Posted inଜାତୀୟ

ପିଓକେ-ଗିଲ୍‌ଗିଟ୍‌କୁ ଲୋକ ସଭା ଆସନ ଘୋଷଣା ଆବେଦନ ସୁପ୍ରିମ୍‌କୋର୍ଟରେ ଖାରଜ: ପୂର୍ବ ‘ର’ ଅଧିକାରୀଙ୍କୁ ୫୦ ହଜାର ଜରିମାନା

ନୂଆଦିଲ୍ଲୀ,୧।୭: ପାକିସ୍ତାନ ଅଧିକୃତ କଶ୍ମୀର(ପିଓକେ) ଏବଂ ଗିଲ୍‌ଗିଟ୍‌-ବଲ୍ଟିସ୍ତାନକୁ ଲୋକ ସଭା ଆସନ ଭାବେ ଘୋଷଣା କରିବା ଆବେଦନ ସୁପ୍ରିମ୍‌କୋର୍ଟରେ ସୋମାବାର ଖାରଜ ହୋଇଯାଇଛି। ଏହି ମାମଲାରେ ଆବେଦନକାରୀ ପୂର୍ବ ‘ର’ ଅଧିକାରୀ ରାମ କୁମାର ଯାଦବଙ୍କୁ ୫୦ ହଜାର ଟଙ୍କା ଜରିମାନା ଦଣ୍ଡରେ ଦଣ୍ଡିତ କରାଯାଇଛି। ପ୍ରଧାନ ବିଚାରପତି ରଞ୍ଜନ କୁମାର ଗୋଗୋଇଙ୍କ ନେତୃତ୍ୱରେ ଗଠିତ ଖଣ୍ଡପୀଠ ଏହାର ବିଚାର କରି ଏହି ରାୟ ଦେଇଛନ୍ତି। ଯାଦବଙ୍କ ଦାବି ଆଇନ ଅନୁସାରେ ଅସ୍ବୀକାର୍ଯ୍ୟ ବୋଲି ସର୍ବୋଚ୍ଚ ଅଦାଲତ ସୂଚିତ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ମଧ୍ୟପ୍ରଦେଶରେ ଭୂକମ୍ପ ଝଟ୍‌କା

ଭୋପାଳ,୧।୧୧: ମଧ୍ୟପ୍ରଦେଶର ଜବଲପୁରରେ ମଙ୍ଗଳବାର ଭୂମିକମ୍ପ ଅନୁଭୂତ ହୋଇଛି। ସକାଳ ୮.୪୭ରେ ହୋଇଥିବା ଏହି ଭୂକମ୍ପ ସାମାନ୍ୟ ଥିଲା ଏବଂ ଏଥିରେ ଜୀବନ ହାନି କିମ୍ବା...

ସେନାକୁ ସଫଳତା: ପୁଣି ୩ ଆତଙ୍କବାଦୀଙ୍କ ମୁଣ୍ଡ ଗଡ଼ିଲା

ଶ୍ରୀନଗର, ୨୯।୮: ସେନାକୁ ଆତଙ୍କବାଦ ବିରୋଧୀ ଅପରେଶନ୍‌ରେ ପୁଣି ଏକ ସଫଳତା ମିଳିଛି। ଜମ୍ମୁ-କଶ୍ମୀରର ପୁଲଓ୍ବାମା ଜିଲାରେ ଶନିବାର ଏନ୍‌କାଉଣ୍ଟରରେ ୩ ଜଣ ଆତଙ୍କବାଦୀଙ୍କ ମୁଣ୍ଡ...

‘ଭାରତ ସବୁବେଳେ ଆଫଗାନିସ୍ତାନ ସହ ଛିଡା ହୋଇଛି’

ନୂଆଦିଲ୍ଲୀ,୨୮।୫: ଆଫଗାନିସ୍ତାନର ଲୋକଙ୍କ ସହ ଭାରତର ସ୍ବତନ୍ତ୍ର ସମ୍ପର୍କ ରହିଛି ଆଗକୁ ମଧ୍ୟ ରହିବ ବୋଲି ଜାତୀୟ ସୁରକ୍ଷା ପରାମର୍ଶଦାତା ଅଜିତ ଡୋଭାଲ କହିଛନ୍ତି ।...

ଅପରାହ୍ନରେ ୫ ରାଜ୍ୟର ନିର୍ବାଚନ ତାରିଖ ଘୋଷଣା

ନୂଆଦିଲ୍ଲୀ,୮।୧: ୫ ରାଜ୍ୟରେ ହେବାକୁ ଥିବା ବିଧାନସଭା ନିର୍ବାଚନ ତାରିଖ ଆଜି ଅପରାହ୍ନ ୩ଟା ୩୦ରେ ଘୋଷଣା କରାଯିବ। ତେବେ ନିର୍ବାଚନ ଆୟୋଗ ତାରିଖ ଘୋଷଣା...

୧୦ ଦିନରେ ୪ଥର ୟୁପି ଗସ୍ତ କରିବେ ମୋଦି

ନୂଆଦିଲ୍ଲୀ,୧୬ ।୧୨: ଉତ୍ତର ପ୍ରଦେଶ ବିଧାନସଭା ନିର୍ବାଚନ ଯେତିକି ପାଖେଇ ଆସୁଛି ରାଜାନୌତିକ ଦଳ ଗୁଡିକ ସେହି ଅନୁଯାୟୀ ଆକ୍ଟିଭ ହେଉଥିବା ଦଖାଯାଉଛି । ଗତ...

ବ୍ଲାକ୍‌ ଫଙ୍ଗସ୍‌ ଆତଙ୍କ, ୫୪୨୪ରୋଗୀ ଚିହ୍ନଟ: ହର୍ଷବର୍ଦ୍ଧନ

ନୂଆଦିଲ୍ଲୀ,୨୪।୫: ଦେଶରେ କରୋନା ମହାମାରୀର ଦ୍ୱିତୀୟ ଲହର ଶେଷ ହୋଇ ନ ଥିବା ବେଳେ ଏବେ ବ୍ଲାକ୍‌ ଫଙ୍ଗସ୍‌ ସମସ୍ତଙ୍କ ନିଦ ହଜାଇ ଦେଇଛି। ସୋମବାର...

ଦୈନିକ ସଂକ୍ରମଣ ଦେଶରେ ୩୦ ହଜାର ତଳେ…

ନୂଆଦିଲ୍ଲୀ,୧୨।୯: ଦେଶରେ କରୋନା ମହାମାରୀ ସଂକ୍ରମଣର ଦ୍ୱିତୀୟ ଲହର ପରେ ଏବେ ତୃତୀୟ ଲହର ନେଇ ଲୋକେ ଆତଙ୍କିତ ହେବାରେ ଲାଗିଛନ୍ତି। କେରଳ ଯୋଗୁ ଦେଶରେ...

୧୦୦% ଭିଭିପିଏଟି ସ୍ଲିପ୍‌ ଯାଞ୍ଚ ଆବେଦନ ଖାରଜ

ନୂଆଦିଲ୍ଲୀ,୨୨ା୫(ପି.ଟି.): ଭୋଟ ଗଣତି ଦିନ ଇଲେକ୍ଟ୍ରୋନିକ୍‌ ଭୋଟିଂ ମେଶିନ୍‌(ଇଭିଏମ୍‌) ସହ ୧୦୦ ପ୍ରତିଶତ ଭୋଟର ଭେରିଫାଏବ୍ଲ ପେପର ଅଡିଟ ଟ୍ରେଲ୍‌ (ଭିଭିପିଏଟି) ସ୍ଲିପ୍‌ ମେଳ କରାଇବା...

Advertisement
Archives

Model This Week