Posted inଜାତୀୟ

ପିପିଇ କିଟ୍‌ ପିନ୍ଧି ମତଦାନ ପାଇଁ ପହଞ୍ଚିଲେ କରୋନା ପଜିଟିଭ୍‌ ବିଧାୟକ

ଭୋପାଳ,୧୯।୬: ଦେଶର ୮ଟି ରାଜ୍ୟର ୧୯ଟି ଆସନ ଲାଗି ଶୁକ୍ରବାର ମତଦାନ ଜାରି ରହିଛି। ମଧ୍ୟପ୍ରଦେଶରେ ମଧ୍ୟ ୩ଟି ଆସନ ପାଇଁ ମତଦାନ ହେଉଛି। ଇତିମଧ୍ୟରେ ମଧ୍ୟପ୍ରଦେଶରୁ ଏକ ନିଆରା ଦୃଶ୍ୟ ନଜରକୁ ଆସିଛି। କଂଗ୍ରେସର ଜଣେ ବିଧାୟକ କରୋନା ଭାଇରସ୍‌ ସଂକ୍ରମଣରେ ଆକ୍ରାନ୍ତ ହୋଇଥିବା ବେଳେ ସେ ମତଦାନ ପାଇଁ ପିପିଇ କିଟ୍‌ ପିନ୍ଧି ମତଦାନ କେନ୍ଦ୍ରକୁ ପହଞ୍ଚିଥିବା ଦେଖିବାକୁ ମିଳିଛି। ଯାହା ଏବେ ଚର୍ଚ୍ଚାର ବିଷୟ ପାଲଟିଛି। ସୂଚନାଯୋଗ୍ୟ, କଂଗ୍ରେସ ବିଧାୟକ କୁନାଲ ଚୌଧୁରୀ ପିପିଇ କିଟ୍‌ ପିନ୍ଧି ଦ୍ୱିପ୍ରହର ୧ଟାରେ ମତଦାନ କରିବାକୁ ବିଧାନସଭା ଭବନରେ ପହଞ୍ଚିଥିଲେ। ସେଠାରେ ସେ ମତଦାନ କରିସାରି ଫେରିିବା ପରେ ସୁରକ୍ଷା ଦୃଷ୍ଟିରୁ ମତଦାନ କେନ୍ଦ୍ର ପରିସରକୁ ପୁରା ସାନିଟାଇଜ୍‌ କରାଯାଇଥିଲା। ସୂଚନା ମୁତାବକ କିଛି ଦିନ ପୂର୍ବରୁ ବିଧାୟକ କୁନାଲଙ୍କ ରିପୋର୍ଟରେ କରୋନା ପଜିଟିଭ୍‌ ବାହାରିଥିଲା।

 


Enter your email to get our daily news in your inbox.

All Right Reserved By Dharitri.Com

ଭଉଣୀଙ୍କୁ ଗୁଳି କରି ହତ୍ୟା କରିଥିଲେ ଭାଇ, କୋର୍ଟ ଶୁଣାଇଲେ କଠୋର ଦଣ୍ଡ

କେନ୍ଦୁଝର,୭ା୯ (ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଜିଲା ଦୌରାଜଜ୍‌ ଗୋପାଳ ଚନ୍ଦ୍ର ବେହେରା ସୋମବାର ଏକ ହତ୍ୟା ମାମଲାରେ ଶୁଣାଣି କରି ଅଭିଯୁକ୍ତ ପ୍ରସନ୍ନ ବାରିକଙ୍କୁ ଆଜୀବନ…

ଭାରତରେ ସୁନା ଆମଦାନୀରେ ବମ୍ପର ହ୍ରାସ, PM ମୋଦିଙ୍କ ଅପିଲ ନା ଆଉ କିଛି କାରଣ? ଜାଣନ୍ତୁ…

ନୂଆଦିଲ୍ଲୀ,୭।୯: ଭାରତରେ ସୁନାର ଚାହିଦା ଏବଂ ଆମଦାନୀକୁ ନେଇ ବଡ଼ ପରିବର୍ତ୍ତନ ଦେଖିବାକୁ ମିଳୁଛି। ପ୍ରକାଶିତ ତଥ୍ୟ ଅନୁସାରେ, ଅଗଷ୍ଟ ମାସରେ ଭାରତର ସୁନା ଆମଦାନୀ ବାର୍ଷିକ…

ଚାକିରି ନୁହେଁ ବ୍ୟବସାୟରେ ରାଜ୍‌ କରନ୍ତି ଏହି ୬ ରାଶି, ନିଜ ଦମ୍‌ରେ ପାଆନ୍ତି ବଡ଼ ସଫଳତା

ବ୍ୟବସାୟ ଦୁନିଆରେ କିଛି ଲୋକ ଖୁବ କମ ସମୟରେ ସଫଳତାର ଶୀର୍ଷରେ ପହଞ୍ଚିଯାଆନ୍ତି, ଆଉ କିଛି ଲୋକ ବର୍ଷ ବର୍ଷ ଧରି ପରିଶ୍ରମ କରିବା ପରେ ମଧ୍ୟ…

ଏମିତି କାମ କରି ଗର୍ଲଫ୍ରେଣ୍ଡଙ୍କ ହୃଦୟ ଜିତିଲେ ଇଶାନ କିଶାନ: ଭାଇରାଲ ହେଉଛି…

ନୂଆଦିଲ୍ଲୀ,୭।୯: ଦୁଲୀପ ଟ୍ରଫି ଫାଇନାଲର ପ୍ରଥମ ଦିନ ପାଇଁ ଚେନ୍ନାଇର ଚେପକ ଷ୍ଟାଡିୟମରେ ଏକ ବିଶାଳ ଭିଡ଼ ହୋଇଥିଲା। ବୈଭବ ସୂର୍ଯ୍ୟବଂଶୀଙ୍କ ବ୍ୟାଟରୁ ରନର ଝଡ଼ ଦେଖିବା…

ଭୟରେ ଝାରମୁଣ୍ଡାବାସୀ; ବିପଦପୂର୍ଣ୍ଣ ଅବସ୍ଥାରେ ବିଦ୍ୟୁତ୍‌ ଟ୍ରାନ୍ସଫର୍ମର, ସୁରକ୍ଷା ବାଡ଼…

ରିଷିଡା,୭।୯(ସୁଶାନ୍ତ ମଲ୍ଲିକ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ଝାରମୁଣ୍ଡା ଗ୍ରାମରେ ବିଦ୍ୟୁତ୍‌ ଟ୍ରାନ୍ସଫର୍ମର ବିପଦପୂର୍ଣ୍ଣ ଅବସ୍ଥାରେ ରହିଛି । ଫଳରେ ସାଧାରଣ ଲୋକଙ୍କ ମଧ୍ୟରେ ଭୟ ଦେଖାଦେଇଛି…

୨୦ ବର୍ଷ ପରେ ଏକାଠି ହେବେ ରାଣୀ-ଅଭିଷେକ: ଆସିଲା ବଡ଼ ଅପଡେଟ୍‌

ବଲିଉଡ୍‌ ବାଦଶାହ ଶାହରୁଖ ଖାନଙ୍କୁ ବଡ଼ ପରଦାରେ ଦେଖିବାକୁ ଦୀର୍ଘଦିନ ହେଲାଣି ଅପେକ୍ଷା କରିଛନ୍ତି ପ୍ରଶଂସକ। ୨୦୨୩ ଡିସେମ୍ବର ପରଠାରୁ ଶାହରୁଖଙ୍କ କୌଣସି ନୂଆ ଫିଲ୍ମ ରିଲିଜ…

ଅନ୍ତେବାସୀଙ୍କ ହଷ୍ଟେଲ ଛାଡିବା ଘଟଣାକୁ ମାସେ, ଆଜି ବି ଶ୍ରେଣୀ ଗୃହରେ ଚାଲିଛି ଛାତ୍ରାବାସ

ଝରିଗାଁ,୭।୯(କିଶୋର ଚନ୍ଦ୍ର ମଣ୍ଡଳ): ନବରଙ୍ଗପୁର ଜିଲା ଝରିଗାଁ ବ୍ଲକ ଅନ୍ତର୍ଗତ ସାନଟେମରା ସରକାରୀ ଉନ୍ନୀତ ଉଚ୍ଚ ବିଦ୍ୟାଳୟରେ ଅନ୍ତେବାସୀଙ୍କ ହଷ୍ଟେଲ ଛାଡିବା ଘଟଣାକୁ ଏହାରି ମଧ୍ୟରେ ମାସେ…

ଉପନିର୍ବାଚନନ ଘୋଷଣା: ଏହି ସିଟ୍‌ରୁ ନିର୍ବାଚନ ଲଢିବେ ମମତା ବାନାର୍ଜୀ! ରାଜନୀତିରେ ଚହଳ

କୋଲକାତା,୭।୯: ୪ଟି ରାଜ୍ୟର ୬ଟି ଆସନରେ ଉପନିର୍ବାଚନନ ପାଇଁ ନିର୍ବାଚନ କମିଶନ ଘୋଷଣା କରିଛନ୍ତି। ଏହି ଆସନଗୁଡ଼ିକରେ ଅକ୍ଟୋବର ୬ ତାରିଖରେ ଭୋଟଗ୍ରହଣ ହେବ ଏବଂ ଅକ୍ଟୋବର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri