Posted inଖେଳ

ପିତାଙ୍କ ବାଓପିକ୍‌ରେ ନଜର ଆସିବେ ଏହି କ୍ରିକେଟରଙ୍କ ଝିଅ

୧୯୮୩ରେ ଭାରତୀୟ କ୍ରିକେଟ ଟିମ୍‌ର ବିଶ୍ୱକପ ବିଜୟକୁ ନେଇ ତିଆରି ହୋଇଛି। ଫିଲ୍ମ ’୮୩’। ଏହି ଫିଲ୍ମରେ ରଣବୀର ଭାରତୀୟ କ୍ରିକେଟ ଟିମ୍‌ କ୍ୟାପଟେନ୍‌ କପିଲ ଦେବଙ୍କ ଭୂମିକାରେ ଅଭିନୟ କରୁଥିଲା ବେଳେ ଦୀପିକା ତାଙ୍କ ପତ୍ନୀ ରୋମି ଦେବଙ୍କୁ ଭୂମିକାରେ ଅଭିନୟ କରୁଛନ୍ତି। ଏହି ଫିଲ୍ମ ମାଧ୍ୟମରେ କପିଲ ଦେବଙ୍କ ଏକମାତ୍ର ଝିଅ ଆମିଆ ଦେବ ବଲିଉଡ୍‌ରେ ଡେବ୍ୟୁ କରୁଛନ୍ତି। ଜାନୁୟାରୀ,୧୬ ୧୯୯୬ରେ ଜନ୍ମ ହୋଇଥିବା ଆମିୟା ଆମେରିକାରେ ପଢୁଥିଲେ। ପରେ ଭାରତ ଫେରି ଏହି ଫିଲ୍ମ ପାଇଁ ଶୁଟିଂ କରିଥିଲେ। ଏହି ଫିଲ୍ମରେ ପ୍ରସିଦ୍ଧ କ୍ରିକେଟରଙ୍କ ପିତାଙ୍କ ଭୂମିକାରେ ନଜର ଆସିବେ ତାଙ୍କ ପୁଅ। ୧୯୮୩ ବିଶ୍ୱକପ୍‌ରେ ଭାରତୀୟ ଦଳରେ ଥିବା ସନ୍ଦୀପ ପାଟିଲଙ୍କ ଭୂମିକାରେ ନଜର ଆସିବେ ତାଙ୍କ ପୁଅ ଚିରାଗ ପାଟିଲ। ଚିରାଗ ପୂବ;ରୁ ଅନେକ ମରାଠୀ ଫିଲ୍ମରେ ଅଭିନୟ କରିଛନ୍ତି। ସେହିପରି ଓ୍ବେଷ୍ଟଇଣ୍ଡିଜ୍‌ ଟିମ୍‌ର ପ୍ରସିଦ୍ଧ ପେସ୍‌ ବୋଲର୍‌ ମାଲକମ୍‌ ମାର୍ଶଲଙ୍କ ଭୂମିକାରେ ପୁଅ ମିଚେଶ ମାର୍ଶଲ ଅଭିନୟ କରିବେ। ଓ୍ବେଷ୍ଟଇଣ୍ଡିଜ ବ୍ୟାଟ୍ସମ୍ୟାନ୍‌ ଗର୍ଡନ ଗ୍ରିନଜ୍‌ଙ୍କ ଭୂମିକାରେ କାର୍ଲ ଗ୍ରିନିଜ୍‌ ନଜର ଆସିବେ। ଭାରତୀୟ କ୍ରିକେଟ ଟିମ୍‌ର ବିଶ୍ୱକପ ବିଜୟକୁ ନେଇ ତିଆରି ହୋଇଛି। ଫିଲ୍ମର ନିର୍ଦ୍ଦେଶନା କବୀର ଖାନ ଦେଉଛନ୍ତି। ପୂର୍ବରୁ ରଣବୀର ଦୀପିକା ରାମଲୀଳା, ବାଜିରାଓ ମସ୍ତାନୀ, ପଦ୍ମାବତରେ ଭଳି ଫିଲ୍ମରେ ଏକାଠି ନଜର ଆସିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ପହିଲି ରଜରେ ଅଘଟଣ: ବଜ୍ରପାତରେ ଚାଲିଗଲା ବାପା-ମା’ଙ୍କର ଏକମାତ୍ର ପୁଅର ଜୀବନ

ରାଜନଗର,୧୪ା୬(ଭାସ୍କର ରାଉତରାୟ): ପହିଲି ରଜରେ ଅଘଟଣ। ବଜ୍ରପାତରେ ଚାଲିଗଲା ବାପା-ମା’ଙ୍କର ଏକମାତ୍ର ପୁଅର ଜୀବନ। ସେ ହେଉଛନ୍ତି କେନ୍ଦ୍ରାପଡ଼ା ଜିଲା ରାଜନଗର ବ୍ଲକ ଘଡ଼ିଆମାଳ ଗାଁର ଦୈତାରୀ…

ରଜରେ ବଡ଼ ଅଘଟଣ; ୧୦ ମିନିଟ୍‌ ବ୍ୟବଧାନରେ ୨ ଦୁର୍ଘଟଣା, କେନ୍ଦୁଝରରେ ୫ ମୃତ

କେନ୍ଦୁଝର,୧୪।୬(ନରେଶ ଚନ୍ଦ୍ର ପଟ୍ଟନାୟକ): ଆଜି ପ୍ରଥମ ରଜ ପାଇଁ ଚାରିଆଡ଼େ ଉତ୍ସବର ପରିବେଶ ରହିଥିବା ବେଳେ କେନ୍ଦୁଝର ଜିଲା କାଞ୍ଜିପାଣି ଥାନା ଅନ୍ତର୍ଗତ ଏନଏଚ ୪୯ ରେ…

ଦାମୀଗାଡ଼ିରେ ଗଞ୍ଜେଇ ଚାଲାଣ, ପାଟ୍ରୋଲିଂବେଳେ ଦୁଇ ଅଭିଯୁକ୍ତଙ୍କୁ…

ବଲାଙ୍ଗୀର,୧୪ା୬(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଅବକାରୀ ବିଭାଗ ରବିବାର ଭୋରରୁ ତୁଷୁରା-ଆଟଗାଁ ରାସ୍ତାରେ ପାଟ୍ରୋଲିଂ କରୁଥିବାବେଳେ ଏକ ଧଳା ରଙ୍ଗର ଦାମୀ ଥାର ଗାଡ଼ିରେ ଚାଲାଣ ହେଉଥିବା…

ବୈଭବ ସୂର୍ଯ୍ୟବଂଶୀଙ୍କ ସଫଳତାର ରାଜ ଖୋଲିଲେ କୋଚ, ଆପଣବି ଜାଣିଲେ…

ନୂଆଦିଲ୍ଲୀ,୧୪।୬: ୧୫ ବର୍ଷୀୟ ବୈଭବ ସୂର୍ଯ୍ୟବଂଶୀ ତାଙ୍କ ବିସ୍ଫୋରକ ବ୍ୟାଟିଂରେ ସମସ୍ତଙ୍କୁ ମୋହିତ କରିଛନ୍ତି। କ୍ରିକେଟ ପ୍ରଶଂସକ ଏବଂ ପୂର୍ବତନ କ୍ରିକେଟରମାନେ ସମସ୍ତେ ତାଙ୍କ ବିସ୍ଫୋରକ ବ୍ୟାଟିଂ…

ବଜ୍ରପାତରେ ୪ ନାବାଳକ ଆହତ, ସ୍ବାସ୍ଥ୍ୟକେନ୍ଦ୍ରରେ ଭର୍ତ୍ତି

ଲାଞ୍ଜିଗଡ଼,୧୪ା୬(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ଼ ବ୍ଲକ ଦୁର୍ଗମ ଆଦିବାସୀ ଅଧ୍ୟୁଷିତ ତ୍ରିଲୋଚନପୁର ପଞ୍ଚାୟତ ଅନ୍ତର୍ଗତ କୁନାକାଡୁ ଗ୍ରାମର ୪ ଜଣ ନାବାଳକ ବଜ୍ରପାତରେ ଆହତ…

ଗଞ୍ଜାମରୁ ସୋମନାଥ ମନ୍ଦିର ଯାତ୍ରା: ଶୁଭାରମ୍ଭ କଲେ ଛତ୍ରପୁର ବିଧାୟକ

ଛତ୍ରପୁର, ୧୪।୬ (ଦିଲ୍ଲୀପ ସାମଲ): ‘ସୋମନାଥ ସ୍ୱାଭିମାନ ଯାତ୍ରା’ ଅଭିଯାନରେ ଗଞ୍ଜାମ ଜିଲାର ୫୨ ଜଣ ତୀର୍ଥଯାତ୍ରୀ ଶନିବାର ଛତ୍ରପୁର ନୂଆ ବସ୍‌ଷ୍ଟାଣ୍ଡରୁ ଗୁଜରାଟସ୍ଥିତ ପବିତ୍ର ସୋମନାଥ…

ଇତିହାସ ରଚିଲେ ଶୁବମନ ଗିଲ, ଓ୍ବାନ ଡେ କ୍ରିକେଟରେ ଏତିକି ରନ୍‌ କରି ପଛରେ ପକାଇଲେ…

ନୂଆଦିଲ୍ଲୀ,୧୪।୬: ଧର୍ମଶାଳାରେ ଖେଳାଯାଇଥିବା ଆଫଗାନିସ୍ତାନ ବିପକ୍ଷ ପ୍ରଥମ ମ୍ୟାଚ ରେ ଭାରତର ଏକଦିବସୀୟ ଅଧିନାୟକ ଶୁବମନ ଗିଲ ଏକ ବଡ଼ ରେକର୍ଡ ସ୍ଥାପନ କରିଛନ୍ତି। ବର୍ଷା ପ୍ରଭାବିତ…

Video: ଟିମ ଇଣ୍ଡିଆର ଡ୍ରେସିଂ ରୁମ କ୍ରିକେଟ: ବର୍ଷା ମଧ୍ୟରେ ଖେଳାଳିମାନେ ଏମିତି କଲେ ଟାଇମ ପାସ, ଏବେ ଭିଡ଼ିଓ ହେଉଛି ଭାଇରାଲ

ନୂଆଦିଲ୍ଲୀ,୧୪।୬: ଶନିବାର ଭାରତୀୟ କ୍ରିକେଟ ଦଳ ଆଫଗାନିସ୍ତାନକୁ ପରାସ୍ତ କରି ତିନି ମ୍ୟାଚ ବିଶିଷ୍ଟ ଦିନିକିଆ ସିରିଜରେ ୧-୦ରେ ଆଗୁଆ ହୋଇଛି। ତଥାପି, ପ୍ରତି ଇନିଂସରେ ମ୍ୟାଚ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri