ପିଏମ୍‌ କେୟାର୍ସ ଫଣ୍ଡକୁ ଦାନ

କଟକ ଅଫିସ୍‌,୧୪ା୪: କରୋନା ମୁକାବିଲା ପାଇଁ ପ୍ରଧାନମନ୍ତ୍ରୀଙ୍କ ଦାରା ଗଠିତ ପିଏମ୍‌ କେୟାର୍ସ ଫଣ୍ଡକୁ ଜଣେ ପୂଜକ ୪୧୦୦ ଟଙ୍କା ପ୍ରଦାନ କରିଛନ୍ତି। ସେ ହେଲେ ଉରାଳୀ ଗ୍ରାମପଞ୍ଚାୟତ ଅନ୍ତର୍ଗତ କୋଠସାହି ଗ୍ରାମରେ ଥିବା ଲୋକନାଥ ମନ୍ଦିରର ପୂଜକ ତଥା ସାଧୁ ନନାଙ୍କ ନାମରେ ପରିଚିତ ବିରଞ୍ଚି ନାରାୟଣ ପଣ୍ଡା। ନିଜ ପାଇଁ ଏକ ନୂଆ ସାଇକେଲ କିଣିବାକୁ ସେ ଗତ ତିନି ବର୍ଷ ହେଲା ଟଙ୍କା ସଞ୍ଚୟ କରୁଥିଲେ। ବର୍ତ୍ତମାନ ଲକଡାଉନ ପରିସ୍ଥିତିରେ ଉପାର୍ଜନ ନ ଥିବାବେଳେ ସେ କରୋନା ପାଣ୍ଠିକୁ ସଞ୍ଚିତ ଅର୍ଥ ଦାନ କରି ଅନ୍ୟମାନଙ୍କ ପାଇଁ ଉଦାହରଣ ପାଲଟିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବେଆଇନ ନିର୍ମାଣ ଉଚ୍ଛେଦ କଲା ପ୍ରଶାସନ

ପୁରୀ ଅଫିସ,୨୪।୮: ରାଜ୍ୟ ସରକାରଙ୍କ ଫୋକସ୍‌ରେ ପୁରୀ। ଏହାର ବିକାଶ ପାଇଁ ଶୁକ୍ରବାର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ୫୦୦ କୋଟି ଟଙ୍କା ଘୋଷଣା କରିବା ପରେ...

ସ୍ମୃତିରକ୍ଷା ପାଇଁ ସମୟ ନାହିଁ

ଢେଙ୍କାନାଳ ଅଫିସ, ୨୨।୯: ବ୍ୟାସକବିଙ୍କୁ ବାଦ୍‌ ଦେଇ ଅସମ୍ପୂର୍ଣ୍ଣ ବାଣୀଭଣ୍ଡାର। ଓଡ଼ିଆ ଭାଷା ସାହିତ୍ୟକୁ ରୁଦ୍ଧିମନ୍ତ କରିଥିବା ଏହି ମହାନ୍‌ ଯୋଗଜନ୍ମାଙ୍କ କୀର୍ତ୍ତି, କୃତିତ୍ୱକୁ ଶବ୍ଦରେ...

ଏପ୍ରିଲ ୭ ସୁଦ୍ଧା ରାଜ୍ୟ ହେବ କରୋନା ମୁକ୍ତ: କେସିଆର

ହାଇଦ୍ରାବାଦ,୩୦।୩: ସାରା ଦେଶରେ କରୋନା ଭାଇରସ୍‌ ଆତଙ୍କ ଖେଳାଇବାରେ ଲାଗିଛି। ଦିନକୁ ଦିନ କରୋନା ଭାଇରସ୍‌ ସଂକ୍ରମିତ ଓ ମୃତ୍ୟୁ ସଂଖ୍ୟା ବୃଦ୍ଧି ପାଇବାରେ ଲାଗିଛି।...

ତେଲିସାହି ପଡ଼ିଆ ଫାଙ୍କା ଗୁଳିଚାଳନା ଘଟଣା: ଚାଲିଛି ନାରୁଆଙ୍କ ଅପରାଧ ପୃଷ୍ଠଭୂମି ଯାଞ୍ଚ

ପୁରୀ ଅଫିସ, ୧ା୧୦: ଟାଉନ ଥାନା ଅଧୀନ ତେଲିସାହି ପଡ଼ିିଆରେ ଗତ ଅଗଷ୍ଟ ମାସରେ ଅନୁଷ୍ଠିତ ଏକ କାର୍ଯ୍ୟକ୍ରମରେ ଫାଙ୍କା ଗୁଳି ଚାଳନା ଘଟଣାର ଗୋଟିଏ...

ରାଜନଗର ସଇରାତରେ ଲାଗିବ ସୀମା ନିର୍ଦ୍ଧାରଣ ଖୁଣ୍ଟି

ଜଳେଶ୍ୱର, ୧୨।୫(ଡି.ଏନ.ଏ.): ଏନ୍‌ଜିଟିରେ ଆଗତ ଦୁଇ ମାମଲାରେ ନିଷ୍ପତ୍ତି ଅନୁଯାୟୀ ବୁଧବାର ରାଜ୍ୟ ପ୍ରଦୂଷଣ ବୋର୍ଡର ଆଞ୍ଚଳିକ ଅଧିକାରୀ ଓ ବାଲେଶ୍ୱର ଅତିରିକ୍ତ ଜିଲାପାଳଙ୍କ ଉପସ୍ଥିତିରେ ସୁବର୍ଣ୍ଣରେଖା...

୨୩ ଜିଲାରେ ୫୦ ପେପରଲେସ୍‌ କୋର୍ଟ ଆରମ୍ଭ

କଟକ,୪ା୭(କାର୍ତ୍ତିକ ସାହୁ): ରାଜ୍ୟର ୨୩ଟି ଜିଲାରେ ସୋମବାରଠାରୁ ୫୦ଟି ପେପରଲେସ୍‌ କୋର୍ଟ କାର୍ଯ୍ୟକ୍ଷମ ହୋଇଛି। ହାଇକୋର୍ଟ ମୁଖ୍ୟ ବିଚାରପତି ଡ. ଏସ୍‌. ମୁରଲୀଧର ଭର୍ଚୁଆଲ ମାଧ୍ୟମରେ...

ଶୀତରେ ଥରୁଛି ଜି.ଉଦୟଗିରି

ଜି.ଉଦୟଗିରି,୨୨।୧୨(ଡି.ଏନ୍‌.ଏ): ଗତ ଚାରି ଦିନ ହେବ ଶୀତରେ ଥରୁଛି ଜି ଉଦୟଗିରି ସହର। ଏଠାରେ ଗୁରୁବାର ଦିନ ସର୍ବନିମ୍ନ ତାପମାତ୍ରା ୬ ଡିଗ୍ରୀ ସେଲସିୟସ ରହିଛି...

ଖୋର୍ଦ୍ଧାରେ ବିଦ୍ୟୁତ୍‌ କାଟ୍‌କୁ ନେଇ ଉତ୍ତେଜନା, କର୍ମଚାରୀଙ୍କୁ ଅଟକ ରଖିଲେ ଗ୍ରାହକ

ଖୋର୍ଦ୍ଧା ଅଫିସ,୧୬।୧: ପୂର୍ବ ନିର୍ଦ୍ଧାରିତ ତାରିଖାନୁଯାୟୀ ସେସୁ ପକ୍ଷରୁ ଗୁରୁବାର ଖୋର୍ଦ୍ଧାରୁ ବିଦ୍ୟୁତ୍‌ କାଟ୍‌ ଆରମ୍ଭ ହୋଇଛି। ୩୯ଟି ଟିମ୍‌ ବିଦ୍ୟୁତ୍‌ ବକେୟା ଥିବା ଗ୍ରାହକମାନଙ୍କ...

Advertisement
Archives

Model This Week