ପିକାସୋ ପେଟିଂ ବିକ୍ରି ଅଭିଯୋଗ: ୧୮ ମାସ ଜେଲ ଦଣ୍ଡ; ୪୧୦ କୋଟି ଜରିମାନା

ମାଦ୍ରିଦ୍‌,୧୮।୧: ଖ୍ୟାତି ସମ୍ପନ୍ନ ଚିତ୍ରକର ପାବ୍ଲୋ ପିକାସୋଙ୍କ ପେଟିଂକୁ କମ୍‌ ଦାମରେ ଚୋରାରେ ବିକ୍ରି କରୁଥିବା ଅଭିଯୋଗରେ ସ୍ପେନ୍‌ର ମାଦ୍ରିଦ୍‌ ହାଇକୋର୍ଟ ଜଣେ ଅଭିଯୁକ୍ତଙ୍କୁ ୧୮ ମାସ ଜେଲ ସହିତ ୪୧୦ କୋଟି ଟଙ୍କାର ଜରିମାନା ଦଣ୍ଡାଦେଶ କରିଛନ୍ତି। ୮୩ ବର୍ଷ ବୟସ୍କ ବ୍ୟବସାୟୀ ଜୈମି ବୋଟିନ୍‌ ଏହି ପେଟିଂକୁ ୨୫୦ କୋଟି ଟଙ୍କାରେ ବିକ୍ରି କରୁଥିବା ଅଭିଯୋଗ ହୋଇଥିଲା। ୧୯୭୭ରେ ଜୈମି ଏହାକୁ କିଣିଥିଲେ। ତେବେ ପିକାସୋଙ୍କ ପେଟିଂକୁ ସ୍ପେନ୍‌ ସରକାରଙ୍କ ପକ୍ଷରୁ ରାଷ୍ଟ୍ରୀୟ ହେରିଟେଜ୍‌ ଘୋଷିତ କରାଯାଇଛି। ତେଣୁ ଏହାର ବିକ୍ରି କରାଯିବା ଉପରେ କଡ଼ା କଟକଣା ଜାରି ହୋଇଛି। ଜୈମି ଆଇନର ଉଲ୍ଲଂଘନ କରି ପେଟିଂକୁ ବିକ୍ରି କରୁଥିବା ୨୦୧୫ରେ କଷ୍ଟମ ଅଧିକାରୀଙ୍କ ପକ୍ଷରୁ ଅଭିଯୋଗ ହୋଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

୩୦ ବ୍ଲକରୁ ଘୁଞ୍ଚିବ ଦାଦନ ଦୁଃଖ: ଶ୍ରମିକଙ୍କୁ ମିଳିବ ୯୮ ଟଙ୍କାର ଟପ୍‌ଅପ୍‌

ଭୁବନେଶ୍ୱର,୨୭।୧୨(ରବିନାରାୟଣ ଜେନା):ରାଜ୍ୟକୁ ଦାଦନମୁକ୍ତ କରିବା ପାଇଁ ରାଜ୍ୟ ସରକାରଙ୍କ ପକ୍ଷରୁ ଏକ ଗୁରୁତ୍ୱପୂର୍ଣ୍ଣ ପଦକ୍ଷେପ ଗ୍ରହଣ କରାଯିବାକୁ ଯୋଜନା ରହିଛି। ରାଜ୍ୟ ସରକାର ବଲାଙ୍ଗୀର ଅଞ୍ଚଳର...

ଭାଜପା ସରକାରର ବିଫଳତାକୁ ନେଇ ଗାଁକୁ ଯିବ ବିଜେଡି

ଭବାନୀପାଟଣା: ୨୬ା୧୨(ଉତ୍ତମ କୁମାର ଦାଶ):୨୮ ବର୍ଷ ଅତିକ୍ରମ କରି ୨୯ ବର୍ଷରେ ପାଦ ଦେଇଛି ବିଜୁ ଜନତା ଦଳ। ଏହି ଅବସରରେ ଶୁକ୍ରବାର କଳାହାଣ୍ଡି ଜିଲା...

ଅଚାନକ ଦିଲ୍ଲୀ ଟିମ୍‌ ଛାଡ଼ି ଘରକୁ ଫେରିଗଲେ କୋହଲି, କାରଣ ଜାଣିଲେ…

ବେଙ୍ଗାଲୁରୁ,୨୬।୧୨: ଭାରତୀୟ କ୍ରିକେଟର ଷ୍ଟାର ଖେଳାଳି ବିରାଟ କୋହଲି ବିଜୟ ହଜାରେ ଟ୍ରଫି ୨୦୨୫-୨୬ରେ ଦିଲ୍ଲୀ ପାଇଁ ଜବରଦସ୍ତ ପ୍ରଦର୍ଶନ କରିଥିଲେ। କିନ୍ତୁ ଏବେ ସେ...

୨ ମହିଳାଙ୍କ ସମେତ ୬ ଦାଦନ ଶ୍ରମିକ ଉଦ୍ଧାର

ନୂଆପଡ଼ା/କୋମନା,୨୬ା୧୨(ମକାରୁ ବେମାଲ/ମହେଶ ବାଗ): ନୂଆପଡ଼ା ଜିଲା କୋମନା ଅଞ୍ଚଳରେ ଦାଦନ ଦଲାଲ ସକ୍ରିୟ ରହିଛନ୍ତି। ପ୍ରତିଦିନ ଜିଲାରୁ ଶତାଧିକ ଶ୍ରମିକ ଚାଲାଣ ହେଉଥିବା ଅଭିଯୋଗ ହୋଇଆସୁଛି।...

ଭାଜପା ପକ୍ଷରୁ ବନବିହାର କାର୍ଯ୍ୟକ୍ରମ: ସାମୂହିକ ବନ୍ଦେ ମାତରମ ଗାନ

କେସିଙ୍ଗା,୨୬ା୧୨ (ତୁମେଶ୍ୱର ସାହୁ)- କଳାହାଣ୍ଡି ଜିଲା କେସିଙ୍ଗା ଭାଜପା ନଗର ମଣ୍ଡଳ କମିଟି ପକ୍ଷରୁ ଶୁକ୍ରବାର ତହସିର ଚେକ୍‌ଡ୍ୟାମ ପରିସରରେ ବନବିହାର କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଛି।...

ନିଖୋଜ ରାତ୍ର ଜଗୁଆଳିଙ୍କ ମୃତଦେହ ଜବତ : ହତ୍ୟା ଅଭିଯୋଗ କଲେ ପରିବାର ଲୋକେ

ଥୁଆମୂଳ ରାମପୁର,୨୬ା୧୨(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ କର୍ଲାପାଟ ଥାନା ଅଧୀନ ଗୁଣୁପୁର ସାଇସୁରୁଣି ଛକ ନିକଟ ପୋଲ ତଳୁ ଶୁକ୍ରବାର ନିଖୋଜ...

ସମସ୍ତଙ୍କ ଆଗରେ ଭୋ ଭୋ ହୋଇ କାନ୍ଦିଲେ ରୋହିତ, କାରଣ ଜାଣିଲେ…Video

ମୁମ୍ବାଇ,୨୬।୧୨: ଭାରତୀୟ କ୍ରିକେଟ ଦଳର ପୂର୍ବତନ ଅଧିନାୟକ ତଥା ଓପନର ବ୍ୟାଟ୍ସମ୍ୟାନ ରୋହିତ ଶର୍ମାଙ୍କ ଏକ ଭାବୁକ ଭିଡିଓ ସୋସିଆଲ ମିଡିଆରେ ଭାଇରାଲ ହେଉଛି। ଏହି...

ଖୋଲିଲା ମା’ ବାଙ୍କେଶ୍ବରୀଙ୍କ ଦାନହୁଣ୍ଡି: ମିଳିଲା ୧୧ ଲକ୍ଷ ୯୩ ହଜାର

ଦିଗପହଣ୍ଡି,୨୬।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବି. ତୁରୁବୁଡିି ପଞ୍ଚାୟତ କେରାଣ୍ଡିମାଳ ପର୍ବତ ଶିଖରରେ ପୂଜା ପାଉଥିବା ସମଗ୍ର ଦକ୍ଷିଣ ଓଡ଼ିଶାର ପ୍ରମୁଖ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri