Posted inଜାତୀୟ

ପିଏମ୍‌-କିଷାନର ତୃତୀୟ କିସ୍ତି ଆଜି

ନୂଆଦିଲ୍ଲୀ,୨ା୧(ଆଇଏଏନ୍‌ଏସ୍‌): ପ୍ରଧାନମନ୍ତ୍ରୀ କିଷାନ ସମ୍ମାନ ନିଧି (ପିଏମ୍‌-କିଷାନ)ର ତୃତୀୟ କିସ୍ତି ୨୦୦୦ ଟଙ୍କା ଗୁରୁବାର ଛଡ଼ାଯିବ। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି କର୍ନାଟକର ଟୁମ୍‌କୁରଠାରେ ଏକ ସାଧାରଣ ସଭାରେ ୨୦୧୯ ଡିସେମ୍ବରରୁ ୨୦୨୦ ମାର୍ଚ୍ଚ ଅବଧି ପାଇଁ ଏହି ସହାୟତା ରାଶି ହିତାଧିକାରୀ କୃଷକମାନଙ୍କ ବ୍ୟାଙ୍କ ଆକାଉଣ୍ଟକୁ ପଠାଇବେ। ଏଥିରେ ୬ କୋଟି ହିତାଧିକାରୀ ଉପକୃତ ହେବେ ବୋଲି ଏକ ସରକାରୀ ବିବୃତିରେ କୁହାଯାଇଛି। ପ୍ରଥମ ଦୁଇଟି କିସ୍ତିରେ ୨୦୦୦ କୋଟିରୁ ଊର୍ଦ୍ଧ୍ୱ ଟଙ୍କା ପଠାଯାଇଛି। କ୍ଷୁଦ୍ର ଓ ନାମମାତ୍ର ଚାଷୀଙ୍କୁ ଆର୍ଥତ୍କ ସହାୟତା ସ୍ବରୂପ ବର୍ଷକୁ ୬୦୦୦ ଟଙ୍କା ଯୋଗାଇଦେବା ଲାଗି ଗତବର୍ଷ ଫେବୃୟାରୀରେ ପ୍ରଧାନମନ୍ତ୍ରୀଙ୍କ ଅଧ୍ୟକ୍ଷତାରେ କେନ୍ଦ୍ର କ୍ୟାବିନେଟ ପିଏମ୍‌-କିଷାନ ଯୋଜନାକୁ ଅନୁମୋଦନ କରିଥିଲା। ଏହି ଯୋଜନାରେ ପ୍ରଧାନମନ୍ତ୍ରୀ ୮ ରାଜ୍ୟ ଓ କେନ୍ଦ୍ରଶାସିତ ଅଞ୍ଚଳର ହିତାଧିକାରୀଙ୍କୁ ସାର୍ଟିଫିକେଟ ପ୍ରଦାନ କରିବେ।


Enter your email to get our daily news in your inbox.

All Right Reserved By Dharitri.Com

ପ୍ରଦ୍ୟୁମ୍ନଙ୍କୁ ମନ୍ତ୍ରୀ ପଦ ଦେବାକୁ ବଢ଼ୁଛି ଅନୁରୋଧ: ଗଞ୍ଜାମରୁ ୨ ଜଣକୁ ଗୁରୁତ୍ୱପୂର୍ଣ୍ଣ ଦାୟିତ୍ୱ ମିଳିବା ସମ୍ଭାବନା

ଭଞ୍ଜନଗର,୨୮।୫(ବାବୁଲା ପ୍ରଧାନ): ଦୀର୍ଘ ୧୦ ମାସର ନୀରବତା ପରେ ପୁଣି ରାଜ୍ୟ ମନ୍ତ୍ରୀମଣ୍ଡଳରେ ଖାଲିଥିବା ୬ ମନ୍ତ୍ରୀ ପଦବୀ ପୂରଣ ସହ କିଛି ପୁରୁଣା ମନ୍ତ୍ରୀଙ୍କ ପଦବୀ…

ଇରାନ ଉପରେ ବଡ଼ ଆକ୍ରମଣ କଲା ଆମେରିକା: ଖସାଇଲା ଡ୍ରୋନ୍‌

ଓ୍ବାଶିଂଟନ୍‌,୨୮।୫: ଆମେରିକୀୟ ସେନା ପୁଣି ଥରେ ଇରାନରେ ବଡ଼ ଧରଣର ସାମରିକ ଆକ୍ରମଣ କରିଛି। ଆମେରିକୀୟ ଅଧିକାରୀଙ୍କ ଅନୁଯାୟୀ, ଏହି ରାତାରାତି ଆକ୍ରମଣ ସେହି ସାମରିକ ଘାଟିଗୁଡ଼ିକୁ…

କାଳବୈଶାଖୀର ପ୍ରଭାବରେ ଉଡିଲା ଛପର: ୧୪ ଘଣ୍ଟା ହେଲା ବିଦ୍ୟୁତ-ମୋବାଇଲ ସେବା ଅଚଳ

ଦାରିଙ୍ଗବାଡି, ୨୮।୫ (ଅରୁଣ ସାହୁ):କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ଅଞ୍ଚଳରେ କାଳ ବୈଶାଖୀର ପ୍ରଭାବରେ ପ୍ରଭାବିତ ହୋଇଛି। ବ୍ଲକ ଅଞ୍ଚଳର ସିମନବାଡି ସମେତ କିରିକୁଟି, ତିଲୋରୀ, ବୁଡ଼ାଗୁଡା,…

ବିଧାୟିକାଙ୍କ ଫଣ୍ଡକୁ ଖର୍ଚ୍ଚ କରିବାରେ ବ୍ଲକ ପ୍ରଶାସନର ବିଳମ୍ବ: ବିଜେଡି କର୍ମୀଙ୍କୁ ଅଣଦେଖା

କେସିଙ୍ଗା,୨୮।୫(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା ନର୍ଲା ନିର୍ବାଚନ ମଣ୍ଡଳୀର ବିଧାୟିକା ମନୋରମା ମହାନ୍ତି କେସିଙ୍ଗା ବ୍ଳକ ଗସ୍ତକରି ନିଜ ନିର୍ବାଚନ ମଣ୍ଡଳୀ ଅଧୀନରେ ଥିବା କେସିଙ୍ଗା ବ୍ଳକର…

ବିମାନ ଯାତ୍ରୀଙ୍କୁ ଝଟ୍‌କା! ୨୨% ଘରୋଇ ଉଡ଼ାଣ ବନ୍ଦ କଲା ଏୟାର ଇଣ୍ଡିଆ

ନୂଆଦିଲ୍ଲୀ,୨୮ା୫: ଇନ୍ଧନ ମୂଲ୍ୟ ଅତ୍ୟଧିକ ବୃଦ୍ଧି ଯୋଗୁ କ୍ଷତିରେ ଚାଲୁଥିବା ଏୟାର ଇଣ୍ଡିଆ ଏହାର ଘରୋଇ ବିମାନ ଉଡ଼ାଣ ଅସ୍ଥାୟୀ ଭାବେ ୨୨ ପ୍ରତିଶତ ହ୍ରାସ କରିଛି।…

ରାସ୍ତା ନ ଥିବାରୁ ୩ କିମି ଷ୍ଟ୍ରେଚରରେ ବୁହାହେଲେ ଗର୍ଭବତୀ ମହିଳା: ପ୍ରଶଂସା ସାଉଁଟିଲେ ଆମ୍ବୁଲାନ୍ସ କର୍ମଚାରୀ

କେସିଙ୍ଗା/ଖପ୍ରାଖୋଲ,୨୮/୫(ତୁମେଶ୍ୱର ସାହୁ/ଅଭୟ ତ୍ରିପାଠୀ): ଖପ୍ରାଖୋଲ ବ୍ଳକ ଅନ୍ତର୍ଗତ ଜାନିପଡା ପାହାଡ଼ ପାଖରେ ରହୁଥିବା ରୋହିତ ଧରୂଆଙ୍କ ସ୍ତ୍ରୀ ସୀମା ମାଝୀଙ୍କ ଗର୍ଭଯନ୍ତ୍ରଣା ହେଉଥିବାରୁ ତାଙ୍କୁ ଡାକ୍ତରଖାନା ଆଣିବା…

୯ମ ଶ୍ରେଣୀ ପାଇଁ CBSEର ତ୍ରିଭାଷୀ ନିୟମ: କେନ୍ଦ୍ର, ଏନ୍‌ସିଇଆର୍‌ଟିକୁ ଜବାବ ମାଗିଲେ ସୁପ୍ରିମକୋର୍ଟ

ନୂଆଦିଲ୍ଲୀ,୨୮ା୫: କେନ୍ଦ୍ରୀୟ ମାଧ୍ୟମିକ ଶିକ୍ଷା ବୋର୍ଡ (ସିବିଏସ୍‌ଇ) ଜୁଲାଇ ୧ରୁ ନବମ ଶ୍ରେଣୀ ପିଲାଙ୍କ ପାଇଁ ୩ ଭାଷା ପଢ଼ିବା ବାଧ୍ୟତାମୂଳକ ନୀତି ଲାଗୁ କରିଥିବାରୁ ଏହାକୁ…

୨ଦିନ ପରେ ପାଗ ବଦଳିବ: ୟେଲୋ ୱାର୍ନିଂ ଜାରି

ଭୁବନେଶ୍ୱର,୨୮ା୫ (ସୌମ୍ୟରଞ୍ଜନ ରାଉତ):ପ୍ରବଳ ଗରମ ଓ ଗୁଳୁଗୁଳିରୁ ଓଡ଼ିଶାବାସୀଙ୍କୁ ଆଶ୍ବସ୍ତି ମିଳିଛି। ରାଜ୍ୟ ତାପମାତ୍ରାରେ ସାମାନ୍ୟ ହ୍ରାସ ପାଇଥିଲେ ମଧ୍ୟ ବୁଧବାର ଦିନସାରା ଗୁଳୁଗୁଳି ଜାରି ରହିଥିଲା।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri