ପିଲାଙ୍କ ରଥଯାତ୍ରା, ନିଆରା ପରମ୍ପରା

ବରଗଡ଼ ଅଫିସ୍‌,୫।୭-ବରଗଡ଼ ଜିଲାର ବିଭିନ୍ନ ସ୍ଥାନରେ ରଥଯାତ୍ରା ପାଳିତ ହେଉଛି । ତେବେ ବରଗଡ଼ ନାଏକପଡ଼ାର ଶିଶୁଙ୍କ ରଥଯାତ୍ରା ପାଳନ ସମ୍ପୂର୍ଣ୍ଣ ନିଆରା । ପିଲାମାନେ ନିଜେ ରଥ ତିଆରି କରନ୍ତି। ରଥଯାତ୍ରା ବେଳେ ସେହି ରଥରେ ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କୁ ରଥାଋଢ଼ କରନ୍ତି। ଆଉ ରଥ ଦଉଡ଼ି ଟାଣି ମହାପ୍ରଭୁଙ୍କୁ ବଡ଼ଦାଣ୍ଡକୁ ଆଣିଥାନ୍ତି। ଏହିକ୍ରମରେ ଗୁରୁବାର ଶିଶୁମାନେ ରଥରେ ବସାଇ ଶ୍ରୀଜଗନ୍ନାଥଙ୍କୁ ସ୍ଥାନୀୟ ୟୁକୋବ୍ୟାଙ୍କ ଛକ ପର୍ଯ୍ୟନ୍ତ ଆଣିଥିଲେ। ପରମ୍ପରା ଅନୁଯାୟୀ ଶୁକ୍ରବାର ହାଟପଦାର ବଡ଼ଦାଣ୍ଡକୁ ନେବେ ।


Enter your email to get our daily news in your inbox.

All Right Reserved By Dharitri.Com

ରାଜ୍ୟପାଳଙ୍କ ଅଭିଭାଷଣ ସମୟରେ ଗୃହରେ ହୋହାଲ୍ଲା କରିପାରିବେ ନାହିଁ ବିଧାୟକ

ଭୁବନେଶ୍ୱର,୨୩।୧୧(ବ୍ୟୁରୋ): ରାଜ୍ୟପାଳଙ୍କ ଅଭିଭାଷଣ ସମୟରେ କୌଣସି ବିଧାୟକ ଗୃହରେ ହୋହାଲ୍ଲା କରିପାରିବେ ନାହିଁ। ସିମଲାରେ ବସିଥିବା ସବୁ ରାଜ୍ୟର ବାଚସ୍ପତିଙ୍କ ବୈଠକରେ ଏହି ନିଷ୍ପତ୍ତି ନିଆଯାଇଥିବା...

କ୍ୟାନ୍‌ସରରେ ପୀଡ଼ିତ ଯୁବକଙ୍କ ଆତ୍ମହତ୍ୟା, ସୁଇସାଇଡ୍‌ ନୋଟ୍‌ରେ ଲେଖିଲେ ‘ପରିବାରକୁ କଷ୍ଟ ଦେବାକୁ ଚାହେଁନା’

କେନ୍ଦୁଝର,୯।୧୦(ସ୍ବ.ପ୍ର.): କେନ୍ଦୁଝର ସହର ଢାଙ୍ଗରପଡ଼ା ସାହିରେ ଭଡା ଘର କରି ରହୁଥିବା ଜଣେ ଯୁବକ ମଙ୍ଗଳବାର ରାତିରେ ଆତ୍ମହତ୍ୟା କରିଛନ୍ତି। ସେ ହେଲେ ମୟୂରଭଞ୍ଜ ଜିଲା...

ସ୍ବତନ୍ତ୍ର ଓଜେଇଇ ଅନ୍‌ଲାଇନ୍‌ ଆବେଦନ ଅବଧି ବୃଦ୍ଧି

ଭୁବନେଶ୍ୱର,୧୫ା୬(ବ୍ୟୁରୋ) : ସ୍ବତନ୍ତ୍ର ଓଜେଇଇ ଅନ୍‌ଲାଇନ୍‌ ଆବେଦନ ଅବଧି ବୃଦ୍ଧି କରାଯାଇଥିବା ନେଇ ଓଜେଇଇ କର୍ତ୍ତୃପକ୍ଷ ସୂଚନା ଦେଇଛନ୍ତି। କରୋନା ଭାଇରସ୍‌ ଯୋଗୁ ବି-ଟେକ୍‌ ସ୍ପେଶାଲ...

‘ରେନ୍‌ ଦ କ୍ଲବ୍‌’ ବାର୍‌ରେ ଚଢ଼ାଉ: ବିପୁଳ ପରିମାଣର ମଦ ଜବତ; ଚାଲିଥିଲା ବେଆଇନ୍‌ ବିକ୍ରି

କଟକ ରୋଡ,୨୩।୫(ଡି.ଏନ୍‌.ଏ.): କୋଭିଡ-୧୯ ପାଇଁ ରାଜ୍ୟରେ ମଦ ବିକ୍ରି ବନ୍ଦ ରହିଛି। ଏଭଳି ସ୍ଥିତିରେ ଗତ ପ୍ରାୟ ଦୁଇମାସ ଧରି ମଦ ଦୋକାନ ଓ ବାର୍‌ରେ...

ପ୍ରତିଟି ଜୀବନ ମୂଲ୍ୟବାନ୍‌: ମୁଖ୍ୟମନ୍ତ୍ରୀ

ରାୟଗଡ଼ା ଅଫିସ,୨୪।୧୧: ରାୟଗଡ଼ାରେ ବିଜୁ ସ୍ବାସ୍ଥ୍ୟ କଲ୍ୟାଣ ଯୋଜନା ଅଧୀନରେ ଲୋକଙ୍କୁ ସ୍ମାର୍ଟ ସ୍ବାସ୍ଥ୍ୟ କାର୍ଡ ଦିଆଯାଇଛି। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ମଙ୍ଗଳବାର ଭିଡିଓ କନ୍‌ଫରେନ୍ସରେ...

ଆଜିଠୁ ଖୋଲିବ ବୈଷୟିକ ଶିକ୍ଷାନୁଷ୍ଠାନ

ଭୁବନେଶ୍ୱର, ୯ା୮(ବ୍ୟୁରୋ): ରାଜ୍ୟରେ କରୋନା ସଂକ୍ରମଣ କମୁଥିବାରୁ ଧୀରେ ଧୀରେ ଶିକ୍ଷାନୁଷ୍ଠାନଗୁଡ଼ିକ ଖୋଲିବାରେ ଲାଗିଛି। ସୋମବାରଠାରୁ ରାଜ୍ୟରେ ଥିବା ସମସ୍ତ ବୈଷୟିକ ଶିକ୍ଷାନୁଷ୍ଠାନଗୁଡ଼ିକ ଖୋଲିବ। ଦକ୍ଷତା...

୨୪ ଘଣ୍ଟା ଯାଏ ବନ୍ୟାର ସମାନ ସ୍ଥିତି

ଭୁବନେଶ୍ୱର,୧୭।୮(ବୂ୍ୟରୋ): ମୁଣ୍ଡଳିରେ ଜଳସ୍ତର କମିଥିଲେ ମଧ୍ୟ ମହାନଦୀ ବିପଦ ସଙ୍କେତ ଉପରେ ପ୍ରବାହିତ ହେଉଛି । ରାଜ୍ୟରେ ଆସନ୍ତା ୨୪ ଘଣ୍ଟା ପର୍ଯ୍ୟନ୍ତ ବନ୍ୟା ସ୍ଥିତି...

ଆନ୍ତଃରାଜ୍ୟ ପକେଟ୍‌ମାର୍‌ ଗ୍ୟାଙ୍ଗ୍‌ ଧରାପଡ଼ିଲା

ଭୁବନେଶ୍ବର,୪ା୧୦(ବ୍ୟୁରୋ):ଦୁର୍ଗାପୂଜା ଦେଖିବାକୁ ଯାଉଥିଲେ ସାବଧାନ। ସହରରେ ମାତିଛନ୍ତି ଏକାଧିକ ପକେଟ୍‌ମାର୍‌ ଗ୍ୟାଙ୍ଗ୍‌। ଭିଡ଼ ଭିତରେ ପକେଟରୁ, ବ୍ୟାଗ୍‌ରୁ ସବୁକିଛି ଲୁଟିନେଉଛନ୍ତି। ପିଲାଙ୍କଠାରୁ ବଡ଼ ପର୍ଯ୍ୟନ୍ତ ସମସ୍ତଙ୍କ...

Advertisement
Archives

Model This Week