ପିଏମ୍‌ଜିଏସ୍‌ୱାଇ: ମାର୍ଚ୍ଚ ୩୧ ସୁଦ୍ଧା ଖର୍ଚ୍ଚ ନ କଲେ ଅନୁଦାନ ଫେରିବ

ଛତ୍ରପୁର,୨୮।୧(ଡି.ଏନ୍‌.ଏ.): ଗଞ୍ଜାମ ଜିଲାରେ ପ୍ରଧାନମନ୍ତ୍ରୀ ଗ୍ରାମ ସଡ଼କ ଯୋଜନାର ଅଗ୍ରଗତି ନେଇ ଏକ ସମୀକ୍ଷା ବୈଠକ ମଙ୍ଗଳବାର ଛତ୍ରପୁରସ୍ଥିତ ଜିଲାପାଳଙ୍କ ସମ୍ମିଳନୀ କକ୍ଷରେ ଅନୁଷ୍ଠିତ ହୋଇଯାଇଛି। ଜିଲାପାଳ ବିଜୟ ଅମୃତା କୁଲାଙ୍ଗେଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଏହି ବୈଠକରେ ପିଏମ୍‌ଜିଏସ୍‌ୱାଇ ଅନୁଦାନ ମାର୍ଚ୍ଚ ୩୧ ସୁଦ୍ଧା ଖର୍ଚ୍ଚ ନ କଲେ ତାହା ଫେରିଯିବ, ତେଣୁ ଏହା ଖର୍ଚ୍ଚ କରିବାକୁ ସେ ନିର୍ଦ୍ଦେଶ ଦେଇଛନ୍ତି। ଆର୍‌ଡି ବିଭାଗ ପକ୍ଷରୁ ହେଉଥିବା କାମର ମାନ ରହୁ ନ ଥିବା ବେଳେ ଠିକ ଭାବେ ମନିଟରିଂ କରିବାକୁ ଜିଲାପାଳ କହିଛନ୍ତି। ରାସ୍ତା ନର୍ମାଣର ପାଞ୍ଚ ବର୍ଷ ପର୍ଯ୍ୟନ୍ତ ମରାମତି ଠିକ୍‌ ଭାବେ ନ କଲେ ଠିକାଦାରଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ନିଆଯିବ। ବୈଠକରେ ଅତିରିକ୍ତ ଜିଲାପାଳ କବୀନ୍ଦ୍ର କୁମାର ସାହୁ, ଡେପୁଟି କଲେକ୍ଟର ଦିବ୍ୟ ଲୋଚନ ମହନ୍ତଙ୍କ ସମେତ ଆର୍‌ଡି ବିଭାଗର ଯନ୍ତ୍ରୀ, ଠିକାଦାର ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

୧୧ ଜିଲାକୁୁ ଗଲେ ପୋଲିଂ ପାର୍ଟି

ଭୁବନେଶ୍ୱର,୧୪।୨(ବ୍ୟୁରୋ): ପ୍ରଥମ ପର୍ଯ୍ୟାୟ ନିର୍ବାଚନ ପାଇଁ ରାଜ୍ୟ ନିର୍ବାଚନ କମିଶନଙ୍କ ପ୍ରସ୍ତୁତି ଜୋରଦାର ହୋଇଛି। ସୋମବାର ୧୧ ଜିଲାକୁୁ ପୋଲିଂ ପାର୍ଟି ପଠାଯାଇଥିବା ବେଳେ ମଙ୍ଗଳବାର...

ମେଢ଼ ଖୋଜୁଛି ମଣ୍ଡପ

ବଅଁରପାଳ,୧୮ା୯(ଡି.ଏନ.ଏ.) ପୂଜା ପାଇଲେ ଦେବଶିଳ୍ପୀ। ରୀନିନୀତି ଅନୁଯାୟୀ କରାଗଲା ଆବାହନ। ହେଲେ ନା’ ଦୂରକୁ ଶୁଭିଲା ପଣ୍ଡିତଙ୍କ ମନ୍ତ୍ରପାଠ ନା’ ଉତ୍ସବମୁଖର ହେଲା ନାଲ୍‌କୋନଗର। ପୂଜା...

ଖୁବ୍‌ଶୀଘ୍ର ବିଏମ୍‌ସି ବାଣ୍ଟିବ ସ୍ମାର୍ଟ କିଓସ୍କୋ

ଭୁବନେଶ୍ୱର, ୧୨ା୧୧(ବ୍ୟୁରୋ) ସ୍ମାର୍ଟସିଟି ଲିମିଟେଡ୍‌ ପକ୍ଷରୁ ରାଜମହଲରୁ ମାଷ୍ଟରକ୍ୟାଣ୍ଟିନ ଯାଏ ନିର୍ମାଣ ହୋଇଥିବା ସ୍ମାର୍ଟ ଭେଣ୍ଡିଂ ଜୋନ୍‌ ବିଏମ୍‌ସିକୁ ହସ୍ତାନ୍ତର ହୋଇସାରିଛି। ସେଥିରେ ଥିବା ୧୫୦ଟି...

କାମ କଲାନି ସୁରେଶ, ଅପରାଜିତାଙ୍କ ପ୍ରଭାବ

ଖୋର୍ଦ୍ଧା ଅଫିସ,୨୮ା୩: ଖୋର୍ଦ୍ଧା ପୌର ନିର୍ବାଚନରେ ଶାସକ ଦଳ ବିଜେଡି ବାଜି ମାରି ନେଇଛି। ୪ଟି ପୌର ଆସନରେ ବିଜେଡି ବହୁମତ ହାସଲ କରିଥିବା ବେଳେ...

‘ଭାରତୀୟ ପୁରାଣଶାସ୍ତ୍ର ମୌଳିକ ଶିକ୍ଷାର ଆଧାର ହେବା ଉଚିତ୍‌’

ବାଲେଶ୍ୱର ଅଫିସ, ୧୨।୭ ବାଲେଶ୍ୱର ଫକୀରମୋହନ ବିଶ୍ୱବିଦ୍ୟାଳୟର ୨୪ତମ ପ୍ରତିଷ୍ଠା ଦିବସ ସୋମବାର ପାଳିତ ହୋଇଛି। ରାଜ୍ୟପାଳ ପ୍ରଫେସର ଗଣେଶୀ ଲାଲ୍‌ ଏହି ପ୍ରାକ୍‌-ରଜତ ଜୟନ୍ତୀ...

ଆୟୁଷ ଡାକ୍ତରଙ୍କୁ ନିୟମିତ ନିଯୁକ୍ତି ଦାବି ତେଜିଲା

ରୂପ୍‌ସା,୨୯ା୧(ଡି.ଏନ୍‌.ଏ.): ବାଲେଶ୍ୱର ସଦର ବ୍ଲକ ଅଧୀନ ରୂପ୍‌ସା ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ର ଅଧୀନରେ କାର୍ଯ୍ୟରତ ଆୟୁଷ ଡାକ୍ତର ରାଜ୍ୟ ସରକାରଙ୍କ ଉଦ୍ଦେଶ୍ୟରେ ମେଡିକାଲ ଅଫିସର ଡା. ବିନୟ...

‘ଅହିଂସା ରଥ’ର ଶୁଭାରମ୍ଭ

ଭୁବନେଶ୍ୱର,୧୭।୮(ବ୍ୟୁରୋ): ରାଜ୍ୟସ୍ତରୀୟ ସ୍ବାଧୀନତା ଦିବସ ପାଳନ ଅବସରରେ ସୋମବାର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଭ୍ରାମ୍ୟମାଣ ଭିଡିଓ ରଥ ଅଭିଯାନ ‘ଅହିଂସା ରଥ’ର ଶୁଭାରମ୍ଭ କରିଛନ୍ତି। ସ୍ବାଧୀନତାର...

ଆଜି ରାଜ୍ୟରେ ୫୧୮ କରୋନା ଆକ୍ରାନ୍ତ ଚିହ୍ନଟ, ୪ ଜଣଙ୍କ ଜୀବନଗଲା

ଭୁବନେଶ୍ୱର,୨୯ା୧୧(ବ୍ୟୁରୋ): ରବିବାର ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ହ୍ରାସ ପାଇଥିବା ବେଳେ ମୃତ୍ୟୁ ସଂଖ୍ୟା ମଧ୍ୟ ହ୍ରାସ ପାଇଛି। ତେବେ ଆଜି ୨୧ ଜିଲାରୁ ୫୧୮...

Advertisement
Archives

Model This Week