ପିଲାମାନେ କାହିଁକି ହୁଅନ୍ତି ବାଉଁଆ ବା ଲେପ୍ଟି

ସାଧାରଣତଃ ଅଧିକାଂଶ ଲୋକେ ସବୁକାମ ପାଇଁ ଡାହାଣ ହାତର ବ୍ୟବହାର କରିଥାଆନ୍ତି। କିନ୍ତୁ ଆଉ କିଛି ଲୋକ ଅଛନ୍ତି ଯେଉଁମାନେ ବେଶି ବାମ ହାତ ବ୍ୟବହାର କରନ୍ତି। ଏଭଳି ପିଲାମାନଙ୍କୁ ବା ବ୍ୟକ୍ତିଙ୍କୁ ବାଉଁଆ ବା ଲେପ୍ଟି ବୋଲି କୁହାଯାଏ। ଏମାନେ ଲେଖିବା, ଖାଇବା ଠାରୁ ଆରମ୍ଭ କରି ସବୁ କାମ ପ୍ରାୟତଃ ବାମ ହାତରେ କରିଥାଆନ୍ତି। ତେବେ ଅଧିକାଂଶ ଲେପ୍ଟି ଭାଗ୍ୟବାନ ହୋଇଥାଆନ୍ତି ବୋଲି କୁହାଯାଏ। ଏମାନେ ଭବିଷ୍ୟତରେ ଉଚ୍ଚ ପଦରେ ଅଧିଷ୍ଠିତ ହୋଇଥାଆନ୍ତି ବୋଲି ଉଦାହରଣ ରହିଛି। ଏକ ଅନୁଧ୍ୟାନରୁ ଜଣାପଡିଛି ଯେ ମାନବ ଶରୀରରେ ଥିବା ଜିନ ଓ ଡିଏନ୍‌ଏ ଯୋଗୁ ପିଲାମାନେ ଲେପ୍ଟି ହୋଇଥାଆନ୍ତି। ମାତୃଗର୍ଭରେ ଥିବା ସମୟରେ ଯେତେବେଳେ ପିଲାଟି ୬ ମାସର ହୋଇଯାଏ ସେତେବେଳେ ସେ ବାମ ହାତ ଓ ଡାହାଣ ହାତର ବ୍ୟବହାର ଆରମ୍ଭ କରି ଦେଇଥାଏ। ଯଦି ସେ ବାମ ହାତର ବ୍ୟବହାର ଅଧିକ କରିଥାଏ ତେବେ ଭୂମିଷ୍ଠ ହେବା ପରେ ସେହି ଅନୁଯାୟୀ ଶିଶୁଟି ବାମ ହାତର ବ୍ୟବହାର କରିଥାଏ। ଆହୁରି ମଧ୍ୟ ଏହା ଜେନେଟିକ୍‌ ବୋଲି କୁହାଯାଏ। ଯଦି ମାତା ବା ପିତା ବାମହାତି ବା ଲେପ୍ଟି ହୋଇଥାଆନ୍ତି ତେବେ ପିଲାମାନେ ଲେପ୍ଟି ହେବାର ଆଶଙ୍କା ଅଧିକ ଥାଏ। ଆହୁରି ମଧ୍ୟ ନଭେମ୍ବରରୁ ଜାନୁୟାରୀ ମାସ ମଧ୍ୟରେ ଜନ୍ମ ନେଉଥିବା ଶିଶୁମାନେ ଲେପ୍ଟି ହେବାର ଆଶଙ୍କା ଅଧିକ ରହିଥାଏ।


Enter your email to get our daily news in your inbox.

All Right Reserved By Dharitri.Com

ଟ୍ରାକ୍ଟର ଚାପାରେ ଶ୍ରମିକ ମୃତ, ପରିବାର ଲୋକେ ଆଣିଲେ ସାଂଘାତିକ ଅଭିଯୋଗ

କୋକସରା,୧୧।୬(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲା କୋକସରା ବ୍ଲକ ଆମପାଣି ଥାନା ଅନ୍ତର୍ଗତ ସିଉନୀ-ପାତ୍ରବସା ରାସ୍ତାରେ ଟ୍ରାକ୍ଟର ଟ୍ରଲି ତଳେ ଚାପି ହୋଇ ଗୁରୁତର ହୋଇଥିବା ଜଣେ…

Extremely Severe Alert: ଆପଣଙ୍କ ଫୋନରେ ଖୁବ ଜୋରରେ ଶବ୍ଦ ସହ ଆସିଥିଲା କି ଆଲର୍ଟ? ଜାଣନ୍ତୁ ଏହାର ଅର୍ଥ କ’ଣ

ନୂଆଦିଲ୍ଲୀ,୧୧।୬; ଯଦି ଆପଣଙ୍କ ମୋବାଇଲ ସ୍କ୍ରିନରେ ହଠାତ ‘ଅତ୍ୟନ୍ତ ଗମ୍ଭୀର ସତର୍କତା’ ଲେଖାଥିବା ଏକ ପପ-ଅପ ମେସେଜ ଝଲସି ଉଠେ, ଏବଂ ତା ସହିତ ଏକ ଜୋରରେ…

ଅବୁଜବାହାଲ ପଥର କ୍ୱାରୀରୁ ସସ୍‌ପେନସନ ଆଦେଶ ପ୍ରତ୍ୟାହାର କଲା ଖଣିବିଭାଗ, ରଖିଲା ଏମିତି ସର୍ତ୍ତ

କର୍ଲାମୁଣ୍ଡା, ୧୧।୬(ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ଗଜବାହାଲ ପଞ୍ଚାୟତର ଅବୁଜବାହାଲଠାରେ ଥିବା ପଥର କ୍ୱାରୀ -୨ ଉପରେ ଖଣି ବିଭାଗ ଗତ ତା…

ଘୋଷଣା ହେଲା ୨୦୨୭ ICC ବିଶ୍ୱକପ ତାରିଖ! ଅକ୍ଟୋବର ୪ରୁ ମହାଲଢ଼େଇ, ଜାଣନ୍ତୁ କେବେ, କେଉଁଠି ଖେଳାଯିବ ଫାଇନାଲ

ନୂଆଦିଲ୍ଲୀ,୧୧।୬: ଆସନ୍ତା ବର୍ଷ ଦକ୍ଷିଣ ଆଫ୍ରିକା, ଜିମ୍ବାୱେ ଏବଂ ନାମ୍ବିଆରେ ଆୟୋଜିତ ହେବାକୁ ଥିବା ୫୦-ଓଭର ବିଶ୍ୱକପକୁ ନେଇ ଏକ ବଡ଼ ଅପଡେଟ ସାମ୍ନାକୁ ଆସିଛି। ରିପୋର୍ଟ…

ଅବସର ନେବେ ଅକ୍ଷୟ କୁମାର!

ମୁମ୍ବାଇ: ଅକ୍ଷୟ କୁମାରଙ୍କ ଫିଲ୍ମ ‘ୱେଲକମ ଟୁ ଦି ଜଙ୍ଗଲ’ର ଟ୍ରେଲର ରିଲିଜ ହୋଇଛି ଏବଂ ଦର୍ଶକଙ୍କଠାରୁ ଏକ ଚମତ୍କାର ପ୍ରତିକ୍ରିୟା ପାଉଛନ୍ତି; ଅକ୍ଷୟଙ୍କ ପ୍ରଶଂସକମାନେ ଏହାକୁ…

ରଜ ଖୁସିକୁ ଦ୍ୱିଗୁଣିତ କଲେ ଆଇପିଓ ଆକର୍ଷ ରଞ୍ଜନ; ବାଳାଶ୍ରମ ଶିଶୁଙ୍କୁ ମଲକୁ ନେଇ ନୂଆ ପୋଷାକ କିଣାଇଲେ…

ପାରଳାଖେମୁଣ୍ଡି(ଗିରିଧାରୀ ପରିଛା): ୧୧।୬: ରଜ ପର୍ବର ଆଗମନ ସହ ଉତ୍ସବମୁଖର ପରିବେଶ ମଧ୍ୟରେ ଉତ୍କଳ ବାଳାଶ୍ରମର ଶିଶୁମାନଙ୍କ ପାଇଁ ଏକ ସ୍ମରଣୀୟ ଦିନ ସୃଷ୍ଟି କରିଛନ୍ତି ଆଇପିଓ…

ସକ୍ରିୟ ହେଲା ଅଲ ନିନୋ: ମରୁଡ଼ି, ବନ୍ୟା ,ଭୟଙ୍କର ମହାବିନାଶ! ଓଡ଼ିଶାରେ…

ଭୁବନେଶ୍ୱର, ୧୧।୬: ପ୍ରଶାନ୍ତ ମହାସାଗରରେ ‘ଅଲ ନିନୋ’ ସକ୍ରିୟ ହୋଇଯାଇଛି। ବିଶ୍ୱ ପାଣିପାଗ ସଂଗଠନ (WMO) ଏବଂ ପାଣିପାଗ ଏଜେନ୍ସିଗୁଡ଼ିକ ଅନୁଯାୟୀ, ଏହାର ପ୍ରଭାବରେ ସାରା ବିଶ୍ୱରେ…

ମମତା ବାନାର୍ଜୀଙ୍କ ପାଇଁ ଚତୁର୍ଥ ଝଟକା: ଚାରି ଦିନରେ ୪ଟି ଇସ୍ତଫା

କୋଲକାତା,୧୧।୬: ବଙ୍ଗଳା ବିଧାନସଭା ନିର୍ବାଚନରେ ତୃଣମୂଳ କଂଗ୍ରେସ ଦମନକାରୀ ପରାଜୟ ପରେ ତୃଣମୂଳ କଂଗ୍ରେସ ସାମ୍ନାରେ ଥିବା ସଙ୍କଟ ଆହୁରି ଘନିଭୂତ ହେଉଛି। ଦଳ ଭିତରେ ଆରମ୍ଭ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri