ପିତା ହେଲେ ବୋରିସ୍‌ ଜନସନ୍‌

ଲଣ୍ଡନ,୨୯।୪: ବ୍ରିଟେନ୍‌ ପ୍ରଧାନମନ୍ତ୍ରୀ ବୋରିସ୍‌ ଜନସନ୍‌ ଗୁରୁବାର ଏକ ପୁତ୍ର ସନ୍ତାନର ଜନକ ହୋଇଛନ୍ତି। ତାଙ୍କ ପ୍ରେମିକା କାରି ସାଇମଣ୍ଡ୍‌ ଲଣ୍ଡନର ଏନ୍‌ଏଚ୍‌ଏସ୍‌ ହସ୍ପିଟାଲରେ ଶିଶୁପୁତ୍ରଙ୍କୁ ଜନ୍ମ ଦେଇଛନ୍ତି। ଉଭୟ ମା’ ଏବଂ ଶିଶୁ ସୁସ୍ଥ ଥିବା ହସ୍ପିଟାଲ ପକ୍ଷରୁ କୁହାଯାଇଛି। କିଛି ଦିନତଳେ ବୋରିସ୍‌ କରୋନା ସଂକ୍ରମଣ ଯୋଗୁ ହସ୍ପିଟାଲରେ ଭେଣ୍ଟିଲେଟରରେ ରହିଥିଲେ। ଏବେ ଶିଶୁପୁତ୍ରର ଜନକ ହେବା ପରେ ଉଭୟ ବୋରିସ୍‌ ଏବଂ କାରି ବେଶ୍‌ ଆନନ୍ଦିତ ଥିବା ପ୍ରକାଶ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ପାକ୍‌ ପଞ୍ଜାବ ମୁଖ୍ୟମନ୍ତ୍ରୀଙ୍କ ଇସ୍ତଫା

ଇସ୍‌ଲାମାବାଦ,୨୯।୩: ପାକିସ୍ତାନ ପାର୍ଲାମେଣ୍ଟରେ ପ୍ରଧାନମନ୍ତ୍ରୀ ଇମ୍ରାନ୍‌ ଖାନ୍‌ ଅନାସ୍ଥା ପ୍ରସ୍ତାବର ସମ୍ମୁଖୀନ ହୋଇଥିବାବେଳେ ତାଙ୍କ ଦଳର ସଦସ୍ୟ ତଥା ପଞ୍ଜାବ ପ୍ରଦେଶର ମୁଖ୍ୟମନ୍ତ୍ରୀ ଉସ୍‌ମାନ ବୁଜଦର...

ପାକିସ୍ତାନରେ ୬ ଆତଙ୍କବାଦୀଙ୍କୁ ଏନକାଉଣ୍ଟର…

ଇସଲାମାବାଦ,୧।୭ : ପାକିସ୍ତାନର ଅଶାନ୍ତ ଖାଇବର ପାସ୍ତୁନଖ୍ବା ପ୍ରଦେଶର ଦୁଇଟି ଜିଲାରେ ସେନା ପ୍ରମୁଖ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିଛି। ଏହି ଜିଲାଗୁଡ଼ିକରେ ସୁରକ୍ଷା ବାହିନୀ ୬ଜଣ...

ତୋପ-ଡ୍ରୋନ୍‌ର ଭିଡ଼ିଓ ପ୍ରସ୍ତୁତ କରି ଡରାଉଛି ଚାଇନା…

ବେଜିଂ, ୨୧।୪ : ଚାଇନା ଏବେ ଅର୍ନ୍ତଜାତୀୟସ୍ତରରେ ଅନ୍ୟ ଦେଶଙ୍କ ନିଜର ସାମରିକ ଶକ୍ତି ପ୍ରଦର୍ଶନ କରାଇ ଡରାଇବାର ପ୍ରୟାସ କରୁଛି। ଏହା ଅନ୍ତର୍ଗତ ଭାଇନା...

ପାକିସ୍ତାନ ମିଲିଟାରୀ ବିମାନ ଦୁର୍ଘଟଣା ଗ୍ରସ୍ତ: ୧୭ ମୃତ

ଇସଲାମାବାଦ୍‌,୩୦।୭: ପାକିସ୍ତାନର ଏକ ମିଲିଟାରୀ ବିମାନ ମଙ୍ଗଳବାର ଦୁର୍ଘଟଣା ଗ୍ରସ୍ତ ହୋଇଛି। ଏହି ଘଟଣାରେ ୧୭ ଜଣଙ୍କ ମୃତ୍ୟୁ ଘଟିଥିବା କୁହାଯାଉଛି। ବିମାନରେ ଥିବା ୫...

ଆର୍ଜେଣ୍ଟିନାରେ ଭୂକମ୍ପ, ତୀବ୍ରତା ୬.୦…

ବ୍ୟୁଏନ୍ସ ଆରିସ,୫।୮ : ନ୍ୟାଶନାଲ ସେଣ୍ଟର ଫର ସେସମୋଲୋଜି (ଏନସିଏସ) ଅନୁଯାୟୀ ଶନିବାର ଆର୍ଜେଣ୍ଟିନାରେ ଭୂକମ୍ପ ଅନୁଭୁତ ହୋଇଛି। ରିକ୍ଟର ସ୍କେଲରେ ଏହାର ତୀବ୍ରତା ୬.୦...

ରାମସହାୟ ପ୍ରସାଦ ଯାଦବ ହେଲେ ନେପାଳର ନୂତନ ଉପରାଷ୍ଟ୍ରପତି

କାଠମାଣ୍ଡୁ,୧୭।୩: ମାଡେସି ନେତା ରାମସହାୟ ପ୍ରସାଦ ଯାଦବ ନେପାଳର ନୂତନ ଉପରାଷ୍ଟ୍ରପତି ଭାବରେ ନିର୍ବାଚିତ ହୋଇଛନ୍ତି। ଶୁକ୍ରବାର ନେପାଳର ନିର୍ବାଚନ ଆୟୋଗ ଏହା ଘୋଷଣା କରିଛନ୍ତି।...

ଫେଲ ହୋଇଗଲେ ରାଜକୁମାରୀଙ୍କ ପତି

ଟୋକିଓ,୨ ।୧୧: ଜାପାନର ପୂର୍ବତନ ସମ୍ରାଟ ଅକିହିତୋଙ୍କ ନାତୁଣୀ ତଥା ଜାପାନ ରାଜକୁମାରୀ ମାକୋ ନିକଟରେ ରାଜପରିବାର ତ୍ୟାଗ କରି ନିଜ ପୁରୁଷ ବନ୍ଧୁ କେଇ...

ଲକ୍‌ଡାଉନ୍‌କୁ ବିରୋଧ: ୧୫୫ ଗିରଫ

ଲଣ୍ଡନ,୨୯।୧୧: କରୋନା ସଂକ୍ରମଣରୁ ଦୂରେଇ ରହିବା ପାଇଁ ବ୍ରିଟେନ୍‌ରେ ପୁଣିଥରେ ଲକ୍‌ଡାଉନ୍‌ ଘୋଷଣା କରାଯାଇଛି। ଏହା ଡିସେମ୍ବର ୨ ପର୍ଯ୍ୟନ୍ତ ବଳବତ୍ତର ରହିବ। ସୁରକ୍ଷା ଦୃଷ୍ଟିରୁ...

Advertisement
Archives

Model This Week