ପିକ୍‌ଅପ୍‌ ଓଲଟି ୩ ଜଣଙ୍କ ଜୀବନଗଲା

ଗଞ୍ଜାମ,୨୦ା୪(ଡି.ଏନ.ଏ.): ଗଞ୍ଜାମ ଜିଲା ରମ୍ଭା ଥାନା ଅନ୍ତର୍ଗତ ଖଣ୍ଡଦେଉଳି ନୂଆଘାଇଠାରେ ସୋମବାର ଭୋର୍‌ରୁ ଏକ ପିକ୍‌ଅପ୍‌ ଓଲଟି ୩ ଜଣଙ୍କ ଜୀବନ ଯାଇଛି। ମୃତକମାନେ ହେଲେ ଶରତ ଚନ୍ଦ୍ର ନାହାକ, ସୁପରାନ ନାହାକ, କବି ନାହାକ। ଆହତମାନଙ୍କ ମଧ୍ୟରେ ପ୍ରବୀଣ ନାହାକ, ଭିକା ନାହାକ, ଦେବାଶିଷ ନାହାକ, ପ୍ରଭାତ ନାହାକ, ଅମରେଶ ନାୟକ, ଶ୍ରୀକୃଷ୍ଣ ନାହାକ, ବାଦଲ ନାହାକ, ସିଦ୍ଧାର୍ଥ ନାହାକ, ଚଣ୍ଡିଆ ନାହାକ, ପ୍ରକାଶ ପ୍ରଧାନ, ରୋହିତ ନାହାକ। ଆହତମାନେ ବ୍ରହ୍ମପୁର ଏମ୍‌କେସିଜିରେ ଚିକିତ୍ସିତ ହେଉଥିବା ହୁମା ଫାଣ୍ଡି ଅଧିକାରୀ ରାମଚନ୍ଦ୍ର ବେହେରା କହିଛନ୍ତି l
ପ୍ରକାଶ ଯୋଗ୍ୟ, ପଥର କ୍ୱାରୀରେ ଶ୍ରମିକ ଭାବେ କାମ କରିବାକୁ ଏକ ପିକ୍‌ଅପ୍‌ ନମ୍ବର ଓଡି ୦୭ ଜେ ୪୮୪୧ ନିଜ ଗ୍ରାମରୁ ଯାଉଥିବା ବେଳେ ରମ୍ଭା ରାସ୍ତା ଖଣ୍ଡଦେଉଳି ଗ୍ରାମ ନିକଟସ୍ଥ ନୂଆଘାଇଠାରେ ଡ୍ରାଇଭରଙ୍କ ଅସାବଧାନତା ଯୋଗୁ ଗାଡ଼ଇ ଭାରସାମ୍ୟ ହରାଇ ରାସ୍ତାପାର୍ଶ୍ୱକୁ ଓଲଟି ପଡ଼ିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ବିଭିନ୍ନ ଦାବି ନେଇ କୋଶଲ ସେନାର ସ୍ମାରକପତ୍ର ପ୍ରଦାନ

ବରଗଡ଼ ଅଫିସ,୨୬।୭: ବରଗଡ଼ ଜିଲା କୋଶଲ ସେନା ପକ୍ଷରୁ ଶୁକ୍ରବାର ଏକ ସ୍ମାରକପତ୍ର ପ୍ରଦାନ କରାଯାଇଛି । ବରଗଡ଼ ଧନୁଯାତ୍ରାରେ ସମ୍ବଲପୁରୀ ଭାଷା ବ୍ୟବହାର, କୋଶଲାଞ୍ଚଳକୁ...

ସାମାନ୍ୟ କଳହରୁ ବାପାଙ୍କୁ ଟାଙ୍ଗିଆରେ ହାଣିଲା ପୁଅ

ବାରିପଦା ଅଫିସ/ରାସଗୋବିନ୍ଦପୁର(ଡି.ଏନ୍‌.ଏ.),୧୪।୨: ମୟୂରଭଞ୍ଜ ଜିଲା ରାସଗୋବିନ୍ଦପୁର ଥାନା ଅନ୍ତର୍ଗତ ରଙ୍ଗଜାମ ଗ୍ରାମରେ ଶୁକ୍ରବାର ଏକ ଅଭାବନୀୟ ଘଟଣା ଘଟିଛି। ପୁଅଙ୍କ ଟାଙ୍ଗିଆ ଚୋଟରେ ବାପାଙ୍କ ମୃତ୍ୟୁ...

ଗଞ୍ଜାମ ଜିଲା ଭାରୋତ୍ତୋଳନ ଚାମ୍ପିୟନଶିପ୍‌

ବ୍ରହ୍ମପୁର ଅଫିସ୍‌,୨୬ା୮-ଗଞ୍ଜାମ ଜିଲା ଭାରୋତ୍ତୋଳନ ସଂଘ ପକ୍ଷରୁ ସ୍ଥାନୀୟ ଉତ୍ତରେଶ୍ୱର ଭବନ ଠାରେ ରବିବାର ଗଞ୍ଜାମ ଜିଲା ଭାରୋତ୍ତୋଳନ ଚାମ୍ପିୟନଶିପ୍‌ ଅନୁଷ୍ଠିତ ହୋଇଯାଇଛି। ମୁଖ୍ୟଅତିଥି ଭାବେ...

ମାଛ ମାର୍କେଟରେ ସାମାଜିକ ଦୂରତା ରଖୁନାହାନ୍ତି ଲୋକେ

ବନ୍ତ,୧୯।୪(ଡି.ଏନ୍‌.ଏ.)-କରୋନା ମହାମାରୀକୁ ରୋକିବା ପାଇଁ ସରକାର ସାମାଜିକ ଦୂରତା ଉପରେ ଗୁରୁତ୍ୱ ଦେଉଥିବା ବେଳେ ଲୋକ ମାନେ ଏହି ନିୟମକୁ ମାନିବାକୁ ପ୍ରସ୍ତୁତ ନୁହନ୍ତି। ଅତ୍ୟାବଶ୍ୟକ...

ଗଞ୍ଜାମ ପରେ ଖୋର୍ଦ୍ଧା ସ୍ଥିତି ସଙ୍ଗିନ

ଭୁବନେଶ୍ୱର, ୧୯। ୭(ବ୍ୟୁରୋ): ରାଜ୍ୟର ୫ କରୋନା ହଟ୍‌ସ୍ପଟ୍‌ ଜିଲା ମଧ୍ୟରେ ରହିଛି ଗଞ୍ଜାମ, ଗଜପତି, ଖୋର୍ଦ୍ଧା, କଟକ ଓ ଯାଜପୁର। ତେବେ ଗଞ୍ଜାମ ଜିଲାରେ...

ଏସ୍‌ସିବି କାଜୁଆଲଟି ସ୍ଥିତି ଖରାପ

କଟକ ଅଫିସ,୧୯ା୮: ଏସ୍‌ସିବି ମେଡିକାଲ କଲେଜ ଓ ହସ୍ପିଟାଲର କାଜୁଆଲିଟି ଓ ଆଇସୋଲେଶନ ୱାର୍ଡରେ ସ୍ଥିତି ଖରାପ ରହିଛି। କାଜୁଆଲିଟିରୁ ସୋମବାର ଜଣେ ରୋଗୀ ଚିହ୍ନଟ...

ଭିତରକନିକା ଯିବା ପାଇଁ ଚାନ୍ଦବାଲିରୁ ଏଣ୍ଟ୍ରି ପାସ୍‌ ଆରମ୍ଭ

ଚାନ୍ଦବାଲି, ୨।୮(ଡି.ଏନ୍‌.ଏ.)- ବିଶ୍ୱପ୍ରସିଦ୍ଧ ଭିତରକନିକା ଜାତୀୟ ଉଦ୍ୟାନର ପ୍ରବେଶପଥ ଭାବେ ଚାନ୍ଦବାଲି ପରିଚିତ। ଭିତରକନିକାକୁ ଆସୁଥିବା ପର୍ଯ୍ୟଟକମାନେ ମୁଖ୍ୟତଃ ଚାନ୍ଦବାଲିରୁ ଘରୋଇ ବୋଟ୍‌ ସହାୟତାରେ ଜଳପଥରେ...

୧୨ ଫୁଟ୍‌ ଲମ୍ବର ବାହାରା ଚିତେଇ ଉଦ୍ଧାର

ଭୋଗରାଇ, ୩୧।୮(ଡି.ଏନ.ଏ.)-ବାଲେଶ୍ୱର ଜିଲା ଭୋଗରାଇ ବ୍ଲକ ମନ୍ଦାରୀ ଗ୍ରାମରେ ୧୨ ଫୁଟ୍‌ ଲମ୍ବର ଏକ ବାହାରା ଚିତେଇ ସାପକୁ ଗ୍ରାମବାସୀ ଶୁକ୍ରବାର ରାତିରେ ଧରିଛନ୍ତି। ଏହି...

Coronavirus Update


Archives

Model This Week

Why Dharitri