ପିଜାପ୍ରିୟ ପରିଣିତି

ପରିଣିତିଙ୍କ ସବୁଠୁ ପ୍ରିୟ ଖାଦ୍ୟ କ’ଣ ଜାଣନ୍ତି? ତାହା ହେଲା ପିଜା। କେବଳ ସେ ପିଜା ଖାଆନ୍ତି ନାହିଁ, ଭିନ୍ନ ଭିନ୍ନ ସ୍ବାଦର ପିଜା ମଧ୍ୟ ପ୍ରସ୍ତୁତ କରିପାରନ୍ତି। ତାଙ୍କର ଡେଲି ଫୁଡ୍‌ ରୁଟିନ୍‌ରେ କେଉଁ ଖାଦ୍ୟ ଥାଉ କି ନ ଥାଉ ପିଜା ନିଶ୍ଚୟ ଥିବ। ଅଭିନୟ ବ୍ୟତୀତ ସେ ଜଣେ ମେଧାବୀ ଛାତ୍ରୀ। ମାଞ୍ଚେଷ୍ଟର ବିଜ୍‌ନେସ ସ୍କୁଲରୁ ସେ ତିନୋଟି ବିଷୟ-ଇକୋନୋମିକ୍ସେ, ଫାଇନାନ୍ସ ଏବଂ ବିଜ୍‌ନେସ୍‌ରେ ଅନର୍ସ ଡିଗ୍ରୀ ହାସଲ କରିଥିଲେ। ସେ ମଧ୍ୟ ଭଲ ଗୀତ ଗାଇପାରନ୍ତି। ବଲିଉଡ୍‌ରେ ଏଣ୍ଟ୍ରି କରିବା ପୂର୍ବରୁ ୟଶ୍‌ରାଜ ଫିଲ୍ମସରେ ସେ ପି.ଆର. ଏବଂ ମାର୍କେଟିଂ କନ୍‌ସଲଟାଣ୍ଟ ଭାବେ କାମ କରିଥିଲେ। ସଙ୍ଗୀତରେ ସେ ବି.ଏ. ଅନର୍ସ ଡିଗ୍ରୀ ହାସଲ କରିଛନ୍ତି। ଦ୍ୱାଦଶ ପରୀକ୍ଷାରେ ସେ ସର୍ବଭାରତୀୟସ୍ତରରେ ଟପ୍ପର ହେବାର ସୌଭାଗ୍ୟ ଅର୍ଜନ କରିଥିଲେ ଏବଂ ଏପରି କୃତିତ୍ୱ ପାଇଁ ଭାରତର ରାଷ୍ଟ୍ରପତିଙ୍କ ଦ୍ୱାରା ସେ ପୁରସ୍କୃତ ମଧ୍ୟ ହୋଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ନୂଆ ଲୁକ୍‌ରେ ନଜର ଆସିଲେ ଶାହିଦ୍‌ କପୁର

କରୋନା ଲକ୍‌ଡାଉନ ସକାଶେ ବନ୍ଦ ରହିଥିଲା ଶାହିଦ୍‌ କପୁରଙ୍କ ଫିଲ୍ମ ‘ଜର୍ସି’ର ସୁଟିଂ। ବର୍ତ୍ତମାନ ଏହି ଫିଲ୍ମର ସୁଟିଂ ପୁଣି ଆରମ୍ଭ ହୋଇସାରିଛି। ଏ ନେଇ...

ହାଜର ନ ହେଲେ ଜେଲ

ମୁମ୍ବାଇ, ୨୮ା୭ : ସଙ୍ଗୀତକାର ଜାଭେଦ ଅଖତରଙ୍କ ମାନହାନି ମାମଲାରେ ଅଭିନେତ୍ରୀ କଙ୍ଗନା ରାଣାଓ୍ବତଙ୍କୁ ଅନ୍ଧେରି ମେଟ୍ରୋପଲିଟାନ କୋର୍ଟ ଚେତାବନୀ ଦେଇଛନ୍ତି। ଆସନ୍ତା ଶୁଣାଣିରେ ହାଜର...

ବିବାହ ବନ୍ଧନରେ ବାନ୍ଧିହେଲେ ଏହି ଲୋକପ୍ରିୟ ଅଭିନେତ୍ରୀ

ଛୋଟ ପରଦାରେ ପ୍ରସାରିତ ଲୋକପ୍ରିୟ ଧାରାବାହିକ ‘ସୁହାନୀ ସି ଏକ୍‌ ଲଡ୍‌କୀ’ର ଅଭିନେତ୍ରୀ ରାଜଶ୍ରୀ ରାନୀ ଇତିମଧ୍ୟରେ ବିବାହ ବନ୍ଧନରେ ବାନ୍ଧି ହୋଇଛନ୍ତି। ରାଜଶ୍ରୀ ତାଙ୍କର...

‘ଆଶ୍ରମ ୩’ର ଶୁଟିଂ ସେଟ୍‌ରେ ବଜରଙ୍ଗ ଦଳର ଭଙ୍ଗାରୁଜା

  ମୁମ୍ବାଇ: ବଲିଉଡ୍‌ ଅଭିନେତା ବବି ଦେଓଲଙ୍କ ୱେବ ସିରିଜ୍‌ ‘ଆଶ୍ରମ’ର ଦୁଇଟି ସିଜିନ ହିଟ୍‌ ହୋଇଛି। ଏବେ ଭୋପାଳରେ ଏହାର ତୃତୀୟ ସିରିଜର ଶୁଟିଂ...

ଚଷମାପ୍ରିୟ ହ୍ରିତିକ

ହ୍ରିତିକ ରୋଶନ ଗୋଟିଏ ଜିନିଷକୁ ଭାରି ଭଲ ପାଆନ୍ତି। ଜୁଆଡେ ଗଲେ ସେ ଏକଥାକୁ କଦାପି ଭୁଲି ନ ଥାନ୍ତି। ଯେତେ ସମୟ ଲାଗୁ ପଛକେ...

କନିକାଙ୍କୁ କରୋନା: ଦାୟିତ୍ୱହୀନତାକୁ ନେଇ ସୋସିଆଲ ମିଡିଆରେ ଭାଇରାଲ ହେଉଛି ମେମ୍‌

ବମ୍ବେ: ବଲିଉଡ୍‌ ଗାୟିକା କନିକା କପୁର କରୋନା ସଂକ୍ରମିତ। ଶୁକ୍ରବାର ତାଙ୍କ ରିପୋର୍ଟ ପଜିଟିଭ୍‌ ଆସିଛି। ଦଶଦିନ ତଳେ ଲଣ୍ଡନରୁ ଫେରିଥିଲେ ସେ। ହେଲେ ବିମାନ...

କେବଳ ଏହି କାରଣ ପାଇଁ ପୁଅ ରଣବୀରଙ୍କୁ ଶକ୍ତଚାପୁଡ଼ା ମାରିଥିଲେ ରିଷି: ଆଉ ତା’ ପରେ…

ସ୍ବର୍ଗତ ଅଭିନେତା-ନିର୍ମାତା ରିଷି କପୁର ତାଙ୍କ ସମୟର ଚକୋଲେଟ ହିରୋ ଭାବେ କାର୍ଯ୍ୟ କରିଥିଲେ। ସେ ତାଙ୍କ କ୍ୟାରିୟରରେ ଅନେକ ଫିଲ୍ମ କରିଥିଲେ। ସୁନ୍ଦର ଅଭିନୟ...

‘ଡ୍ରାଇଭ୍‌’ର ପ୍ରଥମ ଗୀତ ‘ମଖ୍‌ନା..’ ରିଲିଜ୍‌: ମସ୍ତି ମୁଡ୍‌ରେ ସୁଶାନ୍ତ-ଜ୍ୟାକ୍‌ଲିନ୍‌

ଅଭିନେତା ସୁଶାନ୍ତ ସିଂହ ରାଜପୁତ ଏବଂ ଅଭିନେତ୍ରୀ ଜ୍ୟାକ୍‌ଲିନ୍‌ ଫର୍ନାଡିଜ୍‌ଙ୍କ ଅଭିନୀତ ଫିଲ୍ମ ‘ଡ୍ରାଇଭ୍‌’ ର ପ୍ରଥମ ଗୀତ ରିଲିଜ୍‌ ହୋଇଛି। ଗୀତ ‘ମଖ୍‌ନା…’ରେ ଏହି...

Advertisement


Archives

Model This Week