Advertisement

ପିଏମ୍‌ଏୱାଇ ଯୋଜନାରେ ସମସ୍ତଙ୍କୁ ଘର ପ୍ରଦାନ ପାଇଁ ସିଏଚସି କେନ୍ଦ୍ରର ଶୁଭାରମ୍ଭ

ମାଲକାନଗିରି,୨୧।୧(ଡି.ଏନ.ଏ): ମାଲକାନଗିରି ଜିଲା ସଦର ମହକୁମାସ୍ଥିତ ଏମ.ଭି-୪୩ ଗ୍ରାମରେ ଜିଲାର ସମସ୍ତ ଗରିବଙ୍କ ପାଇଁ ପ୍ରଧାନମନ୍ତ୍ରୀ ଆବାସ ଯୋଜନା ଅଧୀନରେ ସହରାଞ୍ଚଳର ସମସ୍ତଙ୍କ ପାଇଁ ଘର ପ୍ରଦାନ ଲାଗି ଏକ ଗ୍ରାହକ ସେବାକେନ୍ଦ୍ରର ଶୁଭାରମ୍ଭ ହୋଇଛି। ଏହାକୁ ମାଲକାନଗିରି ବିଧାୟକ ଆଦିତ୍ୟ ମାଡ଼ି ଉଦଘାଟନ କରିଛନ୍ତି। ସେବାକେନ୍ଦ୍ରର ମୁଖ୍ୟ ସୁବାସ ଗୋଲଦାରଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଏହି ଉଦଘାଟନ ଉସତ୍ବରେ ଅନ୍ୟମାନଙ୍କ ମଧ୍ୟରେ ମାଲକାନଗିରି ପୌର ପରିଷଦର ନିର୍ବାହୀ ଅଧିକାରୀ ଏମ.ନୀଳକଣ୍ଠ ନାଇଡୁ, ଚ୍ୟାନେଲ ପାର୍ଟନର ନିରନ ମହାପାତ୍ର ଯୋଗଦେଇ କେନ୍ଦ୍ର ସରକାରଙ୍କ ସମସ୍ତ ଗରିବଙ୍କ ପାଇଁ ଘର ଯୋଜନା ପ୍ରଧାନମନ୍ତ୍ରୀ ଆବାସ ଯୋଜନାର ଏହା ଏକ ଅଂଶ ବିଶେଷ ବୋଲି କହିବା ସହ ସମସ୍ତ ଗରିବଙ୍କୁ କମ ଅର୍ଥରେ ଏନ.ଏ.ସି.ଏସ. କମ୍ପାନୀ ପକ୍ଷରୁ ସହରାଞ୍ଚଳରେ ଉନ୍ନତମାନର ଆବାସ ଗୃହ ଏହି ଯୋଜନାରେ ଯୋଗାଇ ଦିଆଯିବ ଓ ଏଥିପାଇଁ କୌଣସି ସୁଧ ଦେବାକୁ ମଧ୍ୟ ପଡ଼ିବ ନାହିଁ ବୋଲି କହିଥିଲେ ା ଏହି ଆପାର୍ଟମେଣ୍ଟରେ ଗ୍ରାହକଙ୍କ ପାଇଁ ଜିମ, କ୍ଲବ, ବ୍ୟାଡମିଣ୍ଟନ ପଡ଼ିଆ, ସନ୍ତରଣ, ପାଠାଗାର, ଉଦ୍ୟାନ ଭଳି ସୁବିଧା ରହିବ ବୋଲି କହିଥିଲୋ ଇଚ୍ଛୁକ ଗ୍ରାହକମାନେ ଏହି କେନ୍ଦ୍ର ଜରିଆରେ ଆବେଦନ କରିପାରିବେ ବୋଲି କହିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଅଟୋ ସହ ୨୦ ବସ୍ତା ଗଞ୍ଜେଇ, ଭାଙ୍ଗ ଜବତ

ସୋରଡ଼ା,୩ା୧୦(ଡି.ଏନ୍‌.ଏ.): ବଡ଼ଗଡ଼ ଥାନା ଗାଙ୍ଗପୁର ଗ୍ରାମରୁ ଅବକାରୀ ବିଭାଗ ଚଢାଉ କରି ଏକ ଅଟୋରେ ଲୋଡ ହୋଇଥିବା ୨୦ ବସ୍ତା (୬କୁଇଣ୍ଟାଲ) ଗଞ୍ଜେଇ ଭାଙ୍ଗ ଜବତ...

ରାସ୍ତାରେ ବଉଳା କୁମ୍ଭୀର, ଲୋକେ ଆତଙ୍କିତ

ରାଜନଗର,୬।୧୧(ଡି.ଏନ.ଏ.): କେନ୍ଦ୍ରାପଡ଼ା ଜିଲା ରାଜନଗର-ଭିତରକନିକା ଜନଗହଳି ରାସ୍ତାର ଜୁଣଗଡିରୁ ଘଡିଆମାଳ ମଧ୍ୟରେ ଶୁକ୍ରବାର ବିଳମ୍ବିତ ରାତିରେ ୧୦ଫୁଟ ଲମ୍ବର ଏକ ବଉଳାକୁମ୍ଭୀର ରାସ୍ତା ପାର ହେଉଥିବା...

ଦୁର୍ଲଭ ବୃକ୍ଷ ଗବେଷଣାରେ ୨ ଯୁବ ଓଡ଼ିଆ

ପୁରୀ ଅଫିସ,୨୫।୭: ହିମାଳୟ ପାଦଦେଶର ଘଞ୍ଚ ଜଙ୍ଗଲରେ ବିଲୁପ୍ତ ପ୍ରାୟ ଔଷଧୀୟ ବୃକ୍ଷରାଜିର ଅନୁସନ୍ଧାନ କରୁଛନ୍ତି ଦୁଇଜଣ ଓଡ଼ିଆ ଯୁବ ଗବେଷକ। ସେମାନେ ହେଲେ ପୁରୀର...

ମାଟିରେ ମିଶିଲା ୧୪୦ରୁ ଊର୍ଦ୍ଧ୍ୱ ଦୋକାନ

ଖୋର୍ଦ୍ଧା ଅଫିସ,୨୯।୧: ଖୋର୍ଦ୍ଧା ଜିଲା ଜଟଣୀ ଫ୍ଲାଏ ଓଭରବ୍ରିଜ ନିର୍ମାଣ ଲାଗି ଅଧିକ ଜମିର ଆବଶ୍ୟକତା ରହିଛି। ଏଥିଲାଗି ସୀତାରାମ ଛକର ୧୪୦ରୁ ଊର୍ଦ୍ଧ୍ୱ ଦୋକାନୀଙ୍କୁ...

ଗୋ ଚାଲାଣକୁ ଲଗାମ ନାହିଁ

ନୟାଗଡ଼ ଅଫିସ,୧୧।୩: ନୟାଗଡ଼ ଜିଲାରେ ଆନ୍ତଃ ରାଜ୍ୟ ଗୋଚାଲାଣ ର଼୍ୟାକେଟ ସକ୍ରିୟ ରହିଛି। ଜିଲାରୁ ମାସକରେ ୧୦ରୁ ଊର୍ଦ୍ଧ୍ୱ ଦିନ ବେଆଇନ ଭାବେ କଂସେଇଖାନାକୁ ଗୋଚାଲାଣ...

ବିଧାୟକ ହାତପାଣ୍ଠିରୁ ଦେଲେ ୨ଲକ୍ଷ

ସଜନାଗଡ଼, ୨୭।୩(ଡି.ଏନ.ଏ.)-କରୋନା ଭୂତାଣୁ ଦିନକୁ ଦିନ ଭୟଙ୍କର ରୂପ ନେଇଥିବା ବେଳେ ଶୁକ୍ରବାର ନୀଳଗିରି ବିଧାୟକ ଇଂ. ସୁକାନ୍ତ କୁମାର ନାୟକ ଶୁକ୍ରବାର ହାତପାଣ୍ଠିରୁ ୨...

ଆସିଲା ସୌମ୍ୟରଞ୍ଜନଙ୍କ ପୋଷ୍ଟମର୍ଟମ ରିପୋର୍ଟ

କଟକ ଅଫିସ,୨୬ା୭: ଗଜପତି ଜିଲା ପାରଳାଖେମୁଣ୍ଡି ସହକାରୀ ବନ ସଂରକ୍ଷକ(ଏସିଏଫ୍‌) ସୌମ୍ୟରଞ୍ଜନ ମହାପାତ୍ର ପୋଷ୍ଟମର୍ଟମ ରିପୋର୍ଟ ଆଜି ଆସିଛି। କଟକ ମର୍କତନଗର ଥାନାରୁ ସୌମଙ୍କ ପରିବାର...

ଧାନକିଣାକୁ ନେଇ ଅସନ୍ତୋଷ: ତାଲା ପକାଇ ଧାରଣାରେ ବସିଲେ ଚାଷୀ

ସଜନାଗଡ଼, ୨୪।୧୨(ଡି.ଏନ.ଏ.)-ବାଲେଶ୍ୱର ଜିଲା ନୀଳଗିରି ଲ୍ୟାମ୍ପ ଅଧୀନ ଅଯୋଧ୍ୟା ସୋସାଇଟିରେ ଧାନକିଣାକୁ ନେଇ ସୋମବାର ଚାଷୀମାନଙ୍କ ମଧ୍ୟରେ ଅସନ୍ତୋଷ ଦେଖାଦେଇଛି। ଫଳରେ ଚାଷୀମାନେ ସୋସାଇଟି ଅଫିସରେ...

Advertisement
Archives

Model This Week