ପିକ୍‌ନିକ୍‌ ସ୍ପଟ୍‌ରେ ଗଣ୍ଡଗୋଳ ଘଟଣା: ୭ ଜଣଙ୍କୁ ଗିରଫ କଲା ପୋଲିସ

ପଦ୍ମପୁର,୨୩।୧୨(ଡି.ଏନ୍‌.ଏ.): ବରଗଡ଼ ଜିଲା ପଦ୍ମପୁର ଉପଖଣ୍ଡ ଦେବଦର୍ହା ପିକନିକ୍‌ ସ୍ପଟ୍‌ରେ ରବିବାର ସଂଘଟିତ ଗଣ୍ଡଗୋଳ ଘଟଣାରେ ଜଗଦଲପୁର ଥାନା ପୋଲିସ ସୋମବାର ୭ ଅଭିଯୁକ୍ତଙ୍କୁ ଗିରଫ କରିଛି। ଗିରଫ ଅଭିଯୁକ୍ତମାନେ ହେଲେ ମୁନା ବିଶି, ଲିଟୁ ବହିଦାର, ମହେନ୍ଦ୍ର ପ୍ରଧାନ, ତ୍ରିଲୋଚନ ବରିହା, ନୀଳକଣ୍ଠ ଭୁଏ, ରାଜେନ୍ଦ୍ର ପ୍ରଧାନ ଏବଂ ରୂପେଶ ନାୟକ। ସେମାନଙ୍କ ବିରୋଧରେ କେସ୍‌ ନଂ. ୧୪୭/୧୯ରେ ଏକ ମାମଲା ରୁଜୁ ହୋଇଛି।
ସୂଚନାଯୋଗ୍ୟ, ରବିବାର ଉକ୍ତ ପିକ୍‌ନିକ୍‌ ସ୍ପଟ୍‌ରେ ଗଣ୍ଡଗୋଳ ଘଟିଥିଲା। ଖବର ପାଇ ସେଠାରେ ପୋଲିସ ପହଞ୍ଚିବା ପରେ ପରିସ୍ଥିତି ଶାନ୍ତ ପଡ଼ିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

କେନ୍ଦ୍ରାପଡ଼ା ଅର୍ବାନ ବ୍ୟାଙ୍କରେ ଅନିୟମିତତା: ନିର୍ଦ୍ଦେଶ ଦେଲେ ରେଜିଷ୍ଟ୍ରାର

କେନ୍ଦ୍ରାପଡା ଅଫିସ, ୨୧।୯: କେନ୍ଦ୍ରାପଡା ଅର୍ବାନ ବ୍ୟାଙ୍କର ନିଯୁକ୍ତି ଓ ମୁଖ୍ୟ କାର୍ଯ୍ୟ ନିର୍ବାହୀଙ୍କ କାର୍ଯ୍ୟରେ ଅନିୟମିତତା ଦର୍ଶାଇ ସଭ୍ୟ ସ୍ମୃତିରଞ୍ଜନ ବେହେରା ଗତ ୭...

ମାସ୍କ ପିନ୍ଧି ନ ଥିବା ୧୦୦ ଜଣଙ୍କୁ ଧରିଲା ପୋଲିସ

ବଲାଙ୍ଗୀର ଅଫିସ,୧୩ା୪: ଲକ୍‌ଡାଉନ୍‌ ନିୟମ ଅଭିଯୋଗରେ ବଲାଙ୍ଗୀର ସହରର ବିଭିନ୍ନ ଛକରେ ପୋଲିସ ପକ୍ଷରୁ ସୋମବାର ମାସ୍କ ପିନ୍ଧି ନ ଥିବା ୧୦୦ ଜଣଙ୍କଠାରୁ ଜରିମାନା...

ରାଜଧାନୀରେ ଝାଡ଼ଖଣ୍ଡୀ ଲୁଟେରା ଗ୍ୟାଙ୍ଗ୍‌

ଭୁବନେଶ୍ୱର,୪।୧(ବ୍ୟୁରୋ): ଦୀର୍ଘବର୍ଷ ହେବ ସୀମାନ୍ତରେ ଲୁଟ୍‌, ଚୋରି, ଡକାୟତି, ହତ୍ୟା ଆଦି ଅପରାଧ ଘଟାଉଛନ୍ତି ଝାଡ଼ଖଣ୍ଡର ଅପରାଧୀ। ଓଡ଼ିଶା ପୋଲିସର ଶକ୍ତିକୁ ପରଖିବା ପରେ ଏବେ...

ଖରସ୍ରୋତା ବଞ୍ଚାଅ ଆନ୍ଦୋଳନକାରୀଙ୍କୁ ରାସ୍ତାରୁ ଟେକିନେଲା ପୋଲିସ

ଆଳି,୧୦।୮(ଡି.ଏନ୍‌.ଏ.): କେନ୍ଦ୍ରାପଡ଼ା ଜିଲା ରାଜକନିକା ବ୍ଲକ ବରୁଣାଡିହାଠାରେ ଖରସ୍ରୋତା ନଦୀ ବଞ୍ଚାଅ ଆନ୍ଦୋଳନସ୍ଥଳରେ ପରିସ୍ଥିତି ଉତ୍ତେଜନା ପୂର୍ଣ୍ଣ ରହିଛି। ପ୍ରଶାସନର ସିଆରପିସି ଧାରା ୧୪୪କୁ ଅମାନ୍ୟ...

ସ୍ବାମୀଙ୍କୁ ଟାଙ୍ଗିଆରେ ହାଣି ଜେଲ ଗଲେ ସ୍ତ୍ରୀ

ଶଙ୍କରାଖୋଲ/ଟିକାବାଲି, ୮ା୯(ଡି.ଏନ୍‌.ଏ.)-ଚକାପାଦ ଥାନା ପସରା ପଞ୍ଚାୟତର ଗୋଚ୍ଛାବାରି ଗ୍ରାମରେ ଜଣେ ମହିଳାଙ୍କ ସହ ଅନୈତିକ ସମ୍ପର୍କ ରଖିଥିବା ସନ୍ଦେହ କରି ଗୁରୁବାର ରାତିରେ ସ୍ବାମୀଙ୍କୁ ଟାଙ୍ଗିଆରେ...

ଫରେଷ୍ଟର ଶୋଭାକର ସିଂ ଗିରଫ ଘଟଣା: ବନ ବିଭାଗ କାର୍ଯ୍ୟାଳୟ ସମ୍ମୁଖରେ ଧାରଣା

କପ୍ତିପଦା,୧୦।୨(ଡି.ଏନ୍‌.ଏ.): ମୟୂରଭଞ୍ଜ ଜିଲା କପ୍ତିପଦା ବନ ବିଭାଗ କାର୍ଯ୍ୟାଳୟରେ ଭିଜିଲାନ୍ସ ଚଢ଼ାଉ କରି ଫରେଷ୍ଟର ଶୋଭାକର ସିଂଙ୍କୁ ଫେବୃୟାରୀ ୬ତାରିଖରେ ଗିରଫ କରିଥିଲା। ଏହି ଘଟଣାରେ...

ସଙ୍ଗରୋଧ କେନ୍ଦ୍ରରେ ଯୋଗଶିକ୍ଷା

ଖଇରା, ୨୪ା୫ (ଡି.ଏନ.ଏ.)-ବାଲେଶ୍ୱର ଜିଲା ଖଇରା ବ୍ଲକ ଅଧୀନ କୁରୁଣ୍ଟା, ମାଟିଆଳପଦା ଓ ଗଣ୍ଡିବେଡଠାରେ ବିଭିନ୍ନ ସ୍କୁଲରେ ଚାଲିଥିବା ସଙ୍ଗରୋଧ କେନ୍ଦ୍ରରେ ୩ଦିନ ଯୋଗଶିକ୍ଷା ଦିଆଯାଉଛି।...

ନନ୍ଦନକାନନ ପାଳିଲା ବ୍ୟାଘ୍ର ଦିବସ

ବାରଙ୍ଗ,୩୦।୭(ଡି.ଏନ.ଏ.): ପ୍ରାଣୀ ଉଦ୍ୟାନ ନନ୍ଦନକାନନ ବୁଧବାର ଅନ୍‌ଲାଇନ ମାଧ୍ୟମରେ ଆନ୍ତର୍ଜାତିକ ବ୍ୟାଘ୍ର ଦିବସ ପାଳନ କରିଛି। କରୋନା ଲାଗି ନନ୍ଦନକାନନ ବନ୍ଦ ଥିବାବେଳେ ବ୍ୟାଘ୍ର ସଂରକ୍ଷଣର...

Advertisement
Archives

Model This Week