Posted inଜାତୀୟ

ପିଲାଦିନ ବନ୍ଧୁଙ୍କୁ ପ୍ରେମ ବିବାହ କଲେ ଯୁବତୀ: ମର୍ମାହତ ହୋଇ ବାପା ବାଣ୍ଟିଲେ ଶ୍ରାଦ୍ଧ କାର୍ଡ

ଭୋପାଳ,୪।୮: ମଧ୍ୟପ୍ରଦେଶ ମନ୍ଦସୋର ଜିଲାରେ ଘଟିଛି ଏକ ଅଭାବନୀୟ ଘଟଣା। ସ୍ଥାନୀୟ ଅଫଜଲପୁର ଥାନା ଅନ୍ତର୍ଗତ କୁଚଦୌଡ଼ ଗାଁରେ ଜଣେ ୧୯ ବର୍ଷ ବୟସ୍କା ଯୁବତୀ ନିଜ ପିଲାଦିନ ବନ୍ଧୁଙ୍କୁ ପ୍ରେମ ବିବାହ କରିଛନ୍ତି। ଏନେଇ ତାଙ୍କ ପିତାଙ୍କ ପକ୍ଷରୁ ଥାନାରେ ଏକ ମାମଲା ଦାଏର କରାଯାଇଥିଲା। ଯୁବତୀ ଜଣଙ୍କ ସ୍ବାମୀଙ୍କ ପାଖରେ ରହିବାକୁ ଥାନାରେ କହିଥିଲେ। ଫଳରେ ଏଥିରେ ମର୍ମାହତ ହୋଇ ପିତା ଯୁବତୀଙ୍କର ଶ୍ରାଦ୍ଧ ଭୋଜି ଦେବାକୁ ମନସ୍ଥ କରି କାର୍ଡ ବାଣ୍ଟିଛନ୍ତି। ତାଙ୍କ ଜୀବିତ ଝିଅ ପାଇଁ ବାପା ଏଭଳି କରୁଥିବା ଘଟଣା ଏବେ ସୋସିଆଲ୍‌ ମିଡ଼ିଆରେ ଭାଇରାଲ ହେବାରେ ଲାଗିଛି।


Enter your email to get our daily news in your inbox.

All Right Reserved By Dharitri.Com

ମିଛ କହୁଥିବା ଶାହା କ୍ଷମା ମାଗନ୍ତୁ

କୋହିମା, ୧୧।୧୨: ନାଗାଲାଣ୍ଡର ମୋନ୍‌ ଜିଲାରେ ସେନା ଗୁଳିରେ ୧୪ ଜଣଙ୍କ ମୃତ୍ୟୁ ଘଟଣା ପ୍ରତିବାଦରେ ଶନିବାର ଏକ ବିଶାଳ ରାଲି କରାଯାଇଛି। ଗୁଳିକାଣ୍ଡ ସମ୍ପର୍କରେ...

୨୮ବର୍ଷ ପରେ ପ୍ରଥମ ଥର ବୁଲେଟପ୍ରୁଫ୍‌ ଟେଣ୍ଟରେ ବିରାଜମାନ ହେବେ ରାମଲଲା

ଅଯୋଧ୍ୟା,୨୫।୨: ଅଯୋଧ୍ୟାରେ ୨୮ବର୍ଷ ପରେ ପ୍ରଥମ ଥର ଏକ ଅସ୍ଥାୟୀ ଟେଣ୍ଟ ତଳେ ରହିବେ ରାମଲଲା। ରାମଲଲାଙ୍କ ମୂର୍ତ୍ତିକୁ ଏକ ବୁଲେଟପ୍ରୁଫ୍‌ର ଫାଇଭର ଷ୍ଟ୍ରକଚର୍‌ ଭିତରେ...

ବୁଲଡୋଜର ଉପରେ ଚଢିଲେ ବ୍ରିଟେନ ପ୍ରଧାନମନ୍ତ୍ରୀ

ଗାନ୍ଧୀନଗର,୨୧।୪: ଦେଶରେ ବୁଲଡୋଜରକୁ ନେଇ ଜୋରଦାର ଚର୍ଚ୍ଚା ଜାରି ରହିଛି। ଦୁଇ ଦିନିଆ ଭାରତ ଗସ୍ତରେ ଆସିଥିବା ବ୍ରିଟେନ ପ୍ରଧାନମନ୍ତ୍ରୀ ବୋରିସ ଜନସନ ଗୁରୁବାର ଗୁଜରାଟ...

ଇତିହାସରେ ପ୍ରଥମ ଘଟଣା, ୩୦ ମିନିଟ୍‌ ବିଳମ୍ବରେ ଆରମ୍ଭ ହେବ ସାଧାରଣତନ୍ତ୍ର ଦିବସ ପରେଡ…

ନୂଆଦିଲ୍ଲୀ, ୧୮।୧ : ଦେଶରେ ୨୬ ଜାନୁୟାରୀ ୨୦୨୨ ରେ ୭୩ତମ ସାଧାରଣତନ୍ତ୍ର ଦିବସ ପାଳନ କରାଯିବ। ଏହି ଅବସରରେ ନୂଆଦିଲ୍ଲୀର ରାଜପଥରେ ପରେଡ ଅନୁଷ୍ଠିତ...

ଦେଶରେ ଦୈନିକ ସଂକ୍ରମଣ ଉପରମୁହାଁ, ଆଜି ୩ ଲକ୍ଷ ୪୭ ହଜାର ୨୫୪ ଆକ୍ରାନ୍ତ ଚିହ୍ନଟ

ନୂଆଦିଲ୍ଲୀ,୨୧।୧: କରୋନାର ତୃତୀୟ ଲହର ଦ୍ରୁତ ଗତିରେ ବଢିଚାଲିଛି। ଏବେ ଦୈନିକ ସଂକ୍ରମଣ ୩ଲକ୍ଷ ଉପରେ ରହୁଛି। ତେବେ ଗତ ୨୪ ଘଣ୍ଟାରେ ୩ ଲକ୍ଷ...

ଇରାନରେ ଥିବା ଭାରତୀୟଙ୍କୁ ଫେରାଇ ଆଣିବାକୁ ଉଦ୍ୟମ

ନୂଆଦିଲ୍ଲୀ,୧୩।୩(ପି.ଟି.): ଇରାନରେ ଅଟକିଥିବା ଭାରତୀୟ ପର୍ଯ୍ୟଟକମାନଙ୍କୁ ଫେରାଇଆଣିବା ଉପରେ ସରକାର ପ୍ରାଥମିକତା ଦେଉଛନ୍ତି ବୋଲି ବହିର୍ବ୍ୟାପାର ମନ୍ତ୍ରୀ ଏସ୍‌. ଜୟଶଙ୍କର କହିଛନ୍ତି। ଇରାନର ବିଭିନ୍ନ ପ୍ରଦେଶରେ ୬୦୦୦ରୁ...

ଭାରତ ଆସିବେନି ଇସ୍ରାଏଲ ପ୍ରଧାନମନ୍ତ୍ରୀ: ୫ ଦିନ ପୂର୍ବରୁ ବାତିଲ କଲେ ଯାତ୍ରା

ନୂଆଦିଲ୍ଲୀ,୩।୯: ଇସ୍ରାଏଲର ପ୍ରଧାନମନ୍ତ୍ରୀ ବେନ୍‌ୟାମିନ୍‌ ନୋତାନେହୁଙ୍କ ଭାରତ ଗସ୍ତ ବାତିଲ ହୋଇଛି। ଯାତ୍ରାର ୫ ଦିନ ପୂର୍ବରୁ ଏହାକୁ ବାତିଲ କରାଯାଇଥିବା ନେଇ ଜଣାପଡ଼ିଛି। ମଙ୍ଗଳବାର...

ପୁଲଓ୍ବାମା ଭଳି ଆକ୍ରମଣ ଯୋଜନାରେ ଥିଲେ ଆତଙ୍କବାଦୀ: ଜବତ ଅସ୍ତ୍ରଶସ୍ତ୍ର ଉଡାଇ ପାରିଥାଆନ୍ତା ବୁଲେଟ୍‌ ପ୍ରୁଫ୍‌ ଗାଡ଼ି

ଶ୍ରୀନଗର,୧।୨: ଜମ୍ମୁର ଗନରୋଟା ଅଞ୍ଚଳରେ ଜୈଶ-ଇ-ମହମ୍ମଦର ମୃତ ୩ ଆତଙ୍କବାଦୀ ବଡ ଧରଣର ଆକ୍ରମଣ ଯୋଜନାରେ ଥିବା ଜଣାପଡିଛି। ଏଥିପାଇଁ ସେମାନେ ନଗରୋଟା ହାଇଓ୍ବେର ସ୍ଥାନେ...

Advertisement
Archives

Model This Week