ପିଠି ଯନ୍ତ୍ରଣା ପାଇଁ ନୂଆ ଇଞ୍ଜେକ୍‌ସନ

ପିଠିରେ ଯନ୍ତ୍ରଣା କେତେ କଷ୍ଟକର ତାହା ଅନୁଭବୀ ହିଁ ଜାଣେ। ଏଥିରୁ ଉପଶମ ପାଇବା ପାଇଁ ଡାକ୍ତଙ୍କ ସହ ପରାମର୍ଶ କରିବାକୁ ପଡ଼ିଥାଏ। ସେ ଲେଖିଥିବା ଔଷଧ ଖାଇବା ସହ ତାଙ୍କ ନିର୍ଦ୍ଦେଶରେ ଚିକିତ୍ସିତ ହେବାକୁ ପଡ଼ିଥାଏ। ନିକଟରେ ଏପରି ସମସ୍ୟାରୁ ଉପଶମ ପାଇବା ପାଇଁ କାଲିଫର୍ନିଆ ବିଶ୍ୱବିଦ୍ୟାଳୟର ବିଶେଷଜ୍ଞମାନେ ଏକ ନୂଆ ଇଞ୍ଜେକସନ ପ୍ରସ୍ତୁତ କରିଛନ୍ତି। ପ୍ରକାଶିତ ରିପୋର୍ଟରେ ଉଲ୍ଲେଖ କରାଯାଇଛି ଯେ, ଏହି ଇଞ୍ଜେକସନର କୌଣସି ପାର୍ଶ୍ୱ ପ୍ରତିକ୍ରିୟା ନାହିଁ। ତା’ସହ ଏହାକୁ ନେଉଥିବା ବ୍ୟକ୍ତି ଯଦି ଡାଇବେଟିସ୍‌ରେ ଆକ୍ରାନ୍ତ ତେବେ ତାଙ୍କର ରକ୍ତରେ ସୁଗାର ପରିମାଣ ମଧ୍ୟ ଅସନ୍ତୁଳିତ ହେବ ନାହିଁ। ଅପରପକ୍ଷରେ ପରୀକ୍ଷାମୂଳକ ଭାବରେ ଏହି ଇଞ୍ଜେକସନରୁ ସଫଳତା ମିଳିଛି ବୋଲି ଏହାର ପ୍ରସ୍ତୁତକାରୀ ସଂସ୍ଥାର ମୁଖ୍ୟ ପ୍ରଫେସର ଷ୍ଟେଭିନ୍‌ ଲୋହାନ୍‌ ପ୍ରକାଶ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବିଜ୍ଞାନ ପ୍ରଚାର ସମିତି: କୃତି ଓ କୀର୍ତ୍ତି

ଆମ ରାଜ୍ୟରେ ଲୋକପ୍ରିୟ ବିଜ୍ଞାନ ଲେଖକମାନେ ବିଜ୍ଞାନକୁ ଲୋକାଭିମୁଖୀ କରିବାରେ ଉଦ୍ୟମୀ ହେବାର ଯଥେଷ୍ଟ ପୂର୍ବରୁ ପାଠ୍ୟପୁସ୍ତକ ମାଧ୍ୟମରେ ବିଜ୍ଞାନ ଶିକ୍ଷା ପ୍ରଦାନ କରି ଜନସାଧାରଣଙ୍କୁ...

ମନ କଥା ଲୁଚାଇବାରେ ଓସ୍ତାଦ ଏହି ୩ ରାଶିର ବ୍ୟକ୍ତି, ହେଲେ ଏମାନଙ୍କ ହୃଦୟ ସଫା

କିଛି ଲୋକ ଅଛନ୍ତି, ଯେଉଁମାନେ ମନ କଥା ସମସ୍ତଙ୍କ ଆଗରେ ବିନା ଦ୍ୱିଧାରେ କହିଦିଅନ୍ତି। ହେଲେ କିଛି ଲୋକ ବେଶ ଲାଜକୁଳା ସ୍ବଭାବର ଥାନ୍ତି। ଫଳରେ...

ସକାଳୁ କ’ଣ କରିବା ଶୁଭ

କୁହାଯାଏ, ଯେଉଁଠାରେ ନକାରାତ୍ମକ ଊର୍ଜ୍ଜା ରହିଥାଏ, ସେଠାରେ କେବେ ବି ମା’ ଲକ୍ଷ୍ମୀ ବାସ କରନ୍ତି ନାହିଁ କି ସେଠି କୌଣସି ଉନ୍ନତି ହୋଇ ନଥାଏ।...

ସ୍ବାସ୍ଥ୍ୟସେବାର ପରିପ୍ରକାଶ

‘ସ୍ବାସ୍ଥ୍ୟ ସାଧାରଣତଃ ଶାରୀରିକ, ମାନସିକ ଓ ସାମାଜିକ ସ୍ତରର ସୁସ୍ଥତାକୁ ବୁଝାଇଥାଏ। ଏହା ସହ ମଧ୍ୟ ‘ଆଧ୍ୟାତ୍ମିକ’ ସ୍ବାସ୍ଥ୍ୟକୁ ଅଣାଯାଇପାରିବ। ସୁସ୍ଥ ନାଗରିକମାନେ ଦେଶର ମୂଳଧନ...

ସୋସିଆଲ ମିଡିଆ ଓ ଅବସାଦ

ସୋସିଆଲ ମିଡିଆ ସହ ଜଡ଼ିତ ରହିବା କେବଳ ଯୁବପିଢ଼ି ନୁହନ୍ତି, ଅନେକ ବୟସ୍କ ବ୍ୟକ୍ତିଙ୍କର ଅଭ୍ୟାସରେ ପରିଣତ ହୋଇଗଲାଣି କହିଲେ ଆଦୌ ଭୁଲ ହେବ ନାହିଁ।...

ଗର୍ଭବତୀ ଓ କରୋନା ସତର୍କତା

ବର୍ତ୍ତମାନ ସମଗ୍ର ପୃଥିବୀବାସୀଙ୍କ ଚିନ୍ତାର କାରଣ ସାଜିଛି କରୋନା ଭାଇରସ୍‌। ସମସ୍ତଙ୍କ ଲାଗି ଏହି ରୋଗ ବିପଜ୍ଜନକ ହୋଇଥିଲେ ହେଁ ମଧୁମେହ ରୋଗୀ, ହୃଦ୍‌ରୋଗୀ, ଶ୍ୱାସରୋଗୀ,...

ଖଜରାର ଉପକାରିତା

ଭିଟାମିନ୍‌, ଆଇରନ୍‌, ପୋଟାସିୟମ୍‌, କ୍ୟାଲ୍‌ସିୟମ୍‌ ପରି ଅନେକ ଗୁଣକାରୀ ତତ୍ତ୍ୱରେ ଭରା ଖଜରାକୁ ଖାଇଲେ ଶରୀରକୁ ଇନ୍‌ଷ୍ଟାଣ୍ଟ ଏନର୍ଜି ମିଳିଥାଏ। ଖରା, ବର୍ଷା ହେଉ ଅବା...

ଲିପ୍‌ଷ୍ଟିକ୍‌ ଲଗାଇବା ଯୋଗୁ ହୋଇପାରେ ଏହିସବୁ ସମସ୍ୟା

ଚେହେରାର ସୌନ୍ଦର୍ଯ୍ୟ ପାଇଁ ଓଠର ଗୁରୁତ୍ୱପୂର୍ଣ୍ଣ ଭୂମିକା ଥାଏ। ଓଠର ଆକର୍ଷଣ ପାଇଁ ଲିପ୍‌ଷ୍ଟିକ୍‌ର ବହୁତ ବଡ଼ ଯୋଗଦାନ ଥାଏ। ସ୍କିନ୍‌ର ରଙ୍ଗ ଅନୁସାରେ ଓ...

Advertisement
Archives

Model This Week