Posted inଜାତୀୟ

ପିଏମ୍‌ କେୟାର୍ସ ଫଣ୍ଡକୁ ସରକାରୀ ଅଡିଟର କରିବେ ନାହିଁ ଯାଞ୍ଚ

ନୂଆଦିଲ୍ଲୀ,୨୪।୪: ବିଶେଷ ସୂତ୍ରରୁ ମିଳିଥିବା ସୂଚନାରୁ ଜଣାପଡିଛି ଯେ କରୋନା ମହାମାରୀ ଭଳି ପ୍ରାକୃତିକ ବିପଦ ସହ ଲଢିବା ପାଇଁ ଗଠିତ ହୋଇଥିବା ପିଏମ୍‌ କେୟାର୍ସ ଫଣ୍ଡର ଅଡିଟ Comptroller and Auditor General of India (ସିଏଜି) ଦ୍ୱାରା କରାଯିବ ନାହିଁ। ଏହି ଫଣ୍ଡ ବ୍ୟକ୍ତି ଓ ସଂଗଠନର ଦାନ ଉପରେ ଆଧାରିତ ହୋଇଥିବାରୁ ଏହି ଚାରିଟେବଲ ଟ୍ରଷ୍ଟର ଅଡିଟ କୌଣସି ଅଧିକାରୀ କରିବେ ନାହିଁ। ସୂଚନାଯୋଗ୍ୟ, ୨୮ ମାର୍ଚ୍ଚରେ କ୍ୟାବିନେଟ ଦ୍ୱାରା ଗଠିତ ପିଏମ୍‌ କେୟାର୍ସ ଫଣ୍ଡର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଚେୟାପର୍ସନ ଓ ବରିଷ୍ଠ କ୍ୟାବିନେଟ ସଦସ୍ୟ ଟ୍ରଷ୍ଟି ଅଛନ୍ତି। ସିଏଜିର ଜଣେ ବରିଷ୍ଠ ଅଧିକାରୀ କହିଛନ୍ତି ଯେ ପର୍ଯ୍ୟନ୍ତ ଟ୍ରଷ୍ଟି ଆମକୁ ଅଡିଟ ବା ଯାଞ୍ଚ କରିବା ପାଇଁ କହି ନାହାନ୍ତି ସେ ପର୍ଯ୍ୟନ୍ତ ଆମେ ଅଡିଟ କରିପାରିବୁ ନାହିଁ।


Enter your email to get our daily news in your inbox.

All Right Reserved By Dharitri.Com

Viral Video! ସେଲଫି ନେବା ବେଳେ ମଞ୍ଚ ଉପରେ ରାହୁଲଙ୍କୁ କିସ୍ କରିଦେଲେ ଯୁବତୀ, ଆଉ ତାପରେ…

ମୁମ୍ବାଇ,୨୪।୮: ମହାରାଷ୍ଟ୍ରର ପୁଣେରେ କଂଗ୍ରେସ ଏମପି ତଥା ଲୋକ ସଭା ବିରୋଧୀ ଦଳ ନେତା ରାହୁଲ ଗାନ୍ଧୀଙ୍କ ଏକ କାର୍ଯ୍ୟକ୍ରମର ଭିଡିଓ ସୋସିଆଲ ମିଡିଆରେ ଭାଇରାଲ ହେଉଛି…

ସ୍କୁଲ ଛାତ୍ରୀଛାତ୍ରଙ୍କୁ ନେଉଥିଲେ, ମାଡ଼ି ବସିଲା ପରିବହନ ବିଭାଗ

ବାଙ୍କୀ, ୨୪/୮ (ଶୁଭେନ୍ଦୁ ମହାପାତ୍ର): ଅସୁରକ୍ଷିତ ବସ୍‌ରେ ସ୍କୁଲ ଛାତ୍ରଛାତ୍ରୀଙ୍କୁ ଯାତାୟାତ କରାଯାଉଥିବା ଅଭିଯୋଗରେ କଟକ ପରିବହନ ବିଭାଗ ବାଙ୍କୀ ଅଞ୍ଚଳରୁ ୩ଟି ଗାଡ଼ି ଜବତ କରିଛି।…

ସରକାର ବିରୋଧରେ CJPର ବଡ଼ ଘୋଷଣା: ୫ ସେପ୍ଟେମ୍ବରରେ…

ନୂଆଦିଲ୍ଲୀ,୨୪।୮: କକରୋଚ ଜନତା ପାର୍ଟି (CJP) ନୂଆଦିଲ୍ଲୀରେ ବିରୋଧ ମାର୍ଚ୍ଚ କରିବାକୁ ଘୋଷଣା କରିଛି। ଦଳର ଅଭିଯୋଗ ଅନୁସାରେ, କେନ୍ଦ୍ର ସରକାର ୨୫ ଜୁଲାଇରେ ଦେଶର ଯୁବପିଢ଼ିଙ୍କୁ…

ମଙ୍ଗଳବାର ପନିପରିବା ମାର୍କେଟ ବନ୍ଦ ଡାକରା ଦେଲା ଉଠାଦୋକାନୀ ସଂଘ: ସମସ୍ୟା ସମାଧାନ ଦାବି

ଛତ୍ରପୁର, ୨୪।୮ (ଦିଲ୍ଲୀପ ସାମଲ) : ଛତ୍ରପୁର ସହରର ସମସ୍ତ ପନିପରିବା ଦୋକାନ ମଙ୍ଗଳବାର ବନ୍ଦ ନିମନ୍ତେ ଡାକରା ଦିଆଯାଇଛି। ଛତ୍ରପୁର ଉଠାଦୋକାନୀ ସଂଘ ପକ୍ଷରୁ ଦୋକାନୀମାନଙ୍କ…

ନିଶାମୁକ୍ତ ଓଡ଼ିଶା ସହ ସାଇବର ସୁରକ୍ଷା: ଛାତ୍ରୀଛାତ୍ରଙ୍କୁ ପୋଲିସର…

ଛତ୍ରପୁର, ୨୪।୮ (ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ଛତ୍ରପୁରସ୍ଥିତ ପ୍ରତିଭା ଆବାସିକ ବିଶ୍ୱବିଦ୍ୟାଳୟ ପରିସରରେ ସୋମବାର ‘ନିଶାମୁକ୍ତ ଓଡ଼ିଶା ଅଭିଯାନ’ ସହ ସାଇବର ସୁରକ୍ଷା ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ…

ଚିନିକୁ ନେଇ ଦେଶରେ ହଇଚଇ: ବଡ଼ ସୂଚନା ଦେଲା ଭାରତୀୟ ଚିନି ମିଲ୍‌ ସଂଘ, ଆଗକୁ…

ନୂଆଦିଲ୍ଲୀ,୨୪।୮: ଦେଶରେ ଚିନିର କୌଣସି ଅଭାବ ନାହିଁ ଏବଂ ଆଗାମୀ ଦିନରେ ଖୁଚୁରା ବଜାରରେ ଚିନି ଦର କମିବାର ଆଶା ରହିଛି ବୋଲି ଭାରତୀୟ ଚିନି ମିଲ…

ମୁନିରଙ୍କୁ ଫୋନ କଲେ ଟ୍ରମ୍ପ: ଯୁଦ୍ଧ ସମ୍ପର୍କରେ ହେଲା ଏମିତି ଆଲୋଚନା

ଓ୍ବାଶିଂଟନ୍‌,୨୪।୮: ଆମେରିକା ଏବଂ ଇରାନ ମଧ୍ୟରେ ବଢ଼ୁଥିବା ସାମରିକ ଏବଂ ରାଜନୈତିକ ଉତ୍ତେଜନା ମଧ୍ୟରେ ପାକିସ୍ତାନର ସେନା ମୁଖ୍ୟ ଫିଲ୍ଡ ମାର୍ଶାଲ ଅସୀମ ମୁନିର ସୋମବାର ତେହେରାନ…

ଏୟାର ବ୍ୟାଗରେ ଗଞ୍ଜେଇ: ବଲାଙ୍ଗୀର ରେଲୱେ ଷ୍ଟେଶନରେ ଅପେକ୍ଷା କରିଥିବା ଯୁବକଙ୍କୁ…

ବଲାଙ୍ଗୀର, ୨୪/୭ (ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ରେଲୱେ ଷ୍ଟେଶନରୁ ୧୦ କେଜି ଗଞ୍ଜେଇ ରେଲୱେ ସୁରକ୍ଷା ବଳ (ଆରପିଏଫ) ଜବତ କରିଛି। ଏହି ଘଟଣାରେ ଜଣେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri