ଓପିଟିସିଏଲ୍‌ ଗ୍ରୀଡ୍‌ ମରାମତି ପାଇଁ ବିଦ୍ୟୁତ୍‌ କାଟ୍‌

ଭବାନୀପାଟଣା,୪।୨(ଡିଏନଏ): କଳାହାଣ୍ଡି ଜିଲା ଭବାନୀପାଟଣା ବ୍ଲକ ଅନ୍ତର୍ଗତ ଭଙ୍ଗାବାବରୀରେ ଥିବା ଓପିଟିସିଏଲ ଗ୍ରୀଡ୍‌ ମରାମତି ପାଇଁ ବିଦ୍ୟୁତ କାଟ ହେବ । ଏ ନେଇ ମଙ୍ଗଳବାର ୱେସ୍କୋର ପୂର୍ବଖଣ୍ଡ ଡିଭିଜନ ନିର୍ବାହୀଯନ୍ତ୍ରୀ ଇଂ ଆଲୋକ ପଟ୍ଟନାୟକ ଏକ ପ୍ରେସ ବିଜ୍ଞପ୍ତିରେ ଜଣାଇଛନ୍ତି। ବାର୍ଷିକ ରକ୍ଷଣାବେକ୍ଷଣ ପାଇଁ ଗ୍ରୀଡ ମରାମତି ହେଉଥିବାରୁ ବିଦ୍ୟୁତକାଟ ହେବ ବୋଲି ସୂଚନା ମିଳିଛି। ଫେବୃୟାରୀ ୫ ତାରିଖରୁ ୧୧ ତାରିଖ ଓ ୧୩ ତାରିଖ ସକାଳ ୯ ଟାରୁ ଦିନ ୧ ଟା ପଯର୍‌ୟନ୍ତ ବିଦୁତ ସେବା ବନ୍ଦ ରହିବ। ସେହିଭଳି ଫେବୃୟାରୀ ୧୪ ତାରିଖ ସକାଳ ୭ ଟାରୁ ସନ୍ଧ୍ୟା ୫ ଟା ପଯର୍‌ୟନ୍ତ ବିଦ୍ୟୁତ ସେବା ବନ୍ଦ ହେବ ବୋଲି ସୂଚନା ମିଳିଛି। ଏଥିଯୋଗୁ ଭବାନୀପାଟଣା ସହର, କାମଠଣା, ଭଙ୍ଗାବାରୀ, ମେଦିନୀପୁର, ଶଗଡ଼ା, ଦେପୁର, କୁଟୁଖମାର, ବାନ୍ଦୋପଲା ସମେତ ଭବାନୀପାଟଣା ସହରର ଆଖପାଖ ଅଞ୍ଚଳରେ ବିଦ୍ୟୁତ୍‌ ସେବା ବନ୍ଦ ରହିବ।


Enter your email to get our daily news in your inbox.

All Right Reserved By Dharitri.Com

ନିରାଶ ହେଲେ ଭାଜପା ଏମ୍‌ପି ଅନନ୍ତ ନାୟକଙ୍କ ସମର୍ଥକ

ଆନନ୍ଦପୁର,୨୫ା୫(ସ୍ବ.ପ୍ର.): ମୋଦି ଲହର ସାଙ୍ଗକୁ ବିଜୟୀ ହେବାର ଆଶା କେନ୍ଦୁଝର ଜିଲା ଭାଜପା ଏମ୍‌ପି ପ୍ରାର୍ଥୀ ଅନନ୍ତ ନାୟକଙ୍କ ସପକ୍ଷରେ ରହି ଆସିଥିବାବେଳେ ଭୋଟଗଣତି ପରେ...

ପୋଲିସ ହେପାଜତରୁ ଖସିଗଲେ ଗ୍ୟାଙ୍ଗଷ୍ଟର ହାଇଦର

କଟକ ଅଫିସ,୧୦।୪: କୁଖ୍ୟାତ ଗ୍ୟାଙ୍ଗଷ୍ଟର ହାଇଦର କଟକ ବଡ଼ ଡାକ୍ତରଖାନାର ସର୍ଜରୀ ଓ୍ବାର୍ଡରୁ ଫେରାର ହୋଇଯାଇଥିବା ସୂଚନା ମିଳିଛି। ସେ ଚିକିତ୍ସା ପାଇଁ ଏସ୍‌ସିବିରେ ଭର୍ତ୍ତି...

ଜରୁରିକାଳୀନ ସେବାରେ ଲାଗିବେ ଶିକ୍ଷକ

ଜୟପୁର,୧୬ା୪(ଡି.ଏନ୍‌.ଏ.): କୋରାପୁଟ ଜିଲାରେ ଲକ୍‌ ଡାଉନ ବେଳେ ହିତାଧିକାରୀଙ୍କୁ ଭତ୍ତା ଓ ଚାଉଳ ବଣ୍ଟନ କାମରେ ପ୍ରାଥମିକ ଏବଂ ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ଶିକ୍ଷକଙ୍କୁ ନିୟୋଜିତ...

ଭିଜିଲାନ୍ସ ଜାଲରେ କେଲେଙ୍ଗାପାଲି ପିଇଓ

ବରଗଡ଼ ଅଫିସ,୨୫।୧- ବରଗଡ଼ ଜିଲା ଭଟଲି ବ୍ଲକ ଅନ୍ତର୍ଗତ କେଲେଙ୍ଗାପାଲି ପଞ୍ଚାୟତ କାର୍ଯ୍ୟନିର୍ବାହୀ ଅଧିକାରୀ( ପିଇଓ) ଉମେଶ କୁମାର ସେଠଙ୍କ ବାସଭବନରେ ସୋମବାର ସକାଳେ ଭିଜିଲାନ୍ସ...

ଜିଲା ପରିଷଦ ପ୍ରାର୍ଥୀଙ୍କୁ ମିଳିଲା ଚିହ୍ନ

କେନ୍ଦ୍ରାପଡ଼ା ଅଫିସ, ୨୮ା୧: ଚଳିତ ତ୍ରିସ୍ତରୀୟ ପଞ୍ଚାୟତ ନିର୍ବାଚନରେ ଜିଲା ପରିଷଦ ସଭ୍ୟ ପାଇଁ ଚୂଡାନ୍ତ ପ୍ରାର୍ଥୀ ତାଲିକା ସହ ଚିହ୍ନ ପ୍ରଦାନ କରାଯାଇଛି। ମଙ୍ଗଳବାର...

ଆବାସ ଯୋଜନାରେ ଦୁର୍ନୀତି ଘଟଣା: ୩ ଦିନରେ ରିପୋର୍ଟ ଦେବ ନୂତନ କମିଟି

ଅନୁଗୋଳ ଅଫିସ, ୬।୯ – ଅନୁଗୋଳ ବ୍ଲକ ବେଡ଼ାଶାସନ ପଞ୍ଚାୟତର ଦୁଇଟି ଗଁାରେ ଇନ୍ଦିରା ଆବାସ ଯୋଜନାରେ ଦୁର୍ନୀତି ହୋଇଥିବା ନେଇ ବୁଧବାର ବିଡିଓଙ୍କ ନିକଟରେ...

ପରିତ୍ୟକ୍ତ କୂଅରୁ ଆସୁଥିଲା ଦୁର୍ଗନ୍ଧ, ପୋଲିସ ଖୋଜିବା ପରେ ଯାହା ମିଳିଲା…

ସୁନ୍ଦରଗଡ଼,୧୩।୬(ଡି.ଏନ୍‌.ଏ.): ସୁନ୍ଦରଗଡ ସଦର ଥାନା ଅନ୍ତର୍ଗତ କରମଡିହି ଗ୍ରାମ ନିକଟ ବିଜୁ ଏକ୍ସପ୍ରେସ ଓ୍ବେ ରାଜ୍ୟ ରାଜପଥର ଅନତି ଦୂରରେ ଥିବା ଏକ ପରିତ୍ୟକ୍ତ କୂଅ...

କାଶୀପୁର ଗସ୍ତ କରି ସ୍ଥିତି ସମୀକ୍ଷା କଲେ ସ୍ବାସ୍ଥ୍ୟ ନିର୍ଦ୍ଦେଶକ

ରାୟଗଡ଼ା ଅଫିସ,୨୧।୭: ରାୟଗଡ଼ା ଜିଲାରେ ଭିବ୍ରିଓ କଲେରା ବ୍ୟାପି ୭ ଜଣଙ୍କ ମୃତ୍ୟୁ ହୋଇସାରିଥିବା ବେଳେ ୫୦ରୁ ଊର୍ଦ୍ଧ୍ୱ ଆକ୍ରାନ୍ତ ଜିଲାର ବିଭିନ୍ନ ଡାକ୍ତରଖାନାରେ ଚିକିତ୍ସାଧୀନ...

Advertisement
Archives

Model This Week