ପିତାଙ୍କ ସହ ଖୁବ୍‌ ନାଚିଲେ କିଆରା

ମୁମ୍ବାଇ: କରୋନା ଭାଇରସକୁ ନେଇ ଦେଶରେ ଚାଲିଛି ଲକ୍‌ଡାଉନ୍‌। ଏହି ସମୟରେ ବଲିଉଡ୍‌ର ପ୍ରାୟ ସମସ୍ତ ସେଲିବ୍ରିଟି ଘରେ ଥିବା ବେଳେ ଏମାନେ ବିଭିନ୍ନ ସମୟରେ ଭିନ୍ନ ଭିନ୍ନ ଭିଡିଓ ସୋସିଆଲ ମିଡିଆରେ ପୋଷ୍ଟ କରୁଛନ୍ତି। ଯାହାକୁ ସେମାନଙ୍କ ପ୍ରଶଂସକମାନେ ବେଶ୍‌ ପସନ୍ଦ କରୁଛନ୍ତି। ହେଲେ ଏବେ ଅଭିନେତ୍ରୀ କିଆରା ଆଡଭାନିଙ୍କର ଏମିତି ଏକ ଭିଡିଓ ସାମ୍ନାକୁ ଆସିଛି ଯାହା ଦର୍ଶକଙ୍କୁ ବେଶ୍‌ ପସନ୍ଦ ଆସିଛି। ଲକ୍‌ଡାଉନ ସହ ଏହାର କୌଣସି ସମ୍ପର୍କ ନ ଥିଲେ ବି ଦର୍ଶକେ ଏହାକୁ ପସନ୍ଦ କରିଛନ୍ତି। ଭିଡିଓଟି ପୁରୁଣା ହୋଇଥିବା ବେଳେ କିଆରା ତାଙ୍କ ପିତାଙ୍କ ସହ ଖୁବ୍‌ ଡ୍ୟାନ୍ସ କରିଥିବା ନଜର ଆସିଛି। ଏହା ଏକ ବିବାହ ସମୟର ଭିଡିଓ। ଯେଉଁଥିରେ କିଆରାଙ୍କ ବାପା ମଧ୍ୟ ଜଣେ ପ୍ରଫେସନାଲ ଡ୍ୟାନ୍ସରଙ୍କ ଭଳି ନାଚୁଥିବା ଦେଖାଯାଇଛି। ସୋସିଆଲ ମିଡିଆରେ ଏବେ ଏହି ଭିଡିଓଟି ଖୁବ୍‌ ଭାଇରାଲ ହେଉଛି।


Enter your email to get our daily news in your inbox.

All Right Reserved By Dharitri.Com

ପ୍ରଥମ ବର୍ଷାରେ ବରଗଡ଼ ଜଳାର୍ଣ୍ଣବ: ଘରକୁ ପଶିଲା, ରାସ୍ତାରେ ବୋହିଲା

ବରଗଡ଼,୪।୭(ପ୍ରେମାନନ୍ଦ ଖମାରୀ):ବିକଶିତ ବରଗଡ଼ର ନାରାବାଜି ଦିଆଯାଉଛି। ହେଲେ ଏଠାରେ ବିକାଶ ବାଟବଣା ହୋଇ ପଡ଼ିଛି। ପାଣି ନିଷ୍କାସନ ଅର୍ଥାତ୍‌ ଡ୍ରେନେଜ ବ୍ୟବସ୍ଥା ସମ୍ପୂର୍ଣ୍ଣ ଫେଲ୍‌ ମାରିଛି। ଏଥର…

ମଣ୍ଡିରୁ ଧାନ ଉଠାଅ, ଚାଷୀଙ୍କୁ ପ୍ରାପ୍ୟ ଦିଅ: ଦାବି ପୂରଣ ନ ହେଲେ ଆନ୍ଦୋଳନ

ବରଗଡ଼,ପ୪।୭(ପ୍ରେମାନନ୍ଦ ଖମାରୀ):ବରଗଡ଼ ଜିଲାରେ ଗତ ମାସ ୩୦ତାରିଖରୁ ରବିଧାନ ସଂଗ୍ରହ ପ୍ରକ୍ରିୟା ସରିଯାଇଛି। ହେଲେ ଏପର୍ଯ୍ୟନ୍ତ ଚାଷୀଙ୍କ ଧାନ ବିକ୍ରି ସମସ୍ୟା ଅସମାହିତ ରହିଛି। ଟୋକନ ତ୍ରୁଟି…

ଗଞ୍ଜାମ ମହାବିଦ୍ୟାଳୟକୁ ବଡ଼ ସଫଳତା: ୮ ଏନ୍‌ସିସି କ୍ୟାଡେଟ ଅଗ୍ନିବୀର ମନୋନୀତ

ଗଞ୍ଜାମ,୪।୭(ବିଦ୍ୟାଧର ସାହୁ): ଗଞ୍ଜାମ ମହାବିଦ୍ୟାଳୟକୁ ମିଳିଛି ବଡ଼ ସଫଳତା। ଏକାଥରରେ ୮ ଜଣ ଏନ୍‌ସିସି କ୍ୟାଡେଟ ଭାରତୀୟ ସଶସ୍ତ୍ର ବାହିନୀର ଅଗ୍ନିବୀର ଭାବେ ମନୋନୀତ ହୋଇ ମହାବିଦ୍ୟାଳୟ…

ଜାପାନ ସହଯୋଗରେ ଓଡ଼ିଶାରେ ହେବ ୩ ପ୍ରକଳ୍ପ: ୭,୬୦୦ ନିଯୁକ୍ତି ସୁଯୋଗ ସୃଷ୍ଟି

ଭୁବନେଶ୍ୱର,୪।୭(ସୁନିତ୍‌ ମିଶ୍ର):ଓଡ଼ିଶାର ଶିଳ୍ପ ଅଭିବୃଦ୍ଧିର ପରବର୍ତ୍ତୀ ଅଧ୍ୟାୟ ଏବେ ପ୍ରଯୁକ୍ତିବିଦ୍ୟା, ନବସୃଜନ ଓ ସବୁଜ ଅର୍ଥନୀତି(ଗ୍ରୀନ୍‌ ଇକୋନୋମି) ଦ୍ୱାରା ପରିଚାଳିତ ହେବ ବୋଲି ମୁଖ୍ୟମନ୍ତ୍ରୀ ମୋହନ ଚରଣ…

ଋଣ ଟଙ୍କା ଦେଉନ, ଆତ୍ମହତ୍ୟା କରିବି: ବିଷ ବୋତଲ ଧରି ବ୍ୟାଙ୍କ ମ୍ୟାନଜର୍‌ଙ୍କ ଆଗରେ…

ଭୋଗରାଇ,୪ା୭(ପ୍ରଦୀପ ଦାସ):ବାଲେଶ୍ୱର ଜିଲା ଭୋଗରାଇ ବ୍ଲକ୍‌ ଚନ୍ଦନେଶ୍ୱର ପଞ୍ଜାବ ନ୍ୟାଶନାଲ ବ୍ୟାଙ୍କ ସମ୍ମୁଖରେ ଶୁକ୍ରବାର ଜଣେ ମହିଳା ବିଷ ପିଇ ଆତ୍ମହତ୍ୟା ଉଦ୍ୟମ କରିଛନ୍ତି। ବ୍ୟାଙ୍କ ମ୍ୟାନେଜର…

ଭୟାବହ ସଡ଼କ ଦୁର୍ଘଟଣା: ଗଛକୁ ପିଟିଲା ବସ୍‌, ଆଉ ତା’ପରେ..

ଆନନ୍ଦପୁର,୪/୭(ସୁଶାନ୍ତ କୁମାର ସାହୁ): ଆନ୍ଦପୁରେ ଭୟାବହ ସଡ଼କ ଦୁର୍ଘଟଣା। ଭାରସାମ୍ୟ ହରାଇ ରାସ୍ତାପାର୍ଶ୍ୱରେ ଥିବା ଗଛକୁ ଧକ୍କା ଦେଲା ଯାତ୍ରୀବାହୀ ବସ। ଦୁର୍ଘଟଣାରେ ୨ ଜଣ ଗୁରୁତର…

ପରିବେଶ ସୁରକ୍ଷାରେ ଉତ୍ସର୍ଗୀକୃତ ଦମ୍ପତି ସଙ୍ଗୀତା-ସତ୍ୟଜିତ: ୩୦୦ରୁ ଅଧିକ ଘରଚଟିଆ ସଂରକ୍ଷଣ

ଅମରପାଲି,୪ା୭(ପୀତାମ୍ବର ସାହୁ):ସୁବର୍ଣ୍ଣପୁର ଜିଲା ଉଲୁଣ୍ଡା ବ୍ଲକ ଅନ୍ତର୍ଗତ କୋଟସମଲାଇ ପଞ୍ଚାୟତର ଖଜୁରିଆପାଲି ଗ୍ରାମର ସ୍ବାମୀସ୍ତ୍ରୀ ସତ୍ୟଜିତ ଗଡୁଆ ଓ ସଙ୍ଗୀତା ପାତ୍ର ପରିବେଶ ସୁରକ୍ଷା ଏବଂ ବନ୍ୟପ୍ରାଣୀ…

ବିବାଦ ପରେ ବି ନିଷ୍ପତ୍ତିରେ ଅଟଳ ସନରାଇଜର୍ସ! କାବ୍ୟା ମାରନ୍‌ଙ୍କ ଦଳରେ ଖେଳିବେ ପାକ୍ ସ୍ପିନର; ପିସିବି ଦେଲା…

ଲାହୋର,୩।୭: ପାକିସ୍ତାନ କ୍ରିକେଟ୍ ବୋର୍ଡ (PCB) ବିଭିନ୍ନ ଦେଶରେ ଆୟୋଜିତ ହେବାକୁ ଥିବା ଟି-୨୦ ଏବଂ ସର୍ଟ-ଫର୍ମାଟ୍ ଲିଗ୍‌ରେ ଖେଳିବା ପାଇଁ ନିଜର ଅନେକ ପ୍ରମୁଖ ଖେଳାଳିଙ୍କୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri