Posted inଖେଳ

ପିଲାଦିନର ବାନ୍ଧବୀଙ୍କୁ ବିବାହ କରିଥିଲେ ଏହିସବୁ ଭାରତୀୟ କ୍ରିକେଟର୍‌

ଭାରତୀୟ କ୍ରିକେଟରଙ୍କ ପ୍ରେମ ସମ୍ପର୍କକୁ ନେଇ ଚର୍ଚ୍ଚା ହେବା କିଛି ନୂଆ କଥା ନୁହେଁ। କେତେବେଳେ ବଲିଉଡ ଅଭିନେତ୍ରୀଙ୍କ ସହ କ୍ରିକେଟରଙ୍କ ନାଁ ଯୋଡା ହେଲାଣି ତ ଆଉ କେତେବେଳେ କୌଣସି ବ୍ୟବସାୟୀଙ୍କ ଝିଅ ସହ ବିବାହ ଖବରକୁ ନେଇ ଚର୍ଚ୍ଚା ହୋଇଥାଏ। କିନ୍ତୁ କିଛି କ୍ରିକେଟର୍‌ ଏମିତି ଅଛନ୍ତି, ଯେଉଁମାନେ ନିଜ ପିଲାଦିନର ବାନ୍ଧବୀଙ୍କୁ ବିବାହ କରିଛନ୍ତି। ଆସନ୍ତୁ ଜାଣିବା ସେଭଳି କିଛି କ୍ରିକେଟର୍ସଙ୍କ ବିଷୟରେ..

ମହେନ୍ଦ୍ର ସିଂ ଧୋନୀ
ଭାରତୀୟ କ୍ରିକେଟ ଦଳର ପୂର୍ବତନ ଅଧିନାୟକ ମହେନ୍ଦ୍ର ସିଂ ଧୋନୀ ୨୦୦୭ ଜୁଲାଇ ୪ରେ ଲୁଚିଛପି ପିଲାଦିନର ବନ୍ଧୁ ସାକ୍ଷୀଙ୍କୁ ବିବାହ କରିଥିଲେ। ଉଭୟ ଛୋଟବେଳେ ରାଞ୍ଚିର ଶ୍ୟାମଲୀ ସ୍କୁଲରେ ପାଠ ପଢୁଥିଲେ। ସ୍କୁଲ ପଢା ଶେଷପରେ ସାକ୍ଷୀଙ୍କ ପରିବାର ଡେରାଡୁନ୍‌ ଚାଲିଯାଇଥିଲେ। ଏପଟେ ଧୋନୀଙ୍କ ପରିବାର ରାଞ୍ଚିରେ ହିଁ ରହିଥିଲେ।

ଅଜିଙ୍କେ ରାହାଣେ
ଭାରତୀୟ କ୍ରିକେଟ ଦଳର ମଧ୍ୟକ୍ରମ ବ୍ୟାଟ୍ସମ୍ୟାନ୍‌ ଆଜିଙ୍କେ ରାହାଣେ ପିଲାଦିନର ବାନ୍ଧବୀ ରାଧିକା ଧୋପାକରଙ୍କୁ ବିବାହ କରିଥିଲେ।

ସୁରେଶ ରାଇନା
କ୍ରିକେଟର ସୁରେଶ ରାଇନା ମଧ୍ୟ ନିଜ ପ୍ରଥମ ପ୍ରେମକୁ ବିବାହ କରିଥିଲେ। ସେ ନିଜ ସ୍କୁଲ ସାଥୀ ପ୍ରିୟଙ୍କା ଚୌଧୁରୀଙ୍କୁ ବିବାହ କରିଥିଲେ।

ବରୁଣ ଆରୋନ
ଭାରତୀୟ ବୋଲର ବରୁଣ ଆରୋନ ପିଲାଦିନର ବାନ୍ଧବୀ ରାଗିଣୀ ଶର୍ମାଙ୍କୁ ବିବାହ କରିଥିଲେ।

ମନୋଜ ତିଓ୍ବାରୀ
ଭାରତୀୟ କ୍ରିକେଟର ମନୋଜ ତିଓ୍ବାରୀ ହାଓ୍ବଡାସ୍ଥିତ ସୁସ୍ମିତା ରାୟଙ୍କୁ ୨୦୧୩ରେ ବିବାହ କରିଥିଲେ। ଦୁହେଁ ପିଲାଦିନର ବନ୍ଧୁ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

କ୍ଳଚ ତାରରେ ସ୍ତ୍ରୀର ତଣ୍ଟି ଚିପି ହତ୍ୟା ମାମଲା, ଆଜୀବନ କାରାଦଣ୍ଡ ଶୁଣାଇଲେ କୋର୍ଟ

ପାରଳାଖେମୁଣ୍ଡି,୧୫।୪(ଗିରିଧାରୀ ପରିଛା): ବିବାହର ମାତ୍ର ବର୍ଷେ ପରେ ଅଧିକ ଯୌତୁକ ଦାବି କରି ଥରକୁ ଥର ମାନସିକ ଓ ଶାରୀରିକ ନିର୍ଯ୍ୟାତନା ଦେଇ ଶେଷରେ କ୍ଳଚ ତାରରେ…

ଅଭିଷେକ ଶର୍ମା- ଅକ୍ଷର ପଟେଲଙ୍କର ହେବ ଡୋପ୍‌ ଟେଷ୍ଟ, RTP ତାଲିକାରେ ସାମିଲ କଲା… 

ନୂଆଦିଲ୍ଲୀ,୧୫।୪: ଚଳିତ ବର୍ଷର ଦ୍ୱିତୀୟ ତ୍ରୈମାସିକ ପାଇଁ ଜାତୀୟ ଡୋପିଂ ବିରୋଧୀ ସଂସ୍ଥା (NADA) ପକ୍ଷରୁ ପଞ୍ଜିକୃତ ପରୀକ୍ଷଣ ପୁଲ (RTP)ର ନୂଆ ତାଲିକା ଜାରି କରାଯାଇଛି।…

ଟ୍ରମ୍ପ ଖେଳିଲେ ବଡ଼ ଗେମ୍! ୪୮ ଘଣ୍ଟା ପରେ ଖୋଲିଲା ହର୍ମୁଜ୍ ପ୍ରଣାଳୀ

ଓ୍ବାଶିଂଟନ୍‌,୧୫।୪: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ହର୍ମୁଜ୍ ପ୍ରଣାଳୀରେ ଅବରୋଧ ହଟାଇବା ନେଇ ଘୋଷଣା କରିଛନ୍ତି। ଏକ ବିବୃତ୍ତିରେ ଟ୍ରମ୍ପ କହିଛନ୍ତି, “ଆମେ ଏବେ ଏହାକୁ ସମ୍ପୂର୍ଣ୍ଣ…

PNB ଗ୍ରାହକ ଆଲର୍ଟ! କାଲିଠୁ ବନ୍ଦ ହୋଇଯିବ ବ୍ୟାଙ୍କ୍‌ ଆକାଉଣ୍ଟ, ଲିଷ୍ଟରେ ଅଛି କି ନାଁ…

ନୂଆଦିଲ୍ଲୀ,୧୫।୪: ଯଦି ଆପଣଙ୍କର ପଞ୍ଜାବ ନ୍ୟାସନାଲ ବ୍ୟାଙ୍କ (PNB) ରେ ଏକ ଆକାଉଣ୍ଟ ଅଛି, ତେବେ ଏହି ଅପଡେଟ ଆପଣଙ୍କ ପାଇଁ ଅତ୍ୟନ୍ତ ଗୁରୁତ୍ୱପୂର୍ଣ୍ଣ । ବ୍ୟାଙ୍କ…

ସ୍କୁଲ୍‌ରେ ଅଘଟଣ, ପାଚେରୀ ଭୁଶୁଡ଼ି ଚାଲିଗଲା ୨ ଛାତ୍ରୀଙ୍କ ଜୀବନ

ପାରଳାଖେମୁଣ୍ଡି/ମୋହନା,୧୫।୪(ଗିରିଧାରୀ ପରିଛା/ମନ୍ମଥ ମିଶ୍ର): ରା.ଉଦୟଗିରିରେ ଅଭାବନୀୟ ଘଟଣା । ସ୍କୁଲ ପାଚେରୀ ତଳେ ଚାପି ହୋଇ ଦୁଇ ଛାତ୍ରୀଙ୍କର ମୃତ୍ୟୁ ହୋଇଛି । ରା.ଉଦୟଗିରି ଥାନା ୠବୁଡିସିଂ…

ଚିନ୍ତା ବଢ଼ାଇଲା ରିପୋର୍ଟ, ଆଗାମୀ ୩-୪ ବର୍ଷ ପାଇଁ ଲାଗି ରହିପାରେ ଗ୍ୟାସ୍ ଅଭାବ!

ନୂଆଦିଲ୍ଲୀ,୧୫।୪: ମଧ୍ୟପ୍ରାଚ୍ୟରେ ଉତ୍ତେଜନା ଯୋଗୁଁ ଭାରତ ସହ ଅନେକ ଦେଶରେ ଗ୍ୟାସର ଅଭାବ ଦେଖାଦେଇଛି । ଦେଶକୁ ଆଗାମୀ ତିନିରୁ ଚାରି ବର୍ଷ ପାଇଁ ଏହି ଚ୍ୟାଲେଞ୍ଜର…

ପ୍ରକାଶ ପାଇଲା CBSE ଦଶମ ରେଜଲ୍ଟ,ଏପରି କରନ୍ତୁ ଚେକ୍

ନୂଆଦିଲ୍ଲୀ,୧୫।୪: କେନ୍ଦ୍ରୀୟ ମାଧ୍ୟମିକ ଶିକ୍ଷା ବୋର୍ଡ (CBSE) ଦଶମ ଶ୍ରେଣୀ ବୋର୍ଡ ପରୀକ୍ଷା  ଫଳାଫଳ ପ୍ରକାଶ ପାଇଛି । ଛାତ୍ରୀଛାତ୍ର ଏବଂ ଅଭିଭାବକମାନେ ବର୍ତ୍ତମାନ UMANG ଆପରେ…

ଆଇନମନ୍ତ୍ରୀଙ୍କ ଘୋଷଣା, ମହାପ୍ରଭୁଙ୍କ ଦର୍ଶନ ବ୍ୟବସ୍ଥାରେ ହେବ ବଡ଼ ପରିବର୍ତ୍ତନ

ଭୁବନେଶ୍ବର,୧୫।୪: ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ଦର୍ଶନ ନେଇ ବଡ଼ ଘୋଷଣା କଲେ ଆଇନ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ। ବଦଳିବ ଦର୍ଶନ ବ୍ୟବସ୍ଥା । ଖୁବଶୀଘ୍ର ସ୍ଲଟ ବୁକିଂ ମାଧ୍ୟମରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri