ପିକ୍‌ଅପ୍‌ ଓଲଟି ୩ ଜଣଙ୍କ ଜୀବନଗଲା

ଗଞ୍ଜାମ,୨୦ା୪(ଡି.ଏନ.ଏ.): ଗଞ୍ଜାମ ଜିଲା ରମ୍ଭା ଥାନା ଅନ୍ତର୍ଗତ ଖଣ୍ଡଦେଉଳି ନୂଆଘାଇଠାରେ ସୋମବାର ଭୋର୍‌ରୁ ଏକ ପିକ୍‌ଅପ୍‌ ଓଲଟି ୩ ଜଣଙ୍କ ଜୀବନ ଯାଇଛି। ମୃତକମାନେ ହେଲେ ଶରତ ଚନ୍ଦ୍ର ନାହାକ, ସୁପରାନ ନାହାକ, କବି ନାହାକ। ଆହତମାନଙ୍କ ମଧ୍ୟରେ ପ୍ରବୀଣ ନାହାକ, ଭିକା ନାହାକ, ଦେବାଶିଷ ନାହାକ, ପ୍ରଭାତ ନାହାକ, ଅମରେଶ ନାୟକ, ଶ୍ରୀକୃଷ୍ଣ ନାହାକ, ବାଦଲ ନାହାକ, ସିଦ୍ଧାର୍ଥ ନାହାକ, ଚଣ୍ଡିଆ ନାହାକ, ପ୍ରକାଶ ପ୍ରଧାନ, ରୋହିତ ନାହାକ। ଆହତମାନେ ବ୍ରହ୍ମପୁର ଏମ୍‌କେସିଜିରେ ଚିକିତ୍ସିତ ହେଉଥିବା ହୁମା ଫାଣ୍ଡି ଅଧିକାରୀ ରାମଚନ୍ଦ୍ର ବେହେରା କହିଛନ୍ତି l
ପ୍ରକାଶ ଯୋଗ୍ୟ, ପଥର କ୍ୱାରୀରେ ଶ୍ରମିକ ଭାବେ କାମ କରିବାକୁ ଏକ ପିକ୍‌ଅପ୍‌ ନମ୍ବର ଓଡି ୦୭ ଜେ ୪୮୪୧ ନିଜ ଗ୍ରାମରୁ ଯାଉଥିବା ବେଳେ ରମ୍ଭା ରାସ୍ତା ଖଣ୍ଡଦେଉଳି ଗ୍ରାମ ନିକଟସ୍ଥ ନୂଆଘାଇଠାରେ ଡ୍ରାଇଭରଙ୍କ ଅସାବଧାନତା ଯୋଗୁ ଗାଡ଼ଇ ଭାରସାମ୍ୟ ହରାଇ ରାସ୍ତାପାର୍ଶ୍ୱକୁ ଓଲଟି ପଡ଼ିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଅସହାୟଙ୍କୁ ସାହା ‘ୟୁସେ ସଂଗଠନ’: ବୁଦ୍ଧିଜୀବୀଙ୍କ ପ୍ରଶଂସା

ପରଜଙ୍ଗ,୨।୨(ନିଗମାନନ୍ଦ ଦଳବେହେରା): ଢେଙ୍କାନାଳ ଜିଲା ପରଜଙ୍ଗ ବ୍ଲକର ବିଭିନ୍ନ ବସ୍ତି,ସାହି ମାନଙ୍କରେ ନୂତନ ବର୍ଷର ପ୍ରଥମ ଦିବସରେ ୟୁଥ ୟୁନାଇଟେଡ଼ ଫୋର୍‌ ସଷ୍ଟେନେବ୍ଲ୍ୟୁ ଏନଭର୍ଣ୍ଣମେଣ୍ଟ ଟ୍ରଷ୍ଟ...

ବଡ଼ ଧରଣର ATM ଲୁଟ୍, ଟଙ୍କା ସହ ମେସିନ ତାଡ଼ି ନେଇଗଲେ ଦୁର୍ବୃତ୍ତ

ବିଞ୍ଝାରପୁର,୨।୧ (ରାମକୃଷ୍ଣ ଦାସ ): ବିଞ୍ଝାରପୁର ବ୍ଲକ ଅନ୍ତର୍ଗତ ମଇଁନ୍ଦା ଛକରେ ଅଭାବନୀୟ ଘଟଣା । ଏଚଡିଏଫସି ବ୍ୟାଙ୍କର ଏଟିଏମ ମେସିନକୁ ଗୁରୁବାର ବିଳମ୍ବିତ ରାତିରେ...

ରାଜେଶ ହତ୍ୟାକୁ ଦେଢ଼ମାସ ବିତିଲା, ପୋଲିସ ହାତ ଖାଲି: ୧୧ରେ କଂଗ୍ରେସର ରାଜପଥ ଅବରୋଧ

ପରଜଙ୍ଗ,୨।୧ (ନିଗମାନନ୍ଦ ଦଳବେହେରା):ବହୁ ଚର୍ଚ୍ଚିତ ଫଟୋଗ୍ରାଫର୍‌ ରାଜେଶ ପାଣି ହତ୍ୟାକାଣ୍ଡକୁ ଇତିମଧ୍ୟରେ ଦେଢ଼ମାସ ବିତିଯାଇଥିଲେ ସୁଦ୍ଧା ହତ୍ୟାକାରୀଙ୍କୁ ଧରିବାରେ ପୋଲିସ ବିଫଳ ହୋଇଛି। ଏଣୁ ଗୁରୁବାର...

ଗରମ ଚା’ କଫି ପିଉଥିଲେ ସାବଧାନ! ଖାଦ୍ୟନଳୀରେ ହୋଇପାରେ…

ଶୀତଦିନ ଆସିବା ସହିତ, ଲୋକମାନେ ଗରମ ଜିନିଷ ଖାଇବା ଏବଂ ପିଇବାକୁ ପସନ୍ଦ କରନ୍ତି । ବିଶେଷ କରି ଗରମ ଚା ହେଉ କିମ୍ବା କଫି...

ନୂଆବର୍ଷରେ ପାକିସ୍ତାନରୁ ଆସିଲା ଖୋଲା ଚିଠି: ଲୋଡ଼ିଲା ଭାରତର ସହାୟତା

ଇସଲାମାବାଦ୍‌,୨।୨: ବାଲୁଚ ନେତା ମୀର ୟାର ବାଲୁଚ ଭାରତୀୟ ବୈଦେଶିକ ମନ୍ତ୍ରୀ ଏସ. ଜୟଶଙ୍କରଙ୍କୁ ଏକ ଖୋଲା ଚିଠି ଲେଖିଛନ୍ତି। ଏଥିରେ ସେ ଭାରତ ସରକାର...

ସ୍ୱାସ୍ଥ୍ୟାବସ୍ଥା ନେଇ ମୁହଁ ଖୋଲିଲେ ଆମେରିକା ରାଷ୍ଟ୍ରପତି, କହିଲେ ହାତରେ ନୀଳ ଚିହ୍ନ….

ନୂଆଦିଲ୍ଲୀ,୨।୧: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ସ୍ୱାସ୍ଥ୍ୟାବସ୍ଥା ନେଇ ପୁଣି ଥରେ ଚର୍ଚ୍ଚା ଜୋର ଧରିଛି। ୭୯ ବର୍ଷ ବୟସରେ, ଟ୍ରମ୍ପ ରାଷ୍ଟ୍ରପତି ପଦ ସମ୍ଭାଳିବା...

କଂସ ଅତ୍ୟାଚାରରେ ମୁନିଋଷି ଆତଙ୍କିତ: ମଥୁରାରେ ପ୍ରବେଶ କଲେ କୃଷ୍ଣ ବଳରାମ

ମଥୁରାନଗରୀ/ଗୋପପୁର,୨।୧(ପ୍ରେମାନନ୍ଦ ଖମାରୀ):ବୃହତ୍‌ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା ମହୋତ୍ସବରେ ଗୁରୁବାର ଥିଲା ନବମ ଦିବସ। ଗୋପପୁରରେ ବେନିଭାଇ ଶ୍ରୀକୃଷ୍ଣ, ବଳରାମଙ୍କୁ ମେଲାଣି ଦୃଶ୍ୟ ଗୋପବାସୀଙ୍କୁ ଯେଭଳି...

ଚିଲିକାରେ ଭସାପୋଲ ଅଘଟଣ ପରେ ବଡ଼ ନିଷ୍ପତ୍ତି, ୧୧ଟା ଯାଏ ଡ଼ଙ୍ଗା…

କୃଷ୍ଣପ୍ରସାଦ,୨।୧: ଗୁରୁବାର ଚିଲିକାରେ ଭସାପୋଲରୁ ଖସି ଜଣେ ଯାତ୍ରୀଙ୍କର ଜୀବନ ଯାଇଥିଲା । ଏହାପରେ ଆଜି ବଡ଼ ନିଷ୍ପତ୍ତି ନିଆଯାଇଛି । ଦିନ ୧୧ଟା ଯାଏଁ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri