ପିଲାଙ୍କ ଘରେ ଖାଦ୍ୟ ପହଞ୍ଚାଇବେ ଅଙ୍ଗନଓ୍ବାଡି କର୍ମୀ

ଭୁବନେଶ୍ୱର,୧୮।୩(ବ୍ୟୁରୋ): କରୋନା ସତର୍କତା ପାଇଁ ରାଜ୍ୟର ସମସ୍ତ ଅଙ୍ଗନଓ୍ବାଡି କେନ୍ଦ୍ର ବନ୍ଦ ରହିବ। ଏ ନେଇ ରାଜ୍ୟ ସରକାର ନିର୍ଦ୍ଦେଶ ଦେଇଛନ୍ତି। ମାର୍ଚ୍ଚ ୩୧ ପର୍ଯ୍ୟନ୍ତ ବନ୍ଦ ରହୁଥିବାରୁ ପିଲାଙ୍କ ଘରେ ଖାଦ୍ୟ ଦିଆଯିବ। ୩ ରୁ ୬ ବର୍ଷ ପର୍ଯ୍ୟନ୍ତ ପିଲାଙ୍କ ଘରେ ଶୁଖିଲା ରାଶନ ପହଞ୍ଚାଯିବ। ଅଙ୍ଗନଓ୍ବାଡି କର୍ମୀ ଓ ସହାୟିକାମାନେ ହିତାଧିକାରୀଙ୍କ ଘରେ ରାଶନ ପହଞ୍ଚାଇବାକୁ ସରକାର ନିର୍ଦ୍ଦେଶ ଦେଇଛନ୍ତି। ସେହିଭଳି ପ୍ରତି ଗ୍ରାମରେ ଥିବା ଏଏନ୍‌ଏମ୍‌/ଆଶା କର୍ମଚାରୀମାନଙ୍କ ପାଖରେ ଅତ୍ୟାବଶ୍ୟକ ଔଷଧ ରହିବ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ପେଷି ହେଉଛନ୍ତି ଚାଷୀ

ବରଗଡ଼ ଅଫିସ୍‌,୨୭ା୪: ଓଡ଼ିଶାର ଚାଷୀମାନେ ଗତ ୧୦ବର୍ଷ ମଧ୍ୟରେ ଅଧିକରୁ ଅଧିକ ଧାନ ଉତ୍ପାଦନ କରିଛନ୍ତି। ଏଥିପାଇଁ ରାଜ୍ୟ ସରକାର କ୍ରମାଗତ କୃଷି କର୍ମଣ ପୁରସ୍କାର...

ସଙ୍କଟରେ ବଜେଟ ହୋଟେଲ ଶିଳ୍ପ: ନିଯୁକ୍ତି ହରାଇଲେଣି ୨୦ ହଜାର କର୍ମଚାରୀ

ଭୁବନେଶ୍ୱର,୨୭।୭(ବ୍ୟୁରୋ): କରୋନା ଓ ଲକ୍‌ଡାଉନ୍‌ ପାଇଁ ଟ୍ରାଭେଲ ଓ ହସ୍ପିଟାଲିଟି ଶିଳ୍ପ ବିଶେଷଭାବେ କ୍ଷତିଗସ୍ତ ହୋଇଛି। ୩ମାସରୁ ଊର୍ଦ୍ଧ୍ୱ ସମୟ ଧରି ଏହି ଶିଳ୍ପରେ ତାଲା...

ଭାରତୀୟ ଚିକିତ୍ସକ ସଂଘ ପକ୍ଷରୁ ହାତଧୂଆ ଦିବସ

ଯାଜପୁର ଅଫିସ,୧୭।୧୦: ଭାରତୀୟ ଚିକିତ୍ସକ ସଂଘ ଯାଜପୁର ରୋଡ଼ ଆନୁକୂଲ୍ୟରେ ମଙ୍ଗଳବାର ଧନେଶ୍ୱର ଆଞ୍ଚଳିକ ଉଚ୍ଚ ବିଦ୍ୟାପୀଠରେ ବିଶ୍ୱ ହାତଧୁଆ ଦିବସ ପାଳିତ ହେଇଯାଇଛି। ସଂଘର...

ବମ୍ବେରୁ ଫେରିଲେ ୨୬୧ ପ୍ରବାସୀ, ଖୋର୍ଦ୍ଧା ଷ୍ଟେଶନରେ ପହଞ୍ଚିଲା ସ୍ବତନ୍ତ୍ର ଶ୍ରମିକ ସ୍ପେଶାଲ ଟ୍ରେନ୍‌

ଖୋର୍ଦ୍ଧା ଅଫିସ,୧୩।୫: ସ୍ବତନ୍ତ୍ର ଶ୍ରମିକ ସ୍ପେଶାଲ ଟ୍ରେନ୍‌ ବମ୍ବେର ଥାନେ ଅଞ୍ଚଳରୁ ପ୍ରବାସୀ ଶ୍ରମିକଙ୍କୁ ଆଣି ଓଡିଶାର ଖୋର୍ଦ୍ଧା ରୋଡ଼ ଷ୍ଟେଶନରେ ପହଞ୍ଚିଛି । ବୁଧବାର...

ମୋ ସରକାର କାର୍ଯ୍ୟକ୍ରମର ପ୍ରଭାବ; ଗତବର୍ଷ ତୁଳନାରେ ବଢିଛି ମାମଲା

ଭୁବନେଶ୍ୱର,୩୦।୧୨(ବ୍ୟୁରୋ):  ଆଉ ଦିନ କେଇଟା ପରେ ଆସିବ ନୂଆବର୍ଷ। ହେଲେ ୨୦୧୯ରେ ବିଭିନ୍ନ ଥାନାରେ ବଢିଥିବା ମାମଲା ସଂଖ୍ୟା କମିଶନରେଟ ପୋଲିସ ପାଇଁ ଚିନ୍ତାର ବିଷୟ...

ଜନସାଧାରଣଙ୍କୁ ଶକ୍ତି ବିଭାଗର ନିବେଦନ:ମେନ୍ ସୁଇଜ୍ ନୁହେଁ, କେବଳ ଲାଇଟ୍ ସୁଇଜ୍ ବନ୍ଦ କରନ୍ତୁ

ଭୁବନେଶ୍ୱର, ୫ା୪ (ବ୍ୟୁରୋ): ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ରବିବାର ରାତି ୯ଟାରେ ସ୍ୱେଚ୍ଛାକୃତ ଭାବେ ଘର ଲାଇଟ ବନ୍ଦ କରିବା ପାଇଁ ଅନୁରୋଧ କରିଛନ୍ତି। ଏହି...

ଗାଁ, ସହରରେ ନିୟମ କଡ଼ାକଡ଼ି କର

ଭୁବନେଶ୍ୱର,୨୭।୨(ବ୍ୟୁରୋ): ରାଜ୍ୟରେ ସମ୍ଭାବ୍ୟ ୨ୟ ପର୍ଯ୍ୟାୟ କରୋନା ସଂକ୍ରମଣ ରୋକିବା ଲାଗି ଉଭୟ ଗ୍ରାମ ଓ ସହରାଞ୍ଚଳରେ କୋଭିଡ୍‌ ନିୟମ ପ୍ରବର୍ତ୍ତନ କାର୍ଯ୍ୟକ୍ରମକୁ ବ୍ୟାପକ କରିବା...

ବୋଲ ମାନୁନି କରୋନା: ଆଜି ବି ୮ହଜାର ପାର୍‌ କଲା ସଂକ୍ରମିତଙ୍କ ସଂଖ୍ୟା; କେବଳ ଖୋର୍ଦ୍ଧାରୁ ୧,୨୭୫

ଭୁବନେଶ୍ୱର,୨।୫(ବ୍ୟୁରୋ): ରାଜ୍ୟରେ ବେକାବୁ କରୋନା ସଂକ୍ରମଣ। ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ଆଉ ୮୦୧୫ କୋଭିଡ୍‌ ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ୪୫୬୮...

Advertisement
Archives

Model This Week