ପିଏମ୍‌ କେୟାର୍ସ ଫଣ୍ଡ୍‌କୁ ୧୫୧ କୋଟି ଦାନ ଦେଇଥିବା ରେଲଓ୍ବେ ଶ୍ରମିକଙ୍କଠାରୁ ଆଦାୟ କରୁଛି ଭଡ଼ା: ରାହୁଲ

ନୂଆଦିଲ୍ଲୀ,୪।୫: କରୋନା ସଂକ୍ରମଣକୁ ରୋକିବା ଲାଗି ଦେଶରେ ଲକ୍‌ଡାଉନ୍‌ ଜାରି ହୋଇଛି। ଏପରିସ୍ଥଳେ ବାହାର ରାଜ୍ୟରେ ଅଟକି ରହିଥିବା ଶ୍ରମିକଙ୍କୁ ନିଜ ନିଜ ରାଜ୍ୟକୁ ଫେରାଇ ଆଣିବା ପାଇଁ ସ୍ବତନ୍ତ୍ର ଟ୍ରେନ୍‌ ଚଳାଚଳର ବ୍ୟବସ୍ଥା କରାଯାଇଛି। ତେବେ ଟ୍ରେନ୍‌ରେ ଆସିବା ଲାଗି ଶ୍ରମିକମାନଙ୍କଠାରୁ ଭଡ଼ା ଆଦାୟ କରାଯାଉଥିବାରୁ କଂଗ୍ରେସ ଏହାକୁ ବିରୋଧ କରିଛି। ଏହି ମର୍ମରେ ରାହୁଲ ଗାନ୍ଧୀ ସୋମବାର ଟୁଇଟ୍‌ କରି କହିଛନ୍ତି ଯେ, ରେଲଓ୍ବେ ପକ୍ଷରୁ ପିଏମ୍‌ କେୟାର୍ସ ଫଣ୍ଡ୍‌କୁ ୧୫୧ କୋଟି ଟଙ୍କାର ଦାନ ଦିଆଯାଇଛି। ମାତ୍ର ଘରକୁ ଫେରୁଥିବା ଶ୍ରମିକଙ୍କଠାରୁ ରେଳଭଡ଼ା ଆଦାୟ କରିବା କେତେଦୂର ଯୁକ୍ତିଯୁକ୍ତ ବୋଲି ରାହୁଲ ପ୍ରଶ୍ନ କରିଛନ୍ତି। ଏବେ ରାହୁଲଙ୍କ ଏଭଳି ଟୁଇଟ୍‌ ନେଇ ଚର୍ଚ୍ଚା ଆରମ୍ଭ ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

ସରୋଗେଟ୍‌ ମାଆ ପାଇଁ ନ ରହୁ କଟକଣା

ନୂଆଦିଲ୍ଲୀ,୬ା୨(ଆଇଏଏନ୍‌ଏସ୍‌): ସରୋଗେଟ୍‌ ମାଆ ହେବା ପାଇଁ କଟକଣା ରହିବା ଉଚିତ ନୁହେଁ। ଯେକୌଣସି ମହିଳା ଚାହିଁଲେ ସେମାନଙ୍କୁ ଏଥିପାଇଁ ଅନୁମତି ମିଳିବା ଉଚିତ ବୋଲି ରାଜ୍ୟ...

କରୋନାର ଦ୍ୱିତୀୟ ଲହରରେ ଗଲାଣି ୨୬୯ ଡାକ୍ତରଙ୍କ ଜୀବନ

ନୂଆଦିଲ୍ଲୀ,୧୮।୫: ଇଣ୍ଡିଆନ ମେଡିକାଲ ଆସୋସିଏସନ (ଆଇଏମଏ) ଏକ ଆଶ୍ଚର୍ଯ୍ୟଜନକ ତଥ୍ୟ ପ୍ରକାଶ କରିଛି। ଆଇଏମଏ ଅନୁଯାୟୀ, କରୋନାର ଦ୍ୱିତୀୟ ଲହର ସମୟରେ ଏପର୍ଯ୍ୟନ୍ତ ୨୬୯ ଡାକ୍ତରଙ୍କର...

ମୁଖ୍ୟମନ୍ତ୍ରୀଙ୍କ ନିକଟକୁ ଇସ୍ତଫା ପତ୍ର ପଠାଇଲେ ସିଦ୍ଧୁ

ନୂଆଦିଲ୍ଲୀ,୧୫।୭: ପଞ୍ଜାବ କ୍ୟାବିନେଟର ମନ୍ତ୍ରୀ ଥିବା ନବଜୋତ ସିଂ ସିଦ୍ଧୁ ସୋମବାର ମୁଖ୍ୟମନ୍ତ୍ରୀ କ୍ୟାପଟେନ ଅମରିନ୍ଦର ସିଂଙ୍କ ପାଖକୁ ତାଙ୍କ ଇସ୍ତଫା ପତ୍ର ପଠାଇଥିବା ଟୁଇଟ୍‌...

ବିଧାୟକଙ୍କୁ ନିଜ ଦଳର ନେତ୍ରୀ କରୁଥିଲେ ବ୍ଲାକମେଲ୍‌

ହରିଦ୍ୱାର,୨୭।୫: ହରିଦ୍ୱାରର ଜ୍ୱାଲାପୁରର ଭାଜପା ବିଧାୟକ ସୁରେଶ ରାଠୋରଙ୍କୁ ବଳାତ୍କାର ମାମଲାରେ ଫସାଇଥିବା ୫ ଅଭିଯୁକ୍ତଙ୍କୁ ଶେଷରେ ଗିରଫ କରାଯାଇଛି। ଗିରଫ ହୋଇଥିବା ୫ଜଣଙ୍କ ମଧ୍ୟରେ...

ଚାଇନା ହାତରେ ଖେଳୁଛି ଆମେରିକା

ନୂଆଦିଲ୍ଲୀ, ୭ା୬: ବିଶ୍ୱ ଏବେ ମହାମାରୀ କରୋନାକୁ ନେଇ ଚିନ୍ତିତ। ଚାଇନାର ଉହାନ୍‌ ସହରରୁ ବ୍ୟାପି ସାରା ବିଶ୍ୱକୁ ଏହି ଭୂତାଣୁ ଥରହର କରିପକାଇଛି। ଆମେରିକା...

ଚୋରି କରିବାକୁ ଆସିଥିଲା ଚୋର, ବ୍ୟାଗ୍‌ ଭର୍ତ୍ତି ଟଙ୍କା ଦେଖି ହେଲା ହାର୍ଟ ଆଟାକ୍‌, ଆଉ ତା’ ପରେ…

ଲକ୍ଷ୍ନୌ,୧।୪: ଉତ୍ତରପ୍ରଦେଶର ବିଜନୋରରେ ଚୋରି କରିବାକୁ ଆସିଥିବା ଜଣେ ଚୋର ବ୍ୟାଗ୍‌ରେ ୭ ଲକ୍ଷ ଟଙ୍କା ଦେଖି ଖୁସିରେ ଆତ୍ମବିଭୋର ହୋଇଯାଇଥିଲେ। ସେ ଏତେ ଖୁସି...

ସୁକମା ଜିଲାରେ ମାଓବାଦୀଙ୍କ ଆକ୍ରମଣରେ ୧୭ ଯବାନ ଶହୀଦ

ସୁକମା,୨୨।୩: ଛିତଶଗଡ଼ ସୁକମା ଜିଲାରେ ମାଓବାଦୀଙ୍କ ଆକ୍ରମଣରେ ୧୭ ଯବାନ ଶହୀଦ ହୋଇଛନ୍ତି। ଏହି ଘଟଣାରେ ୧୪ରୁ ଅଧିକ ଯବାନ ଆହତ ହୋଇଛନ୍ତି। ଚିକିତ୍ସା ଲାଗି...

ସାବଧାନ ! କରୋନା ସଂକ୍ରମଣ ପୂର୍ବରୁ ପାଦରେ ଦେଖାଦିଏ ଏଭଳି ଦାଗ

ମାଦ୍ରିଦ୍‌,୧୬।୪: କରୋନା ସଂକ୍ରମଣ ପୂର୍ବରୁ ଶରୀରରେ କେତେକ ଲକ୍ଷଣ ପାଇଥାଏ। ସେସବୁ ମଧ୍ୟରେ ଥଣ୍ଡା, କାଶ, ସର୍ଦ୍ଦି, ଜ୍ୱର, ଗଳା ଦରଜ ଆଦି ରହିଛି। ଏହାସହିତ...

Advertisement


Archives

Model This Week

Why Dharitri