Posted inଜାତୀୟ

ପିତା ଅରୁଣଙ୍କ ପରି ଝିଅ ସୋନାଲୀ ଏବଂ ପୁଅ ରୋହନ ମଧ୍ୟ ଆଇନଜୀବୀ

ନୂଆଦିଲ୍ଲୀ, ୨୪।୮: ପୂର୍ବତନ ଅର୍ଥମନ୍ତ୍ରୀ ଅରୁଣ ଜେଟଲୀଙ୍କର ଶନିବାର ୬୬ ବର୍ଷ ବୟସରେ ପରଲୋକ ଘଟିଛି। ୧୯୫୨ ଡିସେମ୍ବର ୨୮ରେ ସେ ଦିଲ୍ଲୀରେ ଜନ୍ମଗ୍ରହଣ କରିଥିଲେ। ଅରୁଣଙ୍କ ବିବାହ ୧୯୮୨ରେ ସଙ୍ଗୀତାଙ୍କ ସହିତ ହୋଇଥିଲା। ଅରୁଣଙ୍କ ପରି ଝିଅ ସୋନାଲୀ ଜେଟଲୀ ଏବଂ ପୁଅ ରୋହନ ଜେଟଲୀ ମଧ୍ୟ ଆଇନ ପାଠ ପଢ଼ିବା ପରେ ଆଇନଜୀବୀ ଅଛନ୍ତି। ଅରୁଣଙ୍କ ପିତା କିଶନ ଜେଟଲୀ ମଧ୍ୟ ଜଣେ ଆଇନଜୀବୀ ଥିଲେ। ଏବେ ଅରୁଣଙ୍କ ପରିବାରର ତୃତୀୟ ପିଢ଼ି ମଧ୍ୟ ଆଇନକୁ ପେଶା ଭାବେ ଗ୍ରହଣ କରିଛନ୍ତି। ଅରୁଣଙ୍କ ମୃତ୍ୟୁରେ ସ୍ତ୍ରର ସଙ୍ଗୀତା ଏବଂ ଝିଅ ପୁଅ ମର୍ମାହତ ହୋଇପଡ଼ିଛନ୍ତି। ସୂଚନାଯୋଗ୍ୟ, ୨୦୧୫ରେ ସୋନାଲୀଙ୍କ ବିବାହ ବ୍ୟବସାୟୀ ତଥା ଆଇନଜୀବୀ ଜୟେଶ ବକ୍ସିଙ୍କ ସହିତ ହୋଇଥିଲା। ବିବାହ ଉତ୍ସବରେ ବଲିଉଡ୍‌ ଅଭିନେତା ଶାହରୁଖ୍‌ ଖାଁଙ୍କ ସମେତ ଚଳଚ୍ଚିତ୍ର ଜଗତର ଖ୍ୟାତି ସମ୍ପନ୍ନ ବ୍ୟକ୍ତି ବିଶେଷ ଯୋଗଦେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ହଙ୍ଗେରୀ ନିର୍ବାଚନ ଫଳାଫଳ, କିଏ ହେବେ ନୂଆ ପ୍ରଧାନମନ୍ତ୍ରୀ ଜାଣନ୍ତୁ…

ବୁଦାପେଷ୍ଟ,୧୩ା୪: ୧୬ ବର୍ଷ ଧରି କ୍ଷମତାରେ ରହିଥିବା ହଙ୍ଗେରୀ ପ୍ରଧାନମନ୍ତ୍ରୀ ଭିକ୍ଟର ଓର୍ବାନ୍‌ ରବିବାର ଅନୁଷ୍ଠିତ ନିର୍ବାଚନରେ ପରାଜିତ ହୋଇଛନ୍ତି। ହଙ୍ଗେରୀୟ ଭୋଟର ତାଙ୍କ ଏକଚ୍ଛତ୍ରବାଦ ନୀତି…

ଏ ବର୍ଷ କମ୍‌ ବର୍ଷା: ଆଇଏମ୍‌ଡିର ପୂର୍ବାନୁମାନ ପରେ ଚାଷୀଙ୍କ ମୁଣ୍ଡରେ ପଡିଲା ଚଡ଼କ

ନୂଆଦିଲ୍ଲୀ,୧୩ା୪ : ଭାରତରେ ୩ ବର୍ଷ ମଧ୍ୟରେ ପ୍ରଥମ ଥର ପାଇଁ ଚଳିତ ବର୍ଷ ସ୍ବାଭାବିକଠାରୁ କମ୍‌ ବୃଷ୍ଟିପାତ ହୋଇପାରେ ବୋଲି ସୋମବାର ସରକାରଙ୍କ ପକ୍ଷରୁ କୁହାଯାଇଛି।…

