ପିତା ହେଲେ ବୋରିସ୍‌ ଜନସନ୍‌

ଲଣ୍ଡନ,୨୯।୪: ବ୍ରିଟେନ୍‌ ପ୍ରଧାନମନ୍ତ୍ରୀ ବୋରିସ୍‌ ଜନସନ୍‌ ଗୁରୁବାର ଏକ ପୁତ୍ର ସନ୍ତାନର ଜନକ ହୋଇଛନ୍ତି। ତାଙ୍କ ପ୍ରେମିକା କାରି ସାଇମଣ୍ଡ୍‌ ଲଣ୍ଡନର ଏନ୍‌ଏଚ୍‌ଏସ୍‌ ହସ୍ପିଟାଲରେ ଶିଶୁପୁତ୍ରଙ୍କୁ ଜନ୍ମ ଦେଇଛନ୍ତି। ଉଭୟ ମା’ ଏବଂ ଶିଶୁ ସୁସ୍ଥ ଥିବା ହସ୍ପିଟାଲ ପକ୍ଷରୁ କୁହାଯାଇଛି। କିଛି ଦିନତଳେ ବୋରିସ୍‌ କରୋନା ସଂକ୍ରମଣ ଯୋଗୁ ହସ୍ପିଟାଲରେ ଭେଣ୍ଟିଲେଟରରେ ରହିଥିଲେ। ଏବେ ଶିଶୁପୁତ୍ରର ଜନକ ହେବା ପରେ ଉଭୟ ବୋରିସ୍‌ ଏବଂ କାରି ବେଶ୍‌ ଆନନ୍ଦିତ ଥିବା ପ୍ରକାଶ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ରୋହିଙ୍ଗ୍ୟାଙ୍କ ଉପରେ ହୋଇଥିବା ଅତ୍ୟାଚାର ବିରୋଧରେ ପ୍ରସ୍ତାବ: ଜାତିସଙ୍ଘରେ ୧୩୪ ଦେଶ କଲେ ସମର୍ଥନ

ଜେନେଭା,୨୮।୧୨: ମ୍ୟାନ୍‌ମାର୍‌ରେ ରୋହିଙ୍ଗ୍ୟା ମୁସଲମାନ୍‌ଙ୍କ ଉପରେ ହୋଇଥିବା ଅତ୍ୟାଚାରକୁ ଜାତିସଂଘରେ ବିରୋଧ କରାଯାଇଛି। ଏନେଇ ଜାତିସଙ୍ଘର ୧୯୩ ଦେଶ ମଧ୍ୟରୁ ଏହି ପ୍ରସ୍ତାବକୁ ୧୩୪ ଦେଶଙ୍କ...

୬୨ଠୁ ଟପିବ ଭାରତର କ୍ଷତି

ବେଜିଂ,୨ା୯: ଭାରତର ସୁବିଧାବାଦୀ ପଦକ୍ଷେପକୁ ଚାଇନା ଦୃଢ଼ହସ୍ତରେ ଦମନ କରିବା ଜରୁରୀ। ଚାଇନା-ଭାରତ ସୀମା ବିବାଦର ସମାଧାନ ଦୁଇଦେଶ ମଧ୍ୟରେ ହେବା ଆବଶ୍ୟକ। ଏହି କ୍ଷେତ୍ରରେ...

ଆମେରିକାକୁ ଚ୍ୟାଲେଞ୍ଜ୍‌, ଜାପାନ ସମୁଦ୍ରରେ କ୍ଷେପଣାସ୍ତ୍ର ପରୀକ୍ଷଣ କଲେ କିମ୍‌…

ସିଓଲ, ୨୭।୧ : ଆଣବିକ ଅସ୍ତ୍ରଶସ୍ତ୍ର ପରୀକ୍ଷା କଟକଣାକୁ ଉତ୍ତରକୋରିଆର ଏକଛତ୍ରବାଦୀ ଶାସକ କିମ୍‌ ଜୋଙ୍ଗ୍‌ ଉନ୍‌ ଲଗାତାର ଅଣଦେଖା କରିବାରେ ଳାଗିଛନ୍ତି। ଏହି ମର୍ମରେ...

ରୁଷିଆ-ୟୁକ୍ରେନ ବାର୍ତ୍ତାକୁ ଝଟ୍‌କା, ଦେଶଦ୍ରୋହ ଅଭିଯୋଗରେ ୟୁକ୍ରେନ ବୁଝାମଣାକାରୀ ଡେନିସ କ୍ରିଭଙ୍କୁ ହତ୍ୟା!

କ୍ୱିଭ,୬ ।୩: ରୁଷିଆ-ୟୁକ୍ରେନ୍ ଯୁଦ୍ଧକୁ ୧୧ ଦିନ ପୂରଣ ହୋଇଛି । ହେଲେ ଉଭୟ ଦେଶ ମଧ୍ୟରେ ବାର୍ତ୍ତାଳାପ ପରେ ଶାନ୍ତିରେ ସମସ୍ୟାର ସମାଧାନ ହେବ...

ଭାରତରେ ୫୦ ଲକ୍ଷ ବିସ୍ଥାପିତ

ଜାତିସଂଘ,୧୮ା୬(ପି.ଟି.): ଗତବର୍ଷ ଜଳବାୟୁ ପରିବର୍ତ୍ତନ ଓ ବିପର୍ଯ୍ୟୟ କାରଣରୁ ଭାରତରେ ପାଖାପାଖି ୫୦ ଲକ୍ଷ ଲୋକ ବିସ୍ଥାପିତ ହୋଇଥିବା ଜାତିସଂଘ ରିପୋର୍ଟରେ କୁହାଯାଇଛି। ଜାତିସଂଘ ଶରଣାର୍ଥୀ...

ଗେଣ୍ଡା ପାଇଁ ଅଟକିଲା ୨୬ ଟ୍ରେନ୍‌: ହଇରାଣ ହେଲେ ୧୨ ହଜାର ଯାତ୍ରୀ

ଟୋକିଓ,୨୪।୬: ଜାପାନର ଟ୍ରେନ୍‌ ସେବା ଅତି ଉଚ୍ଚକୋଟୀର। ଏଠାରେ ହୁଏତ ବିମାନ ଉଡ଼ାଣରେ ବିଳମ୍ବ ହୋଇପାରେ ମାତ୍ର ସମସ୍ତ ଟ୍ରେନ୍‌ର ଆସିବା ଏବଂ ଛାଡିବା ସମୟ...

ହୃଦ୍‌ରୋଗରେ ପୀଡ଼ିତ ଶରିଫ

ଲଣ୍ଡନ,୨୦।୧୨: ପାକିସ୍ତାନର ପୂର୍ବତନ ପ୍ରଧାନମନ୍ତ୍ରୀ ନଓ୍ବାଜ ଶରିଫ ଜଟିଳ ହୃଦରୋରେ ପୀଡ଼ିତ ବୋଲି ଜଣାପଡିଛି। ଏବେ ସେ ଲଣ୍ଡନରେ ଚିକିତ୍ସିତ ହେଉଥିବା ବେଳେ ତାଙ୍କ ଚିକିତ୍ସକ...

ସିରିଞ୍ଜ୍‌ରେ ୧୦୦ ଯୁବତୀଙ୍କ ଉପରେ ଆକ୍ରମଣ…

ପ୍ୟାରିସ୍‌, ୭।୬ : ଫ୍ରାନ୍ସ୍‌ରେ ଜଣେ ୨୦ ବର୍ଷ ବୟସ୍କ ଯୁବକ ଏକ ଇଞ୍ଜେକଶନ ସିରିଞ୍ଜ୍‌ରେ ୧୦୦ ଜଣ ଯୁବତୀଙ୍କୁ ଆକ୍ରମଣ କରିଛନ୍ତି। ଦକ୍ଷିଣ ଫ୍ରାନ୍ସ୍‌ରେ...

Advertisement
Archives

Model This Week