Posted inଜାତୀୟ

ପିଓକେକୁ ମୁକୁଳାଇ ଭାରତରେ ସାମିଲ କରିବା ମୋର ଲକ୍ଷ୍ୟ: କେନ୍ଦ୍ରମନ୍ତ୍ରୀ

ନୂଆଦିଲ୍ଲୀ,୧୯।୮: ଜମ୍ମୁ-କଶ୍ମୀରରୁ ଅନୁଚ୍ଛେଦ ୩୭୦ ଓ ୩୫(ଏ) ଉଚ୍ଛେଦ କରାଯିବା ପରେ ଏବେ ପାଳି ପାକ୍‌ ଅଧିକୃତ କଶ୍ମୀର(ପିଓକେ)ର। ଖୁବ୍‌ ଶୀଘ୍ର ଏହାକୁ ମୁକୁଳାଇ ଭାରତରେ ସାମିଲ କରାଯିବ ବୋଲି କହିଛନ୍ତି କେନ୍ଦ୍ରମନ୍ତ୍ରୀ ଜିତେନ୍ଦ୍ର ସିଂ। ସେ କହିଛନ୍ତି ‘ଏହା ହେଉଛି ସଠିକ୍‌ ସମୟ । ତେଣୁ ଈଶ୍ୱରଙ୍କୁ ପ୍ରାଥନା କରୁଛି କି ମୁଁ ଜୀବିତ ଥିବା ଭିତରେ ଏହା ସମ୍ଭବ ହେଉ।’ ସୂଚନାଯୋଗ୍ୟ, ମନ୍ତ୍ରୀ ଜିତେନ୍ଦ୍ର ସିଂ ଭାଜପା ମୁଖ୍ୟାଳୟରେ ଏକ କାର୍ଯ୍ୟକ୍ରମରେ ଯୋଗ ଦେବା ଅବସରରେ ଏହା କହିବା ସହ ଆହୁରି ମଧ୍ୟ କହିଛନ୍ତି କି ଆମେମାନେ ସେତିକି ଭାଗ୍ୟଶାଳୀ ଯେଉଁମାନେ ଜମ୍ମୁ-କଶ୍ମୀରରେ ଅନୁଚ୍ଛେଦ ୩୭୦ର ଉଚ୍ଛେଦକୁ ଦେଖିଲେ। ମୋଦିଙ୍କର ଏହି ସକାରାତ୍ମକ ଚିନ୍ତାଧାରକୁ ନେଇ ଆମେ ପିଓକେକୁ ମୁକୁଳାଇବାରେ ଯୋଗ ଦାନ କରିବାକୁ ସେ ଆହ୍ବାନ ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଅଧ୍ୟକ୍ଷ ନିର୍ବାଚନ ମତଦାତା ସୂଚୀ ନେଇ ୫ ଏମ୍‌ପିଙ୍କୁ ମଧୁସୂଦନଙ୍କ ଚିଠି…

ନୂଆଦିଲ୍ଲୀ, ୧୦।୯ : ରାହୁଲ ଗାନ୍ଧୀଙ୍କ ଭାରତ ଯୋଡ ଯାତ୍ରା ମଧ୍ୟରେ କଂଗ୍ରେସ ଅଧ୍ୟକ୍ଷ ନିର୍ବାଚନ ପାଇଁ ଚର୍ଚ୍ଚା ଚାଲିଛି। ଏହି ନିର୍ବାଚନର ନିରପେକ୍ଷତା ଉପରେ...

ଝୁଲାପୋଲ ହଠାତ ଭୁଶୁଡି ପଡିନି, ୨ ବର୍ଷ ପୂର୍ବରୁ ମିଳିଥିଲା ସୂଚନା, ଚିଠିରୁ ପର୍ଦ୍ଦାଫାଶ୍‌…

ମୋରବି,୨।୧୧ : ମୋରବି ଝୁଲାପୋଲ ଦୁର୍ଘଟଣାରେ ୧୩୫ ଜଣଙ୍କର ମୃତ୍ୟୁ ଘଟିଛି। ତେବେ ପୋଲ ହଠାତ ଭୁଶୁଡି ପଡିଥିବା ଭାବିବା ଭୁଲ। ଏହି ଯନ୍ତ୍ରଣାଦାୟକ ଦୁର୍ଘଟଣା...

କାଉଡ଼ି ଯାତ୍ରାକୁ ନେଇ ଚିନ୍ତା ପ୍ରକଟ କଲା ଆଇଏମ୍‌ଏ

ଡେରାଡୁନ,୧୩।୭: ଜୁଲାଇ ୨୫ରୁ ଆରମ୍ଭ ହେବାକୁ ଥିବା କାଉଡି ଯାତ୍ରାକୁ ଅନୁମତି ଦେବା ପାଇଁ ଉତ୍ତରାଖଣ୍ଡ ସରକାର ବିଚାର କରୁଛନ୍ତି। ଇତିମଧ୍ୟରେ କରୋନା ସଂକ୍ରମଣକୁ ଦୃଷ୍ଟିରେ...

‘କଂଗ୍ରେସର ଅଧ୍ୟକ୍ଷ ହେବା କେବଳ ଏକ ପଦବୀ ନୁହେଁ, ବରଂ ବିଶ୍ୱାସର ପ୍ରତୀକ’

ନୂଆଦିଲ୍ଲୀ,୨୨।୯: କଂଗ୍ରେସ ଅଧ୍ୟକ୍ଷ ପଦ ପାଇଁ ନାମାଙ୍କନ ପ୍ରକ୍ରିୟା ସେପ୍ଟେମ୍ବର ୨୪ରୁ ଆରମ୍ଭ ହେବାକୁ ଯାଉଛି। ଏହା ପୂର୍ବରୁ ଦଳର ନେତା ରାହୁଲ ଗାନ୍ଧୀ ଅଧ୍ୟକ୍ଷ...

ରାହୁଲଙ୍କୁ ପ୍ରଶଂସା କଲେ ଭଉଣୀ ପ୍ରିୟଙ୍କା

ନୂଆଦିଲ୍ଲୀ,୪।୭: ରାହୁଲ ଗାନ୍ଧୀ କଂଗ୍ରେସ ଅଧ୍ୟକ୍ଷ ପଦରୁ ଇସ୍ତଫା ଦେବା ପରେ କଂଗ୍ରେସ ମହାସଚିବ ତଥା ରାହୁଲଙ୍କ ଭଉଣୀ ପ୍ରିୟଙ୍କା ଗାନ୍ଧୀ ଭଦ୍ରା ତାଙ୍କୁ ପ୍ରଶଂସା...

କେଜରିଓ୍ବାଲଙ୍କ ନୂଆ ମିଶନ ଦେଶଭର ମେଁ ଯାଉଙ୍ଗା, ୨୦୨୪କୁ ଲକ୍ଷ୍ୟ…

ନୂଆଦିଲ୍ଲୀ, ୧୭।୮ : ଦିଲ୍ଲୀ ମୁଖ୍ୟମନ୍ତ୍ରୀ ତଥା ଆମ ଆଦମୀ ପାର୍ଟି (ଏଏପି) ମୁଖ୍ୟ ଅରବିନ୍ଦ କେଜରିଓ୍ବାଲ ବୁଧବାର ମେକ ଇଣ୍ଡିଆ ନମ୍ବର ୱାନ ମିଶନ...

ସୋନିଆଙ୍କ ଡିନର କୂଟନୀତି, ବିରୋଧୀ ନେତାଙ୍କୁ କରିବେ ନିମନ୍ତ୍ରଣ…

ନୂଆଦିଲ୍ଲୀ,୧୨।୮: ସଂସଦର ମୌସୁମୀ ଅଧିବେଶନ ହଟ୍ଟଗୋଳ ମଧ୍ୟରେ ଶେଷ ହେବା ପରେ ସୋନିଆ ଗାନ୍ଧୀ ବିରୋଧୀଙ୍କୁ ଏକଜୁଟ କରିବାକୁ ଉଦ୍ୟମ ଆରମ୍ଭ କରିଛନ୍ତି। ଏଥିପାଇଁ ସୋନିଆ...

ଭାରତୀୟଙ୍କ ଆୟୁଷ କମି କମି ଯାଉଛି, ଜାଣନ୍ତୁ ଏହାର କାରଣ

ନୂଆଦିଲ୍ଲୀ,୨୯ା୭: ଭାରତରେ ଲୋକଙ୍କ ଆୟୁଷ ଦିନକୁ ଦିନ କମିକମି ଯାଉଛି। ଆମେରିକାର ଏକ ୟୁନିଭର୍‌ସିଟି ପକ୍ଷରୁ ଏହା କୁହାଯାଇଛି। ଏହାର ମୁଖ୍ୟ କାରଣ ହେଉଛି ପ୍ରଦୂଷଣ।...

Advertisement
Archives

Model This Week