ପିଡିଏସ୍‌ କେନ୍ଦ୍ରରେ ଅସମ୍ଭାଳ ଭିଡ: ପାଳନ ହେଉନି କରୋନା ସତର୍କତା

ରାୟଗଡା ଅଫିସ, ୯।୫- ବର୍ତ୍ତମାନ ଗ୍ରୀନ ଜୋନ୍‌ରେ ରହିଛି ରାୟଗଡ଼ା ସହର। ଏହାକୁ ଦୃଷ୍ଟିରେ ରଖି ଜିଲାପାଳ ପ୍ରମୋଦ କୁମାର ବେହେରାଙ୍କ ନିର୍ଦ୍ଦେଶ କ୍ରମେ ରାୟଗଡା ସହରରେ କିଛିଟା କୋହଳ କରାଯାଇଛି। ସହରରେ ନିଉ କଲୋନୀ ସ୍ଥିତ ଗୋଦାମରେ ପିଡ଼ିଏସ୍‌ ଚାଉଳ ନେବା ପାଇଁ ଭୋର ୪ଟାରୁ ଲୋକଙ୍କ ଭିଡ ଜମୁଥିବା ଦେଖାଯାଉଛି। ସେଠାରେ ସାମାଜିକ ଦୂରତା ରଖାଯାଉ ନ ଥିବା ବେଳେ ଲୋକେ ମାସ୍କ ପିନ୍ଧୁ ନାହାନ୍ତି। ଏପରକିି ଲୋକେ ଠେଲାପେଲି ହେଉଛନ୍ତି। ଏନେଇ ସ୍ଥାନୀୟ ଲୋକଙ୍କ ଅଭିଯୋଗ ପରେ ଘଟଣାସ୍ଥଳରେ ପୋଲିସକୁ ମୁତୟନ କରାଯାଇଛି। ହେଲେ ମଧ୍ୟ ଏନେଇ କଡାକଡ଼ି ପଦକ୍ଷେପ ନେବାକୁ ସ୍ଥାନୀୟ ଲୋକେ ଦାବି କରିଛନ୍ତି l ଲକ୍‌ଡାଉନ ନିୟମ ଉଲଂଘନ କରୁଥିବା ଜଣାପଡିଛି।


Enter your email to get our daily news in your inbox.

All Right Reserved By Dharitri.Com

କୋଭିଡ-୧୯ ହସ୍‌ପିଟାଲ ଅଗ୍ରଗତିର ସମୀକ୍ଷା କଲେ ୫-ଟି ସଚିବ

କେନ୍ଦୁଝର, ୧୬।୪( ସ୍ବ.ପ୍ର.)-ରାଜ୍ୟସରକାରଙ୍କର ବରିଷ୍ଠ ଅଧିକାରୀମାନ କରୋନା ସ୍ଥିତି ଓ ତାର ମୁକାବିଲା ପାଇଁ ପ୍ରସ୍ତୁତ କୋଭିଡ଼-୧୯ ହସ୍‌ପିଟାଲର ଚିକିତ୍ସା ପାଇଁ କରାଯାଇଥିବା ବ୍ୟବସ୍ଥାର ଅନୁଧ୍ୟାନ...

ଫଟା ପାଇପ୍‌ରେ ପାନୀୟ ଜଳ ଯୋଗାଣ: ଲୋକଙ୍କୁ ମିଳୁନି, ରାସ୍ତାରେ ଭାସୁଛି

ପରଜଙ୍ଗ, ୧୦।୧(ଡି.ଏନ.ଏ.)- ‘ଜଳ ହିଁ ଜୀବନ’। ଜଳ ସଂରକ୍ଷଣ ବାର୍ତ୍ତା ଘରେ ଘରେ ପହଞ୍ଚାଇବାକୁ ଖର୍ଚ୍ଚ ହେଉଛି ଲକ୍ଷାଧିକ ଟଙ୍କା। ହେଲେ ଗ୍ରାମାଞ୍ଚଳରେ ଏହା କେବଳ...

ସ୍ବାସ୍ଥ୍ୟକେନ୍ଦ୍ର ପରିସରରେ ଗାର୍ଡେନିଂ: ରତୀନ୍ଦ୍ରଙ୍କ ଅନନ୍ୟ ପ୍ରୟାସ

ବାଲିଆପାଳ, ୧୩ା୮(ଡି.ଏନ.ଏ.)-ସୁସ୍ଥ ପରିବେଶ ଦେହ ଓ ମନକୁ ସୁସ୍ଥ ରଖେ। ଏହି କଥାର ମର୍ମ ବୁଝି ଏହାକୁ କାର୍ଯ୍ୟରେ ଲଗାଇ ଚର୍ଚ୍ଚାକୁ ଆସିଛନ୍ତି ଡାକ୍ତରଖାନାରେ ରୋଗୀଙ୍କୁ...

ବାଲିଘାଟକୁ ନେଇ ବିଗୁଡୁଛି ଆଇନଶୃଙ୍ଖଳା

ଭଦ୍ରକ ଅଫିସ, ୧୨।୪-  ଭଦ୍ରକ ଜିଲାରେ ବାଲିଘାଟ ନିଲାମକୁ କେନ୍ଦ୍ରକରି ଆଇନ ଶୃଙ୍ଖଳା ବିଗିଡ଼ିବାରେ ଲାଗିଛି। ଅନେକ ସ୍ଥାନରେ ଗ୍ରାମ୍ୟ ବିବାଦ ଦେଖା ଦେଇଥିବାବେଳେ କେତେକ...

ଶିଶୁଭବନ କଟକ: ୮୦୦ ରୋଗୀଙ୍କ ଲାଗି ୨୧ ଆଇସିୟୁ

କଟକ ଅଫିସ, ୧୫ା୯: କଟକ ଶିଶୁଭବନରେ ଦିନକୁ ଦିନ ଶିଶୁ ରୋଗୀ ସଂଖ୍ୟା ବୃଦ୍ଧି ପାଇବାରେ ଲାଗିଛି। ରାଜ୍ୟ ସମେତ ରାଜ୍ୟ ବାହାରୁ ମଧ୍ୟ ଲୋକମାନେ...

ଏନ୍‌କାଉଣ୍ଟରରେ ୭ ମାଓବାଦୀ ନିହତ

ମାଲକାନଗିରି,୨୮ା୭ (ଡି.ଏନ୍‌.ଏ.): ମାଲକାନଗିରି ସୀମାନ୍ତବର୍ତ୍ତୀ ଛତିଶଗଡରେ ଶନିବାର ପୋଲିସ ଏନ୍‌କାଉଣ୍ଟରରେ ୭ମାଓବାଦୀ ନିହତ ହୋଇଛନ୍ତି। ବସ୍ତର ଜିଲା ପିରିୟମକୋଟ ଜଙ୍ଗଲରେ ମାଓବାଦୀଙ୍କ ବୈଠକ ଚାଲିଥିବା ଏବଂ...

ଭାଜପା ସଫଳତାରେ ବ୍ରେକ୍‌ ଲାଗିପାରେ

ଯାଜପୁର ଅଫିସ,୮ା୧: ଯାଜପୁର ଜିଲାରେ ୨୦୧୭ ତ୍ରିସ୍ତରୀୟ ପଞ୍ଚାୟତ ନିର୍ବାଚନ ଏବଂ ୨୦୧୯ ସାଧାରଣ ନିର୍ବାଚନକୁ ଦେଖିଲେ ଭାଜପା ଯେଭଳି ସଫଳତା ପାଇଥିଲା ତାହା ଆଗାମୀ...

ଏଥର ହେବ କଟକ ବାଲିଯାତ୍ରା

କଟକ ଅଫିସ,୧୩।୬: ଚଳିତ ବର୍ଷ ହେବ ପ୍ରସିଦ୍ଧ କଟକ ବାଲିଯାତ୍ରା। ଏ ନେଇ କଟକ ଜିଲାପାଳ ଭବାନୀ ଶଙ୍କର ଚଇନୀ ସୋମବାର ଏହି ଘୋଷଣା କରିଛନ୍ତି।...

Advertisement
Archives

Model This Week