Posted inଖେଳ

ପିଙ୍କ୍‌ ବଲ ଟେଷ୍ଟର ପ୍ରଥମ ୪ ଦିନର ଟିକେଟ ବିକ୍ରି

ମୁମ୍ବାଇ,୨୦।୧୧(ପି.ଟି.)- ଇଡେନ ଗାର୍ଡେନ୍ସଠାରେ ଖେଳାଯିବାକୁ ଥିବା ଐତିହାସିକ ପିଙ୍କ୍‌ ବଲ ଟେଷ୍ଟର ପ୍ରଥମ ୪ ଦିନର ଟିକେଟ ବିକ୍ରି ହୋଇଯାଇଛି ବୋଲି ବିସିସିଆଇ କ୍ରିକେଟ ସଭାପତି ସୌରଭ ଗାଙ୍ଗୁଲି ମଙ୍ଗଳବାର କହିଛନ୍ତି। ଏଥିନେଇ ସେ ବହୁତ ଖୁସି ଥିବା କହିଛନ୍ତି। ଆସନ୍ତା ୨୨ ତାରିଖରେ ଭାରତ ଓ ବାଂଲାଦେଶ ମଧ୍ୟରେ ଦିବାରାତ୍ର ଟେଷ୍ଟ ଖେଳାଯିବ। ଏହି ଭିତ୍ତିରେ ଉଭୟ ଦଳ ପ୍ରଥମ ଥର ଖେଳିବେ। ଐତିହାସିକ ମ୍ୟାଚ୍‌ ଲାଗି ଅବଗଣନା ଗତ ରବିବାରଠାରୁ ଆରମ୍ଭ ହୋଇଯାଇଛି। ସହର ବିଭିନ୍ନ ଅଞ୍ଚଳକୁ ଗୋଲାପୀ ରଙ୍ଗରେ ସଜା ଯାଇଛି। ପୂର୍ବରୁ ଗାଙ୍ଗୁଲି ମ୍ୟାଚ୍‌ ଅଫିସିଆଲ ମାସ୍କଟ ପିଙ୍କୁ ଓ ଚୁଙ୍କୁଙ୍କୁ ଉନ୍ମୋଚନ କରିଥିଲେ। ଦେଶର ଅନ୍ୟତମ ବଡ଼ ଗ୍ରାଉଣ୍ଡରେ ୬୭ ହଜାର ଦର୍ଶକ ବସିବାର ବ୍ୟବସ୍ଥା ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ବୈଭବଙ୍କୁ ଟପିଯିବେ ସାନ ଭାଇ ଆଶୀର୍ବାଦ! ପୁଣି ମାରିଲେ ବିସ୍ଫୋରକ ଶତକ, ଚୌକା-ଛକା ବର୍ଷା ଦେଖି… 

ନୂଆଦିଲ୍ଲୀ,୨୪।୬: କ୍ରିକେଟଜଗତରେ ଏବେ ୧୫ ବର୍ଷୀୟ ବୈଭବ ସୂର୍ଯ୍ୟବଂଶୀଙ୍କ ଅନ୍ତର୍ଜାତୀୟ ଡେବ୍ୟୁକୁ ନେଇ ଉତ୍ସାହ ବଢ଼ୁଛି। ସେ କେବେ ନୀଳ ଜର୍ସିି ପିନ୍ଧି ମଇଦାନକୁ ଓହ୍ଲାଇବେ ସେଦିନକୁ…

ଭାରତୀୟ ଦଳରେ ସ୍ଥାନ ପାଇଲେ ଏହି ଉଦୀୟମାନ ଖେଳାଳି, ଜାଣନ୍ତୁ…

ନୂଆଦିଲ୍ଲୀ,୨୩ା୬: ଆୟର୍ଲାଣ୍ଡ ଏବଂ ଇଂଲଣ୍ଡ ବିପକ୍ଷ ଅନ୍ତର୍ଜାତୀୟ ଟି୨୦ କ୍ରିକେଟ ସିରିଜ ପାଇଁ ଆଘାତପ୍ରାପ୍ତ ଅଲରାଉଣ୍ଡର ନୀତିଶ ରେଡ୍ଡୀଙ୍କ ସ୍ଥାନରେ ଉଦୀୟମାନ ଖେଳାଳି ସୂର୍ଯ୍ୟାଂଶ ଶେଡ୍‌ଗେଙ୍କୁ ଭାରତୀୟ…

IPL ଇତିହାସର ସବୁଠାରୁ ବଡ଼ ଡିଲ୍‌: LSGରୁ ଅଲଗା ହେଲେ ରିଷଭ ପନ୍ତ

ନୂଆଦିଲ୍ଲୀ,୨୩।୬: ରିଷଭ ପନ୍ତ ଲକ୍ଷ୍ନୌ ସୁପର ଜାଏଣ୍ଟସରୁ ଅଲଗା ହୋଇ ଦିଲ୍ଲୀ କ୍ୟାପିଟାଲ୍ସକୁ ଫେରିଛନ୍ତି। ପନ୍ତଙ୍କ ନିଜ ପୂର୍ବ ଦଳକୁ ଫେରିବା ଏକ ଟ୍ରେଡ୍‌ ଡିଲ୍‌ ମାଧ୍ୟମରେ…

ବିଶ୍ୱକପ୍‌ରେ ମେସିଙ୍କ ରେକର୍ଡ, ନକ୍‌ଆଉଟ୍‌ରେ ପହଞ୍ଚିଲା ଆର୍ଜେଣ୍ଟିନା

ଆର୍ଲିଟନ,୨୩ା୬: ଲିଓନେଲ ମେସିଙ୍କ ରେକର୍ଡ ଡବଲ ଗୋଲ ବଳରେ ଖେଳାଯାଇଥିବା ଗ୍ରୁପ ମ୍ୟାଚ୍‌ରେ ଆର୍ଜେଣ୍ଟିନା ୨-୦ ଗୋଲରେ ଅଷ୍ଟ୍ରିଆକୁ ପରାସ୍ତ କରିଛି। ଏହି ବିଜୟ ସହ ଡିଫେଣ୍ଡିଂ…

Video: ଇଣ୍ଟରନ୍ୟାଶନାଲ ଡେବ୍ୟୁରେ କେତେ ନମ୍ବର ଜର୍ସି ପିନ୍ଧିବେ ବୈଭବ? ଦେଖୁ ଦେଖୁ ଖୁସି ହୋଇଗଲେ ବେବି ବସ

ନୂଆଦିଲ୍ଲୀ,୨୩।୬: ଜୁନିଅର କ୍ରିକେଟ ସର୍କିଟରେ ଝଡ଼ ସୃଷ୍ଟି କରିବା ପରେ, ବୈଭବ ସୂର୍ଯ୍ୟବଂଶୀ ଏବେ ଟିମ ଇଣ୍ଡିଆ ପାଇଁ ଡେବ୍ୟୁ କରିବାକୁ ପ୍ରସ୍ତୁତ। ବୈଭବ ମଙ୍ଗଳବାର ଭାରତୀୟ…

ବୈଭବ ସୂର୍ଯ୍ୟବଂଶୀ ପହଞ୍ଚିବା ପୂର୍ବରୁ ଇଂଲଣ୍ଡରେ ପହଞ୍ଚି ସାରିଥିଲେ ତାଙ୍କ ବାପା, ବିଶ୍ୱର ପ୍ରମୁଖ ବ୍ୟବସାୟୀଙ୍କଠାରୁ ଶୁଣିଲେ ପୁଅର ପ୍ରଶଂସା

ନୂଆଦିଲ୍ଲୀ,୨୩।୬: ଭାରତୀୟ କ୍ରିକେଟକୁ ଝଡ଼ରେ ପରିଣତ କରିଥିବା ବିହାରର ସମସ୍ତିପୁରର ଯୁବ ସେନସେସନ ବୈଭବ ସୂର୍ଯ୍ୟବଂଶୀ ବର୍ତ୍ତମାନ ଖବର ଶିରୋନାମାରେ ଅଛନ୍ତି। ଇଂଲଣ୍ଡ ଗସ୍ତ ପାଇଁ ଯିବା…

ନିଜ ବଡିଗାର୍ଡଙ୍କୁ ଧକ୍କା ଦେଲେ ରୋହିତ ଶର୍ମା: କାରଣ ଜାଣିଲେ ପ୍ରଶଂସକ ହେବେ ଆଶ୍ଚର୍ଯ୍ୟ, ଦେଖନ୍ତୁ VIDEO

ନୂଆଦିଲ୍ଲୀ,୨୩।୬: ଭାରତୀୟ ଦଳର ଷ୍ଟାର ବ୍ୟାଟସମ୍ୟାନ ରୋହିତ ଶର୍ମା ସାଧାରଣତଃ ତାଙ୍କର ମଜାଳିଆ ଏବଂ ଶାନ୍ତ ଆଚରଣ ପାଇଁ ଜଣାଶୁଣା। ପଡ଼ିଆ ଭିତରେ ହେଉ କିମ୍ବା ବାହାରେ,…

ଗୋଲକିପରଙ୍କ ଦମ୍‌ଦାର ପ୍ରଦର୍ଶନ, ଇରାନର ନକ୍‌ଆଉଟ୍‌ ଆଶା ଉଜ୍ଜୀବିତ

ଇଙ୍ଗଲଉଡ୍‌,୨୨ା୬: ଚଳିତ ଫିଫା ବିଶ୍ୱକପ୍‌ରେ ସୋମବାର ଶକ୍ତିଶାଳୀ ବେଲଜିୟମ ବିପକ୍ଷରେ ଖେଳାଯାଇଥିବା ମ୍ୟାଚ୍‌କୁ ୦-୦ ଗୋଲରେ ଇରାନ ଡ୍ର’ ରଖିଛି। ଏଥିସହିତ ଦଳ ନକ୍‌ଆଉଟ୍‌ ରାଉଣ୍ଡ ଅଭିମୁଖେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri