ପିତାଙ୍କ ଫିଲ୍ମରେ କାମ କରିବେ ଜାହ୍ନବି

ମୁମ୍ବାଇ: ବଲିଉଡ୍‌ ଷ୍ଟାର କିଡ୍‌ ଭାବେ ପ୍ରଥମେ ସମସ୍ତଙ୍କ ଦୃଷ୍ଟି ଆକର୍ଷଣ କରିଥିଲେ ଶ୍ରୀଦେବୀଙ୍କ ଲଳନା ଜାହ୍ନବି କପୁର। ଏବେ ସେ ତାଙ୍କ ପିତା ବୋନି କପୁରଙ୍କ ପ୍ରଯୋଜିତ ଫିଲ୍ମ ‘ବମ୍ବେ ଗର୍ଲ’ରେ କାମ କରିବେ ବୋଲି ଶୁଣିବାକୁ ମିଳିଛି। ଏହାର ନିର୍ଦ୍ଦେଶନା ଦେଇଛନ୍ତି ସଞ୍ଜୟ ତ୍ରିପାଠି। ଏହା ପିତାପୁତ୍ରୀଙ୍କ ପ୍ରଥମ ଫିଲ୍ମ ହେବ ବୋଲି ଆଲୋଚନା ହେଉଛି। ଫିଲ୍ମ ଟ୍ରେଡ୍‌ ଆନାଲିଷ୍ଟ ତରଣ ଆଦର୍ଶ ଟୁଇଟ୍‌ କରି ଏହି ସୂଚନା ଦେଇଛନ୍ତି। ନିକଟରେ କରନ ଜୋହରଙ୍କ ଏକ ବାୟୋପିକ୍‌ ଫିଲ୍ମ ‘ଗୁଞ୍ଜନ ସାକ୍ସେନା’ର ଶୁଟିଂ ସାରିଛନ୍ତି ଜାହ୍ନବି। ଏହା ୧୩ ମାର୍ଚ୍ଚ ୨୦୨୦ରେ ରିଲିଜ୍‌ ହେବାର ଯୋଜନା ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ଅଜୟ ଦେବଗନଙ୍କ ମୋଟ ସମ୍ପତ୍ତି କେତେ ଜାଣନ୍ତି

ବଲିଉଡ ଇଣ୍ଡଷ୍ଟ୍ରିର ‘ସିଂଘମ’ କୁହାଯାଉଥିବା ଅଭିନେତା ଅଜୟ ଦେବଗନ ଅନେକ ସୁପରହିଟ୍‌ ଫିଲ୍ମ ଦେଇଛନ୍ତି। ପ୍ରଶଂସକମାନେ ତାଙ୍କ ଫିଲ୍ମ ଦେଖିବାକୁ ଉତ୍ସାହର ସହିତ ଅପେକ୍ଷା କରନ୍ତି।...

୨୨ ବର୍ଷ ପରେ ଏକାଠି ନଜର ଆସିବେ ଉର୍ମିଳା-ଗୋବିନ୍ଦା

ମୁମ୍ବାଇ: ଜି ଟିଭି ନିକଟରେ ତା’ର ଲୋକପ୍ରିୟ ରିୟଲିଟି ଶୋ’ ଡିଆଇଡି ସୁପର ମମ୍ସର ତୃତୀୟ ସିଜନ ଲଞ୍ଚ କରିଛି । ଡିଆଇଡି ସୁପର ମମ୍ସ...

ଝିଅ କହି ନ ଥିଲେ, ଗଣମାଧ୍ୟମରୁ ଜାଣିଲି: ସୁସ୍ମିତାଙ୍କ ବାପା

ବମ୍ବେ: ବ୍ୟବସାୟୀ ଲଳିତ ମୋଦିଙ୍କୁ ଡେଟ କରୁଛନ୍ତି ପୂର୍ବତନ ବିଶ୍ୱସୁନ୍ଦରୀ ସୁସ୍ମିତା ସେନ। ଏନେଇ ଜଣାପଡ଼ିବା ପରେ ଚାରିଆଡେ ଚର୍ଚ୍ଚା ଜୋର ଧରିଛି। ଏହି ଖୁଲାସା...

ନିଜେ ରୋଷେଇକରି ବୋହୂ ପାଇଁ ଶୁଟିଂ ସେଟ୍‌କୁ ଖାଦ୍ୟ ପଠାଇଲେ ଏହି ସୁପରଷ୍ଟାର

ଛୋଟ ପରଦାର ଚର୍ଚ୍ଚିତ ଶୋ’ ‘ଅନୁପମା’ରେ ବଲିଉଡ୍‌ ସୁପରଷ୍ଟାର ମିଥୁନ ଚକ୍ରବର୍ତ୍ତୀଙ୍କ ବୋହୂ ମଦାଲସା ଶର୍ମା ଅଭିନୟ କରୁଛନ୍ତି। ନିକଟରେ ଏହି ଶୋ’ର ଶୁଟିଂ ଚାଲିଥିବା...

ଆତ୍ମଘାତୀଙ୍କ ପଛରେ ଜିମି

ଡିସ୍‌ନି ହଟ୍‌ଷ୍ଟାରରେ ରିଲିଜ ହୋଇଛି ‘କଲର୍‌ ବମ୍‌’ର ଟ୍ରେଲର। ଏଥିରେ ମୁଖ୍ୟ ଭୂମିକାରେ ଥିବା ଜିମି ଶେରଗିଲ୍‌ଙ୍କୁ ଜଣେ ପୋଲିସ ଅଫିସରଙ୍କ ଚରିତ୍ରରେ ଦେଖିବାକୁ ମିଳିବ।...

ଅନ୍ତରଙ୍ଗ ସିନ୍‌ରୁ ମିଳିଥିଲା ପରିଚିତି…

ମୁମ୍ବାଇ: ବଲିଉଡ ଅଭିନେତ୍ରୀ ତନୁଶ୍ରୀ ଦତ୍ତଙ୍କୁ ଶୁକ୍ରବାର ୩୭ ବର୍ଷ ପୂରଣ ହୋଇଛି। ୧୯୮୪ ମାର୍ଚ୍ଚ ୧୯ରେ ସେ ଜାମ୍‌ସେଦ୍‌ପୁର ଠାରେ ଜନ୍ମଗ୍ରହଣ କରିଥିଲେ। ୨୦୦୪ରେ...

ଅବିବାହିତା ଥିବା ସତ୍ତ୍ୱେ ସିନ୍ଦୁର ଲଗାଉଥିଲେ ଲତା ମଙ୍ଗେସକର; ଜାଣନ୍ତୁ କାହା ପାଇଁ…

ବମ୍ବେ: ସାରା ଜୀବନ ଅବିବାହିତ ଥିଲେ ହେଁ ସିନ୍ଦୁର ଲଗାଉଥିଲେ କୋକିଳକଣ୍ଠୀ ଲତା ମଙ୍ଗେସକର। ଅନେକ ଏହା ପଛର କାରଣ ଜାଣିବାକୁ ଚାହୁଁଥିଲେ। ଏବେ ତା...

ଆର୍ୟନଙ୍କ ସହ ନଜର ଆସିଲେ ଅନନ୍ୟା

ମୁମ୍ବାଇ: ଆର୍ୟନ ଖାନ୍‌ଙ୍କୁ ତାଙ୍କର ଜଣେ ବନ୍ଧୁଙ୍କ ଘର ବାହାରେ ଦେଖିବାକୁ ମିଳିଛି। ବିଶେଷ କଥା ହେଉଛି ତାଙ୍କ ସହ ଅନନ୍ୟା ପାଣ୍ଡେଙ୍କୁ ମଧ୍ୟ ଦେଖିବାକୁ...

Advertisement
Archives

Model This Week