Advertisement

ପିଲାଙ୍କ ପାଇଁ ଖାଦ୍ୟ ଯୋଗାଡ଼ କରିବାକୁ ଲଣ୍ଡା ହେଲେ ମହିଳା

ସଲେମ,୧୦।୧: ତାମିଲନାଡୁର ବିଧବା ମହିଳା ପ୍ରେମା ତାଙ୍କର ୩ ପିଲାଙ୍କ ପାଇଁ ଖାଦ୍ୟ ଯୋଗାଡ କରିବାକୁ ନିଜେ ଲଣ୍ଡା ହୋଇଥିବା କହିଛନ୍ତି। ଲଣ୍ଡା ହେବା ପରେ ସେ ତାଙ୍କ କେଶକୁ ମାତ୍ର ୧୫୦ ଟଙ୍କାରେ ବିକ୍ରିକରି ପିଲାମାନଙ୍କ ପାଇଁ ଖାଦ୍ୟ ଯୋଗାଡ କରିଥିବା କୁହନ୍ତି। ତାମିଲନାଡୁର ସଲେମରେ ରହୁଥିବା ୩୧ ବର୍ଷୀୟା ପ୍ରେମାଙ୍କର ସ୍ବାମୀ ଧାର କରଜ କରି ଏହାକୁ ଶୁଝି ନ ପାରିବା ପରେ ୭ ମାସ ତଳେ ଆତ୍ମହତ୍ୟା କରିଛନ୍ତି। ଏବେ ପ୍ରେମା ମଧ୍ୟ ଦାରିଦ୍ର୍ୟ ଯୋଗୁ ଆତ୍ମହତ୍ୟା ଉଦ୍ୟମ କରିଥିବା ଜଣାପଡିଛି। ଏହି ଖବର ସାମ୍ନାକୁ ଆସିବା ପରେ କ୍ରାଉଡ୍‌ ଫଣ୍ଡିଂ ପକ୍ଷରୁ ତାଙ୍କୁ ୧.୪୫ ଲକ୍ଷ ଟଙ୍କା ସହାୟତା ଯୋଗାଇ ଦେବା ସହ ଜିଲା ପ୍ରଶାସନ ପକ୍ଷରୁ ତାଙ୍କୁ ବିଧବା ଭତ୍ତା ଯୋଗାଇ ଦିଆଯିବ ବୋଲି କୁହାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଭାଜପାର ମାଗଣା କରୋନା ଟିକା ପ୍ରତିଶ୍ରୁତି ଯୋଗୁ ହୋଇନି ଆଚାର ସଂହିତା ଉଲ୍ଲଂଘନ: ନିର୍ବାଚନ କମିଶନ

ନୂଆଦିଲ୍ଲୀ,୩୧।୧୦: ବିହାର ବିଧାନସଭା ନିର୍ବାଚନରେ ଭାଜପା ପକ୍ଷରୁ ଜାରି ହୋଇଥିବା ଘୋଷଣା ପତ୍ରରେ ମାଗଣା କରୋନା ଟିକା ପ୍ରତିଶ୍ରୁତି ଦିଆଯାଇଛି। ଏହାକୁ ନେଇ ସୂଚନା ଅଧିକାର...

ଏହି ହୋଟେଲରେ ଗ୍ରାହକଙ୍କୁ ମିଳେ ସୁନା ବାଥ୍‌ଟବ୍‌ର ସୁବିଧା

ଜାପାନର ଏକ ହୋଟେଲରେ ଗ୍ରାହକଙ୍କ ପାଇଁ ରହିଛି ସୁନାର ବାଥ୍‌ଟବ୍‌। ୧୩୦ ସେଣ୍ଟିମିଟର ଚଉଡା ଓ ୫୫ ସେଣ୍ଟିମିଟର ଗଭୀର ଏହି ବାଥ୍‌ଟବ୍‌ର ମଜା ନେବାକୁ...

ପ୍ରଥମେ ଗେହଲୋଟ-ପାଇଲଟଙ୍କୁ ଯୋଡନ୍ତୁ, ରାହୁଲଙ୍କ ଭାରତ ଯୋଡ ଯାତ୍ରାକୁ ନେଇ ଭାଜପାର କଟାକ୍ଷ …

ନୂଆଦିଲ୍ଲୀ, ୨୬।୯ : ରାଜସ୍ଥାନ ମୁଖ୍ୟମନ୍ତ୍ରୀ ଅଶୋକ ଗେହଲୋଟଙ୍କ ଉତ୍ତରାଧିକାରୀ କିଏ ହେବ ସେ ନେଇ ସୃଷ୍ଟି ହୋଇଥିବା ବିବାଦ ମଧ୍ୟରେ ଭାଜପା ନେତା ତଥା...

ଦରକାର ପଡିଲେ ବନ ଅଧିକାରୀଙ୍କୁ ପିଟ: ଭାଜପା ଏମ୍‌ପି

ଆଦିଲାବାଦ,୨୨।୭: ତେଲେଙ୍ଗାନା ଆଦିଲାବାଦର ଭାଜପା ଏମ୍‌ପି ସ୍ବୟମ ବାପୁ ରାଓ ଏକ ବିବାଦୀୟ ବୟାନ ପାଇଁ ଏବେ ଆସିଛନ୍ତି ଚର୍ଚ୍ଚାକୁ। ଶନିବାର ସେ ଉତନୁର ମଣ୍ଡଲଠାରେ...

ପ୍ରୟାଗରାଜରେ ଗର୍ଜିଲେ ମୋଦି

ଲକ୍ଷ୍ନୌ,୨୪ ।୨: ଉତ୍ତର ପ୍ରଦେଶର ପଞ୍ଚମ ପର୍ଯ୍ୟାୟ ନିର୍ବାଚନ ପାଇଁ ଷ୍ଟାର ପ୍ରଚାରକ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଗରୁବାର ପ୍ରୟାଗରାଜରେ ଏକ ଜନସଭାକୁ ସମ୍ବୋଧନ କରିଛନ୍ତି...

ଜାମିଆରେ ଫୁଟିଲା ଗୁଳି

ନୂଆଦିଲ୍ଲୀ, ୪ା୨(ପି.ଟି.): ସିଏଏ ଓ ଏନ୍‌ଆର୍‌ସିକୁ ବିରୋଧ ଜାରି ରହିଥିବା ବେଳେ ରବିବାର ରାତିରେ ଦିଲ୍ଲୀର ଜାମିଆ ମିଲିଆ ଇସ୍‌ଲାମିଆ ବିଶ୍ୱବିଦ୍ୟାଳୟ ନିକଟରେ ପୁଣି ଗୁଳିକାଣ୍ଡ...

ଛୋଟ କିନ୍ତୁ ବିଷାକ୍ତ

ବିଶ୍ୱରେ ଅନେକ ବିଷାକ୍ତ ପ୍ରାଣୀ ଅଛନ୍ତି । କିନ୍ତୁ ନିକଟ ଅତୀତରେ ବିଶ୍ୱର କ୍ଷୁଦ୍ରତମ ବିଷାକ୍ତ ବେଙ୍ଗ ଚିହ୍ନଟ କରାଯାଇଛି । ଯାହାର ଶରୀର ଏକ...

ଗୁଜରାଟରେ ଲାଗୁ ହେବ ସମାନ ନାଗରିକ ସଂହିତା

ଅହମଦାବାଦ,୩୦।୧୦: ବିଧାନସଭା ନିର୍ବାଚନ ପୂର୍ବରୁ ଗୁଜରାଟ ସରକାର ଏକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି କ୍ରମେ ରାଜ୍ୟରେ ସମାନ ନାଗରିକ ସଂହିତା (ୟୁସିସି) ଲାଗୁ କରିବା ଲାଗି ଶନିବାର...

Advertisement
Archives

Model This Week