ପିଲାଙ୍କୁ ଆଣ୍ଠେଇ ଫଟୋ ପାଇଁ ପୋଜ୍‌ ଦେଲେ ମାତାଲ ଶିକ୍ଷକ

କାଳିଆପାଣି,୫।୧୨(ଡି.ଏନ.ଏ.): ଯାଜପୁର ଜିଲା ସୁକିନ୍ଦା ଥାନା ଅନ୍ତର୍ଗତ ଲେମ୍ବୁ ପଞ୍ଚାୟତ ବାଲିଆ ପ୍ରାଥମିକ ବିଦ୍ୟାଳୟରେ ଜଣେ ମାତାଲ ଶିକ୍ଷକଙ୍କ କାରନାମା ଦେଖିବାକୁ ମିଳିଛି। ଶିକ୍ଷକ ଜଣଙ୍କ ହେଲେ ମକରନ୍ଦ ପ୍ରଧାନ। ଗୁରୁବାର ମକରନ୍ଦ ମଦ ପିଇ ବିଳମ୍ବରେ ସ୍କୁଲକୁ ଆସିଥିଲେ। ପିଲାମାନେ ପାଟି କରୁଥିବାରୁ ହତା ବାହାରେ ସବୁ ପିଲାଙ୍କୁ ଆଣ୍ଠେଇ ଦେଇ ନିଜେ ଫଟୋ ପାଇଁ ପୋଜ ଦେଇଥିଲେ। ସୂଚନାଯୋଗ୍ୟ, ମକରନ୍ଦ ପ୍ରତିଦିନ ମଦ ପିଇ ସ୍କୁଲକୁ ଆସନ୍ତି ଏବଂ ପାଠ ନ ପଢାଇ ଫେରିଯାନ୍ତି। ଗ୍ରାମବାସୀ ବାରମ୍ବାର ଏନେଇ ଅଭିଯୋଗ କରିଥିଲେ ମଧ୍ୟ ସେ ସୁଧୁରି ନ ଥିଲେ। ଗୁରୁବାର ଏଭଳି ଘଟଣା ଘଟିବା ପରେ ଗ୍ରାମବାସୀ ଶିକ୍ଷା ବିଭାଗର ଉପରିସ୍ଥ ଅଧିକାରୀଙ୍କୁ ଜଣାଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ପେଟପାଟଣାରେ ବନ୍ଧା ପଡ଼ିଛି ପାରା ଅଲିମ୍ପିକର ସ୍ବପ୍ନ: ଶ୍ରମିକ ସାଜିଛନ୍ତି ଅନ୍ତର୍ଜାତୀୟ କରାଟେକା

ରାୟଗଡ଼ା ଅଫିସ,୧୫।୧୦ପିଲା ବୟସରେ ମା’ ଚାଲିଗଲେ। ପୋଲିଓ ଯୋଗୁ ଡାହାଣ ଗୋଡ଼ ତାଙ୍କୁ ଦିବ୍ୟାଙ୍ଗ ସଜେଇଦେଲା। ପେଟ ପାଇଁ ଚା’ ଦୋକାନରେ କାମ କରୁଥିଲେ ସେ।...

ହାତୀ ଆକ୍ରମଣରେ ବୃଦ୍ଧା ସଙ୍କଟାପନ୍ନ

କେସିଙ୍ଗା/ସେରଗଡ଼,୩୦।୫(ଡି.ଏନ.ଏ.): କଳାହାଣ୍ଡି ଜିଲା ନର୍ଲା ରେଞ୍ଜ ଅଧୀନ ତେର୍ଲୋ ଗ୍ରାମର ଜଣେ ବୃଦ୍ଧା ଗୁରୁବାର ସକାଳ ସାଢ଼େ ୬ଟାରେ ନିକଟସ୍ଥ ଜଙ୍ଗଲକୁ ମହୁଲ ଫଳ (ଟୋଳ)...

ମାନସିକ ଶାନ୍ତି ବରିଷ୍ଠ ନାଗରିକଙ୍କ ମୁହଁରେ ହସ ଫୁଟାଇବ

ସୋନପୁର, ୧୦।୧୧(ନି.ପ୍ର.) ସୁବର୍ଣ୍ଣପୁର ଜିଲା ବରିଷ୍ଠ ନାଗରିକ ସମିତି ପକ୍ଷରୁ ସ୍ଥାନୀୟ ପ୍ରଭାସ ଲଜ ସଭାଗୃହରେ ଉପସଭାପତି ଆଇନଜୀବୀ ଚନ୍ଦ୍ରମଣି ଦାଶଙ୍କ ପୌରୋହିତ୍ୟରେ ଏକ ପ୍ରବଚନ...

ସମଲ ବ୍ୟାରେଜରେ ବୁଡ଼ି ୨ ମୃତ

ପବିତ୍ରନଗର,୧୩।୬(ଡି.ଏନ.ଏ.)-ଅନୁଗୋଳ ଜିଲା କଣିହାଁ ବ୍ଲକ ସମଲ ବ୍ୟାରେଜରେ ବୁଡ଼ି ଗୁରୁବାର ୨ ଯୁବକ ପ୍ରାଣ ହରାଇଛନ୍ତି। ସେମାନେ ହେଲେ ସମଲ ବ୍ୟାରେଜ କଲୋନୀ ଅଞ୍ଚଳର ବିଶ୍ବରଞ୍ଜନ...

ବଢ଼ି ଚାଲିଛି ବିଜେଡିି- ଭାଜପା ଆରୋପ ପ୍ରତ୍ୟାରୋପ

ଭଦ୍ରକ ଅଫିସ,୨୭ା୧୦: ଧାମନଗର ଉପନିର୍ବାଚନ ପାଖେଇ ଆସୁଥିବା ବେଳେ ଭାଜପା-ବିଜେଡ଼ି ମଧ୍ୟରେ ଆରୋପ ପ୍ରତ୍ୟାରୋପ ବଢ଼ି ଚାଲିଛି। ଟଙ୍କା ବାଣ୍ଟି ଭୋଟରଙ୍କୁ ପ୍ରଲୋଭିତ କରୁଥିବା ନେଇ...

ଜଗତ୍‌ସିଂହପୁର ଜିଲାରେ ମଧ୍ୟାହ୍ନ ଭୋଜନ କେଳେଙ୍କାରୀ: ୫ ବ୍ଲକରେ ୬୧ ଲକ୍ଷ ଟଙ୍କାର ଚାଉଳ ଗାଏବ

ଜଗତ୍‌ସିଂହପୁର ଅଫିସ, ୩ା୭-ଜଗତ୍‌ସିଂହପୁର ଜିଲାରେ ମଧ୍ୟାହ୍ନ ଭୋଜନ (ଏମ୍‌ଡିଏମ୍‌) କେଳେଙ୍କାରୀକୁ ନେଇ ଅଭାବନୀୟ ପରିସ୍ଥିତି ସୃଷ୍ଟି ହୋଇଛି। ଜିଲାର ମୋଟ ୮ ବ୍ଲକ ମଧ୍ୟରୁ ୫ଟିରେ...

ଓଟିଇଟି ବିଭ୍ରାଟ: ୧୪ରେ ବୋର୍ଡ କାର୍ଯ୍ୟାଳୟ ଘେରାଉ

ଭୁବନେଶ୍ୱର,୬ା୧(ବ୍ୟୁରୋ): ଓଟିଇଟି ପ୍ରଶ୍ନ ଓ ଫଳ ପ୍ରକାଶନ ବିଭ୍ରାଟକୁ ନେଇ ଏକ୍ସ କ୍ୟାଡର ଶିକ୍ଷକ ମହାସଂଘ ପକ୍ଷରୁ ପୁଣିଥରେ ରାଜ୍ୟସ୍ତରୀୟ ବୋର୍ଡ଼ କାର୍ଯ୍ୟାଳୟ ଘେରାଉ କରାଯିବ।...

ପୋଲ ନିର୍ମାଣରେ ଅନିୟମିତତା

ବନ୍ତ,୧୫।୫(ଡି.ଏନ.ଏ.): ଭଦ୍ରକ ଜିଲା ବନ୍ତ ବ୍ଲକ ବରହମପୁର-ଶିଆଳିଆ ଭାୟା ଦୋଳପଦୀ ପୂର୍ତ୍ତ ବିଭାଗ ରାସ୍ତାର ଦୋଳପଦୀଠାରେ ପୋଲ ଓ କଲଭର୍ଟ ନିର୍ମାଣରେ ଅନିୟମିତତା କରାଯାଇଛି। ଫଳରେ ବର୍ଷାଦିନେ...

Advertisement
Archives

Model This Week