ପିଏସ୍‌ ବିରଞ୍ଚି ସାହୁ ନିଲମ୍ବିତ

ଭୁବନେଶ୍ୱର,୨।୮(ବ୍ୟୁରୋ): ବିପୁଳ ପରିମାଣର ଆୟବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଗିରଫ ହୋଇଥିବା ପିଏସ ବିରଞ୍ଚି ସାହୁଙ୍କୁ ନିଲମ୍ବନ କରାଯାଇଛି। ତାଙ୍କୁ ଷ୍ଟାଫ ସିଲେକ୍ସନ କମିଶନ ନିଲମ୍ବନ କରିଛନ୍ତି। ।
ସୂଚନାଯୋଗ୍ୟ, ଚଢ଼ାଉ ସମୟରେ ତାଙ୍କ ନିକଟରୁ ମୋଟ ୩ କୋଟି ୭୯ ଲକ୍ଷ ଟଙ୍କାର ସମ୍ପତ୍ତି ଠାବ ହୋଇଛି । ସେଥିମଧ୍ୟରୁ ୩ କୋଟି ୫୧ ଲକ୍ଷରୁ ଅଧିକ ଟଙ୍କା ଆୟବହିର୍ଭୂତ ସମ୍ପତ୍ତି । ଯାହା ତାଙ୍କ ପ୍ରକୃତ ଆୟଠାରୁ ୨୬୮ ପ୍ରତିଶତ ଅଧିକ । ଗତ ୩୧ ତାରିଖରେ ବିରଞ୍ଚିଙ୍କୁ ଭିଜିଲାନ୍ସ ବିଭାଗ ଗିରଫ କରିଥିଲା । ଜାମିନ ଆବେଦନ ଖାରଜ ହେବାରୁ ୧୪ ଦିନିଆ ବିଚାର ବିଭାଗୀୟ ହାଜତରେ ଅଛନ୍ତି । ତାଙ୍କ ସ୍ତ୍ରୀ ଓ ଶଳାଙ୍କ ନାଁରେ ମାମଲା ରୁଜୁ ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଆରକ୍ଷଣକୁ ନେଇ ଅଭିଜିତ ଦୀପକେଙ୍କ ବଡ଼ ବୟାନ, କହିଲେ- ‘ମୁଁ ଦଳିତ ପରିବାରରୁ ଆସିଛି, ମୋ ବାପା …’

ନୂଆଦିଲ୍ଲୀ,୨୪।୮: ଦେଶର ବିଭିନ୍ନ ସ୍ଥାନରେ ଏବେ ଆରକ୍ଷଣ ବ୍ୟବସ୍ଥା ଏବଂ ବିଶ୍ୱବିଦ୍ୟାଳୟ ଅନୁଦାନ ଆୟୋଗ (UGC)ର ଇକ୍ୱିଟି ନିୟମକୁ ନେଇ ପ୍ରଦର୍ଶନ ଚାଲିଛି। ପ୍ରଦର୍ଶନକାରୀମାନେ ଜାତିଭିତ୍ତିକ ଆରକ୍ଷଣ…

ଛାତ୍ରୀ ନିବାସକୁ ନାହିଁ ରାସ୍ତା: ସମସ୍ୟା ଭୋଗୁଛନ୍ତି ୨୩୦ ଆଦିବାସୀ ଛାତ୍ରୀ

ମୋହନା,୨୪।୮(ମନ୍ମଥ ମିଶ୍ର): ଛାତ୍ରୀ ନିବାସ ଅଛି। ଛାତ୍ରୀ ଅଛନ୍ତି। ପାଠପଢ଼ା ପାଇଁ ସବୁ ବ୍ୟବସ୍ଥା ଅଛି। ହେଲେ ବିଦ୍ୟାଳୟରେ ପହଞ୍ଚିବା ପାଇଁ ନାହିଁ ଭଲ ରାସ୍ତା। ଫଳରେ…

ବିବାଦରେ ଫସିଲେ କ୍ରିତି ସାନନ, ସୋସିଆଲ ମିଡିଆରେ ଉଠିଲା ଝଡ଼

ମୁମ୍ବାଇ: ଗୋଟିଏ ପର୍ବ, ଦାମୀ ବିଜ୍ଞାପନ, ବଲିଉଟର ଜଣେ ବଡ଼ ଚେହେରା ଏବଂ ସୋସିଆଲ ମିଡିଆରେ ବିବାଦ। ରକ୍ଷାବନ୍ଧନ ପାଇଁ ତିଆରି ହୋଇଥିବା ଏକ ଜୁଏଲାରୀ ବିଜ୍ଞାପନକୁ…

ବିଶ୍ୱକପ୍‌ ଜିତିବା ସ୍ବପ୍ନ ଧୂଳିସାତ୍‌! ଆର୍ଜେଣ୍ଟିନାଠାରୁ ଲଜ୍ଜାଜନକ ପରାଜୟ ପରେ ବିଶ୍ୱକପ୍‌ରୁ ବାଦ୍‌ ପଡ଼ିଲା ଟିମ ଇଣ୍ଡିଆ

ନୂଆଦିଲ୍ଲୀ,୨୪।୮: ଭାରତୀୟ ଦଳ ୨୦୨୬ ହକି ବିଶ୍ୱକପ୍‌ରେ ସୋମବାର (୨୪ ଅଗଷ୍ଟ) ଆର୍ଜେଣ୍ଟିନା ବିପକ୍ଷ ମ୍ୟାଚରେ ୫-୩ ଗୋଲ୍‌ରେ ଲଜ୍ଜାଜନକ ପରାଜୟର ସାମ୍ନା କରିଛି। ଆମ୍ସଟେଲଭିନର ୱାଗନର୍‌…

ଆନ୍ଦୋଳନକୁ ଓହ୍ଲାଇଲେ ଚାଷୀ: ୨୪ ଘଣ୍ଟାରେ ଦାବି ପୂରଣ ନ ହେଲେ…

ଝାରବନ୍ଧ,୨୪।୮(ଦେବେନ୍ଦ୍ର ସାହୁ): ଧାନ ବିକ୍ରି ପାଇଁ ଆଟ କିସମ ଜମି ପଞ୍ଜିକରଣ ହେଉ ନ ଥିବାରୁ ଚାଷୀ ଆନ୍ଦୋଳନକୁ ଓହ୍ଲାଇଛନ୍ତି l ଆଟ କିସମକୁ ପଞ୍ଜିକରଣ କରା…

‘ଦେଶର ସବୁଠାରୁ ଶ୍ରେଷ୍ଠ ପ୍ରଧାନମନ୍ତ୍ରୀ କିଏ?’ ଅଭିଜିତ ଦୀପକେଙ୍କ ଉତ୍ତରକୁ ନେଇ ଚର୍ଚ୍ଚା

ନୂଆଦିଲ୍ଲୀ,୨୪।୮: କକରୋଚ ଜନତା ପାର୍ଟି (CJP)ର ପ୍ରତିଷ୍ଠାତା ଅଭିଜୀତ ଦୀପକେଙ୍କୁ ଯେତେବେଳେ ପଚରାଯାଇଥିଲା ଯେ, ଦେଶର ଏପର୍ଯ୍ୟନ୍ତର ସବୁଠାରୁ ଶ୍ରେଷ୍ଠ ପ୍ରଧାନମନ୍ତ୍ରୀ କିଏ, ସେତେବେଳେ ସେ ପଣ୍ଡିତ…

ରକ୍ଷାବନ୍ଧନରେ ଗ୍ରହମାନଙ୍କ ୩ ମହାଯୋଗ: ଏହି ୫ ରାଶିର ଦ୍ରୁତ ଗତିରେ ଉନ୍ନତି, ହେବେ ମାଲାମାଲ!

୨୮ ଅଗଷ୍ଟ ୨୦୨୬ରେ ଶ୍ରାବଣ ମାସର ଶୁକ୍ଳପକ୍ଷ ପୂର୍ଣ୍ଣିମା ତିଥି। ଏହି ଦିନ ରକ୍ଷାବନ୍ଧନ, ଗାୟତ୍ରୀ ଜୟନ୍ତୀ ସହ ବର୍ଷର ଦ୍ୱିତୀୟ ଏବଂ ଶେଷ ଚନ୍ଦ୍ରଗ୍ରହଣ ପଡ଼ୁଛି।…

ଭବାନୀପାଟଣାରେ ଖାଦ୍ୟ ନିରାପତ୍ତା ବିଭାଗର ଚଢ଼ାଉ: ୩୨ କିଲୋ ବାସି-କୃତ୍ରିମ ରଙ୍ଗଯୁକ୍ତ ଖାଦ୍ୟ ନଷ୍ଟ

ଭବାନୀପାଟଣା,୨୪।୮(ଉତ୍ତମ କୁମାର ଦାଶ): ଆଗକୁ ଆସୁଥିବା ପର୍ବପର୍ବାଣୀକୁ ଦୃଷ୍ଟିରେ ରଖି ଭବାନୀପାଟଣା ସହରର ବିଭିନ୍ନ ସ୍ଥାନରେ ସୋମବାର ଖାଦ୍ୟ ନିରାପତ୍ତା ବିଭାଗ ପକ୍ଷରୁ ପୋଲିସ ସହଯୋଗରେ ଚଢ଼ାଉ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri