Posted inଫୁରସତ

ପିଲାଙ୍କ ପାଠପଢ଼ା ଶେଷ ପରେ ୫୫ ବର୍ଷରେ ଆଇନରେ ଡିଗ୍ରୀ ସହ ୪ ଗୋଲ୍ଡ ମେଡାଲ ହାସଲ କଲେ ମହିଳା

ଗାନ୍ଧିନଗର,୩୦।୧: ପାଠପଢ଼ାର କୌଣସି ବୟସ ନ ଥାଏ। ଯେ କୌଣସି ବୟସରେ ମଧ୍ୟ ଜଣେ ପାଠପଢ଼ି ପାରିବ। ଏହାର ସଦ୍ୟତମ ଉଦାହରଣ ପାଲଟିଛନ୍ତି ଗୁଜରାଟର ୫୫ ବର୍ଷ ବୟସ୍କା ନୀତି ରାଓ୍ବଲ। ଗୃହିଣୀ ଭାବେ ୩୦ ବର୍ଷ ଘରକାମରେ ବ୍ୟସ୍ତ ରହି ସେ ପାଠ ପଢ଼ାଠାରୁ ଦୂରେଇ ଯାଇଥିଲେ। ଇତିମଧ୍ୟରେ ତାଙ୍କର ଝିଅ-ପୁଅଙ୍କ ପାଠପଢ଼ା ଶେଷ ହୋଇଥିଲା। ଦୁହେଁ ଆଇନରେ ଡିଗ୍ରୀ ହାସଲ କରିଥିଲେ। ଝିଅର ବିବାହ ହେବାପରେ ପୁଅ ମୁମ୍ବାଇରେ ଏକ ଲ ଫାର୍ମରେ ଚାକିରି କରିଛନ୍ତି। ଘରେ ଏକା ବସି ବସି ନୀତିଙ୍କୁ ବ୍ୟସ୍ତ ଲାଗିବାରୁ ସେ ସ୍ବାମୀ ମୋଲିନ ରାଓ୍ବଲଙ୍କୁ ଏନେଇ କହିଥିଲେ। ଏକୁଟିଆପଣ ଦୂର କରିବା ପାଇଁ ସେ ଗୁଜରାଟ ବିଶ୍ୱବିଦ୍ୟାଳୟରେ ଆଇନ ପାଠ୍ୟକ୍ରମରେ ନାମ ଲେଖାଇଥିଲେ। ପାଠପଢ଼ା ପ୍ରତି ତାଙ୍କର ଝୁଙ୍କ୍‌ ଯୋଗୁ ସେ ସଫଳତା ସହିତ ଆଇନରେ ଡିଗ୍ରୀ ହାସଲ କରିଛନ୍ତି। ଦୀକ୍ଷାନ୍ତ ସମାରୋହରେ ନୀତିଙ୍କୁ ୪ଟି ଗୋଲ୍ଡ ମେଡାଲ ପ୍ରଦାନ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ବାଙ୍କିପୁର ଉପନିର୍ବାଚନରେ ପ୍ରଶାନ୍ତ କିଶୋରଙ୍କୁ ସହଯୋଗ କଲେ ନୀତିଶ କୁମାର, ଜାଣନ୍ତୁ କ’ଣ ଥିଲା ପିକେଙ୍କ ରଣନୀତି

ପାଟନା,୩।୮: ବାଙ୍କିପୁର ବିଧାନସଭା ଉପନିର୍ବାଚନର ଫଳାଫଳ ପ୍ରକାଶ ପାଇଛି। ଜନ ସୁରାଜର ପ୍ରତିଷ୍ଠାତା ପ୍ରଶାନ୍ତ କିଶୋର ବିଜୟ ହାସଲ କରିଛନ୍ତି। ବଡ଼ ବ୍ୟବଧାନରେ ସେ ଭାଜପା ପ୍ରାର୍ଥୀ…

ଛାତିଥରା ଘଟଣା…ସ୍କୁଲରେ ପଶି ଶିକ୍ଷୟିତ୍ରୀଙ୍କୁ ଛୁରାମାଡ଼ କଲେ ଦୁର୍ବୃତ୍ତ, କାରଣ ଜାଣିଲେ ହେବେ ଆଶ୍ଚର୍ଯ୍ୟ

ନୂଆଦିଲ୍ଲୀ,୩।୮: ହରିୟାଣାର ଫରିଦାବାଦ ଜିଲାର ସିକରୌନା ଗାଁରେ ଥିବା ଏକ ସ୍କୁଲରେ ଏକ ଚାଞ୍ଚଲ୍ୟକର ହତ୍ୟାକାଣ୍ଡ ଘଟିଛି । ଜଣେ ମୁଖା ପିନ୍ଧିଥିବା ଯୁବକ ସ୍କୁଲ ପରିସରକୁ…

ଜବରଦସ୍ତ ବିଜୟ ପରେ ଭାଜପାକୁ ଏମିତି ଅନୁରୋଧ କଲେ ପ୍ରଶାନ୍ତ କିଶୋର: ମୁଖ୍ୟମନ୍ତ୍ରୀଙ୍କୁ ତୁରନ୍ତ…

ପାଟନା,୩।୮: ଜନ ସୂରଜ ପାର୍ଟି (JSP)ର ପ୍ରତିଷ୍ଠାତା ପ୍ରଶାନ୍ତ କିଶୋର ବାଙ୍କିପୁର ଉପନିର୍ବାଚନରେ ବିଜୟ ହାସଲ କରିଛନ୍ତି। ସେ ଭାଜପା ପ୍ରାର୍ଥୀ ନୀରଜ କୁମାରଙ୍କୁ ପରାସ୍ତ କରିଛନ୍ତି।…

RSSର ବଡ଼ ପ୍ଲାନ! ମୋଦିଙ୍କ ପରେ Gen-Zଙ୍କ ସହ ସିଧାସଳଖ କଥା ହେବେ ମୋହନ ଭାଗବତ

ନୂଆଦିଲ୍ଲୀ,୩।୮: ରାଷ୍ଟ୍ରୀୟ ସ୍ୱୟଂସେବକ ସଂଘ (RSS) ର ସଂଘ ଚାଳକ ମୋହନ ଭାଗବତ ଅଗଷ୍ଟ ୬ ତାରିଖରେ ଦେଶର ଯୁବବର୍ଗଙ୍କ ସହ ସୀଧାସଳଖ କଥାବାର୍ତ୍ତା କରିବେ। ଆରଏସଏସ…

ବିଶ୍ବ ବାଣିଜ୍ୟ ଦିବସ: ଆଧୁନିକ ଭାରତ ନିର୍ମାଣରେ ରହିଛି ଗୁରୁତ୍ୱପୂର୍ଣ୍ଣ ଭୂମିକା

ଛତ୍ରପୁର,୩।୮(ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ଛତ୍ରପୁର ସରକାରୀ ବିଜ୍ଞାନ ମହାବିଦ୍ୟାଳୟ ପରିସର ସ୍ଥିତ ସମ୍ମିଳନୀ କକ୍ଷରେ ସୋମବାର ସ୍ନାତକୋତ୍ତର ବାଣିଜ୍ୟ ବିଭାଗ ପକ୍ଷରୁ ମହାବିଦ୍ୟାଳୟ ଅଧ୍ୟକ୍ଷ ଡ. ଅଜୟ…

ବାଙ୍କିପୁର ବିଜୟ ପରେ ପିଏମ୍‌ ମୋଦିଙ୍କୁ ଏହି ଅପିଲ କଲେ ପ୍ରଶାନ୍ତ କିଶୋର, ଆଶ୍ଚର୍ଯ୍ୟ ହୋଇଗଲା ଭାଜପା!

ପାଟନା,୩।୮: ବାଙ୍କିପୁର ବିଧାନସଭା ଉପନିର୍ବାଚନରେ ବଡ଼ ବିଜୟ ହାସଲ କରିଛନ୍ତି ଜନ ସୁରାଜର ପ୍ରତିଷ୍ଠାତା ପ୍ରଶାନ୍ତ କିଶୋର। ତେବେ ଭୋଟ ଗଣତି ଚାଲିଥିବା ସମୟରେ ଗଣମାଧ୍ୟମ ସହ…

୧୬ଦିନରେ ୨ଟା ଗ୍ରହଣ: ସତ୍ତାରୁ ସୀମା ଯାଏ ବଡ଼ ହଲଚଲ! ଭାରତୀୟଙ୍କ ଉପରେ ମାଡ଼ି ଆସୁଛି ବଡ଼ ବିପଦ

ଅଗଷ୍ଟ ମାସ ବିଶେଷ ହେବାକୁ ଯାଉଛି। ଏହି ମାସରେ ମାତ୍ର ୧୬ ଦିନ ମଧ୍ୟରେ ସୂର୍ଯ୍ୟ ଓ ଚନ୍ଦ୍ର ଉଭୟଙ୍କ ଉପରେ ଗ୍ରହଣର ଛାୟା ପଡ଼ିବ। ପ୍ରଥମ…

ଲୁଗା ବ୍ୟବସାୟୀଙ୍କ ଘରେ କଳା କନା ବୁଲାଇଲେ ଦୁର୍ବୃତ୍ତ: ସୁନା ଗହଣା ସବୁ ଲୁଟିନେେଲେ

ଦାରିଙ୍ଗବାଡ଼ି, ୩।୮(ଅରୁଣ ସାହୁ ): କନ୍ଧମାଳ ଜିଲ୍ଲା ଦାରିଙ୍ଗବାଡି ଥାନା ଦାରିଙ୍ଗବାଡି ର ଲୁଗା ବ୍ୟବସାୟୀ ଅଶୋକ ସାହୁଙ୍କ ଘରୁ ଲକ୍ଷାଧିକ ଟଙ୍କାର ସୁନା ଗହଣା ଲୁଟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri