Posted inଜାତୀୟ

ପିଓକେରେ ୧୫ ଆତଙ୍କବାଦୀଙ୍କ ସହ ଦେଖିବାକୁ ମିଳିଲେ ମସୁଦ ଅଜହରଙ୍କ ଭାଇ

ନୂଆଦିଲ୍ଲୀ,୩।୮: ପାକିସ୍ତାନ ଅଧିକୃତ କଶ୍ମୀର(ପିଓକେ)ରେ ଜୈଶ-ଇ-ମହମ୍ମଦ ଆତଙ୍କବାଦୀ ସଙ୍ଗଠନର ମୁଖ୍ୟ ମସୁଦ ଅଜହରଙ୍କ ଭାଇ ଇବ୍ରାହିମ୍‌ ଅଜହରଙ୍କ ଅନୁପସ୍ଥିତିକୁ ନେଇ ବିଶେଷ ସୂତ୍ରରୁ ସୂଚନା ମିଳିଛି। ସୂଚନା ଅନୁଯାୟୀ ଇବ୍ରାହିମଙ୍କ ସହ ଅନ୍ୟ ୧୫ ତାଲିମପ୍ରାପ୍ତ ଆତଙ୍କବାଦୀ ମଧ୍ୟ ରହିଥିଲେ। ଏହି ସମସ୍ତ ଆତଙ୍କବାଦୀଙ୍କୁ ଜମ୍ମୁ-କଶ୍ମୀରରେ ପ୍ରବେଶ ପାଇଁ ପ୍ରଶିକ୍ଷଣ ଦିଆଯାଇଥିବା କୁହାଯାଉଛି। ସୂଚନାଯୋଗ୍ୟ, ଜମ୍ମୁ-କଶ୍ମୀରରେ ଆତଙ୍କବାଦୀ ଆକ୍ରମଣ ଯୋଜନା ଜାଣିବା ପରେ ଶୁକ୍ରବାର ଅମରନାଥ ଯାତ୍ରାକୁ ବନ୍ଦ କରି ଦିଆଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

କୋଟିପତିଙ୍କ ସ୍ତ୍ରୀ ୧୩ ବର୍ଷ ସାନ ଡ୍ରାଇଭରଙ୍କ ସହ ଫେରାର, ପାଖରୁ ଟଙ୍କା ସରିଯିବା ପରେ…

ଭୋପାଳ,୧୦ା୧୧: ମଧ୍ୟପ୍ରଦେଶର ଖଜରାନା ଥାନା ଅନ୍ତର୍ଗତ ଜଣେ ୪୫ ବର୍ଷୀୟା ମହିଳା ଘରୁ ୪୭ ଲକ୍ଷ ଟଙ୍କା ନେଇ ଜଣେ ଡ୍ରାଇଭରଙ୍କ ସହ ଫେରାର ହୋଇଯାଇଥିଲେ।...

ଭେଣ୍ଡି କିଲୋ ୮୦୦ ଟଙ୍କା

ଭୋପାଳ,୭।୯: ଅଧିକାଂଶ ଲୋକ ନିଜ ଘରେ ସବୁଜ ଭେଣ୍ଡି ଖାଆନ୍ତି। କିନ୍ତୁ ଲାଲ ରଙ୍ଗର ଭେଣ୍ଡି ଦେଖିବା ଏବଂ ଶୁଣିବା ପାଇଁ ଅଦ୍ଭୁତ ଶବ୍ଦ ହୋଇପାରେ,...

୧୪ରୁ ମୌସୁମୀ ଅଧିବେଶନ

ନୂଆଦିଲ୍ଲୀ,୨ା୯: ଆସନ୍ତା ୧୪ ତାରିଖରୁ ପାର୍ଲାମେଣ୍ଟର ମୌସୁମୀ ଅଧିବେଶନ ଆରମ୍ଭ ହୋଇ ଅକ୍ଟୋବର ୧ ପର୍ଯ୍ୟନ୍ତ ଚାଲିବ। ଏନେଇ ଲୋକ ସଭା ସେକ୍ରେଟାରିଏଟ୍‌ ପକ୍ଷରୁ ବିଜ୍ଞପ୍ତି...

ଜୟପୁରରେ ୧୪୪ ଧାରା ଜାରି: ଇଣ୍ଟରନେଟ୍‌ ସେବା ବନ୍ଦ

ଜୟପୁର, ୧୪।୮: ରାଜସ୍ଥାନ ଜୟପୁରରେ ୨ ସମ୍ପ୍ରଦାୟ ମଧ୍ୟରେ ସଂଘର୍ଷ ଘଟିଛି। ଏଥିରେ ୯ ପୋଲିସ କର୍ମଚାରୀଙ୍କ ସମେତି ୨୪ରୁ ଅଧିକ ଆହତ ହୋଇଛନ୍ତି। ଶାନ୍ତି...

ବିନୟଙ୍କ ଆବେଦନ ଖାରଜ ପରେ ରାଷ୍ଟ୍ରପତିଙ୍କ ନିକଟରେ କ୍ଷମା ଆବେଦନ କଲେ ଅକ୍ଷୟ

ନୂଆଦିଲ୍ଲୀ,୧।୨: ନିର୍ଭୟା ଗଣବଳାତ୍କାର ମାମଲାରେ ଦୋଷୀ ସାବ୍ୟସ୍ତ ହୋଇଥିବା ଅକ୍ଷୟ ଠାକୁର ଏବେ ରାଷ୍ଟ୍ରପତିଙ୍କ ନିକଟରେ କ୍ଷମା ଆବେଦନ କରିଛନ୍ତି। ଶନିବାର ରାଷ୍ଟ୍ରପତି ରାମନାଥ କୋବିନ୍ଦ...

କିଛିଦିନ ପାଇଁ ବନ୍ଦ ହେଲା ଆଇଆଇଟି ମାଡ୍ରାସ

ଚେନ୍ନାଇ,୧୫ ।୧୨: ଭାରତୀୟ ପ୍ରାଦ୍ୟୋଗିକି ସଂସ୍ଥାନ(ଆଇଆଇଟି) ମାଡ୍ରାସକୁ କିଛିଦିନ ପାଇଁ ବନ୍ଦ କରି ଦିଆଯାଇଛି । ଏଠାରେ ୧୦୦ରୁ ଅଧିକ ବିଦ୍ୟାର୍ଥୀ କରୋନାରେ ପୀଡ଼ିତ ହେବା...

ଗୋଆରେ ଭାଜପା-କଂଗ୍ରେସ ମୁହାଁମୁହିଁ…

ପଣଜୀ,୧୦।୩ : ପାଞ୍ଚଟି ରାଜ୍ୟର ବିଧାନସଭା ନିର୍ବାଚନର ଭୋଟ ଗଣତି ଗୁରୁବାର ଆରମ୍ଭ ହୋଇଛି। ଗାଆରେ ଭାଜପା ଏବଂ କଂଗ୍ରେସ ମଧ୍ୟରେ ମୁହାଁମୁହିଁ ସ୍ଥିତି ସୃଷ୍ଟି...

ଶ୍ରୀନଗରରେ ଆତଙ୍କବାଦୀଙ୍କ ଗ୍ରେନେଡ୍‌ ଆକ୍ରମଣ

ଜମ୍ମୁ,୧୨।୧୦: ଜମ୍ମୁ-କଶ୍ମୀର ଶ୍ରୀନଗରର ହରି ସିଂ ହାଇ ଷ୍ଟ୍ରିଟରେ ଶନିବାର ସକାଳେ ଆତଙ୍କବାଦୀଙ୍କ ଦ୍ୱାରା ଗ୍ରେନେଡ୍‌ ଆକ୍ରମଣ ହୋଇଛି। ଭାରତୀୟ ସେନା ପକ୍ଷରୁ ଉକ୍ତ ଅଞ୍ଚଳକୁ...

Advertisement
Archives

Model This Week