ରଦେଶରେ ବିଧାନସଭା ନିର୍ବାଚନ ପୂର୍ବରୁ ଦଳ ବଦଳ ଆରମ୍ଭ ହୋଇଛି। ଅସନ୍ତୁଷ୍ଟ ନେତା ନିଜ ଦଳର ବାଡ଼ ଡ଼େଇଁ ଅନ୍ୟ ଶିବିରରେ...

ସ୍ଥିତି ସଙ୍କଟ ଜନକ,ଓମିକ୍ରନ୍‌ ଆକ୍ରାନ୍ତଙ୍କ ସଂଖ୍ୟା ୧୮୯୨…

ନୂଆଦିଲ୍ଲୀ, ୪।୧: ଦେଶରେ କରୋନା ମହାମାରୀର ନୂଆ ଭାରିଆଣ୍ଟ ଓମିକ୍ରନ୍‌ ଯୋଗୁ ଆତଙ୍କ ସୃଷ୍ଟି ହୋଇଛି। ଓମିକ୍ରନ୍‌ ସଂକ୍ରମଣ ଗ୍ରାଫ୍‌ ଉପର ମୁହାଁ ହେବାରେ ଲାଗିଛି।...

ଅକାଳୀ ଦଳ ନେତା ସୁଖବୀରଙ୍କ ଉପରେ ଆକ୍ରମଣ

ଜଲାଲାବାଦ୍‌, ୨।୨: ପଞ୍ଜାବ ଜଲାଲାବାଦ୍‌ରେ ଅକାଳୀ ଦଳ ନେତା ସୁଖବୀର ସିଂ ବାଦଲଙ୍କ ଉପରେ ଆକ୍ରମଣ ହୋଇଛି। ମଙ୍ଗଳବାର ସେ ନଗର ପରିଷଦ ନିର୍ବାଚନ ପାଇଁ...

ଏପ୍ରିଲ-ଫେବୃଆରୀରେ ବିଦ୍ୟୁତ ଚାହିଦାରେ ୧୦ ପ୍ରତିଶତ ବୃଦ୍ଧି: ଛୁଇଁଲା ୧୩୭୫ ବିଲିୟନ ୟୁନିଟ…

ନୂଆଦିଲ୍ଲୀ,୧୯।୩ : ଚଳିତ ଆର୍ଥିକ ବର୍ଷରେ ଏପ୍ରିଲ-ଫେବୃଆରୀ ମଧ୍ୟରେ ଭାରତରେ ବିଦ୍ୟୁତ ଚାହିଦା ୧୦ ପ୍ରତିଶତ ବୃଦ୍ଧି ହୋଇ ୧୩୭୫.୫୭ ବିଲିୟନ ୟୁନିଟ ରେ ପହଞ୍ଚିଛି।...

ଦୁର୍ଘଟଣାରେ ୨୦ ଯାତ୍ରୀ ଜଳିଗଲେ

କନୌଜ,୧୧ା୧: ଉତ୍ତରପ୍ରଦେଶର କନୌଜ ଜିଲାରେ ଶୁକ୍ରବାର ଏକ ଘରୋଇ ଡବଲ ଡେକର ବସ୍‌ ସହ ଟ୍ରକ ମୁହାଁମୁହିଁ ଧକ୍କାଖାଇବା ପରେ ଗାଡ଼ି ଦୁଇଟିରେ ନିଆଁ ଲାଗିଯିବାରୁ...

ସ୍ବାମୀଙ୍କୁ ମୁଖାଗ୍ନି ଦେଲେ ସ୍ତ୍ରୀ: ଲକ୍‌ଡାଉନ୍‌ ଯୋଗୁ ପହଞ୍ଚି ପାରିଲେନି ପୁଅ !

ଚନ୍ଦୌଲି,୮।୪: ଭାରତରେ କରୋନା ସଂକ୍ରମଣ ରୋକିବା ଲାଗି ସରକାରଙ୍କ ପକ୍ଷରୁ ୨୧ ଦିନିଆ ଲକ୍‌ ଡାଉନ୍‌ ଘୋଷଣା କରାଯାଇଛି। ଉତ୍ତରପ୍ରଦେଶର ଚନ୍ଦୌଲିର ବବୁରୀ ଅଞ୍ଚଳରେ ବାସ...

Advertisement
Archives

Model This Week