ଦାଦନ ଖଟିବାକୁ ଯାଇଥିଲେ, ଫେରିଲା ଯୁବତୀଙ୍କ ମୃତଦେହ

ମୋହନା୧୩।୪(ମନ୍ମଥ ମିଶ୍ର): ଚାନ୍ଦା ଆଦାୟ କରି ମୁମ୍ବାଇରୁ ଆସିଲା ମୃତଦେହ। ଏଭଳି ଏକ ହୃଦୟ ବିଦାରକ ଦୃଶ୍ୟ ଦେଖିବାକୁ ମିଳିଛି ଗଜପତି ଜିଲା ମୋହନା ବ୍ଲକ ଦମାଦୁଆ…

ସାଙ୍ଗମାନଙ୍କ ସହିତ ଯାତ୍ରା ଦେଖି ଯାଇଥିଲେ, ଶବ ହୋଇ ଫେରିଲେ… ପରିବାର ଲୋକେ ଆଣିଲେ ସାଂଘାତିକ ଅଭିଯୋଗ

ଲୋଇସିଂହା,୧୩।୪(ସୁଶାନ୍ତ ବାରିକ): ସାଙ୍ଗମାନଙ୍କ ସହିତ ଯାତ୍ରା ଦେଖିଯିବା ହେଲା କାଳ। ଶୁକ୍ରବାର ରାତିରେ ବଲାଙ୍ଗୀର ଜିଲା ଲୋଇସିଂହା ଥାନା କୁଟେନପାଲି ନିକଟରେ ଏକ ଅଜଣା ଗାଡି ଧକ୍କାରେ…

ଗୋଡ଼ ମଧ୍ୟରେ ଲୁଚାଇ ନେଇଗଲେ ୭ ଲକ୍ଷ ଟଙ୍କାର ଶାଢ଼ି, ସିସିଟିଭିରେ କଏଦ ଲୁଟ୍‌ର କୌଶଳ…

ଅନୁଗୋଳ,୧୩।୪(ଜ୍ୟୋତିରଞ୍ଜନ ସାହୁ): ଅନୁଗୋଳ ସହର ଅମଲାପଡ଼ା ଅଞ୍ଚଳରେ ଥିବା ବୟନିକା ଶୋ’ରୁମ୍‌ରୁ ଏକ ବଡ଼ ଧରଣର ଚୋରି ହୋଇଛି। ଗ୍ରାହକ ବେଶରେ ଆସିଥିବା ୭ ଜଣ ମହିଳା…

ଅଂଶୁଘାତରେ ଚାଲିଗଲା ବ୍ୟକ୍ତିଙ୍କ ଜୀବନ

ଗୁଣୁପୁର, ୧୩।୪(ସଂକେତ ପାତ୍ର): ଖରାଦିନ ଆରମ୍ଭ ସହିତ ଅଂଶୁଘାତ ଜନିତ ପ୍ରଥମ ମୃତ୍ୟୁ ଘଟଣା ସାମ୍ନାକୁ ଆସିଛି। ରାୟଗଡା ଜିଲା ଗୁଣୁପୁର ଥାନା ଅନ୍ତର୍ଗତ ଜଗନ୍ନାଥପୁର ପଞ୍ଚାୟତର…

ଅନୁସୂଚିତ ଜାତି ମୋର୍ଚ୍ଚା ଜିଲା ସଭାପତି ଭାବେ ନିଯୁକ୍ତ ହେଲେ ବିକ୍ରମ ତାଣ୍ଡି, ରାଜ୍ୟ ସଭାପତିଙ୍କୁ ଜଣାଇଲେ କୃତଜ୍ଞତା

ବଲାଙ୍ଗୀର ,୧୩।୪(ସୁନୀଲ କୁମାର ମହାନ୍ତି): ଅନୁସୂଚିତ ଜାତି ମୋର୍ଚ୍ଚା ବଲାଙ୍ଗୀର ଜିଲା ସଭାପତି ଭାବରେ ଦଳର ବରିଷ୍ଠ କାର୍ଯ୍ୟକର୍ତ୍ତା ବିକ୍ରମ ତାଣ୍ଡିଙ୍କୁ ମନୋନୀତ କରାଯାଇଛି। ଏନେଇ ବିକ୍ରମ…

ମାଟି ତଳେ ଲୁଚାଇ ରଖିଥିଲେ ୨କୋଟି ଟଙ୍କାର ଗଞ୍ଜେଇ, ଧରିଲା ପୋଲିସ

ମୋହନା,୧୩।୪(ମନ୍ମଥ ମିଶ୍ର): ଜଙ୍ଗଲରେ ଲୁଚାଇ ରଖାଯାଇଥିବା ବିପୁଳ ପରିମାଣର ଗଞ୍ଜେଇ ଜବତ କରିଛି ରା.ଉଦୟଗିରି ପୋଲିସ। ବିଶେଷ ସୂତ୍ରରୁ ଖବର ପାଇ ସୋମବାର ରା. ଉଦୟଗିରି ଏସ୍‌ଡ଼ିପିଓ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri