Posted inଖେଳ

ପିତାଙ୍କ ଗୋଟିଏ ଉପଦେଶ ବଦଳାଇ ଦେଇଥିଲା ସଚିନଙ୍କ ଜୀବନ

ଜୁନ ୨୧ ଅର୍ଥାତ୍‌ ଆଜି ପିତୃ ଦିବସ ପାଳନ କରାଯାଉଛି। ଏହି ଅବସରରେ ସାଇନା ନେହୱାଲଙ୍କଠାରୁ ଆରମ୍ଭ କରି ସଚିନ ତେନ୍ଦୁଲକରଙ୍କ ପର୍ଯ୍ୟନ୍ତ ଖେଳାଳିମାନେ ନିଜ ପିତାଙ୍କୁ ମନେ ପକାଇଛନ୍ତି। ମାଷ୍ଟରବ୍ଲାଷ୍ଟର ସଚିନ ତେନ୍ଦୁଲକର ନିଆରା ଢଙ୍ଗରେ ଏହି ଦିବସରେ ପିତାଙ୍କୁ ମନେ ପକାଇଛନ୍ତି। ଟୁଇଟ୍‌ରରେ ପିତାଙ୍କ ଏକ ପୁରୁଣା ଫଟୋ ପୋଷ୍ଟ କରି କହିଛନ୍ତି, ଜଣେ ଭଲ ମଣିଷ ହେବା ପାଇଁ ତାଙ୍କ ପିତା ରମେଶ ତେନ୍ଦୁଲକରଙ୍କ ପରାମର୍ଶକୁ ସେ ସର୍ବଦା ମନେ ରଖିବେ। ସବୁକିଛି ଦେଇଥିବାରୁ ସଚିନ ପିତାଙ୍କୁ ଧନ୍ୟବାଦ ମଧ୍ୟ ଦେଇଛନ୍ତି। ସେହିପରି କ୍ରିକେଟର ହାର୍ଦ୍ଦିକ ପାଣ୍ଡ୍ୟା, କୃନାଲ ପାଣ୍ଡ୍ୟା, ଇରଫାନ ପଠାନ, ଶିଖର ଧାଓ୍ବନ ମଧ୍ୟ ନିଜ ନିଜ ପିତାଙ୍କ ଫଟୋ ଶେୟାର କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଚାଷୀ ମହଲରେ ଚାଞ୍ଚଲ୍ୟ, ଚର୍ଚ୍ଚାରେ ନିଷ୍ପତ୍ତି: କଟନୀଛଟନୀକୁ ସରକାରୀ ମୋହର୍‌!

ବରଗଡ଼,୧୦।୧୨(ପ୍ରେମାନନ୍ଦ ଖମାରୀ): ଧାନ ସଂଗ୍ରହ ପ୍ରକ୍ରିୟାରେ କଟନୀଛଟନୀ ନୂଆ କଥା ନୁହେଁ। ପ୍ରତିବର୍ଷ ବିଭିନ୍ନ ଆଳ ଦେଖାଇ ଧାନ କଟନୀଛଟନୀ ହୋଇଥାଏ। କେତେବେଳେ ମଣ୍ଡିରେ ତ...

ନ୍ୟୁୟର୍କ ଟାଇମ୍ସ ଷ୍ଟାଇଲିଶ୍‌ ପିପୁଲ ତାଲିକାରେ ଶାହରୁଖ୍‌

ନୂଆଦିଲ୍ଲୀ,୧୦ା୧୨(ପି.ଟି.):ବଲିଉଡ୍‌ ଅଭିନେତା ଶାହରୁଖ୍‌ ଖାନ୍‌ ନ୍ୟୁୟର୍କ ଟାଇମ୍ସର ୬୭ ମୋଷ୍ଟ ଷ୍ଟାଇଲିଶ୍‌ ପିପୁଲ ତାଲିକାରେ ସ୍ଥାନିତ ହୋଇଛନ୍ତି। ୨୦୨୫ ବର୍ଷ ପାଇଁ ପ୍ରକାଶିତ ଏହି ତାଲିକାରେ...

ଆଦାନୀ ଗ୍ରୁପ କଲା ବଡ଼ ଡିଲ୍‌, ଭାରତରେ ପାଇଲଟ ଟ୍ରେନିଂ ଓ ପ୍ରତିରକ୍ଷା ସିମୁଲେସନରେ ହେବ ପରିବର୍ତ୍ତନ!

ନୂଆଦିଲ୍ଲୀ,୯।୧୨: ଆଡାନୀ ଗ୍ରୁପର ପ୍ରତିରକ୍ଷା ଓ ଏରୋସ୍ପେସ ଆର୍ମ ADSTL (ଆଡାନୀ ଡିଫେନ୍ସ ସିଷ୍ଟମ୍ସ ଏଣ୍ଡ ଟେକ୍ନୋଲୋଜିଜ ଲିମିଟେଡ) ଏବଂ ପ୍ରାଇମ ଏରୋ ସର୍ଭିସେସ LLP...

ପାଦରେ ସୁନା ପିନ୍ଧିବା କାହିଁକି ଅଶୁଭ? ପିନ୍ଧିଲେ ମାଡ଼ି ଆସିବ…

ବର୍ତ୍ତମାନ, ସୁନା ବିଶ୍ୱର ସବୁଠାରୁ ମହଙ୍ଗା ଧାତୁ ମଧ୍ୟରୁ ଗୋଟିଏ। ସୁନା ସମସ୍ତଙ୍କୁ ଆକର୍ଷିତ କରେ। ମହିଳାମାନେ ସୁନା ଅଳଙ୍କାରକୁ ଭଲ ପାଆନ୍ତି। ଅଳଙ୍କାର ପିନ୍ଧିବା...

ବାରବାଟୀରେ ଭାରତର ବଡ଼ ବିଜୟ! ଦକ୍ଷିଣ ଆଫ୍ରିକାକୁ ୧୦୧ ରନରେ ହରାଇଲା ‘ସୂର୍ଯ୍ୟ’ ଟିମ୍

କଟକ,୯।୧୨: ମଙ୍ଗଳବାର ବାରବାଟୀ ଷ୍ଟାଡିୟମରେ ଖେଳାଯାଇଥିବା ୫ ମ୍ୟାଚ୍ ବିଶିଷ୍ଟ ଟି-୨୦ ଶୃଙ୍ଖଳାର ପ୍ରଥମ ମ୍ୟାଚରେ ଭାରତୀୟ କ୍ରିକେଟ୍ ଟିମ୍ ଦକ୍ଷିଣ ଆଫ୍ରିକାକୁ ୧୦୧ ରନର...

ନୂଆବର୍ଷରେ ୩ ରାଶିରେ ଭୟଙ୍କର ଶନି ଦଶା ! ପାଦେ ପାଦେ ବିପଦ, ନୂଆବର୍ଷରେ…

ଶନିଦେବତାଙ୍କୁ ନ୍ୟାୟପ୍ରିୟ ଓ କର୍ମଫଳ ପ୍ରଦାତା ଭାବେ ଗ୍ରହଣ କରାଯାଇଛି । ଶନି ପ୍ରତି ଅଢେଇ ବର୍ଷରେ ଥରେ ରାଶି ପରିବରର୍ତ୍ତନ କରିଥାନ୍ତି । ଶନିଙ୍କର...

ଭାରତ ପାଇଁ ସତ୍ୟ ନାଡେଲାଙ୍କ ବଡ଼ ଘୋଷଣା: AI ପାଇଁ ମାଇକ୍ରୋସଫ୍ଟ ନିବେଶ କରିବ ୧.୫ ଲକ୍ଷ କୋଟି ଟଙ୍କା

ନୂଆଦିଲ୍ଲୀ,୯।୧୨: ଭାରତରେ ଆର୍ଟିଫିସିଆଲ୍ ଇଣ୍ଟେଲିଜେନ୍ସ (AI) ର ବିକାଶ ପାଇଁ ଏକ ବଡ଼ ପଦକ୍ଷେପ ନେଇ ମାଇକ୍ରୋସଫ୍ଟର ମୁଖ୍ୟ କାର୍ଯ୍ୟନିର୍ବାହୀ ଅଧିକାରୀ (CEO) ସତ୍ୟ ନାଡେଲା...

IND vs SA: ବାରବାଟୀରେ ହାର୍ଦ୍ଦିକଙ୍କ ଛକା ବର୍ଷା, ଦକ୍ଷିଣ ଆଫ୍ରିକାକୁ ଟାର୍ଗେଟ…

କଟକ,୯।୧୨: ପ୍ରଥମ ଟି-୨୦ରେ ପ୍ରଥମେ ବ୍ୟାଟିଂ କରି ଭାରତ ୧୭୫ ରନ କରିଛି। ହାର୍ଦ୍ଦିକ ପାଣ୍ଡ୍ୟା ଦଳକୁ ୫୯ ରନର ଚମତ୍କାର ସ୍କୋରରେ ପହଞ୍ଚାଇଛନ୍ତି। ସଙ୍କଟରେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri