ପିଲାଙ୍କ ଭବିଷ୍ୟତ ଗଠନରେ ଜେଜେମା’ ଓ ଜେଜେବାପାଙ୍କ ଭୂମିକା ଗୁରୁତ୍ୱପୂର୍ଣ୍ଣ

ଭୁବନେଶ୍ୱର, ୩।୧୧(ବ୍ୟୁରୋ): ପିଲାଙ୍କ ଉତ୍ତମ ଚରିତ୍ର ଓ ଭବିଷ୍ୟତ ଗଠନରେ ଜେଜେମା’ ଓ ଜେଜେବାପାଙ୍କ ଗୁରୁତ୍ୱପୂର୍ଣ୍ଣ ଭୂମିକା ରହିଥାଏ। ସେମାନଙ୍କୁ ସମ୍ମାନ ଜଣାଇବା ଉଦ୍ଦେଶ୍ୟରେ ଶନିବାର ସାଇ ଇଣ୍ଟରନ୍ୟାଶନାଲ ସ୍କୁଲ, ଇନ୍ଦ୍ରପ୍ରସ୍ଥ ଅଡିଟୋରିୟମ୍‌ରେ ‘ଗ୍ରାଣ୍ଡ ପ୍ୟାରେଣ୍ଟସ୍‌ ଡେ’ ପାଳିତ ହୋଇଯାଇଛି। ପାରମ୍ପରିକ ପଦ୍ଧତିରେ ଜେଜେମା’, ଜେଜେବାପାମାନଙ୍କୁ ସ୍ବାଗତ କରିବା ସହ ଏହି ଉତ୍ସବକୁ ଏକ ସାଂସ୍କୃତିକ କାର୍ଯ୍ୟକ୍ରମ ମାଧ୍ୟମରେ ଆରମ୍ଭ କରାଯାଇଥିଲା। ‘ଗ୍ରାଣ୍ଡପ୍ୟାରେଣ୍ଟସ୍‌ ଡେ’ର ମହତ୍ତ୍ୱକୁ ନେଇ ଏକ କାହାଣୀ ଭିଡିଓ ପ୍ରେଜେଣ୍ଟେଶନ ମାଧ୍ୟମରେ ପ୍ରଦର୍ଶିତ କରାଯାଇଥିଲା। ଜେଜେମା’ ଓ ଜେଜେବାପାଙ୍କୁ ନେଇ ବିଭିନ୍ନ ପ୍ରକାର ପ୍ରତିଯୋଗିତା ମଧ୍ୟ ଆୟୋଜନ କରାଯାଇଥିଲା। ସାଇ ଇଣ୍ଟରନ୍ୟାଶନାଲ ଏଜୁକେଶନ୍‌ ଗ୍ରୁପ୍‌ ପ୍ରତିଷ୍ଠାତା ଡ. ବିଜୟ କୁମାର ସାହୁ ଛାତ୍ରୀଛାତ୍ରଙ୍କ ଜେଜେମା’ ଓ ଜେଜେବାପାଙ୍କୁ ଅଭିନନ୍ଦନ ଜଣାଇଥିଲେ। ପିଲାମାନଙ୍କ ସମ୍ପୂର୍ଣ୍ଣ ବିକାଶ ଓ ଭବିଷ୍ୟତ ଗଠନରେ ସେମାନଙ୍କ ଭୂମିକା ଅତ୍ୟନ୍ତ ଗୁରୁତ୍ୱପୂର୍ଣ୍ଣ, ଏଣୁ ପିଲାମାନଙ୍କ ସହ ସେମାନେ ସମୟ ଅତିବାହିତ କରିବା ନିହାତି ଦରକାର ବୋଲି ସେ ମତବ୍ୟକ୍ତ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com
Featured Video Play Icon

ପୋଲିସ ଟିମ୍‌ ନେଇ ଶାଶୂ ଘରେ ପହଞ୍ଚିଲେ ତ୍ରିଷ୍ଣା, ତା’ପରେ…

ଭୁବନେଶ୍ୱର, ୧।୬: ୟ୍ୟୁଟବର ତ୍ରିଷ୍ଣା ପୋଲିସ ଉପସ୍ଥିତରେ ଶାଶୂ ଘରେ ପହଞ୍ଚି ସମସ୍ତ ଯୌତୁକ ଜିନିଷ…

ପୁଣି ଜଗନ୍ନାଥ ପ୍ରେମୀଙ୍କ ଭାବାବେଗ ସହ ଖେଳ: ଅନଲାଇନରେ ମହାପ୍ରସାଦ, ଖଜା ବିକ୍ରି ନେଇ…

ପୁରୀ, ୧।୬ (ଅଜିତ କୁମାର ମହାନ୍ତି): ପୁଣିଥରେ ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ପ୍ରତି ଅପମାନ ହେଉଥିବା ସହ ଭକ୍ତମାନଙ୍କ ଭାବାବେଗ ସହିତ ଖେଳାଯାଉଥିବା ଘଟଣା ସାମ୍ନାକୁ ଆସିଛି। ଅନଲାଇନ…

କବିସୂର୍ଯ୍ୟନଗର ଥାନାରେ ଥାର୍ଡ ଡିଗ୍ରୀ ମାମଲା; ବଡ଼ ଆକ୍ସନ, ୩ ପୋଲିସ….

ଭୁବନେଶ୍ବର,୧।୬: କବିସୂର୍ଯ୍ୟନଗର ଥାନାରେ ଥାର୍ଡ ଡିଗ୍ରୀ ମାମଲା ରାଜ୍ୟରେ ଚର୍ଚ୍ଚାର ବିଷୟ ପାଲଟିଥିବା ବେଳେ ବର୍ତ୍ତମାନ ବଡ଼ ଆକ୍ସନ ନିଆଯାଇଛି । କବିସୂର୍ଯ୍ୟନଗର ଥାନା ଓ ବାଲିଚାଇ…

ଅର୍ଥ ବିଭାଗର ବଡ଼ ନିର୍ଦ୍ଦେଶ: ସରକାରୀ କାର୍ଯ୍ୟରେ EV ବାଧ୍ୟତାମୂଳକ

ଭୁବନେଶ୍ୱର,୧।୬: ଅର୍ଥ ବିଭାଗ ପକ୍ଷରୁ ସୋମବାର ଏକ ଗୁରୁତ୍ୱପୂର୍ଣ୍ଣ ନିର୍ଦ୍ଦେଶାବଳି ଜାରି କରାଯାଇଛି। ସରକାରୀ କାର୍ଯ୍ୟରେ ଇଲେକ୍ଟ୍ରିକ ଯାନବାହନ (EV) ବ୍ୟବହାର ପାଇଁ ଅର୍ଥ ବିଭାଗ ପକ୍ଷରୁ…

ରାଜ୍ୟ ସଭା ଉପ-ନିର୍ବାଚନ ବିଜ୍ଞପ୍ତି ପ୍ରକାଶ, ନିଯୁକ୍ତ ହେଲେ ରିଟର୍ଣ୍ଣିଂ ଅଫିସର

ଭୁବନେଶ୍ୱର,୧।୬: ରାଜ୍ୟ ସଭା ଉପ-ନିର୍ବାଚନ ପାଇଁ ବିଧାନସଭା ସଚ୍ଚିବାଳୟ ପକ୍ଷରୁ ସୋମବାର ବିଧିବଦ୍ଧ ବିଜ୍ଞପ୍ତି ପ୍ରକାଶ ପାଇଛି। ବିଜ୍ଞପ୍ତିରେ ଉପନିର୍ବାଚନ ପାଇଁ ରିଟର୍ଣ୍ଣିଂ ଅଫିସର ନିଯୁକ୍ତ କରାଯାଇଛି।…

ଆଇସ୍‌କ୍ରିମ୍‌ ଖାଉଥିଲେ ସାବଧାନ! କ୍ଷୀର ବଦଳରେ ମିଶୁଛି…

ଭୁବନେଶ୍ୱର,୧ା୬(ବନ୍ଦନା ସେଠୀ): ପିଲାଙ୍କଠାରୁ ବୟସ୍କ ବଜାରରୁ ଯେଉଁ ଆଇସ୍‌କ୍ରିମ୍‌ କିଣି ଖାଉଛନ୍ତି, ତାହା ପ୍ରାୟତଃ କୌଣସି କ୍ଷୀରରୁ ପ୍ରସ୍ତୁତ ହୁଏନାହିଁ, ବରଂ ତାଳ ଗଛରୁ ବାହାରୁଥିବା ଶସ୍ତା…

ଚଳନ୍ତା ଅବସ୍ଥାରେ ଆମ୍ବୁଲାନ୍ସରେ ଲାଗିଗଲା ନିଆଁ, ଆଉ ତା’ ପରେ…

ଭୁବନେଶ୍ୱର,୧ା୬: ଖଣ୍ଡଗିରି ନିକଟ ଜାଗମରାରେ ଏକ ଆମ୍ବୁଲାନ୍ସରେ ନିଆଁ ଲାଗି ସମ୍ପୂର୍ଣ୍ଣ ଜଳିଯାଇଛି। ଚଳନ୍ତା ଅବସ୍ଥାରେ ହିଁ ଆମ୍ବୁଲାନ୍ସଟିରେ ନିଆଁ ଲାଗିଯାଇଥିଲା। ଫଳରେ ସମ୍ପୂର୍ଣ୍ଣ ଭାବେ ଜଳିଯାଇଛି…

ଆଜି ଏହି ଜିଲାକୁ କାଳବୈଶାଖୀ: ଘଡ଼ଘଡ଼ି ବିଜୁଳି ସହ ପ୍ରବଳ ବର୍ଷା ନେଇ ସତର୍କତା ଜାରି କଲା ପାଣିପାଗ ବିଭାଗ

ଭୁବନେଶ୍ୱର,୧ା୬: ରାଜ୍ୟରେ ଏବେ କାଳବୈଶାଖୀ ବର୍ଷା ଲାଗି ରହିଛି। ଏହାର ପ୍ରଭାବରେ ଦିନ ତାପମାତ୍ରା ହ୍ରାସ ପାଉଛି। ଆହୁରି ୪ଦିନ ଏଭଳି ସ୍ଥିତି ଲାଗି ରହିବ ବୋଲି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri