Posted inଜାତୀୟ

ପିଲାଙ୍କ ସହ ମିଶିଲେ ମୋଦି

ନୂଆଦିଲ୍ଲୀ,୧୫।୮: ସମଗ୍ର ଦେଶ ପାଳୁଛି ୭୩ତମ ସ୍ବାଧୀନତା ଦିବସ। ଏହି ଅବସରରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଦିଲ୍ଲୀର ଲାଲକିଲାଠାରେ ପତାକା ଉତ୍ତୋଳନ କରିଛନ୍ତି। ଏହି ଅବସରରେ ସେ ଦେଶର ବିଭିନ୍ନ ବିଷୟକୁ ନେଇ ଭାଷଣ ଦେଇଥିଲେ। ଆଉ ଭାଷଣ ସରିବା ପରେ ମୋଦି ସେଠାରେ ଥିବା ପିଲାମାନଙ୍କ ସହ ମିଶିଥିଲେ। ପିଲାମାନେ ମଧ୍ୟ ବଡ ଉତ୍ସୁକତାର ସହ ମୋଦିଙ୍କୁ ପାଖରେ ପାଇ ଯେମିତି କେଉଁ ଏକ ଅଜଣା ଦୁନିଆରେ ହଜିଯାଇଥିବା ପରି ଲାଗୁଥିଲା। ସୂଚନାଯୋଗ୍ୟ, ସ୍ବାଧୀନତା ଦିବସ ଅବସରରେ ମୋଦି ତାଙ୍କ ଭାଷଣରେ ତିନ୍‌ ତଲାକ ଓ ଅନୁଚ୍ଛେଦ ୩୭୦ ଉଚ୍ଛେଦକୁ ଜନତାଙ୍କ ଦୃଷ୍ଟି ଆକର୍ଷଣ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଗିରୀଶ ମୁର୍ମୁ ସିଏଜି ନିଯୁକ୍ତ

ନୂଆଦିଲ୍ଲୀ,୭ା୮:ଜମ୍ମୁ-କଶ୍ମୀର ଉପରାଜ୍ୟପାଳ (ଏଲ୍‌ଜି) ଗିରୀଶ ଚନ୍ଦ୍ର ମୁର୍ମୁଙ୍କୁ ଭାରତର ନୂଆ ସମୀକ୍ଷକ ଓ ମହାଲେଖା ପରୀକ୍ଷକ (ସିଏଜି) ଭାବେ ନିଯୁକ୍ତ କରାଯାଇଛି। ସେ ବୁଧବାର ରାତିରେ...

ଟ୍ରାକ୍ଟର ପରେଡକୁ ଅନୁମତି

ନୂଆଦିଲ୍ଲୀ, ୨୪।୧: ସାଧାରଣତନ୍ତ୍ର ଦିବସରେ ରାଜଧାନୀ ଦିଲ୍ଲୀରେ ୧୦୦ କିଲୋମିଟର ଟ୍ରାକ୍ଟର ପରେଡ୍‌ ପାଇଁ ଦିଲ୍ଲୀ ପୋଲିସ ଶନିବାର ଅନୁମତି ଦେଇଥିବା କୃଷକ ନେତାମାନେ ଦାବି...

ପରିବାର ଲୋକ ଶୁଦ୍ଧିକ୍ରିୟା ସାରିବାର କିଛି ସମୟ ପୂର୍ବରୁ ଘରେ ପହଞ୍ଚିଲେ ମୃତ ଘୋଷିତ କୃଷକ

ହାସନ,୨।୭: କର୍ନାଟକ ହାସନରେ ଏକ ଚକିତ କରିଦେବା ଭଳି ଘଟଣା ସାମ୍ନାକୁ ଆସିଛି। ଜଣେ କୃଷକ ନିଜ ପରିବାର କଳହରୁ ଅତିଷ୍ଠ ହୋଇ ଘରଛାଡ଼ି ନିଜ...

କରୋନା ସଚେତନତା ବାର୍ତ୍ତା: ଠାକୁର ପିନ୍ଧିଲେ ମାସ୍କ

ବାରାଣାସୀ: କରୋନା ଭୂତାଣୁ ସଂକ୍ରମଣ ଭୟରେ ଲୋକେ ଆତଙ୍କିତ ହୋଇ ପଡ଼ିଛନ୍ତି। ଲୋକଙ୍କୁ ମାସ୍କ ପିନ୍ଧିବା ପାଇଁ ପରାମର୍ଶ ଦିଆଯାଉଛି। ଏହା ସହିତ ଆଲିଙ୍ଗନ ଏବଂ...

ଆତଙ୍କବାଦ ତାଲିମ ନେଉଛନ୍ତି କଶ୍ମୀର ଯୁବକ: ଏନ୍‌କାଉଣ୍ଟରରେ ଗଲାଣି ୧୭ ଜୀବନ

ନୂଆଦିଲ୍ଲୀ,୩।୫: ଆତଙ୍କବାଦୀ ନିରୋଧୀ ଅଭିଯାନ ବେଳେ ପାକିସ୍ତାନରୁ ତାଲିମ ନେଇ ଫେରିଥିବା ୧୭ ଜଣ କଶ୍ମୀରୀ ଯୁବକ ଏନ୍‌କାଉଣ୍ଟରେ ନିହତ ହେଲେଣି। ସେମାନଙ୍କ ମଧ୍ୟରୁ କେତେଜଣ...

ମର୍ମନ୍ତୁଦ ସଡ଼କ ଦୁର୍ଘଟଣା: ଗୋଟିଏ ପରିବାରର ଚାଲିଗଲା ୫ ଜୀବନ

ଚେନ୍ନାଇ,୩।୧: ତାମିଲନାଡୁରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ମଙ୍ଗଳବାର ସକାଳେ ତ୍ରିଚି-ଚେନ୍ନାଇ ଜାତୀୟ ରାଜପଥରେ ୬ଟି ଗାଡି ପରସ୍ପର ସହ ମୁହାଁମୁହିଁ ଧକ୍କା ହେବା...

ରେଳଯାତ୍ରୀଙ୍କୁ ଝଟ୍‌କା: ଜୁଲାଇ ୧୩ରୁ ବିହାର-ଝାଡ଼ଖଣ୍ଡ ମଧ୍ୟରେ ଚାଲିବନି ଏହି ଟ୍ରେନ୍‌

ନୂଆଦିଲ୍ଲୀ,୧୧।୭: ବିହାର ଓ ଝାଡ଼ଖଣ୍ଡ ମଧ୍ୟରେ ଚାଲୁଥିବା ୨ଟି ଟ୍ରେନ୍‌ ଜୁଲାଇ ୧୩ରୁ ଆଉ ଚଳାଚଳ କରିବ ନାହିଁ। ପାଟନା-ରାଞ୍ଚି-ପାଟନା ସ୍ପେଶାଲ ଜନଶତାବ୍ଦୀ ଏକ୍ସପ୍ରେସ୍‌ ଟ୍ରେନ୍‌...

ସ୍ବର୍ଗତା ସୁଷମାଙ୍କ ଜନ୍ମଦିନରେ ମନେପକାଇଲେ ମୋଦି, ଶାହା

ନୂଆଦିଲ୍ଲୀ,୧୪।୨: ଭାରତୀୟ ରାଜନୀତିର ଲୋକପ୍ରିୟ ତଥା ଭାଜପାର ବରିଷ୍ଠ ନେତ୍ରୀ ସ୍ବର୍ଗତା ସୁଷମା ସ୍ବରାଜଙ୍କ ଶୁକ୍ରବାର ୬୮ତମ ଜନ୍ମଦିନ। ୧୯୫୨ ଫେବୃୟାରୀ ୧୪ରେ ପଞ୍ଜାବର ଅମ୍ବାଲାରେ...

Advertisement
Archives

Model This Week