Posted inଜାତୀୟ

ପିତୃପୁରୁଷଙ୍କ ନାମରେ ଟ୍ରେନ୍‌ରେ କରାଯାଉଛି ସିଟ୍‌ ବୁକିଂ: ପରିବାର ସଦସ୍ୟ ପିତୃଦଣ୍ଡକୁ ଦେଉଛନ୍ତି ପହରା

ନୂଆଦିଲ୍ଲୀ,୧୮।୯: ଏବେ ପିତୃପକ୍ଷ ଆରମ୍ଭ ହେବାକୁ ଯାଉଛି। ଏହି ଅବସରରେ ମହାଳୟାଠାରୁ ୧୫ ଦିନ ଧରି ପିତୃପୁରୁଷଙ୍କୁ ପିଣ୍ଡଦାନ କରାଯାଇଥାଏ। ଗୟାରେ ପିଣ୍ଡଦାନ ଲାଗି ଲୋକେ ନଡ଼ିଆ, ବାଉଁଶରେ ନିର୍ମିତ ପିତୃଦଣ୍ଡ ଆଦି ଟ୍ରେନ୍‌ର ସିଟ୍‌ରେ ଶୁଆଇ ରଖି ନେଇଥାନ୍ତି। ଏଥିଲାଗି ପିତୃପୁରୁଷଙ୍କ ନାମରେ ସିଟ୍‌ ବୁକିଂ ମଧ୍ୟ କରାଯାଉଛି। ପିତୃଦଣ୍ଡ ଯେଭଳି ସୁରକ୍ଷିତ ରହିବ ସେଥିଲାଗି ପରିବାର ସଦସ୍ୟ ବାଟସାରା ଜଣଙ୍କ ପରେ ଜଣେ ଏଭଳି ପାଳି କରି ୨ ଘଣ୍ଟା ଲେଖାଏଁ ପହରା ଦେଇଥାନ୍ତି। ପିତୃଦଣ୍ଡ ନିର୍ମାଣରେ ସମ୍ପୃକ୍ତ ବ୍ୟକ୍ତିଙ୍କ ଅନ୍ତିମ ସଂସ୍କାର ହୋଇଥିବା ଶ୍ମଶାନ ମାଟି ବ୍ୟବହୃତ ହୋଇଥାଏ।


Enter your email to get our daily news in your inbox.

All Right Reserved By Dharitri.Com

ତପ୍ତପାଣି ଘାଟିରେ ଓଲଟିଲା ମକା ବୋଝେଇ ଟ୍ରକ

ଦିଗପହଣ୍ଡି,୨୦|୨(ଅଶେଷ ନାଥ ମିଶ୍ର) ଗଞ୍ଜାମ – ଗଜପତି ସୀମାନ୍ତ ତପ୍ତପାଣି ଘାଟି ରାସ୍ତାର ପାଳୁଖଳା ଗ୍ରାମ ନିକଟ ଘାଟି ରାସ୍ତାରେ ଏକ ମକା ବୋଝେଇ ଟ୍ରକ୍ (ନଂ.…

ମୋହନାରେ ନୂତନ ଥାନା ଅଧିକାରୀ

ମୋହନା,୨୦ା୨(ମନ୍ମଥ ମିଶ୍ର): ଗଜପତି ଜିଲା ମୋହନା ଥାନାରେ ନୂତନ ଥାନା ଅଧିକାରୀ ଭାବେ ଓମ ନାରାୟଣ ପାତ୍ର ଦାୟିତ୍ୱ ଗ୍ରହଣ କରିଛନ୍ତି। ପୂର୍ବରୁ ରହିଥିବା ଥାନା ଅଧିକାରୀ…

ସୁଦୃଢ଼ ହେବ ସ୍ବାସ୍ଥ୍ୟସେବା, ରାଜ୍ୟରେ ୫ ନୂଆ ମେଡିକାଲ କଲେଜ ନେଇ ମୁଖ୍ୟମନ୍ତ୍ରୀଙ୍କ ଘୋଷଣା

ଭୁବନେଶ୍ୱର,୨୦।୨: ରାଜ୍ୟରେ ସ୍ବାସ୍ଥ୍ୟସେବାକୁ ଅଧିକ ସୁଦୃଢ଼ କରିବା ପାଇଁ ଅର୍ଥମନ୍ତ୍ରୀ ତଥା ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ବଡ଼ ଘୋଷଣା କରିଛନ୍ତି। ରାଜ୍ୟରେ ୫ ନୂଆ ମେଡିକାଲ…

କିଡ୍‌ନୀ, ହାର୍ଟ ଦାନକରି ଅମର ହେଲେ ଶୁଭମ୍‌

ବଞ୍ଚୋ/ବଉଳା/ଛେନାପଦି,୨୦ା୨(ପ୍ରଦୋଷ କୁମାର ବିଶ୍ୱାଳ/ଦୁର୍ଗା ପ୍ରସାଦ ଆୟଚ/ ନିରାକାର ପରିଡା): କେନ୍ଦୁଝର ଜିଲା ହାଟଡ଼ିହୀ ବ୍ଲକ୍‌ ଜମ୍ଭିରା ଗ୍ରାମର ଉପେନ୍ଦ୍ର ଆୟଚଙ୍କ ପୁତ୍ର ଶୁଭମ୍‌ ଆୟଚ(୧୨) ଦୁର୍ଘଟଣାରେ ମୃତ୍ୟୁ…

୨୧୮ ଛାତ୍ରୀଛାତ୍ରଙ୍କ ଚକ୍ଷୁ ପରୀକ୍ଷା

ଦିଗପହଣ୍ଡି/ପାଟପୁର,୨୦ା୨(ଅଶେଷ ନାଥ ମିଶ୍ର/ସିମାଞ୍ଚଳ ସାହୁ): ଗଞ୍ଜାମ ଜିଲା ସମଗ୍ର ଶିକ୍ଷା ଅଭିଯାନ ଓ ଜିଲା ଦୃଷ୍ଟି ବାଧିତ ନିୟନ୍ତ୍ରଣ କାର୍ଯ୍ୟାଳୟ ଆନୁକୂଲ୍ୟରେ ରାଜ୍ୟ ସରକାରଙ୍କ ସୁରେନ୍ଦ୍ର ସାଏ…

ଏଣିକି ନିଜ ଲଢ଼େଇ ନିଜର

ଦିଗପହଣ୍ଡି,୨୦ା୨(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ସ୍ଥିତ ଖେମୁଣ୍ଡି କଲେଜରେ ଛାତ୍ରୀ ଆତ୍ମ ସୁରକ୍ଷା ପ୍ରଶିକ୍ଷଣ ଶିବିର ଉଦଘାଟିତ ହୋଇଛି। ଅଧ୍ୟାପିକା ଅଞ୍ଜଳୀ ମଣ୍ଡଳଙ୍କ ସଂଯୋଜନାରେ ଅନୁଷ୍ଠିତ ଉଦଘାଟନୀ…

ମାଟି ଅତଡ଼ା ଖସି ଶ୍ରମିକଙ୍କ ମୃତ୍ୟୁ: ଜଳ ସିଞ୍ଚନ ପ୍ରକଳ୍ପ କାର୍ଯ୍ୟରେ ଅଘଟଣ

ଆନନ୍ଦପୁର,୨୦ା୨(ସୁଶାନ୍ତ କୁମାର ସାହୁ): କେନ୍ଦୁଝର ଜିଲା ଆନନ୍ଦପୁର ଥାନା ବୁଢ଼ୀକୁଦ ଗଁା ନିକଟରେ ଚାଲିଥିବା ଜମିକୁ ଜଳ ସିଞ୍ଚନ ପ୍ରକଳ୍ପ କର୍ଯ୍ୟରେ ଶୁକ୍ରବାର ଅଘଟଣ ଘଟିଛି। ୧୫…

ସୁଭଦ୍ରା ଯୋଜନାକୁ ନେଇ ସରକାରଙ୍କ ବଡ଼ ଘୋଷଣା, ମହିଳାଙ୍କୁ ମିଳିବ…

ଭୁବନେଶ୍ୱର,୨୦।୨: ମୁଖ୍ୟମନ୍ତ୍ରୀ ତଥା ଅର୍ଥମନ୍ତ୍ରୀ ମୋହନ ମାଝୀ ଚଳିତ ବର୍ଷ ପାଇଁ ୩ ଲକ୍ଷ ୧୦ ହଜାର କୋଟି ଟଙ୍କାର ବଜେଟ ଆଗତ କରିଛନ୍ତି । ଏହି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri