ପିଏମ୍‌ଏୱାଇ ଆଫୋର୍ଡେବଲ ହାଉସିଂ ସ୍କିମ୍‌ : ହିତାଧିକାରୀଙ୍କୁ ଗୃହ ନ ମିଳିବା ଚେତାବନୀ

ବ୍ରହ୍ମପୁର ଅଫିସ,୯ା୧୧-ପ୍ରଧାନମନ୍ତ୍ରୀ ଆବାସ ଯୋଜନା (ପିଏମ୍‌ଏୱାଇ) ଅନ୍ତର୍ଗତ ଆଫୋର୍ଡେବଲ ହାଉସିଂ ସ୍କିମ୍‌ରେ ଘର ପାଇବାକୁ ମନୋନୀତ ହୋଇଥିବା ହିତାଧିକାରୀଙ୍କୁ ଗୃହ ମିଳିବ ନାହିଁ ବୋଲି କେତେକ ପ୍ରଶାସନିକ ଅଧିକାରୀ ହିତାଧିକାରୀଙ୍କୁ ଚେତାବନୀ ଦେଉଥିବା ଅଭିଯୋଗ ହୋଇଛି। ଏଭଳି ଅଭିଯୋଗ କରିଛନ୍ତି, ବ୍ରହ୍ମପୁର ମହାନଗର ନିଗମ ୧୭ ନଂ. ୱାର୍ଡର ହିତାଧିକାରୀମାନେ ା
ଏନେଇ ଶୁକ୍ରବାର ଜିଲା ଭାଜପା ମହିଳାମୋର୍ଚ୍ଚା ସାଧାରଣ ସମ୍ପାଦିକା ଏସ୍‌. ରାଣୀ ଓ ଭାଜପା ଗେଟବଜାର ମଣ୍ଡଳ ସଭାପତି ଏସ୍‌. ଶ୍ରୀନିବାସ ରାଓଙ୍କ ନେତୃତ୍ୱରେ ହିତାଧିକାରୀମାନେ ନିଗମ କମିଶନର ଚକ୍ରବର୍ତ୍ତୀ ସିଂ ରାଠୋରଙ୍କ ନିକଟରେ ଅଭିଯୋଗ କରିଛନ୍ତି ା ଅଭିଯୋଗ ପ୍ରକାରେ, ଗତ ଦେଢବର୍ଷ ପୂର୍ବେ ପିଏମ୍‌ଏୱାଇ ଅନ୍ତର୍ଗତ ଆଫୋର୍ଡେବଲ ହାଉସିଂ ସ୍କିମ୍‌ରେ ପ୍ରାୟ ୨୦୦ ହିତାଧିକାରୀ ଘର ପାଇବାକୁ ମନୋନୀତ ହୋଇଛନ୍ତି। ଟୋକନ ନମ୍ବର ମଧ୍ୟ ସେମାନେ ପାଇଛନ୍ତି। କିନ୍ତୁ ବିଏମ୍‌ସି ଅଞ୍ଚଳରେ ହେଉଥିବା ପିଏମ୍‌ଏୱାଇ ସର୍ଭେର କେତେକ ପ୍ରଶାସନିକ ଅଧିକାରୀମାନେ ପୂର୍ବରୁ ମନୋନୀତ ହିତାଧିକାରୀଙ୍କୁ ଘର ମିଳିବ ନାହିଁ ବୋଲି ଭୟଭୀତ କରାଉଥିବା ହିତାଧିକାରୀମାନେ କହିଛନ୍ତି। ଏନେଇ କୌଣସି ଭୟଭୀତ ହେବାର କାରଣ ନାହିଁ ା
ପୂର୍ବରୁ ମନୋନୀତ ତଥା ଟୋକେନ ନମ୍ବର ପାଇଥିବା ସମସ୍ତ ହିତାଧିକାରୀଙ୍କୁ ଉକ୍ତ ଯୋଜନାରେ ଘର ଦିଆଯିବ ବୋଲି କମିଶନର ରାଠୋର ପ୍ରତିଶ୍ରୁତି ଦେଇଥିଲେ ା
ଅନ୍ୟମାନଙ୍କ ମଧ୍ୟରେ ଗେଟବଜାର ମଣ୍ଡଳ ଭାଜପା ମହିଳା ମୋର୍ଚ୍ଚା ସଭାନେତ୍ରୀ କନି ଦାଶ, ଗେଟବଜାର ମଣ୍ଡଳର ସମ୍ପାଦକ ଜେ. ଗଣେଶ, ସତୀଶ କୁମାରଙ୍କ ସମେତ ୱାର୍ଡର ପ୍ରାୟ ୫୦ ହିତାଧିକାରୀ ଉପସ୍ଥିତ ଥିଲେ ା


Enter your email to get our daily news in your inbox.

All Right Reserved By Dharitri.Com

କୋସଲୀ ସାଂସ୍କୃତିକ ମହୋତ୍ସବ ଆରମ୍ଭ

ନୂଆପଡ଼ା,୨୦ା୧୨ (ମକାରୁ ବେମାଲ): ନୂଆପଡ଼ା ପୋଲିସ ପଡ଼ିଆ ରଙ୍ଗମଞ୍ଚଠାରେ କୋସଲୀ ସାଂସ୍କୃତିକ ମହୋତ୍ସବ ଉଦ୍‌ଘାଟିତ ହୋଇଯାଇଛି। ଅନୁଷ୍ଠାନର ସଭାପତି ସୁରଜିତସିଂ ମହାରଥାଙ୍କ ଅଧ୍ୟକ୍ଷତାରେ ଆୟୋଜିତ ଉଦ୍‌ଘାଟନୀ...

ଶୀତରେ ଥରୁଛି କଳାହାଣ୍ଡି

ଭବାନୀପାଟଣା,୨୦ା୧୨(ଉତ୍ତମ କୁମାର ଦାଶ)- ସାରା ରାଜ୍ୟରେ ଶୀତର ପ୍ରକୋପ ଜାରି ରହିଛି। ଆହୁରି ସପ୍ତାହେ ଧରି ଏଭଳି ସ୍ଥିତି ଜାରି ରହିବ ବୋଲି ପାଣିପାଗ ବିଭାଗ...

ଆଶେସ ବିଜୟ ଲକ୍ଷ୍ୟରେ ଅଷ୍ଟ୍ରେଲିଆ

ଆଡିଲେଡ୍‌,୨୦ା୧୨: ଇଂଲଣ୍ଡର ଦ୍ୱିତୀୟ ଇନିଂସରେ ବିପର୍ଯ୍ୟୟ ପରେ ଅଷ୍ଟ୍ରେଲିଆ ଆଶେସ ସିରିଜ ବିଜୟ ପଥରେ ଅଗ୍ରସର ହେଉଛି। ନାଥାନ ଲିଅନ ଇଂଲଣ୍ଡର ୩ଟି ଉଇକେଟର ପତନ...

୩ ଜିଲାକୁ ଘନ କୁହୁଡ଼ି ଓ୍ବାର୍ନିଂ: ୭ଦିନ ଯାଏଁ…ଜି. ଉଦୟଗିରିରେ…

ଭୁବନେଶ୍ୱର, ୨୦ା୧୨(ବନ୍ଦନା ସେଠୀ) – ସାରା ରାଜ୍ୟରେ ଶୀତ ଲହରି ଜନଜୀବନକୁ ପ୍ରଭାବିତ କରୁଛି। ପାରଦ ତଳମୁହଁା ରହିଥିବାବେଳେ କେତେକ ଜିଲାରେ ଘନ କୁହୁଡ଼ି ଦେଖିବାକୁ...

ନୋରା ଫତେହିଙ୍କ କାର ଦୁର୍ଘଟଣା: ମଦ୍ୟପ ଚାଳକଙ୍କ ଧକ୍କାରେ…

ମୁମ୍ବାଇ,୨୦।୧୨: ଲୋକପ୍ରିୟ ବଲିଉଡ ଅଭିନେତ୍ରୀ ତଥା ନୃତ୍ୟଶିଳ୍ପୀ ନୋରା ଫତେହି ଶନିବାର ମୁମ୍ବାଇରେ ଏକ ସଡ଼କ ଦୁର୍ଘଟଣାର ସମ୍ମୁଖୀନ ହୋଇଛନ୍ତି। ବିଶ୍ୱପ୍ରସିଦ୍ଧ ମ୍ୟୁଜିକ୍ ପ୍ରୋଗ୍ରାମ ‘ସୁନବର୍ଣ୍ଣ...

ଇସ୍ରୋର ବଡ଼ ପଦକ୍ଷେପ: ଗଗନୟାନ ମିଶନ ପାଇଁ ସଫଳ ହେଲା ପାରାଚ୍ୟୁଟ୍‌ ପରୀକ୍ଷା

ନୂଆଦିଲ୍ଲୀ,୨୦ା୧୨: ମହାକାଶକୁ ଭାରତର ପ୍ରଥମ ମାନବ ପ୍ରେରଣ ଦିଗରେ ଶନିବାର ଆଉ ଏକ ବଡ଼ ପଦକ୍ଷେପ ସଫଳ ହୋଇଛି। ଭାରତୀୟ ମହାକାଶ ଗବେଷଣା ସଂଗଠନ (ଇସ୍ରୋ)...

ଟ୍ୟୁଶନରୁ ଫେରୁଥିବା ବେଳେ ନାବାଳିକାଙ୍କୁ ଟେକିନେଇ ବଳାତ୍କାର ପରେ ଫିଙ୍ଗି ଚାଲିଯାଇଥିଲେ, ଅଭିଯୁକ୍ତଙ୍କୁ ୨୦ ବର୍ଷ…

ଗଜପତି,୨୦।୧୨(ଗିରିଧାରୀ ପରିଚ୍ଛା)- ଏକ ଅପହରଣ ଓ ବଳାତ୍କାର ମାମଲାର ବିଚାର କରି ଅତିରିକ୍ତ ଜିଲ୍ଲା ସେସନ ଜର୍ଜ ବିଭୁ ପ୍ରସାଦ ପଣ୍ଡା ପୋକ୍ସୋ ଆକ୍ଟର ଧାରା...

ଅଣ୍ଡା ଖାଇଲେ ହେବେ କି କ୍ୟାନ୍ସର ? ସ୍ପଷ୍ଟୀକରଣ ଦେଲା FSSAI

ନୂଆଦିଲ୍ଲୀ,୨୦।୧୨: ଦେଶରେ ବିକ୍ରି ହେଉଥିବା ଅଣ୍ଡା ସମ୍ପୂର୍ଣ୍ଣ ସୁରକ୍ଷିତ। ଏଥିରେ କ୍ୟାନ୍ସର ସୃଷ୍ଟିକାରୀ ଉପାଦାନ ଥିବା ନେଇ ଚର୍ଚ୍ଚା ହେଉଥିବା ଖବରକୁ ଭାରତୀୟ ଖାଦ୍ୟ ସୁରକ୍ଷା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri