ପିକ୍‌ନିକ୍‌ ପାଇଁ ଯାଉଥିଲେ: ଗାଡ଼ି କାଚ ଭାଙ୍ଗି ସୁନା ଅଳଙ୍କାର, ମୋବାଇଲ ଲୁଟିନେଲେ ଦୁର୍ବୃତ୍ତ

ନିରାକାରପୁର, ୧୭।୮(ଡି.ଏନ୍‌.ଏ.): ଖୋର୍ଦ୍ଧା ଜିଲା ନିରାକାରପୁର ଥାନା ଅନ୍ତର୍ଗତ ୧୬ ନମ୍ବର ଜାତୀୟ ରାଜପଥ ନୂଆ ଜଗନ୍ନାଥ ସଡ଼କର ଏକ ଇଟା କମ୍ପାନୀ ନିକଟରେ ଶନିବାର ଭୋର ସମୟରେ ଏକ ପିକ୍‌ନିକ୍‌ ଗାଡ଼ି କାର ଭାଙ୍ଗି ଦୁର୍ବୃତ୍ତମାନେ ସୁନା ଅଳଙ୍କାର ଓ ମୋବାଇଲ ଫୋନ୍‌ ଲୁଟି ନେଇଛନ୍ତି।
ପ୍ରକାଶ ଯେ, ଗଞ୍ଜାମ ଜିଲା ବ୍ରହ୍ମପୁର କେ. ନୂଆଗାଁ ଥାନା ଅନ୍ତର୍ଗତ ଚିକିଟି ଓ କେ. ନୂଆଗାଁର ଦୁଇଟି ପରିବାର ଜଗନ୍ନାଥ ଦର୍ଶନ ଓ କୋଣାର୍କ ବୁଲିବା ପାଇଁ ଏକ ଭଡ଼ା କାର(ଓଡି୦୨ ୟୁ୯୨୭୩) ଯୋଗେ ଯାଇଥିଲେ। ନୂଆ ଜଗନ୍ନାଥ ସଡ଼କର ଏକ ଇଟା କମ୍ପାନୀ ନିକଟରେ ୫ ଦୁର୍ବୃତ୍ତ ୨ଟି ବାଇକ ଯୋଗେ ଆସି ସେମାନଙ୍କୁ ଅଟକାଇଥିଲେ। ବାଇକ୍‌ ୨ଟିକୁ କାର ସମ୍ମୁଖରେ ରଖି ସମସ୍ତଙ୍କଠାରୁ ସୁନା ଅଳଙ୍କାର ଓ ମୋବାଇଲ ଫୋନ୍‌ ଲୁଟିନେଇ ଥାନା ଅଭିଯୋଗେ ଚାଲିଯାଇଥିଲେ। ଏ ନେଇ ଥାନାରେ ଅଭିଯୋଗ ହେବା ପରେ ପୋଲିସ ଘଟଣାର ତଦନ୍ତ ଚଳାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ମଧ୍ୟବିତ୍ତଙ୍କୁ ବଡ଼ ଝଟ୍‌କା: ପୁଣି ମହଙ୍ଗା ହେଲା ଚିନି ଦର, ଜାଣନ୍ତୁ ଏବେ କେତେ ରେଟ୍‌

ନୂଆଦିଲ୍ଲୀ, ୨୬।୮: ପର୍ବପର୍ବାଣୀ ଯେତିକି ପାଖେଇ ଆସୁଛି, ଚିନି ଦର ସେତିକି କମିବା ବଦଳରେ ବଢ଼ିବାରେ ଲାଗିଛି। ଚିନି ଦର ବୃଦ୍ଧି ଯୋଗୁ ସାଧାରଣ ଲୋକଙ୍କ ଚିନ୍ତା…

TMCରେ ବଡ଼ ହଲଚଲ: ୨୦ ଜଣ ବିଦ୍ରୋହୀ ସାଂସଦଙ୍କ ଅଡୁଆ ବଢ଼ିଲା! ୭ ଦିନରେ…

କୋଲକାତା,୨୬।୮: ବିଦ୍ରୋହୀ ସାଂସଦମାନଙ୍କ ଜବାବ ମିଳିବା ପରେ ଲୋକସଭା ବାଚସ୍ପତିଙ୍କୁ ଏକ ବଡ଼ ନିଷ୍ପତ୍ତି ନେବାକୁ ପଡ଼ିବ। ବିଦ୍ରୋହୀ ସାଂସଦମାନେ NCPIରେ ଯୋଗଦେବା ନିଷ୍ପତ୍ତିକୁ ସମ୍ବିଧାନର ଦଶମ…

ରାକ୍ଷୀରେ କୁମ୍ଭ ରାଶିରେ ଲାଗିବ ଚନ୍ଦ୍ର ଗ୍ରହଣ, ୨୮ ଅଗଷ୍ଟରୁ ୫ ରାଶିଙ୍କ ଖରାପ ଟାଇମ୍‌ ଆରମ୍ଭ, ଅଯଥା ଖର୍ଚ୍ଚାନ୍ତରେ ପଡିବେ…

ଏହି ଚନ୍ଦ୍ରଗ୍ରହଣ ଏକ ଆଂଶିକ ଗ୍ରହଣ ହେବ। ଚନ୍ଦ୍ରଗ୍ରହଣର ପ୍ରଭାବ ଯୋଗୁଁ ଅନେକ ରାଶିର ଲୋକଙ୍କ ଜୀବନରେ ପ୍ରଭାବ ପଡ଼ିବ। ଚନ୍ଦ୍ରଗ୍ରହଣର ପ୍ରଭାବ ଯୋଗୁଁ କେତେକ ରାଶିକୁ…

ପିଏମ୍‌ ସୂର୍ଯ୍ୟଘର ଯୋଜନା: ସବ୍‌ସିଡି ଅର୍ଥ ବ୍ୟାଙ୍କ ଖାତାକୁ ଆସିବା ପାଇଁ ମନ୍ତ୍ରୀଙ୍କୁ ଗୁହାରି

କଟକ ସଦର,୨୫ା୮(ସୁଶାନ୍ତ କୁମାର ଜେନା): କଟକ ସଦର ନିର୍ବାଚନ ମଣ୍ଡଳୀରେ ପିଏମ୍‌ ସୂର୍ଯ୍ୟଘର ଯୋଜନା ଆଖି ଦୃଶିଆ ଅଗ୍ରଗତି ହୋଇପାରୁ ନ ଥିବାରୁ ଉପମୁଖ୍ୟମନ୍ତ୍ରୀ ତଥା ବିଦ୍ୟୁତ୍‌…

ସରକାରକୁ ପୁଣି ଅଲ୍ଟିମେଟମ୍‌ ଦେଲା CJP: ୩ ଦାବି ପୂରଣ ନ ହେଲେ…ସରକାରଙ୍କଠାରେ ପଶିଲା ଛନ୍‌କା

ନୂଆଦିଲ୍ଲୀ,୨୬।୮: କକ୍ରୋଚ ଜନତା ପାର୍ଟି (CJP) ପୁଣି ଥରେ ଦିଲ୍ଲୀରେ ପ୍ରଦର୍ଶନ ପାଇଁ ପ୍ରସ୍ତୁତି ଆରମ୍ଭ କରିଛି। ଦଳ ପକ୍ଷରୁ ସେପ୍ଟେମ୍ବର ୫ ତାରିଖରେ ଶାନ୍ତିପୂର୍ଣ୍ଣ ପ୍ରଦର୍ଶନ…

ଜମିପଟ୍ଟା ପାଇଁ ତହସିଲ ଅଫିସ ଦୌଡୁଥିଲେ ମାଲିକ, ବିଧାୟକ ପହଞ୍ଚି ସମସ୍ତଙ୍କୁ…

ମହାକାଳପଡ଼ା,୨୬ା୮(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ନାଞ୍ଜୁରାଠାରେ ଏକ ସ୍ବତନ୍ତ୍ର ଉତ୍ସବରେ ମଙ୍ଗଳବାର ବିଧାୟକ ଡ. ଦୁର୍ଗାପ୍ରସନ୍ନ ନାୟକ ଯୋଗଦେଇ କୂଳନାଞ୍ଜୁରା, ବିଲ ନାଞ୍ଜୁରା…

ମୁଖ୍ୟମନ୍ତ୍ରୀଙ୍କ ଘୋଷଣା, ୫୦,୦୦୦ ଝିଅଙ୍କୁ ମିଳିବ ସ୍କୁଟି

ଲକ୍ଷ୍ନୌ,୨୬।୮: ଲକ୍ଷ୍ନୌରେ ‘ଲୋକମାତା ଅହଲ୍ୟାବାଇ ମାତୃଶକ୍ତି ଯାତ୍ରା ଯୋଜନା’ର ଶୁଭାରମ୍ଭ ଏବଂ ସ୍ବତନ୍ତ୍ର ବସ ପାଇଁ ପତାକା ପ୍ରଦର୍ଶନ ଅବସରରେ, ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ ରାଜ୍ୟର ଝିଅମାନଙ୍କ…

ବଢୁଛି ଶିଶୁ ଶ୍ରମିକ, ନାବାଳିକା ଯୌନ ନିର୍ଯାତନା: ସଚେତନତା ନେଇ…

ମହାକାଳପଡ଼ା, ୨୬ା୮(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକର ବଙ୍ଗ ଭାଷାଭାଷୀ ବହୁଳ ପଞ୍ଚାୟତମାନଙ୍କରେ ଶିଶୁ ଶ୍ରମିକ, ନାବାଳିକା ଶିଶୁଙ୍କୁ ଯୌନ ନିର୍ଯାତନା, ଶିଶୁ ଚାଲାଣ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri