Posted inଜାତୀୟ

ପିଓକେ ଉପରେ ଆକ୍ରମଣ ନେଇ ନରାଓ୍ବଣେଙ୍କ ମନ୍ତବ୍ୟ: ଚିନ୍ତା କରାଯିବ କହିଲେ ପ୍ରତିରକ୍ଷା ରାଷ୍ଟ୍ରମନ୍ତ୍ରୀ

ନୂଆଦିଲ୍ଲୀ,୧୪।୧: ପାକିସ୍ତାନ ଅଧିକୃତ କଶ୍ମୀର(ପିଓକେ) ନେଇ ସେନାମୁଖ୍ୟ ଜେନେରାଲ ମନୋଜ ମୁକୁନ୍ଦ ନରାଓ୍ବଣେ ଦେଇଥିବା ମନ୍ତବ୍ୟକୁ ନେଇ ପ୍ରତିରକ୍ଷା ରାଷ୍ଟ୍ରମନ୍ତ୍ରୀ ଶ୍ରୀପଦ ନାଏକ କହିଛନ୍ତି ଯେ, ସେନା ଉପରେ ଭରସା ଅଛି। ତେବେ ଏନେଇ ସରକାରଙ୍କ ପକ୍ଷରୁ ଚିନ୍ତା କରାଯିବ। ନରାଓ୍ବଣେ କହିଥିଲେ ଯେ, ପିଓକେ ଅଧିକାର ପାଇଁ ସରକାର ଆଦେଶ ଦେଲେ ସେନା ଏହାକୁ କାର୍ଯ୍ୟକାରୀ କରିବ। ଶ୍ରୀପଦ ନାଏକ କହିଛନ୍ତି ସେନାର ବୀରତ୍ୱ ନେଇ ଦେଶର ଜନସାଧାରଣ ଗର୍ବ କରନ୍ତି। ଭାରତୀୟ ଯବାନଙ୍କ ପରାକ୍ରମ ବିଷୟରେ ସଭିଏଁ ଅବଗତ ଅଛନ୍ତି। ପିଓକେ ଆକ୍ରମଣ ନେଇ କେନ୍ଦ୍ର ସରକାର ନିଶ୍ଚିତ ଭାବେ ସେନାମୁଖ୍ୟଙ୍କ ମନ୍ତବ୍ୟ ଉପରେ ବିଚାର ବିମର୍ଷ କରିବେ ବୋଲି ସେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

୩ ବର୍ଷର କାର୍ଯ୍ୟକାଳ: ନଡ୍ଡାଙ୍କ ଆଗରେ ଦକ୍ଷିଣ ଏବଂ ପୂର୍ବୋତ୍ତର ଅଗ୍ନି ପରୀକ୍ଷା

ନୂଆଦିଲ୍ଲୀ,୨୦।୧: ଭାଜପାର ରାଷ୍ଟ୍ରୀୟ ଅଧ୍ୟକ୍ଷ ଭାବେ ଜେ.ପି. ନଡ୍ଡା ସୋମବାର କାର୍ଯ୍ୟ ଭାର ସମ୍ଭାଳିଛନ୍ତି। ସେ ଏହି ପଦରେ ଆସନ୍ତା ୨୦୨୩ ପର୍ଯ୍ୟନ୍ତ ରହିବେ। ନଡ୍ଡାଙ୍କ...

ମୋଦି ଗରିବଙ୍କ ହାତମୁଠା କଲେ ଟାଣ: ଏବେ ଜମିର ପାଲଟିଲେ ମାଲିକ

ନୂଆଦିଲ୍ଲୀ, ୧୧।୧୦: ଗ୍ରାମୀଣ ଗରିବଙ୍କ ହାତମୁଠା ଟାଣ ପାଇଁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ରବିବାର ‘ସ୍ବାମୀତ୍ୱ’ ଯୋଜନାର ଶୁଭାରମ୍ଭ କରିଛନ୍ତି। ଭିଡ଼ିଓ କନଫରେନ୍ସିଂ ମାଧ୍ୟମରେ ପ୍ରଧାନମନ୍ତ୍ରୀ...

ଦିଲ୍ଲୀ ହିଂସା: କେନ୍ଦ୍ର ସରକାରଙ୍କ ସହିତ ମିଳିତ ଭାବେ କାର୍ଯ୍ୟ କରିବ ରାଜ୍ୟ; କହିଲେ କେଜରିଓ୍ବାଲ

ନୂଆଦିଲ୍ଲୀ,୨୫।୨: ନାଗରିକତ୍ୱ ସଂଶୋଧନ ଆଇନ(ସିଏଏ) ନେଇ ଦେଶବ୍ୟାପି ପ୍ରଦର୍ଶନ ଜାରି ରହିଛି। ଏପରିସ୍ଥଳେ ଦିଲ୍ଲୀରେ ଦେଖାଦେଇଥିବା ହିଂସା ନେଇ ସ୍ବରାଷ୍ଟ୍ରମନ୍ତ୍ରୀ ଅମିତ ଶାହଙ୍କ ସହିତ ମୁଖ୍ୟମନ୍ତ୍ରୀ...

ଗୋଟିଏ ମଣ୍ଡପରେ ମା’-ଝିଅ କଲେ ବିବାହ

ରାଞ୍ଚି,୯।୨: ଝାଡ଼ଖଣ୍ଡରେ ଗୋଟିଏ ବିବାହ ମଣ୍ଡପରେ ମା’ ଏବଂ ଝିଅଙ୍କର ବିବାହ ସମ୍ପନ୍ନ ହୋଇଛି। ଏହି ବିବାହକୁ ଦେଖିବା ପାଇଁ ବହୁ ଲୋକଙ୍କ ସମାଗମ ହୋଇଥିଲା।...

ମହଙ୍ଗା ପଡ଼ିଲା କଂଗ୍ରେସ ନେତାଙ୍କୁ ପିଆଜ ବିକିବା: ଆଙ୍ଗୁଠି କାମୁଡ଼ିଲେ ଯୁବକ

ନୈନିତାଲ,୭।୧୨: ଶସ୍ତାରେ ପିଆଜ ବିକ୍ରି କରିବା କଂଗ୍ରେସ ନେତାଙ୍କୁ ପଡ଼ିଲା ମହଙ୍ଗା। ପିଆଜ ଷ୍ଟଲରେ ପହଞ୍ଚି ଜଣେ ଯୁବକ ତାଙ୍କ ହାତର ଆଙ୍ଗୁଳିକୁ ଦାନ୍ତରେ କାମୁଡି...

ବିହାର ନିର୍ବାଚନରେ କୌଣସି ପ୍ରସଙ୍ଗ ନ ରହିଲେ ମୁମ୍ବାଇରୁ ହେବ ପାର୍ସଲ: ସଞ୍ଜୟ ରାଉତ

ମୁମ୍ବାଇ, ୨୬।୯: ବିହାର ବିଧାନସଭା ନିର୍ବାଚନ ପାଇଁ ତାରିଖ ଘୋଷଣା ହୋଇସାରିଛି। ନିର୍ବାଚନକୁ ଦୃଷ୍ଟିରେ ରଖି ବଲିଉଡ୍‌କୁ ଜାଣିଶୁଣି ଡ୍ରଗ୍ସ୍‌ ମାମଲାରେ ଛନ୍ଦି ଦିଆଯାଇଥିବା ଶିବସେନା...

ଯୋଗୀଙ୍କ ବାସଭବନରେ ପହଞ୍ଚିଲା କରୋନା

ଲକ୍ଷ୍ନୌ,୧୬।୭: ମହାମାରୀ କରୋନା ସଂକ୍ରମଣ ସାରା ଦେଶରେ ଦ୍ରୁତଗତିରେ ବ୍ୟାପିବାରେ ଲାଗିଛି। ଏହାକୁ ରୋକିବାକୁ କେନ୍ଦ୍ର ଓ ରାଜ୍ୟ ସରକାର ଯେତେ ପଦକ୍ଷେପ ଗ୍ରହଣ କଲେ...

କରୋନା ମୃତ୍ୟୁ ସଂଖ୍ୟା, କରାଯାଉଛି ଅପପ୍ରଚାର…

ନୂଆଦିଲ୍ଲୀ,୨୨।୭: ଦେଶରେ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ସଂଖ୍ୟା ନେଇ ଅପପ୍ରଚାର କରାଯାଉଥିବା କେନ୍ଦ୍ର ସରକାରଙ୍କ କହିଛନ୍ତି। ପ୍ରକାଶ ପାଇଥିବା କେତେକ ରିପୋର୍ଟରେ କରୋନା ମୃତ୍ୟୁ ସଂଖ୍ୟା...

Advertisement


Archives

Model This Week