ପିକ୍‌ଅପ୍‌ ଭ୍ୟାନ୍‌-ବାଇକ୍‌ ଧକ୍କା: ଶିଶୁକନ୍ୟା ସମେତ ୨ ମୃତ

ଭଦ୍ରକ ଅଫିସ, ୨୮।୧୦ :  ଭଦ୍ରକ ଜିଲା ୧୬ ନମ୍ବର ଜାତୀୟ ରାଜପଥର ତ୍ରିଶଳପୁର ଛକ ନିକଟରେ ସୋମବାର ଅପରାହ୍ନରେଏକ ଦୁର୍ଘଟଣା ଘଟି ବାଇକ୍‌ ଆରୋହୀଙ୍କ ସମେତ ପଛରେ ବସିଥିବା ଜଣେ ୫ ବର୍ଷର ଶିଶୁକନ୍ୟାଙ୍କ ମୃତ୍ୟୁ ଘଟିଛି। ବର୍ତ୍ତମାନ ସୁଦ୍ଧା ମୃତକଙ୍କ ପରିଚୟ ମିଳିପାରି ନାହିଁ। ମିଳିଥିବା ସୂଚନା ମୁତାବକ ଏକ ମହିନ୍ଦ୍ରା ପିକ୍‌ଅପ୍‌ ଭ୍ୟାନ୍‌ ବାଲେଶ୍ୱରରୁ ଭଦ୍ରକ ଅଭିମୁଖେ ଆସୁଥିବାବେଳେ ତ୍ରିଶଳପୁର ଛକ ନିକଟସ୍ଥ ଦାଣ୍ଡବାସୁଳି ମନ୍ଦିର ସମ୍ମୁଖ ରାସ୍ତାରେ ଆଗରେ ଯାଉଥିବା ବାଇକ୍‌କୁ ଧକ୍କା ଦେଇଥିଲା। ଘଟଣା ସ୍ଥଳରେ ହିଁ ଦୁହିଁଙ୍କର ମୃତ୍ୟୁ ଘଟିଥିଲା। ଗ୍ରାମାଞ୍ଚଳ ଥାନା ପୋଲିସ ପହଞ୍ଚି ମୃତଦେହ ସହ ଦୁର୍ଘଟଣା ଘଟାଇଥିବା ଭ୍ୟାନ୍‌ ଜବତ କରି ତଦନ୍ତ ଚଳାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ପ୍ରାଥମିକ ସ୍ବାସ୍ଥ୍ୟକେନ୍ଦ୍ରକୁ ଯାଉଥିଲେ: ଧକ୍କା ହେଲା ୨ ବାଇକ୍, ଶିକ୍ଷକ ମୃତ

ଟିକିରି,୧୯।୪(ପ୍ରଫୁଲ୍ଲ କୁମାର ବେହେରା): ରାୟଗଡା ଜିଲା କାଶୀପୁର ବ୍ଲକ ଟିକିରି ଥାନା ଅନ୍ତର୍ଗତ ନୂତନ ମେଡିକାଲ ସାମ୍ନାରେ ଅପରାହ୍ନ ପ୍ରାୟ ୪ଟାରେ ଏକ ବାଇକ୍‌କୁ ପଛପଟୁ ଆଉ…

ଗାଁରେ ପଶି ଘର ଭାଙ୍ଗିଲା, ଚାଉଳ ଖାଇଲା ଦନ୍ତା 

ଦେବଗଡ,୧୯।୪(ଶଶାଙ୍କ ଶେଖର ଝାଙ୍କର): ଜଙ୍ଗଲୀ ଦନ୍ତାହାତୀ ରିଆମାଳ ବନାଂଚଳ କୁଣ୍ଢେଇଗୋଳା ଫରେଷ୍ଟ ସେକ୍ସନ ଅନ୍ତର୍ଗତ ଜଳଗହଳିପୂର୍ଣ୍ଣ ସଙ୍ଘାପୋଶି ଗ୍ରାମରେ ପଶି ଆତଙ୍କରାଜ ଚଲାଇବାସହ ଏକ ଘର ଭାଙ୍ଗି…

ଅସହ୍ୟ ତାତି, ଜନଜୀବନ କଲବଲ: ଛାତ୍ରୀଛାତ୍ରଙ୍କୁ ଗ୍ରୀଷ୍ମକଷ୍ଟ, ବଢ଼ୁଛି ଅସନ୍ତୋଷ

ବରଗଡ଼,୧୯।୪(ପ୍ରେମାନନ୍ଦ ଖମାରୀ): ତାତି ବଢୁଛି। ଗୁଳୁଗୁଳି ବି ହେଉଛି। ସକାଳ ୯ଟାରୁ ତାତିର ପ୍ରକୋପ ବଢ଼ିବାରେ ଲାଗିଛି। ସନ୍ଧ୍ୟା ୫ଟା ପର୍ଯ୍ୟନ୍ତ ଲାଗି ରହିଛି। ଏହା ଅସହ୍ୟ…

ଚାଷୀଙ୍କ ଦୁଃଖ: ମିଳିଲାନି ଟୋକନ, ଚିକିତ୍ସା ପାଇଁ କମ୍ ଦରରେ ଧାନ ବିକିଲେ ଚାଷୀ

ବରଗଡ଼,୧୯।୪(ପ୍ରେମାନନ୍ଦ ଖମାରୀ) :  ଧାନବିକ୍ରି ପଞ୍ଜିକରଣରୁ ବାଦ୍ ପଡିଥିବା ଯୋଗୁଁ ବରଗଡ ଜିଲାର ଅନେକ ଚାଷୀ ଏପର୍ଯ୍ୟନ୍ତ ଗତବର୍ଷ ଖରିଫରେ ଅମଳ ଧାନ ବିକ୍ରି କରି ପାରି…

ସ୍ମାର୍ଟଫୋନ୍‌ରେ ଆଧାର ଆପ୍‌ ବାଧ୍ୟତାମୂଳକ ନିୟମ ପ୍ରତ୍ୟାହୃତ

ନୂଆଦିଲ୍ଲୀ,୧୯ା୪: ଆପଲ୍‌, ସାମ୍‌ସଙ୍ଗ ଓ ଅନ୍ୟାନ୍ୟ ସ୍ମାର୍ଟଫୋନ୍‌ ନିର୍ମାଣକାରୀ କମ୍ପାନୀର ବିରୋଧ ପରେ ଭାରତ ସରକାର ସମସ୍ତ ସ୍ମାର୍ଟଫୋନ୍‌ରେ ଆଧାର ଆପ୍‌ ସଂଯୋଗ କରିବା ଯୋଜନାରୁ ଓହରିଯାଇଛନ୍ତି।…

ଆମେ ନୀରବ

ଇରାନ ଉପରେ ଆମେରିକା-ଇସ୍ରାଏଲ ଆକ୍ରମଣ କରିଛନ୍ତି। ଏହି ଯୁଦ୍ଧରେ ବିଶ୍ୱର ଅନ୍ୟ ଦେଶ ପରି ଭାରତ ମଧ୍ୟ ନକାରାତ୍ମକ ଭାବରେ ପ୍ରଭାବିତ ହୋଇଛି। ପ୍ରକୃତରେ ଇରାନୀୟଙ୍କୁ ଛାଡ଼ି…

ସଂଗ୍ରାମ କେଶରୀ ସେନାପତିଙ୍କ ପ୍ରଥମ ଓଡ଼ିଆ ଉପନ୍ୟାସ ‘ସିଗାରେଟ’ ଉନ୍ମୋଚିତ

ଭୁବନେଶ୍ୱର,୧୯।୪: ଟାଇମ୍‌ପାସ୍‌ ପ୍ରକାଶନ ସଂସ୍ଥା ଦ୍ୱାରା ଭୁବନେଶ୍ୱର ବୁଦ୍ଧ ମନ୍ଦିର ଠାରେ ଆୟୋଜିତ ବହି ବିଷୁବ କାର୍ଯ୍ୟକ୍ରମରେ ସଂଗ୍ରାମ କେଶରୀ ସେନାପତିଙ୍କ ପ୍ରଥମ ଓଡ଼ିଆ ଉପନ୍ୟାସ ‘ସିଗାରେଟ’…

ସଦିଚ୍ଛା ଥିଲେ ସଫଳତା ନିଶ୍ଚୟ ମିଳେ

ଓସିରିସ୍‌ ଏଗ୍ରିଟେଲ୍‌ ପ୍ରାଇଭେଟ୍‌ ଲିମିଟେଡ୍‌ ଅଧୀନ ‘ଓଡ଼ିଶା କଫି’ର ପ୍ରତିଷ୍ଠାତା ହେଉଛନ୍ତି ପ୍ରୀତି ପଲ୍ଲବୀ ପଟ୍ଟନାୟକ। କୋରାପୁଟ କଫିର ପ୍ରଚାରପ୍ରସାର କ୍ଷେତ୍ରରେ ‘ଓଡ଼ିଶା କଫି’ର ଯଥେଷ୍ଟ ଅବଦାନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri