ପିଲାମାନେ କେତେ ସମୟ ବ୍ୟାୟାମ କରିବା ଦରକାର

ଓ୍ବାଶିଂଟନ : ପିଲାମାନେ ସୁସ୍ଥ ରହିବା ପାଇଁ ସପ୍ତାହକୁ ତିନି ଦିନ ମଧ୍ୟମ କିମ୍ବା କଠିନ ବ୍ୟାୟାମ କରିବାକୁ ପଡିବ। ୟୁଏସ୍‌ ଡିପାର୍ଟମେଣ୍ଟ ଅଫ୍‌ ହେଲ୍‌ଥ ଆଣ୍ଡ୍‌ ହ୍ୟୁମାନ ସର୍ଭିିସ ଗାଇଡ୍‌ ଲାଇନ ଅନୁଯାୟୀ ୬ କିମ୍ବା ଏହାଠାରୁ ଅଧିକ ବୟସର ପିଲାମାନେ ଅତି କମ୍‌ରେ ସପ୍ତାହକୁ ତିନିଦିନ ଏକ ଘଣ୍ଟା ଅବଧିର ବ୍ୟାୟାମ କରିବା ଆବଶ୍ୟକ। ଏହା କଠିନ କିମ୍ବା ମଧ୍ୟମ ଧରଣର ବ୍ୟାୟାମ ହୋଇପାରେ। ଏହା ସହ ପିଲାମାନେ ବି ସେମାନଙ୍କ ଅସ୍ଥି ଓ ମାଂସପେଶୀର ବିକାଶ ଲାଗି ଆଉ ତିନିଦିନ ବ୍ୟାୟାମ କରିବା ଜରୁରୀ । ୩ରୁ ୫ ବର୍ଷ ବୟସର ପିଲାମାନେ ସେମାନଙ୍କ ଶାରୀରିକ ବିକାଶ ଲାଗି ଦିନସାରା ଖେଳକୁଦ କଲେ ତାହା ସେମାନଙ୍କ ଶାରୀରିକ ବିକାଶରେ ସାହାଯ୍ୟ କରିବ ବୋଲି କୁହାଯାଇଛି। ଏହି ବୟସର ପିଲାମାନଙ୍କୁ ମା-ବାପା ଦିନରେ ବେଶି ସମୟ ଖେଳିବା ଲାଗି ଉତ୍ସାହିତ କରିବା ଆବଶ୍ୟକ।


Enter your email to get our daily news in your inbox.

All Right Reserved By Dharitri.Com

ଘୋଡ଼ା ସହ ଏମିତି କାମ କଲେ ଶିକ୍ଷୟିତ୍ରୀ, ଶେଷରେ ଗଲା ଚାକିରି

ଲଣ୍ଡନ,୨୨ା୧୨: ବ୍ରିଟେନରେ ଜଣେ ପ୍ରାଥମିକ ବିଦ୍ୟାଳୟର ଶିକ୍ଷୟିତ୍ରୀ ଏମିତି କିଛି କାର୍ଯ୍ୟ କରିଛନ୍ତି, ଯାହା ଜାଣିଲେ ଆପଣ ମଧ୍ୟ ନିନ୍ଦା କରିବେ। ସୋସିଆଲ ମିଡିଆରେ ତାଙ୍କ...

ସୁସ୍ଥତା ପାଇଁ…

କର୍ମଜୀବୀ ମହିଳାମାନେ ଫିଟ୍‌ ରହିବା ପାଇଁ ପ୍ରତିଦିନ ଯୋଗାସନ କରିବା ନିହାତି ଜରୁରୀ। ତେଣୁ ପ୍ରତିଦିନ ଏଥି ନିମନ୍ତେ କିଛି ସମୟ ବାହାର କରିବା ପାଇଁ...

ନେପାଳରେ ପୁଣି ରାଜନୈତିକ ସଙ୍କଟ

କାଠମାଣ୍ଡୁ, ୨୩।୫(ଆଇଏଏନ୍‌ଏସ୍‌): ନେପାଳ ପ୍ରଧାନମନ୍ତ୍ରୀ କେ.ପି. ଶର୍ମା ଓଲିଙ୍କ ସୁପାରିସକ୍ରମେ ରାଷ୍ଟ୍ରପତି ବିଦ୍ୟାଦେବୀ ଭଣ୍ଡାରୀ ଶୁକ୍ରବାର ମଧ୍ୟରାତ୍ରରେ ପାର୍ଲାମେଣ୍ଟ ଭଙ୍ଗ କରିବା ସହ ନଭେମ୍ବର ୧୨...

ଡେଙ୍ଗୁ ସଚେତନତା

ଡେଙ୍ଗୁ ଭୂତାଣୁଜନିତ ମଶାବାହକ ଜ୍ୱର। ବର୍ଷାଋତୁରେ ସଂକ୍ରମଣ ବେଶି। ଏଥିରେ ବହୁତ ଜ୍ୱର ହୁଏ। ମୁଣ୍ଡବିନ୍ଧା ହୁଏ। ମୁହଁ ନାଲି ଦେଖାଯାଏ। ଗୋଡ଼ ହାତ ଘୋଳାବିନ୍ଧା...

ବାଦଲଫଟା ବର୍ଷା, ଭୂସ୍ଖଳନ ନେଲା ୧୬ ଜୀବନ

ଇସ୍‌ଲାମାବାଦ,୧୨।୯: ପାକିସ୍ତାନର ଖାଇବର ପଖତୁନଖ୍ବା ପ୍ରଦେଶ ଅଧୀନ ମାନସେହ୍‌ରା ଜିଲାରେ ପ୍ରବଳ ବର୍ଷା ଯୋଗୁ ୧୬ ଜଣଙ୍କ ମୃତ୍ୟୁ ଘଟିଛି। ବର୍ଷାରେ ଭୂସ୍ଖଳନ ଘଟି ୪ଟି...

ଭୁଲରେ କରନ୍ତୁ ନାହିଁ ଏସବୁ କାମ, ହୋଇପାରେ ଧନହାନି

ସୁଖଶାନ୍ତିରେ ରହିବା ସହ ପରିବାର ସଦସ୍ୟଙ୍କ ମଧ୍ୟରେ ଉତ୍ତମ ବୁଝାମଣା ଓ ସ୍ନେହଶ୍ରଦ୍ଧା ରହୁ ବୋଲି ସମସ୍ତେ ଚାହିଁଥାନ୍ତି। ଘରକୁ କିପରି ଧନର ଆଗମନ ହେବ,...

ୟୁକ୍ରେନ ଯୁବତୀଙ୍କୁ ମେସେଜ ପଠାଉଛନ୍ତି ରୁଷିଆ ସୈନିକ, ସ୍କ୍ରିନ୍‌ଶଟ୍‌ ଶେୟାର କରି କହିଲେ…

କ୍ୱିଭ୍‌,୨୪ା୨: ରୁଷିଆ ଏବଂ ୟୁକ୍ରେନ ମଧ୍ୟରେ ଯୁଦ୍ଧ ଆରମ୍ଭ ହୋଇଯାଇଛି। ୟୁକ୍ରେନର ରାଜଧାନୀ ସମେତ ଅନେକ ସ୍ଥାନରେ ବିସ୍ଫୋରଣ କରିଛି ରୁଷିଆ। ଏହି ସମୟରେ ୟୁକ୍ରେନର...

ଖଣି କର୍ମଚାରୀଙ୍କ ଉପରେ ଆକ୍ରମଣ: ୩୭ ମୃତ

ଓ୍ବାଗାଡୁଗୁ,୮-୧୧(ଏଏଫ୍‌ପି):ପଶ୍ଚିମ ଆଫ୍ରିକୀୟ ଦେଶ ବୁର୍କିନା ଫାସୋରେ ଜେହାଦୀ ହିଂସାରେ ୩୭ ଜଣଙ୍କ ମୃତ୍ୟୁ ଘଟିବା ସହ ୬୦ ଜଣ ଆହତ ହୋଇଛନ୍ତି। ଗତ ୫ ବର୍ଷ...

Advertisement
Archives

Model This Week